Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍କ୍ରିପସନ୍, ଲାଗୁ ହେବ ‘ୱାନ୍ ନେସନ, ୱାନ୍ ହେଲ୍ଥ’
Browsing Category
Today’s Highlight
ରାଜ୍ୟରେ ପୂରଣ ହେବ ୨୫ ଶହ ହୋମଗାର୍ଡ ପଦବୀ
ଭୁବନେଶ୍ବର: ରାଜ୍ୟରେ ୨୫୦୦ ହୋମଗାର୍ଡ ପଦବୀ ପୂରଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ରାଜ୍ୟରେ ବର୍ତ୍ତମାନ ଗୃହରକ୍ଷୀ ପଦବୀ ସଂଖ୍ୟା ୧୭,୬୭୫ ଅଛି। ୨,୫୦୦ ନୂଆ ପଦବୀ ସୃଷ୍ଟି ହେବା ପରେ ସମୁଦାୟ ପଦବୀ ସଂଖ୍ୟା ୨୦,୧୭୫!-->…
Read More...
Read More...
ମହୁମାଛି ଆକ୍ରମଣରେ ୩ ଶ୍ରଦ୍ଧାଳୁ ଗୁରୁତର, ୨୦ରୁ ଊର୍ଦ୍ଧ୍ୱ ଆହତ
ଗଜପତି: ଠାକୁର ଦର୍ଶନ ପାଇଁ ଯାଇଥିବାବେଳେ ଅଘଟଣ। ଗଜପତି ଜିଲ୍ଲା ମୋହନ ଥାନା ଚନ୍ଦ୍ରଗିରି ଶିବ ମନ୍ଦିରରେ ଅଭାବନୀୟ ଘଟଣା ଘଟିଛି। ଆଜି ମହାବିଷୁବ ସଂକ୍ରାନ୍ତି ଥିବାରୁ କିଛି ଲୋକ ଚନ୍ଦ୍ରଗିରି ଶିବ ମନ୍ଦିରକୁ ଦର୍ଶନ ଲାଗି ଯାଇଥିଲେ। ଏତିକି ବେଳେ ମନ୍ଦିର ନିକଟରେ ଥିବା ଏକ ଗଛରୁ ଆସି!-->…
Read More...
Read More...
ପଞ୍ଚ ତାରକା ହୋଟେଲରେ ଅଗ୍ନିକାଣ୍ଡ
ହାଇଦ୍ରାବାଦ: ଖେଳାଳି ଥିବା ପଞ୍ଚ ତାରକା ହୋଟେଲରେ ଅଗ୍ନିକାଣ୍ଡ। ଆଇପିଏଲ ୨୦୨୫ ଜାରି ରହିଥିବା ବେଳେ ଏହା ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ସନ ରାଇଜର୍ସ ହାଇଦ୍ରାବାଦର ଖେଳାଳିମାନେ ଯେଉଁ ହୋଟେଲରେ ରହୁଥିଲେ ସେଠାରେ ନିଆଁ ଲାଗିଛି। ହୋଟେଲର ତୃତୀୟ ମହଲାରେ ଥିବା ସ୍ପା’ରେ ନିଆଁ!-->…
Read More...
Read More...
ପୁଣି ସଲମାନ ଖାନଙ୍କୁ ହତ୍ୟା ଧମକ
ମୁମ୍ବାଇ: ପୁଣି ସଲମାନଙ୍କୁ ମିଳିଲା ହତ୍ୟା ଧମକ। ଏଥର ସିଧା ଘରେ ପଶି ତାଙ୍କୁ ଜୀବନରୁ ମାରିଦେବା ପାଇଁ ଧମକ ଆସିଛି। ଏଥିସହିତ ସଲମାନ ଖାନଙ୍କ କାର ଉପରେ ମଧ୍ୟ ବୋମା ମାଡ଼ କରିବାର ନୂଆ ଧମକ ଦେଇଛି ଦୃର୍ବୁତ୍ତ। ସେପଟେ ଏନେଇ ୱର୍ଲି ପୋଲିସ ଷ୍ଟେସନରେ ମାମଲା ରୁଜୁ ହୋଇଛି। କିଏ ଏଭଳି ଧମକ!-->…
Read More...
