Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍
ଇରାନୀ ଧମକ ପରେ ଟ୍ରକ୍ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ
Browsing Category
Today’s Highlight
ଏପ୍ରିଲ ୧୧ରେ ଶୁଭାରମ୍ଭ ହେବ ଆୟୁଷ୍ମାନ୍ କାର୍ଡ
ଭୁବନେଶ୍ବର: ଆସନ୍ତା ଏପ୍ରିଲ ୧୧ ତାରିଖରେ ଓଡ଼ିଶାରେ ଆୟୁଷ୍ମାନ୍ କାର୍ଡର ଶୁଭାରମ୍ଭ ହେବାକୁ ଯାଉଛି। ଏଥିପାଇଁ ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ୧୦ ତାରିଖ ରାତିରେ ଭୁବନେଶ୍ୱରରେ ପହଞ୍ଚିବେ ନଡ୍ଡା। ଏହାପରେ ଗତ ୧୧ ତାରିଖ ଦିନ ଆୟୁଷ୍ମାନ ଭାରତ ଯୋଜନାର!-->…
Read More...
Read More...
ଓଡିଶାର ୨ଟି ରେଳ ପ୍ରକଳ୍ପକୁ ମିଳିଲା କ୍ୟାବିନେଟ୍ ମଞ୍ଜୁରୀ
ଭୁବନେଶ୍ବର: ଓଡ଼ିଶାରେ ଦୁଇଟି ପ୍ରକଳ୍ପ ସହ ଭାରତୀୟ ରେଳବାଇରେ ଚାରୋଟି ମଲ୍ଟିଟ୍ରାକିଙ୍ଗ ରେଳ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି ମିଳିଛି। କେନ୍ଦ୍ର ସରକାରଙ୍କ ଅର୍ଥନୈତିକ ବ୍ୟାପାର ସମ୍ପର୍କିତ କ୍ୟାବିନେଟ୍ କମିଟି (CCEA) ଆଜି ସାରା ଦେଶରେ ୪ଟି ରେଳ ପ୍ରକଳ୍ପ ମଞ୍ଜୁର କରିଥିବା!-->…
Read More...
Read More...
ମେଘନାଦ ପାଚେରୀରେ ମଗରମୁଣ୍ଡ ଭାଙ୍ଗିବା ଘଟଣାରେ ନିଆଯିବ କାର୍ଯ୍ୟାନୁଷ୍ଠାନ
ପୁରୀ: ମେଘନାଦ ପାଚେରିରେ ଥିବା ଏକ ମଗରମୁଣ୍ଡକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଭାଙ୍ଗି ଦିଆଯାଇଛି। ଏହାକୁ ନେଇ ଭକ୍ତ ଓ ସେବାୟତ ଏପରି କି ଏଏସ୍ଆଇ ପକ୍ଷରୁ ମଧ୍ୟ କ୍ଷୋଭ ପ୍ରକାଶ କରାଯାଇଛି। ଏଏସ୍ଆଇର ବିନା ଅନୁମତିରେ ଐତିହ୍ୟ କୀର୍ତ୍ତିରାଜି ଭାଙ୍ଗିବା ଘଟଣାକୁ ସହଜରେ କେହି ଗ୍ରହଣ!-->…
Read More...
Read More...
ଭୁବନେଶ୍ୱରରେ ଦୁଇ ଲୁଟେରାଙ୍କୁ ଏନ୍କାଉଣ୍ଟର
ଭୁବନେଶ୍ବର: ରାଜଧାନୀରେ ଡବଲ୍ ଏନକାଉଣ୍ଟର। ଦୁଇ କୁଖ୍ୟାତ ଲୁଟେରାଙ୍କୁ ଏନକାଉଣ୍ଟର କରିଛି କମିଶନରେଟ୍ ପୋଲିସ। ପୋଲିସର ଏନକାଉଣ୍ଟରରେ ଦୁଇ ବିହାରୀ ଲୁଟେରା ଆହତ। ଉଭୟଙ୍କୁ କ୍ୟାପିଟାଲ ହସ୍ପିଟାଲରେ ପ୍ରାଥମିକ ଚିକିତ୍ସା ପରେ କଟକ ଏସସିବିକୁ ସ୍ଥାନାନ୍ତର କରାଯାଇଛି। ଗୁରୁବାର ରାତିରେ!-->…
Read More...
Read More...
ଭେଟେରାନ ଅଭିନେତା ମନୋଜ କୁମାରଙ୍କ ପରଲୋକ
ମୁମ୍ବାଇ: ପ୍ରସିଦ୍ଧ ଭେଟେରାନ ବଲିଉଡ୍ ଅଭିନେତା ତଥା ନିର୍ଦ୍ଦେଶକ ମନୋଜ କୁମାରଙ୍କ ପରଲୋକ ହୋଇଛି। ୮୭ ବର୍ଷ ବୟସରେ ମୁମ୍ବାଇସ୍ଥିତ କୋକିଲାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମନୋଜ କୁମାରଙ୍କ ଶେଷକୃତ୍ୟ ଆସନ୍ତାକାଲି!-->…
Read More...
Read More...
