Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ରାଜ୍ୟପାଳଙ୍କ ପୋଲିସ୍ ଏଡିସି ହେଲେ ଆଇପିଏସ୍ ଅନୁଗୁ ଶିବା ମାରୁତି ରେଡ୍ଡୀ
ଶ୍ରୀମନ୍ଦିରରେ ୪ ମାସ ଭିତରେ ହେବ ଧାଡ଼ି ଦର୍ଶନ ବ୍ୟବସ୍ଥା : ଆଇନ ମନ୍ତ୍ରୀ
କଲୁଙ୍ଗା ରଙ୍ଗ କାରଖାନାରେ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ
ରାସ୍ତାକୁ ଆସିଲେ ଗୃହବନ୍ଦୀ କରିବାକୁ ଧମକ ଦେଉଛନ୍ତି ଶୁଭେନ୍ଦୁ : ମମତା
ସେପ୍ଟେମ୍ବର ୨୨ରୁ ବିଧାନସଭା ମୌସୁମୀ ଅଧିବେଶନ
ସୌରିନ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ, ଅନ୍ତରୀଣ ସୁରକ୍ଷା ହଟାଇଲେ ହାଇକୋର୍ଟ
ଆଉ ଅଧିକ ଦାୟିତ୍ୱ ନେଇପାରିବିନି’,- ଗଡ଼କରୀଙ୍କ ବୟାନ ପରେ ଅବସର ଚର୍ଚ୍ଚା
ଆମେରିକାର ଆର୍ଥିକ ଚାପର ଜବାବ, ହର୍ମୁଜରେ ଜାହାଜଠାରୁ ଶୁଳ୍କ ନେବ ଇରାନ
Browsing Category
Today’s Highlight
ରାଜ୍ୟରେ ପ୍ରତିଷ୍ଠା ହେବ ୩୨ ବୃହତ ଶସ୍ୟ ଭଣ୍ଡାର
ଭୁବନେଶ୍ବର: ଭାରତ ସରକାରଙ୍କ ବିଶ୍ୱର ସର୍ବବୃହତ୍ ଶସ୍ୟ ଭଣ୍ଡାର ଯୋଜନାରେ ରାଜ୍ୟରେ ପ୍ରତିଷ୍ଠା ହେବ ୩୨ ବୃହତ ଶସ୍ୟ ଭଣ୍ଡାର। ଫଳରେ ଧାନ ସଂଗ୍ରହ ପରେ ଦୀର୍ଘ ଦିନ ଧରି ଏହାକୁ ମହଜୁଦ ରଖିବା ବାବଦରେ ସରକାରଙ୍କୁ ଆଉ ଭଡ଼ା ଦେବାକୁ ପଡ଼ିବନି। ରାଜ୍ୟ ରାଜକୋଷରୁ ଅଯଥା ଖର୍ଚ୍ଚରୁ ମୁକ୍ତି!-->…
Read More...
Read More...
୨୦୨୭ ମାର୍ଚ୍ଚ ସୁଦ୍ଧା ସମସ୍ତ ପୌରାଞ୍ଚଳରେ ହେବ ଗୁଣାତ୍ମକ ପାନୀୟ ଜଳ ବ୍ୟବସ୍ଥା
ଭୁବନେଶ୍ବର: ପ୍ରତ୍ୟେକ ଘରେ ୨୪ ଘଣ୍ଟା ପହଞ୍ଚିବ ବିଶୁଦ୍ଧ ପାନୀୟ ଜଳ। ରାଜ୍ୟର ସମସ୍ତ ପୌରାଞ୍ଚଳରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ସଂପର୍କରେ ଗୃହନିର୍ମାଣ ଓ ନଗରଉନ୍ନୟନ ମନ୍ତ୍ରୀ ଡାଃ କୃଷ୍ଣଚନ୍ଦ୍ର ମହାପାତ୍ର ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ!-->…
Read More...
Read More...
