Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କର୍ଣ୍ଣାଟକରେ ଓଡ଼ିଆ ଯୁବକଙ୍କୁ ହତ୍ୟା ଘଟଣାରେ ଗାଁକୁ ଆସିଲା ବିଭାଷଙ୍କ ପାର୍ଥିବ ଶରୀର
ଭାରତ-ନ୍ୟୁଜିଲାଣ୍ଡ ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ବାଜି ମାରି ନେଇଛି ଭାରତ
ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ
ଜୟା ହୋଟେଲ ପରିସରରେ ୧୬୩ ଲାଗୁ
ତୀର୍ଥଯାତ୍ରୀଙ୍କୁ ନେଇ ବ୍ରହ୍ମପୁରରୁ ଅଯୋଧ୍ୟା-ବାରଣାସୀକୁ ଗଡିଲା ସ୍ୱତନ୍ତ୍ର ଟ୍ରେନ
Browsing Category
Today’s Highlight
ନୂଆ ଶ୍ମଶାନ ଭୂମିର ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମନ୍ତ୍ରୀ
ଭୁବନେଶ୍ବର: ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଶୁକ୍ରବାର ଡୁମୁଡୁମାରେ ନୂଆ ଶ୍ମଶାନ ଭୂମିର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ସ୍ମାର୍ଟ ସିଟି ଭୁବନେଶ୍ୱର କ୍ରମାଗତ ସବୁ କ୍ଷେତ୍ରରେ ଉନ୍ନତି କରୁଥିବାବେଳେ ମୃତ୍ୟୁପରେ ମଣିଷର ସମ୍ମାନ ଓ ତାଙ୍କ ପରିବାରର ସୁବିଧା!-->…
Read More...
Read More...
ସୋନୁ ସୁଦ୍ଙ୍କ ନାଁରେ ଗିରଫ ପରଓ୍ବାନା ଜାରି
ଲୁଧିଆନା: ବଲିଉଡ଼ ଅଭିନେତା ସୋନୁ ସୁଦ୍ଙ୍କ ନାଁରେ ଜାରି ହୋଇଛି ଗିରଫ ପରଓ୍ବାନା। ଏକ ଠକେଇ ମାମଲାରେ ସାକ୍ଷ୍ୟ ଦେବାକୁ ହାଜର ନ ହେବାରୁ ଅଦାଲତ ଗୁରୁବାର ତାଙ୍କ ବିରୋଧରେ ଗିରଫ ପରୱାନା ଜାରି କରିଛନ୍ତି।
ସୂଚନା ଅନୁସାରେ, ଲୁଧିଆନାର ଓକିଲ ରାଜେଶ ଖାନ୍ନାଙ୍କ ପକ୍ଷରୁ ଏହି ମାମଲା ଦାୟର!-->!-->!-->…
Read More...
Read More...
୫ ବର୍ଷ ପରେ ରେପୋ ରେଟ୍ ହ୍ରାସ କଲା ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ
ନୂଆଦିଲ୍ଲୀ: ୫ ବର୍ଷ ପରେ ରେପୋ ରେଟ୍ ହ୍ରାସ କରିଛି ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ। ମୁଦ୍ରାନୀତିକୁ ନେଇ ସୂଚନା ଦେଇଛନ୍ତି ଗଭର୍ଣ୍ଣର ସଞ୍ଜୟ ମଲହୋତ୍ରା। ରେପୋ ରେଟ୍ ୬.୫%ରୁ ୬.୨୫%କୁ ଖସିଥିବା ନେଇ ସୂଚନା ମିଳିଛି। ଏହା ଫଳରେ ଗୃହ ନିର୍ମାଣ ଉପରେ ଇଏମଆଇ ଖସିବାର ସମ୍ଭାବନା ରହିଛି।
!-->!-->!-->…
Read More...
Read More...
ଆୟୁଷ୍ମାନ ଯୋଜନାରେ ସାମିଲ ହେବେ ସାଢ଼େ ୩ କୋଟି ଲୋକ
ଭୁବନେଶ୍ବର: ଆୟୁଷ୍ମାନ ଯୋଜନାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା। ଏହି ଯୋଜନାରେ ସାଢ଼େ ୩ କୋଟି ଲୋକଙ୍କୁ ସାମିଲ କରିବାକୁ ଲକ୍ଷ୍ୟ ରଖାଯାଇଥିବା କହିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ବର୍ତ୍ତମାନ ଆୟୁଷ୍ମାନ କାର୍ଡ ଛପା ଚାଲିଛି ବୋଲି କହିଲେ ସ୍ୱାସ୍ଥ୍ୟ ମନ୍ତ୍ରୀ।!-->…
Read More...
Read More...
