Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍
ଇରାନୀ ଧମକ ପରେ ଟ୍ରକ୍ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ
Browsing Category
Today’s Highlight
ସାର୍ବଜନୀନ ହେବ ସୁପ୍ରିମକୋର୍ଟ ବିଚାରପତିଙ୍କ ସମ୍ପତ୍ତି
ନୂଆଦିଲ୍ଲୀ: ସାର୍ବଜନୀନ ହେବ ସୁପ୍ରିମକୋର୍ଟ ବିଚାରପତିଙ୍କ ସମ୍ପତ୍ତି, ଓ୍ବେବ୍ସାଇଟ୍ରେ ରହିବ ତାଲିକା। ସୁପ୍ରିମକୋର୍ଟର ବିଚାରପତିମାନେ ଏପ୍ରିଲ ୩ ତାରିଖରେ କାର୍ଯ୍ୟଭାର ଗ୍ରହଣ କରିବା ସମୟରେ ସର୍ବୋଚ୍ଚ ନ୍ୟାୟାଳୟର ୱେବସାଇଟରେ ସେମାନଙ୍କର ସମ୍ପତ୍ତି ସାର୍ବଜନୀନ ଭାବରେ ଘୋଷଣା କରିବାକୁ!-->…
Read More...
Read More...
ଗିରଫ ହେଲେ ସହକାରୀ ଯନ୍ତ୍ରୀ ନରେଶ ଦାସ
ଭୁବନେଶ୍ବର: ଗିରଫ ହେଲେ ଗ୍ରାମୀଣ କାର୍ଯ୍ୟ ବିଭାଗର ସହକାରୀ ଯନ୍ତ୍ରୀ ନରେଶ କୁମାର ଦାସ। ଲାଞ୍ଚ ନେବା ଅଭିଯୋଗରେ ନରେଶ କୁମାର ଦାସଙ୍କୁ ଗିରଫ କରିଛି ଭିଜିଲାନ୍ସ। ଗତକାଲି କାମ ବିଲ୍ ପରିଶୋଧ କରିବା ପାଇଁ ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ଅଧିକାରୀଙ୍କ ହାତରେ ଧରା ପଡିଥିଲେ!-->…
Read More...
Read More...
କେମିତି ରହିବ ଆସନ୍ତା ତିନି ଦିନ ର ପାଣିପାଗ ?
ଭୁବନେଶ୍ବର: ଆସନ୍ତା ୨-୩ ଦିନ ଯାଏଁ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ବଙ୍ଗୋପସାଗର ରୁ ଆଦ୍ର ଜଳୀୟବାଷ୍ପ ପୁର୍ଣ୍ଣ ବାୟୁ ପ୍ରବାହ ହେବା ଯୋଗୁଁ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ମୁଖ୍ୟତଃ ଅପରାହ୍ନ ସମୟ ରେ ଆକାଶ କେତେକାଂଶ ରେ ମେଘାଚ୍ଛନ୍ନ ରହିବା ସହ!-->…
Read More...
Read More...
ଲୋକସଭାରେ ଆଗତ ହେଲା ୱାକଫ୍ ବିଲ୍
ନୂଆଦିଲ୍ଲୀ: ଆଜି ଲୋକସଭାରେ ଆଗତ ହୋଇଛି ସଂଶୋଧିତ ଓ୍ବାକଫ୍ ବିଲ୍। ବିରୋଧୀଙ୍କ ତୀବ୍ର ବିରୋଧ ସତ୍ବେ ବାଚସ୍ପତି ଓମ୍ ବିର୍ଲା ଙ୍କ ଅନୁମତି କ୍ରମେ ଆଜି ସଂସଦରେ ସଂଶୋଧିତ ଓ୍ବାକଫ୍ ବିଲ୍ ଆଗତ କରିଛନ୍ତି ସଂସଦୀୟ ଓ ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ।ବିଲ୍ ଉପସ୍ଥାପନ ହେବା ପରେ!-->…
Read More...
Read More...
ହୋମଗାର୍ଡରେ ଚାକିରି କରାଇଦେବା ନାଁରେ ଠକେଇ
କଟକ: କମିଶନରେଟ୍ ପୋଲିସର କଟକ ପୋଲିସ ବିଭାଗରେ ବିଭିନ୍ନ ପ୍ରକାରର ପଦବୀରେ ନିଯୁକ୍ତି ଦେବା ବାହାନାରେ ଚାକିରି ଆଶାୟୀମାନଙ୍କୁ ଠକୁଥିବା ଜଣେ ନକଲି ପୋଲିସ ଇନସପେକ୍ଟରଙ୍କୁ ଗିରଫ କରିଛି। ଗିରଫ ନକଲି ପୋଲିସ ଇନସପେକ୍ଟର କଟକ ଜିଲାର ତିଗିରିଆ ଥାନା ଅନ୍ତର୍ଗତ ନୂଆପାଟଣା ଗ୍ରାମର ଗୁଣ୍ଡିଚା!-->…
Read More...