୫୦ ଟଙ୍କା ବଢ଼ିଲା ଘରୋଇ ରନ୍ଧନ ଗ୍ୟାସ୍ ଦାମ୍
ନୂଆଦିଲ୍ଲୀ: ବଢିଲା ରନ୍ଧନ ଗ୍ୟାସ୍ ଦର। ଦେଶରେ ଏଲପିଜି ସିଲିଣ୍ଡର ଦାମ୍ ବୃଦ୍ଧି ପାଇଛି। ସରକାର ୧୪ .୨ କିଲୋଗ୍ରାମ ବିଶିଷ୍ଟ ଘରୋଇ ଏଲପିଜି ଗ୍ୟାସ୍ ସିଲିଣ୍ଡର ଦାମ୍ ୫୦ ଟଙ୍କା ବୃଦ୍ଧି କରିଛନ୍ତି। କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ହାରଦୀପ ସିଂହ ପୁରୀ ସୋମବାର ଘୋଷଣା କରିଛନ୍ତି ଯେ,!-->…
Read More...
Read More...
ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
ଭୁବନେଶ୍ବର: ଗତକାଲି ଦକ୍ଷିଣ ପୂର୍ବ ବଙ୍ଗୋପସାଗର ରେ ଥିବା ଘୂର୍ଣ୍ଣିବଳୟ କ୍ଷେତ୍ର ଆଜି ଦକ୍ଷିଣ ବଙ୍ଗୋପସାଗର ର କେନ୍ଦ୍ରୀୟ ଭାଗ ରେ ଲଘୁଚାପ କ୍ଷେତ୍ର ରେ ପରିଣତ ହୋଇଛି। ଏହି କ୍ଷେତ୍ର ଟି ଆସନ୍ତା ୩୬ ଘଣ୍ଟା ଯାଏଁ ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହେବ କିନ୍ତୁ ଏହା ପରେ ପରବର୍ତ୍ତୀ ୪୮!-->…
Read More...
Read More...
ଯାହାର ଯିବାର ଅଛି ସେ ବିଜେପିକୁ ପଳାନ୍ତୁ : ମୁନା ଖାନ୍
ଭୁବନେଶ୍ବର: ଓ୍ବକ୍ଫ ବିଲ୍କୁ ନେଇ ବିଜୁ ଜନତା ଦଳ(ବିଜେଡି)ରେ ଉଠିଥିବା ଝଡ଼ ଥମିବାର ନାଁ ନେଉନାହିଁ। କେଉଁ ପରିସ୍ଥିତିରେ ଦଳର ଭୋଟ୍ ଦୁଇଭାଗ ହୋଇଗଲା ତାହାକୁ ଗ୍ରହଣ କରିପାରୁନାହାନ୍ତି ବିଜେଡି ନେତା। ଏହାରି ମଧ୍ୟରେ ରାଜ୍ୟସଭା ଏମପି ମୁନା ଖାନ୍ ଭୁବନେଶ୍ୱରରେ ପହଂଚିଛନ୍ତି। ସେ ବିମାନ!-->…
Read More...
Read More...
ମାନସୀ ହେଲେ ‘ଇଣ୍ଡିଆନ୍ ଆଇଡଲ ୧୫’ ବିଜେତା
ମୁମ୍ବାଇ: ଲୋକପ୍ରିୟ ସଙ୍ଗୀତ ରିୟଲିଟି ଶୋ’ ‘ଇଣ୍ଡିଆନ୍ ଆଇଡଲ ୧୫’ର ବିଜେତା ହୋଇଛନ୍ତି କୋଲକାତାର ମାନସୀ ଘୋଷ (୨୪)। ରବିବାର ଅନୁଷ୍ଠିତ ହୋଇଥିବା ଶୋ’ର ଗ୍ରାଣ୍ଡ ଫିନାଲେ ସମାରୋହରେ ଶୁଭ୍ରଜିତ ଚକ୍ରବର୍ତ୍ତୀ ପ୍ରଥମ ରନର-ଅପ୍ ଓ ସ୍ନେହା ଶଙ୍କର ଦ୍ୱିତୀୟ ରନର-ଅପ୍ ହୋଇଛନ୍ତି। ଟାଇଟଲ!-->…
Read More...
