Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କେରଳରେ ପରିବର୍ତ୍ତନର ଲହରୀ, ୟୁଡିଏଫ ଫେରିଲା କ୍ଷମତାକୁ
ଆସାମରେ ହିମନ୍ତଙ୍କ ଐତିହାସିକ ବିଜୟ
କଲକାତାରେ ଭୋଟ ଗଣନା ମଧ୍ୟରେ ସେଲିବ୍ରେସନ ନିଷେଧ
ହାରିଲେ କଂଗ୍ରେସ ମୁଖିଆ ଗୌରବ ଗୋଗୋଇ
ଯାଜପୁରରେ ଭୟାବହ ସଡ଼କ ଦୁର୍ଘଟଣା, ୫ ମୃତ
ଓଡ଼ିଶାରେ ନୌକା ସୁରକ୍ଷା କଠୋର, ଲାଇଫ୍ ଜାକେଟ୍ ବାଧ୍ୟତାମୂଳକ
Browsing Category
Today’s Highlight
ଆସନ୍ତାକାଲି କୁମ୍ଭମେଳାରେ ବୁଡ ପକାଇବେ ପ୍ରଧାନମନ୍ତ୍ରୀ ମୋଦୀ
ପ୍ରୟାଗରାଜ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଅର୍ଥାତ ବୁଧବାର (୫ ଫେବୃଆରୀ ୨୦୨୫) ମହାକୁମ୍ଭ ସ୍ନାନ ପାଇଁ ଯିବେ। ବୁଧବାର ସକାଳେ ପ୍ରଧାନମନ୍ତ୍ରୀ ପ୍ରୟାଗରାଜରେ ପହଞ୍ଚିବେ, ତା’ପରେ ସେ ସଙ୍ଗମରେ ସ୍ନାନ କରିବେ। ପ୍ରୟାଗରାଜଠାରେ ମହାକୁମ୍ଭ ପରିଦର୍ଶନ କରିବା ସହ ସଙ୍ଗମରେ!-->…
Read More...
Read More...
ମହିଳା ଇନ୍ସପେକ୍ଟରଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ
ଭଦ୍ରକ: ପୋଲିସ ଥାନା ଅଧିକାରିଣୀଙ୍କ ବେକରୁ ସୁନା ଚେନ ଟାଣି ନେଲେ ଦୁର୍ବୁର୍ତ୍ତ। ଘଟଣା ଘଟଛି ଭଦ୍ରକ ସହର ସ୍ଥିତ ପରିବା ମାର୍କେଟରେ। ପରିବା ମାର୍କେଟ ନିକଟରେ ସାଧା ପୋଷକରେ ଯାଉଥିବା ବେଳେ ଲୁଟର ଶିକାର ହୋଇଛନ୍ତି ଥାନା ଅଧିକାରିଣୀ ମୋନାଲିସା କର। ଦୁଇ ଜଣ ଦୁର୍ବୁର୍ତ୍ତ ମୋଟରସାକେଲରେ!-->…
Read More...
Read More...
ଘାଟିରେ ଓଲଟିଲା ବସ୍, ୨୪ ଆହତ
ଗଜପତି: ଗଜପତି ଜିଲା ନୂଆଗଡ଼ ବ୍ଲକ ଖଜୁରିପଦା ନିକଟସ୍ଥ ବୁଡା ଘାଟିରେ ଵିକ୍ରାନ୍ତା ନାମକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨୦ ଯାତ୍ରୀ ଆହତ ହୋଇଥିବା ବେଳେ ୪ ଜଣଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ରହିଛି।
ସୂଚନା ଅନୁଯାୟୀ, ମଙ୍ଗଳବାର ସନ୍ଧ୍ୟାରେ ବ୍ରହ୍ମପୁରରୁ!-->!-->!-->…
Read More...
Read More...
ରେଳ ୱାଗନରୁ ୧୨ ବୋମା ଜବତ ଘଟଣାରେ ୨ କର୍ମଚାରୀ ନିଲମ୍ବିତ
ବଲାଙ୍ଗୀର: କଣ୍ଟାବାଞ୍ଜି ଷ୍ଟେସନରେ ଏକ ମାଲଗାଡ଼ି ଓ୍ବାଗନରୁ ୧୨ଟି ଅଫୁଟା ବୋମା ଜବତ ଘଟଣା। ନିଲମ୍ବିତ ହେଲେ ଦୁଇ କର୍ମଚାରୀ। କାର୍ଯ୍ୟରେ ଅବହେଳା କାରଣରୁ ସେମାନଙ୍କୁ ନିଲମ୍ବିତ କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଘଟଣାର ତଦନ୍ତ ଜାରି ରହିଛି।ସୂଚନା ଅନୁସାରେ, ବଲାଙ୍ଗୀର!-->…
Read More...
Read More...
