Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଅବସରପ୍ରାପ୍ତ କର୍ମଚାରୀଙ୍କୁ ଚୟନ କରିବେ ଉଚ୍ଚସ୍ତରୀୟ କମିଟି, ଅବସରକାଳୀନ ନିଯୁକ୍ତି ପାଇଁ ମୁଖ୍ୟମନ୍ତ୍ରୀ ଦେବେ ଅନୁମୋଦନ
ସିଂହାମୁଣ୍ଡାରେ ଝାଡ଼ାବାନ୍ତି ଦୁଇ ମୃତ, ୫୦ରୁ ଅଧିକ ଆକ୍ରାନ୍ତ
ସିପିଆଇଏମ୍ ମହାସଚିବ ସୀତାରାମ ୟେଚୁରୀଙ୍କ ଦେହାନ୍ତ, ଦିଲ୍ଲୀ ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ
ଆସନ୍ତା ୨୪ ଘଣ୍ଟାରେ ବାଂଲାଦେଶ ଲଘୁଚାପ ସମ୍ଭାବନା ରହିଛି, ପଶ୍ଚିମ-ଉତ୍ତରପଶ୍ଚିମକୁ ଗତି କରି ଅବପାତରେ ପରିଣତ ହୋଇପାରେ
ଉତ୍ତରପ୍ରଦେଶ ବାହାରାଇଚରେ ମାତିଛି ମଣିଷଖିଆ ଗଧିଆ: ଦୁଇ ଦିନରେ ତିନି ଶିଶୁଙ୍କୁ ମରାଣାନ୍ତକ ଆକ୍ରମଣ , ସତର୍କ ରହିବାକୁ ବନବିଭାଗର ପରାମର୍ଶ
Browsing Category
Today’s Highlight
କୁକୁର, ବିଲେଇଙ୍କ ପାଇଁ ଶ୍ମଶାନ କରିବେ ରାଜ୍ୟ ସରକାର
ଭୁବନେଶ୍ବର: ପଶୁମାନଙ୍କର ବି ମଣିଷ ଭଳି ଶେଷ ସମୟରେ ସମ୍ମାନ ପାଇବାର ଅଧିକାର ଅଛି। ଏବେ ପଶୁମାନେ ଜଣେ ମଣିଷ ଭଳି ଶେଷ ସମୟରେ ସମ୍ମାନ ପାଇବେ। ଅନେକ ଲୋକେ କୁକୁର, ବିଲେଇ କିମ୍ବା ଅନ୍ୟ କୌଣସି ପ୍ରାଣୀ ଏବଂ ପକ୍ଷୀ ମାନଙ୍କୁ ସେମାନଙ୍କର ଏକ ଅବିଚ୍ଛେଦ୍ୟ ଅଙ୍ଗ ଭାବେ ପରିବାରର ସଦସ୍ୟ କରି…
Read More...
Read More...
ଛାତରୁ ଡେଇଁ ଆତ୍ମହତ୍ୟା କଲେ ମଲାଇକାଙ୍କ ବାପା
ମୁମ୍ୱାଇ: ବଲିଉଡ ଅଭିନେତ୍ରୀ ମଲାଇକା ଅରୋରାଙ୍କ ବାପାଙ୍କ ସନ୍ଦେହଜନକ ମୃତ୍ୟୁ। ୬ ତାଲା ବିଲ୍ଡିଂ ଛାତରୁ ଡେଇଁ ମଲାଇକାଙ୍କ ବାପା ଅନିଲ ଅରୋରାଙ୍କ ମୃତ୍ୟୁ। ତେବେ ଛାତ ଉପରୁ ଡେଇଁ ଅନିଲ୍ ଅରୋରା ଆତ୍ମହତ୍ୟ କରିଥିବା ଚର୍ଚ୍ଚା। ଆତ୍ମହତ୍ୟା କରିଛନ୍ତି ବଲିଉଡ ଅଭିନେତ୍ରୀ ମଲାଇକା…
Read More...
Read More...
ମାର୍ଚ୍ଚ ୨୦୨୫ ସୁଦ୍ଧା ସବୁ ରାଜସ୍ୱ ଗାଁକୁ ବିଦ୍ୟୁତ ସଂଯୋଗ ଦିଆଯିବ
ଭୁବନେଶ୍ବର: ସବୁ ଗାଁକୁ ମିଳିବ ବିଜୁଳି। ମାର୍ଚ୍ଚ ୨୦୨୫ ସୁଦ୍ଧା ସବୁ ରାଜସ୍ୱ ଗାଁକୁ ବିଦ୍ୟୁତ ସଂଯୋଗ ଦିଆଯିବ। ଆଜି ବିଧାନସଭାରେ ବିଧାୟକ ବଦ୍ରି ପାତ୍ରଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ।
ବିଧାନସଭା ପ୍ରଶ୍ନକାଳରେ ସମସ୍ତ ରାଜସ୍ଵ ଗାଁକୁ କେବେ…
Read More...
Read More...
ରାଜ୍ୟରେ ଦୁଇ ଶହ ଗୋଶାଳା ତିଆରି କରିବେ ସରକାର
ଭୁବନେଶ୍ବର: ରାଜ୍ୟରେ ଦୁଇ ଶହ ଗୋଶାଳା ତିଆରି କରିବେ ସରକାର। ଗୋମାତାଙ୍କ ସୁରକ୍ଷା ପାଇଁ ୨ ଶହ ଗୋଶାଳା ନିର୍ମାଣ ହେବ। ଆଜି ବିଧାନସଭା ଗୃହରେ ମତ୍ସ୍ୟ ଓ ପଶୁ ସଂପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି ଘୋଷଣା କରିଛନ୍ତି।
ଏନେଇ ମନ୍ତ୍ରୀ କହିଛନ୍ତି, କୃତ୍ରିମ ପ୍ରଜନନ କରାଯାଇ ଦୁଗ୍ଧ…
Read More...