Read More...
ଆୟୁଷ ଡ଼ାକ୍ତର ଚାକିରି ସ୍ଥାୟୀକରଣ ଦାବି
ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲା ସଂଘ
ଭୁବନେଶ୍ବର: ବାରମ୍ବାର ଦାବି ପରେ ବି ଶୁଣୁନାହାଁନ୍ତି ରାଜ୍ୟ ସରକାର। ଜାତୀୟ ସ୍ବାସ୍ଥ୍ୟ ମିଶନ ଅଧୀନରେ କାର୍ଯ୍ୟ କରୁଥିବା ଅଲ୍ ଓଡ଼ିଶା ଆୟୁଷ ଡାକ୍ତର ସଂଘ ୧୬ ବର୍ଷ ହେବ ଚୁକ୍ତି ଭିତ୍ତିରେ ସିଏଚସି/ପିଏଚସିରେ କାର୍ଯ୍ୟ କରୁଛନ୍ତି। ସବୁ!-->!-->!-->…
Read More...
Read More...
ଅନାସ୍ଥା ଭୋଟରେ ହାରିଗଲେ ବ୍ୟାସନଗର ପୌରାଧ୍ୟକ୍ଷା
ବ୍ୟାସନଗର: ଅନାସ୍ଥାରେ ହାରିଲେ ବ୍ୟାସନଗର ପୌରାଧ୍ୟକ୍ଷା ସଂଗୀତା ପିଙ୍ଗୁଆ। ବିଜେଡି ପୌରାଧ୍ୟକ୍ଷାଙ୍କୁ ହରାଇଲେ ଖୋଦ୍ ବିଜେଡି କାଉନସିଲର୍। ଅନାସ୍ଥା ଭୋଟରେ ଶାସନ ଗାଦି ହରାଇ ବସିଲେ ବ୍ୟାସନଗର ପୌରାଧ୍ୟକ୍ଷା ସଂଗୀତା ପିଙ୍ଗୁଆ। ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ପୌର କାର୍ଯ୍ୟାଳୟର!-->…
Read More...
Read More...
ସୋଆ ଆଇବିସିଏସ୍ ପକ୍ଷରୁ ଏସ୍ପିଏସ୍ଏସ୍ ସମ୍ପର୍କିତ କର୍ମଶାଳା ଆୟୋଜିତ
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍) ପକ୍ଷରୁ ‘ଷ୍ଟାଟିଷ୍ଟିକାଲ ଡାଟା ଆନାଲିସିସ୍ ୟୁଜିଂ ଷ୍ଟାଟିଷ୍ଟିକାଲ୍ ପ୍ୟାକେଜ ଫର ସୋସିଆଲ୍ ସାଇନ୍ସେସ୍’ ଶୀର୍ଷକ ଏକ କର୍ମଶାଳା ଆୟୋଜିତ ହୋଇଯାଇଛି।!-->…
Read More...
Read More...
ଟ୍ରକକୁ ସାଇଡ୍ ଦେବାକୁ ଯାଇ ଓଲଟିଲା ବସ୍;୨୦ ଆହତ
ନୀଳଗିରି: ଯାତ୍ରୀବାହୀ ବସ୍ ଓଲଟି ୨୦ରୁ ଅଧିକ ଆହତ ହୋଇଛନ୍ତି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ନୀଳଗିରିରୁ ଉଦଳା ଅଭିମୁଖେ ଯାଉଥିବା ବସ୍ ଭାଲୁକାଶୁଣୀ ପାଖରେ ଟ୍ରକ୍କୁ ସାଇଡ୍ ଦେବାବେଳେ ଏଭଳି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି।
ସୂଚନା ଅନୁସାରେ ଏକ ଟ୍ରକ୍କୁ!-->!-->!-->…
Read More...
Read More...
କୀଟନାଶକ ବ୍ୟବହାର ଯୋଗୁଁ ବଢୁଛି କ୍ୟାନସର
ଭୁବନେଶ୍ବର: ଅଧିକ କୀଟନାଶକ ବ୍ୟବହାର ଯୋଗୁଁ ବଢୁଛି କ୍ୟାନସର୍ ଆଶଙ୍କା। ବିଧାନସଭାରେ କିଛି ଏପରି ମନ୍ତବ୍ୟ ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ବଲାଙ୍ଗୀର ଓ ଅବିଭକ୍ତ ସମ୍ବଲପୁର ଜିଲ୍ଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବଢୁଥିବା ନେଇ ମନ୍ତ୍ରୀ ଚିନ୍ତା ପ୍ରକଟ କରିଥିବା ବେଳେ,!-->…
Read More...
Read More...