କାରାଗାରରେ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଦେଲେ ୨୨ ନକ୍ସଲ
ଛତିଶଗଡ଼: ଛତିଶଗଡ଼ ଅନ୍ତର୍ଗତ କାଙ୍କେର ଜିଲ୍ଲା କାରାଗାରରେ ବନ୍ଦୀ ଥିବା ୨୨ ଜଣ ନକ୍ସଲ କଏଦୀ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଦେଉଛନ୍ତି। ସମାଜର ମୁଖ୍ୟସ୍ରୋତରେ ସାମିଲ ହେବା ନେଇ କଏଦୀମାନଙ୍କ ଉଦ୍ୟମ। ଗତ ତିନି ବର୍ଷ ଧରି ଛତିଶଗଡ଼ ଷ୍ଟେଟ୍ ଓପନ୍ ସ୍କୁଲ ପକ୍ଷରୁ କଏଦୀମାନଙ୍କୁ ଶିକ୍ଷାର!-->…
Read More...
Read More...
ନାସା ଅଭିଯାନରେ ମହାକାଶକୁ ଯାଇ ଇତିହାସ ରଚିବେ ଶୁଭାଂଶୁ ଶୁକ୍ଳା
ଆମେରିକା: ଭାରତ ମହାକାଶ କ୍ଷେତ୍ରରେ ଏକ ନୂତନ ଇତିହାସ ସୃଷ୍ଟି କରିବାକୁ ଯାଉଛି। ୱିଙ୍ଗ କମାଣ୍ଡର ରାକେଶ ଶର୍ମାଙ୍କ ପରେ ମହାକାଶ ଯିବାପାଇଁ ଦ୍ଵିତୀୟ ସୁଯୋଗ ପାଇଛନ୍ତି ଭାରତର ଗ୍ରୁପ କ୍ୟାପଟେନ ଶୁଭାଂଶୁ ଶୁକ୍ଳା। କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା Axiom Mission 4 (Ax-4) ଅନ୍ତର୍ଗତ!-->…
Read More...
Read More...
ମମତାଙ୍କୁ ସୁପ୍ରିମକୋର୍ଟ ଝଟକା: ୨୫ ହଜାର ଶିକ୍ଷକ ଓ ଅଣଶିକ୍ଷକ ନିଯୁକ୍ତି ରଦ୍ଦ ନିର୍ଦ୍ଦେଶ କାଏମ
ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟଙ୍କ ଝଟ୍କା। ୨୫ ହଜାର ଶିକ୍ଷକ ଓ ଅଣଶିକ୍ଷକ ନିଯୁକ୍ତି ରଦ୍ଦ ନିର୍ଦ୍ଦେଶ କାଏମ ରଖିଛନ୍ତି ସୁପ୍ରିମକୋର୍ଟ। ଶିକ୍ଷକ ଏବଂ ଅଣଶିକ୍ଷକ ନିଯୁକ୍ତିରେ ଅନିୟମିତତା ଦର୍ଶାଇ କୋଲକାତା ହାଇକୋର୍ଟ ଏହାକୁ ରଦ୍ଦ!-->…
Read More...
Read More...
ତାଳଚେରରେ ଏନକାଉଣ୍ଟର, କୁଖ୍ୟାତ ଅପରାଧୀ ସୁଶାନ୍ତ ଗୁରୁତର
ତାଳଚେର: ତାଳଚେରର ସ୍କଟ୍ ଲ୍ୟାଣ୍ଡପୁର ଜଙ୍ଗଲରେ ଏନକାଉଣ୍ଟର। ଏହି ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁଶାନ୍ତ ନାୟକ ଗୁରୁତରହୋଇଛି। ସୁଶାନ୍ତର ବାମ ଗୋଡ଼ରେ ବାଜିଛି ଗୁଳି। ଗୁରୁତର ଅବସ୍ଥାରେ ସୁଶାନ୍ତକୁ ଅନୁଗୁଳ ମେଡ଼ିକାଲରେ ଭର୍ତ୍ତି କରାଯାଇଛି।ସୂଚନା ଅନୁସାରେ ଆଜି ତାଳଚେର ଏବଂ ଅନୁଗୁଳ!-->…
Read More...
Read More...
‘ଓଡ଼ିଆ ପକ୍ଷ’ ତୃତୀୟ ଦିବସରେ ସରକାରୀ କର୍ମଚାରୀ ପିନ୍ଧିଲେ ହସ୍ତତନ୍ତ ପୋଷାକ
ଭୁବନେଶ୍ବର: ‘ଓଡ଼ିଆ ପକ୍ଷ’ ଉତ୍ସବର ଏକ ଅଂଶ ସ୍ୱରୂପ, ଓଡ଼ିଶା ସରକାର ରାଜ୍ୟର ସମୃଦ୍ଧ ବୟନ ଐତିହ୍ୟକୁ ପ୍ରୋତ୍ସାହିତ କରିବା ପାଇଁ ଆଜି (ଗୁରୁବାର) ହସ୍ତତନ୍ତ ପୋଷାକ ପିନ୍ଧିବାକୁ ତାଙ୍କର କର୍ମଚାରୀ ଏବଂ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି। ଗୁରୁବାର ଦିନ ଓଡ଼ିଆ ପକ୍ଷର ତୃତୀୟ ଦିନରେ!-->…
Read More...
Read More...