ମାଲକାନଗିରି ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ର ଗିରଫ
ମାଲକାନଗିରି: ମାଲକାନଗିରି ଜିଲା ଜଳ ବିଭାଜିକା ପ୍ରକଳ୍ପ ଉପନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ର ଗିରଫ। ଶାନ୍ତନୁଙ୍କ ସହ ୫ ଜଣଙ୍କୁ ଗିରଫ କରାଯାଇଇଛି। ଆୟବହିର୍ଭୂତ ସଂପତ୍ତି ଠୁଳ ଓ ସରକାରୀ ଅର୍ଥ ହଡ଼ପ ଅଭିଯୋଗରେ ଶୁକ୍ରବାର ଶାନ୍ତନୁ ଓ ତାଙ୍କ ୫ ସହଯୋଗୀଙ୍କୁ ଗିରଫ କରାଯାଇଛି। ଆୟବହିର୍ଭୁତ!-->…
Read More...
Read More...
ଭାରତ ଇଂଲଣ୍ତ ଦିନିକିଆ ମ୍ୟାଚ: ଟିକେଟ୍ କଳାବଜାରୀରେ ୭ ଗିରଫ
କଟକ: ରବିବାର ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଦିନିକିଆ ମ୍ୟାଚ। ଏହି ଦିନିକିଆ ମ୍ୟାଚର ଟିକେଟ ନେବା ନେଇଁ ପ୍ରବଳ ଭିଡ ଦେଖିବାକୁ ମିଳିଛି । କିନ୍ତୁ ଟିକେଟ ନେବା ପରେ ସେହି ଟିକେଟ ଏବେ ବଜାରରେ କଳାବଜାରୀ କରାଯାଉଥିବା ଦେଖିବାକୁ ମିଳିଛି। ଏହି ଘଟଣା ସାମ୍ନାକୁ ଆସିବା ପରେ ପୋଲିସ ୭!-->…
Read More...
Read More...
ପୁଣି ମହାକୁମ୍ଭରେ ଭୟାବହ ଅଗ୍ନିକାଣ୍ଡ
ପ୍ରୟାଗରାଜ: ପ୍ରୟାଗରାଜ ମହାକୁମ୍ଭରେ ପୁଣି ଥରେ ଏକ ଅଘଟଣ ଘଟିଛି। ଶୁକ୍ରବାର ପୂର୍ବାହ୍ନରେ ଏଠାରେ ସେକ୍ଟର-୧୮ର ଶଙ୍କରାଚାର୍ଯ୍ୟ ମାର୍ଗରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ନେଇ ଖବର ପାଇବା ପରେ ଅଗ୍ନିଶମ କର୍ମଚାରୀ ଓ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ନିଆଁ ଲିଭା କାର୍ଯ୍ୟ!-->…
Read More...
Read More...
ଟ୍ରାକ୍ଟର ଓଲଟି ୩ ଶ୍ରମିକଙ୍କ ମୃତ, ୪ ଗୁରୁତର
ଗୁଣୁପୁର: ରାୟଗଡ଼ା ଜିଲା ଗୁଣୁପୁର ଗୁଲୁମୁଣ୍ଡାପାକା ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଇଟା ବୋଝେଇ ଟ୍ରାକ୍ଟର ଓଲଟି ପଡି ୩ଜଣ ଶ୍ରମିକଙ୍କ ଦୁଃଖଦ ମୃତ୍ୟୁ ଘଟିଥିବା ବେଳେ ଗାଡ଼ି ଚାଳକଙ୍କ ସମେତ ୪ ଗୁରୁତର ଆହତ ହୋଇ ଗୁଣପୁର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।
!-->!-->!-->…
Read More...
Read More...
ମହକୁମ୍ଭ ପାଇଁ ଯାଉଥିବା ଶ୍ରଦ୍ଧାଳୁଙ୍କ ମୃତ୍ୟୁ
ଜୟପୁର: ମହାକୁମ୍ଭ ଯାଉଥିବାବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଚାଲିଗଲା ୮ ଶ୍ରଦ୍ଧାଳୁଙ୍କ ଜୀବନ। ଗୁରୁବାର ଅପରାହ୍ନ ପ୍ରାୟ ୩ଟା୪୫ବେଳେ ଜୟପୁର-ଅଜମେର ରାଜପଥରେ ଥିବା ମୌଖମପୁରା ଅଞ୍ଚଳରେ ଏକ ବସର ଚକ ଫାଟିଯାଇଥିଲା। ଏହି କାରଣରୁ ବସ୍ ନିୟନ୍ତ୍ରଣ ହରାଇ ଦେଇଥିଲା ଓ ଉକ୍ତ ବସ ଡିଭାଇଡର୍!-->…
Read More...
Read More...
ରାତି ୧୦ ପରେ ଦୋକାନରେ ଝୁଲିବ ତାଲା
ସୁନ୍ଦରଗଡ଼: ଏଣିକି ରାତି ଅଧ ଯାଏ ଦୋକାନ ଖୋଲିଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ। ସହରର ବିଭିନ୍ନ ଛକରେ ରାତି ଅଧଯାଏଁ ଚା’ ଏବଂ ପାନ ଦୋକାନ ଖୋଲା ରହୁଛି। ଉକ୍ତ ଦୋକାନୀଙ୍କୁ ଟାଉନ ଥାନା ଅଧିକାରୀଙ୍କ କଡ଼ା ତାଗିଦ୍। ରାତି ୧୦ଟାରେ ଦୋକାନ ବନ୍ଦ କର, ନହେଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ!-->…
Read More...
Read More...