ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ
Browsing Category

Today’s Highlight

ସେମିଳିଗୁଡ଼ାରୁ ରାଜା ଚକ୍ରଙ୍କ ଜବତ ହେଲା ୧୪ ଗାଡି

ସେମିଳିଗୁଡ଼ା: ଗନ୍ଧମାର୍ଦ୍ଦନ ଖଣି ଲୋଡ଼ିଂ ଏଜେନ୍ସି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ବ୍ୟବସାୟୀ ସୌମ୍ୟରଞ୍ଜନ ଓରଫ ରାଜା ଚକ୍ରଙ୍କ ବ୍ୟାବସାୟିକ ସାମ୍ରାଜ୍ୟ କୋରାପୁଟ ଜିଲ୍ଲା ପର୍ଯ୍ୟନ୍ତ ଲମ୍ବିଥିବା ସୂଚନା ମିଳିଛି। ସେମିଳିଗୁଡ଼ା ବ୍ଲକ ଅନ୍ତର୍ଗତ ଝାଳିଆଗୁଡା ନିକଟ କାଜୁ ବାଡ଼ରୁ ୧୩ଟି
Read More...

୩ ମାସରେ ଟ୍ରାଫିକ୍ ଜରିମାନା ପୈଠ ନକଲେ କଟିବ ଡ୍ରାଇଭିଂ ଲାଇସେନ୍ସ

ଭୁବନେଶ୍ବର: ତିନି ମାସରେ ଟ୍ରାଫିକ୍ ଇ-ଚାଲାଣ ପୈଠ କରିବାକୁ ପଡିବ। ଚାଲାଣ ନଦେଲେ ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର। ଏହା ବ୍ୟତୀତ, ଯେଉଁମାନେ ଏକ ଆର୍ଥିକ ବର୍ଷରେ ଲାଲ ସିଗନାଲ ଡେଇଁବା କିମ୍ବା ବିପଦପୂର୍ଣ୍ଣ ଡ୍ରାଇଭିଂ ପାଇଁ ତିନି ଥରରୁ ଅଧିକ
Read More...

କର୍ମଚାରୀ ମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ସିଭି ରମଣ ଗ୍ଲୋବାଲ ୟୁନିଭର୍ସିଟି ସହ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାରର…

ଭୁବନେଶ୍ଵର: ସ୍କିଲ୍ ଇଣ୍ଡିଆ ମିଶନକୁ ସମଗ୍ର ଦେଶରେ କାର୍ଯ୍ୟକାରୀ କରିବା ପାଇଁ ଶ୍ରୀ ନବୀନ ଜିନ୍ଦଲଙ୍କ ପରିକଳ୍ପନାକୁ ଆଉ ଏକ ପାଦ ଆଗକୁ ନେଇ, "ଦକ୍ଷତା" କାର୍ଯ୍ୟକ୍ରମ ଅଧୀନରେ କର୍ମଚାରୀ ମାନଙ୍କ କୌଶଳ ବୃଦ୍ଧି ପାଇଁ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି) ଓଡ଼ିଶାର ସିଭି ରମଣ ଗ୍ଲୋବାଲ
Read More...

ମହାପ୍ରଭୁଙ୍କ ସେବାରେ ନିୟୋଜିତ ସେବକଙ୍କୁ ଦିଆଯିବ ପ୍ରଶିକ୍ଷଣ

ପୁରୀ: ମହାପ୍ରଭୁଙ୍କ ଦୈନନ୍ଦିନ ସେବାକୁ ଆହୁରି ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୋମବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ମହାପ୍ରଭୁଙ୍କ ସେବାରେ ନିୟୋଜିତ ସେବକମାନଙ୍କୁ ପ୍ରଶିକ୍ଷଣ ଦିଆଯିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏନେଇ
Read More...

ବଳାତ୍କାର ଅଭିଯୋଗରେ ନିର୍ଦ୍ଦେଶକ ସନୋଜ ମିଶ୍ରା ଗିରଫ

ନୂଆଦିଲ୍ଲୀ: ମହାକୁମ୍ଭ ୨୦୨୫’ରେ ଭାଇରାଲ ହୋଇଥିବା ମୋନାଲିସାଙ୍କୁ ତାଙ୍କ ଫିଲ୍ମରେ ଏକ ଭୂମିକା ପ୍ରଦାନ କରିଥିବା ନିର୍ଦ୍ଦେଶକ ସନୋଜ ମିଶ୍ରଙ୍କୁ ବଳାତ୍କାର ଅଭିଯୋଗରେ ଗିରଫ କରାଯାଇଛି। ଦିଲ୍ଲୀ ହାଇକୋର୍ଟ ଜାମିନ ଆବେଦନକୁ ଖାରଜ କରିବା ପରେ ତାଙ୍କୁ ଗିରଫ କରାଯାଇଥିଲା। ନିର୍ଦ୍ଦେଶକଙ୍କ
Read More...