Read More...
ସମ୍ ନର୍ସିଂ କଲେଜରେ ଦୁଇ ଦିନିଆ ଏସ୍ପିଏନ୍କନ୍ -୨୦୨୫ ଆୟୋଜିତ
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସମ୍ ନର୍ସିଂ କଲେଜ ଓ ଭାରତର ସୋସାଇଟି ଅଫ୍ ପେରିଅପରେଟିଭ୍ ନର୍ସିଂ (ଏସ୍ପିଏନ୍)ର ମିଳିତ ଆନୁକୂଲ୍ୟରେ ବିଶ୍ୱବିଦ୍ୟାଳୟ ଅଡିଟୋରିୟମରେ ଶୁକ୍ରବାର ଦିନ ଏସ୍ପିଏନ୍ର ୫ମ ଜାତୀୟ ସମ୍ମିଳନୀ ‘ଏସ୍ପିଏନ୍କନ୍ -୨୦୨୫’ ଉଦ୍ଘାଟିତ!-->…
Read More...
Read More...
ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ ଦ୍ୱାରା ପ୍ରଥମ ଗ୍ୟାଷ୍ଟ୍ରୋ ସମିଟ୍ ଆୟୋଜିତ
ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲ ଦ୍ୱାରା ‘ ପ୍ରଥମ ଗ୍ୟାଷ୍ଟ୍ରୋ ସମିଟ୍’ ଏଠାରେ ରବିବାର ଦିନ ଆନୁଷ୍ଠିତ ହୋଇଯାଇଛି। ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଏହି!-->…
Read More...
Read More...
ତାରିଣୀ ମନ୍ଦିର ପାଇଁ ୨୧୫ କୋଟିର ଅନୁଦାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
କେନ୍ଦୁଝର: କେନ୍ଦୁଝର ଜିଲାରେ ଅବସ୍ଥିତ ତାରିଣୀ ମନ୍ଦିର ପାଇଁ ୨୧୫କୋଟି ଟଙ୍କାର ଡିପିଆର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ମା’ ତାରିଣୀଙ୍କୁ ଓଡ଼ିଆ ନୂଆ ବର୍ଷର ଦର୍ଶନ ବେଳେ ମୁଖ୍ୟମନ୍ତ୍ରୀ ଏହା ପ୍ରକାଶ କରିଛନ୍ତି। ଏହି ପ୍ରକଳ୍ପ କାମ ଖୁବ ଶୀଘ୍ର କାମ ଆରମ୍ଭ ହେବ ବୋଲି!-->…
Read More...
Read More...
ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ,ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ମହାବିଷୁବ ପଣାସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଆଗାମୀ ବର୍ଷ ଆପଣଙ୍କ ସ୍ବପ୍ନ ସାକାରର ବର୍ଷ ହେଉ। ଆପଣଙ୍କ ଜୀବନ ସୁଖ,!-->…
Read More...
Read More...
୪ ଦିନ ଯାଏଁ କାଳବୈଶାଖୀ ପ୍ରଭାବ
ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ସୁନ୍ଦରଗଡ଼,ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା , କୋରାପୁଟ, ମାଲକାନଗିରି ଜିଲ୍ଲାର କିଛି ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି।!-->…
Read More...
Read More...
ଚିଲ ନେଇଗଲା ଶ୍ରୀମନ୍ଦିର ପତିତପାବନ ବାନା
ପୁରୀ: ମହାପ୍ରଭୁଙ୍କ ପତିତପାବନ ବାନା ଧରି ଉଡିଗଲା ଚିଲ। ପୁରୀ ଶ୍ରୀ ମନ୍ଦିରରେ ଏପରି ଏକ ବିରଳ ଦୃଶ୍ୟ ଦେଖିବାକୁ ମିଳିଛି। ଏହି ଦୃଶ୍ୟର ଭିଡିଓ ଏବେ ସୋସିଆଲମିଡିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି।
ଭିଡିଓରେ ପତିତପାବନ ବନା ଧରି ଏକ ଚିଲ ଉଡ଼ୁଥିବା ଦୃଶ୍ୟ ଦେଖିବାକୁ ମିଳିଛି। ମନ୍ଦିର!-->!-->!-->…
Read More...
Read More...