ପୋଲିସ ଇନଫର୍ମର ସନ୍ଦେହରେ ୨ ଯୁବକଙ୍କୁ ହତ୍ୟା
ଛତିଶଗଡ଼: ପୋଲିସ ଇନଫର୍ମର ସନ୍ଦେହରେ ୨ ଜଣ ଯୁବକଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି ମାଓବାଦୀ। ମାଲକାନାଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାର ତରେମ ଥାନା ଅନ୍ତର୍ଗତବୁଦୁଗିଚେରୁ ଗ୍ରାମର କାରମ ରାଜୁ(୩୨) ଏବଂ ମାଡ଼ବି ମୁନ୍ନା(୨୭)ଙ୍କୁ ହତ୍ୟା କରିଛନ୍ତି ମାଓବାଦୀ।ସୂଚନା!-->…
Read More...
Read More...
ଫେବୃଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ
ଭୁବନେଶ୍ବର: ଚଳିତ ମାସ ୧୮ରୁ ହେବ ୨୦୨୫ର ଯୁକ୍ତ ଦୁଇ ପରୀକ୍ଷା, ମାର୍ଚ୍ଚ ୨୭ ଯାଏଁ ୧୨୭୬ଟି କେନ୍ଦ୍ରରେ ହେବ ପରୀକ୍ଷା। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଚଳିତ ଥର ଯୁକ୍ତ ଦୁଇ ପରୀକ୍ଷା ଦେବେ ୩ ଲକ୍ଷ ୯୩ ହଜାର ୬୧୮ ଜଣ ପରୀକ୍ଷାର୍ଥୀ। ମୋଟ ୨୨ଟି!-->…
Read More...
Read More...
ଗୁଜରାଟରେ ଖୁବଶୀଘ୍ର ଲାଗୁ ହେବ ୟୁସିସି
ଗୁଜରାଟ: ପ୍ରଥମେ ଉତ୍ତରାଖଣ୍ଡ ପରେ, ଏବେ ଗୁଜରାଟରେ ଖୁବ ଶୀଘ୍ର ଲାଗୁ ହୋଇପାରେ ୟୁସିସି। ମୁଖ୍ୟମନ୍ତ୍ରୀ ଏକ ସମାନ ନାଗରିକ ସଂହିତା (ୟୁସିସି) ପ୍ରସ୍ତୁତ ଏବଂ ପ୍ରଣୟନ ପାଇଁ ଏକ ୫ ଜଣିଆ କମିଟି ଗଠନ କରିଛନ୍ତି। ଏନେଇ ଆଜି ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ଏ ସମ୍ପର୍କରେ ଏକ ବଡ଼ ଘୋଷଣା!-->…
Read More...
Read More...
ଲାଞ୍ଚ ନେଇ ଗିରଫ ହେଲେ ବିରମହାରାଜପୁର ଥାନା ଏଏସଆଇ
ବିରମହାରାଜପୁର: ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ଥାନାରେ କାର୍ଯ୍ୟରତ ଏଏସଆଇ ବୁଡୁ ଭୋଇଙ୍କୁ ଧରିଛି ଭିଜିଲାନ୍ସ। ଏକ ଦୁର୍ଘଟଣାରେ ଜବତ ହୋଇଥିବା ମୋଟର ସାଇକେଲ ଛାଡ଼ିବା ପାଇଁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି ବୁଡୁ।
ବର୍ତ୍ତମାନ ବୁଡୁ ଭୋଇଙ୍କ!-->!-->!-->…
Read More...
Read More...
ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର
ଭୁବନେଶ୍ବର: ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର। ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ସହ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଡାଏଟ ଭତ୍ତା ୯ ଶହରୁ ୧୪ ଶହକୁ ବଢ଼ିଥିବା ବେଳେ ମୋଟର ସାଇକେଲ୍ ଭତ୍ତା ୩ ଶହରୁ ୧୦୫୦ ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି!-->…
Read More...
Read More...
ପବିତ୍ର ମାଘ ସପ୍ତମୀରେ ଚନ୍ଦ୍ରଭାଗାରେ ଲକ୍ଷାଧିକ ଶ୍ରଦ୍ଧାଳୁ
ପୁରୀ: ଆଜି ପବିତ୍ର ମାଘ ସପ୍ତମୀ। ଏହି ଅବସରରେ କୋଣାର୍କ ଚନ୍ଦ୍ରଭାଗାରେ ବୁଡ଼ ପକାଇଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ। ପୁରାଣ ପ୍ରସିଦ୍ଧ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ମଙ୍ଗଳବାର ଭୋରରୁ ଲକ୍ଷାଧିକ ସାଧୁ ଓ ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି। ବୁଡ଼ ପକାଇବା ପାଇଁ ଦେଶର ବିଭିନ୍ନ ସ୍ଥାନରୁ ବହୁ!-->…
Read More...
Read More...