Read More...
ସୁନା ମାନ, ମାପ ଓଜନରେ ଠକୁଛନ୍ତି ଗହଣା ଦୋକାନୀ
ଭୁବନେଶ୍ବର: ସୁନା କିଣୁଥିଲା ବେଳେ ସବୁବେଳେ ସାବଧାନ ରୁହନ୍ତୁ। ସୁନା ପରଖି, ନିରିଖି ଆଣନ୍ତୁ। ନହେଲେ ଆପଣଙ୍କୁ ଠକି ପାରନ୍ତି ସୁନା ଦୋକାନୀ। ଆଜି ଏହାକୁ ନେଇ ଗୃହରେ କିଛି ଚକିତ କଲା ଭଳି ତଥ୍ୟ ରଖିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି।…
Read More...
Read More...
ନିର୍ମାଣ ଶ୍ରମିକଙ୍କ ପାଇଁ ସହାୟତା ରାଶି ଘୋଷଣାକଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା। ନିର୍ମାଣ ଶ୍ରମିକଙ୍କୁ ନେଇ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଆଜି ନିର୍ମାଣ ଶ୍ରମିକଙ୍କ ସହାୟତା ରାଶି ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ମୁତାବକ, ପୂର୍ବରୁ ନିର୍ମାଣ ଶ୍ରମିକଙ୍କର ଦୁର୍ଘଟଣାରେ…
Read More...
Read More...
ଯାଞ୍ଚ ବେଳେ ୪୦ ହଜାର ରାସନ କାର୍ଡ଼ ରଦ୍ଦ କଲେ ସରକାର
ଭୁବନେଶ୍ବର: ରାସନ କାର୍ଡଧାରୀଙ୍କ ସହ ଜଡିତ ବଡ ଖବର ସାମ୍ନାକୁ ଆସିଛି। ପ୍ରାୟ ୪୦ ହଜାର କାର୍ଡ଼ ରଦ୍ଦ କଲେ ସରକାର, ଆଉ ମିଳିବନି ମାଗଣା ଡାଲି ଚାଉଳ । ଯାଞ୍ଚ ସମୟରେ ସରକାର ଏହି ବଡ଼ ନିଷ୍ପତ୍ତି ନେଇଛନ୍ତି।
ରାଜ୍ୟରେ ନକଲି ରାସନ କାର୍ଡ ଥିବା ଲୋକଙ୍କ ସଂଖ୍ୟା ଯଥେଷ୍ଟ ବୃଦ୍ଧି…
Read More...
Read More...
ଯୁକ୍ତ ୨ ଛାତ୍ରୀଛାତ୍ରଙ୍କୁ ଦିଆଯିବ ମାଗଣା କୋଚିଂ
ଭୁବନେଶ୍ବର: ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର। ଛାତ୍ରୀଛାତ୍ରଙ୍କ ପାଇଁ ବଡ ଘୋଷଣା କରିଛନ୍ତି ସରକାର। ଏଥର ଯୁକ୍ତ ୨ ଛାତ୍ରୀଛାତ୍ରଙ୍କୁ ମାଗଣାରେ କୋଚିଂ ଦିଆଯିବ। ଏନେଇ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ପ୍ରଥମେ ନିଟ୍-ୟୁଜି ଜେଇଇ ପିଲାଙ୍କୁ ରାଜ୍ୟ ସରକାର ମାଗଣା କୋଚିଂ…
Read More...
Read More...
ସିନିୟର୍ ୱିଙ୍ଗ କମାଣ୍ଡରଙ୍କ ନାଁରେ ବଳାତ୍କାର ଅଭିଯୋଗ
ଜମ୍ମୁ କଶ୍ମୀର: ଭାରତୀୟ ବାୟୁସେନାର ଜଣେ ମହିଳା ଆଇଏଏଫ୍ ଅଧିକାରୀ ସିନିୟର୍ ୱିଙ୍ଗ କମାଣ୍ଡରଙ୍କ ନାଁରେ ବଳାତ୍କାର ଅଭିଯୋଗ ଆଣିଛନ୍ତି। ଏନେଇ ସେ ପୋଲିସ ନିକଟରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ଜମ୍ମୁ କଶ୍ମୀରର ବଡଗାମ ପୋଲିସ ଷ୍ଟେଶନରେ ଏଫଆଇଆର ଦାଖଲ କରାଯାଇଛି।ମହିଳା…
Read More...
Read More...
ଓଡ଼ିଶାରେ ଚାଲିବ ଆଉ ୩ ନୂଆ ବନ୍ଦେ ଭାରତ ଟ୍ରେନ
ଭୁବନେଶ୍ବର: ଓଡ଼ିଶାରେ ଚାଲିବ ୩ ନୂଆ ବନ୍ଦେ ଭାରତ ଟ୍ରେନ। ଏଥିପାଇଁ ପୂର୍ବତଟ ରେଳବାଇର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଆଜି କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଗାମୀ ୧୫ରେ ବନ୍ଦେ ଭାରତ ଟ୍ରେନ ଶୁଭାରମ୍ଭ ସମାରୋହରେ ଯୋଗ ଦେବା ପାଇଁ…
Read More...
Read More...