ଆଜି ସୁଭଦ୍ରା ଆବେଦନର ଶେଷ ତାରିଖ

ଭୁବନେଶ୍ବର: ସୁଭଦ୍ରା ଯୋଜନା ପାଇଁ ନୂଆ ଆବେଦନକାରୀଙ୍କ ଲାଗି ସୋମବାର ଅର୍ଥାତ ୩୧ ମାର୍ଚ୍ଚ ହେଉଛି ଶେଷ ତାରିଖ। ଆଜି ମଧ୍ୟରେ ଆବେଦନ କଲେ ଏକାସାଙ୍ଗରେ ୩ ଟି କିସ୍ତିର ଟଙ୍କା ଆପଣ ପାଇପାରିବେ। ଅର୍ଥାତ ହିତାଧିକାରୀଙ୍କ ଆକାଉଣ୍ଟକୁ ସିଧାସଳଖ ଭାବେ ୧୫ ହଜାର ଟଙ୍କା ଆସିବ। ସୁଭଦ୍ରା
Read More...

ସହିଦ ରାଜକିଶୋରଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର: କେନ୍ଦୁଝର ମାଟିର ପୁଅ ସହିଦ ରାଜକିଶୋର ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜକିଶୋରଙ୍କ ମରଶରୀର ଆଜି ଭୁବନେଶ୍ଵର ବିମାନ ବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ତାଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଥିଲେ। କେନ୍ଦୁଝର ଜିଲ୍ଲା ସଦର ବ୍ଲକ୍ ନୂଆଗାଁ
Read More...

କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ଘଟଣା, ସ୍ବାଭାବିକ ହେଲା ରେଳ ଚଳାଚଳ

ନ୍ୟୁଜ୍ ବ୍ୟୁରୋ: କଟକ ଜିଲା ମଙ୍ଗୁଳି-ଚୌଦ୍ୱାର ପାସେଞ୍ଜର ହଲ୍ଟ ନିକଟରେ ଟ୍ରେନ୍‌ ଦୁର୍ଘଟଣା ଘଟଣାରେ ସୋମବାର ନୂଆ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ସକାଳ ୭.୧୫ ସୁଦ୍ଧାରେଲଓ୍ବେ ଟ୍ରାକ୍‌ ମରାମତି କାର୍ଯ୍ୟ ଶେଷ ହୋଇଛି। ଖୁବ୍‌ଶୀଘ୍ର ଟ୍ରେନ୍‌ ଚଳାଚଳ ହେବାନେଇ ରେଳ ବିଭାଗ ପକ୍ଷରୁ ସୂଚନା
Read More...

ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ

ଭୁବନେଶ୍ବର: ଉତ୍କଳ ବିଶ୍ୱବିଦ୍ୟାଳୟରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବାଣୀବିହାର ମଧୁସୂଦନ ହଷ୍ଟେଲ ଛାତରୁ ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକଜଣଙ୍କ ଫିଲୋସୋଫି(ଦର୍ଶନ ବିଭାଗ)ର ପିଜି ୨ୟ ବର୍ଷର ଛାତ୍ର ତାପସ ନାୟକ ବୋଲି ଜଣାପଡ଼ିଛି।ଉତ୍କଳ ବିଶ୍ୱବିଦ୍ୟାଳୟ
Read More...

ନିର୍ଗୁଣ୍ଡିରେ କାମାକ୍ଷା ଏକ୍ସପ୍ରେସ୍‌ ୧୧ ବଗି ଲାଇନ୍‌ଚ୍ୟୁତ: ୧ ମୃତ ୭ ଆହତ

କଟକ: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିଠାରେ ରବିବାର ମଧ୍ୟାହ୍ନରେ କାମାକ୍ଷା ଏକ୍ସପ୍ରେସର ୧୧ଟି ବଗି ଲାଇନ୍‌ଚ୍ୟୁତ ହୋଇଛି। ଟ୍ରେନ୍‌ ନଂ ୧୨୫୫୧ ବେଙ୍ଗାଲୁରୁରୁ କାମାକ୍ଷା ଯାଉଥିଲା। ଏନେଇ ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ମିଳିଛି। ଏହି ଦୁର୍ଘଟଣାରେ ଜଣେ ଯାତ୍ରୀଙ୍କର ମୃତ୍ୟୁ
Read More...