Read More...
ରୋଗୀ ନେଇ ଯିବାବେଳେ ଆମ୍ବୁଲାନ୍ସରେ ଲାଗିଲା ନିଆଁ
ଭୁବନେଶ୍ୱର: ରୋଗୀ ନେଇ ଯିବାବେଳେ ବାଟରେ ଏକ ଅଘଟଣ ଘଟିଛି। ରୋଗୀ ନେଇ ଯିବାବେଳେ ଆମ୍ବୁଲାନ୍ସରେ ଲାଗିଲା ନିଆଁ। ପିପିଲି ସେଲ୍ଫି ପଏଣ୍ଟ ନିକଟରେ ଲାଗିଲା ନିଆଁ, ରୋଗୀ ସୁରକ୍ଷିତ। ଡେଲାଙ୍ଗରୁ ରୋଗୀକୁ ଧରି ଭୁବନେଶ୍ୱର ଯିବା ବେଳେ ଅଘଟଣ। ସର୍ଟସର୍କିଟରୁ ଅଗ୍ନିକାଣ୍ଡ, ନିଆଁକୁ ଆୟତ୍ତ କଲା!-->…
Read More...
Read More...
ପୁନର୍ଗଠନ ହେବ ସ୍ୱୟଂ ସହାୟକ ଗୋଷ୍ଠୀ: ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ସ୍ୱୟଂ ସହାୟକ ଗୋଷ୍ଠୀକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଚଳିତ ମାସରେ ସ୍ୱୟଂ ସହାୟକ ଗୋଷ୍ଠୀର ପୁନର୍ଗଠନ କରାଯିବ। ଏଥିରେ GPLF, CPL, BLFଙ୍କୁ ଜିଲା ଓ ରାଜ୍ୟ ସ୍ତରରେ ନୂଆ ନିଯୁକ୍ତି ଦିଆଯିବ। ପୂର୍ବ ସରକାରରେ ବହୁ ମହିଳା!-->…
Read More...
Read More...
ବଢିଲା ରାସନ ସହ ଆଧାର ଲିଙ୍କର ସମୟସୀମା
ଭୁବନେଶ୍ବର: ବଢିଲା ରାସନ କାର୍ଡ ସହ ଆଧାର ଲିଙ୍କର ସମୟସୀମା। ବର୍ତ୍ତମାନ ସରକାର ଉପଭୋକ୍ତାଙ୍କୁ ରାସନକାର୍ଡରେ ଆଧାର ଲିଙ୍କ୍ କରିବା ପାଇଁ ୩ ମାସର ସମୟ ଦେଇଛନ୍ତି ।କେନ୍ଦ୍ରୀୟ ଖାଦ୍ୟ, ସୁରକ୍ଷା ବିଭାଗ ଏକ ଅଧିସୂଚନାରେ କହିଛନ୍ତି ଏବେ ଜୁନ ୩୦ ଯାଏଁ ରାସନକାର୍ଡ ସହ ଆଧାର ଲିଙ୍କ!-->…
Read More...
Read More...
ୱାକଫ ବିଲ୍କୁ ମିଳିଲା ରାଷ୍ଟ୍ରପତିଙ୍କ ମଞ୍ଜୁରୀ
ନୂଆଦିଲ୍ଲୀ; ୱାକ୍ଫ ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ। ଆଇନ୍ରେ ପରିଣତ ହେଲା ୱକ୍ଫ ସଂଶୋଧିତ ବିଲ୍। ୱକ୍ଫ ସଂଶୋଧିତ ବିଲ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମଞ୍ଜୁରୀ। ସଂସଦର ଉଭୟ ଗୃହରେ ବିଲ୍ ପାସ୍ ପରେ ରାଷ୍ଟ୍ରପତିଙ୍କ ମଞ୍ଜୁରୀ। ଆଇନରେ ପରିଣତ ହେଲା ୱାକଫ ବିଲ୍। ଆଇନରେ!-->…
Read More...
Read More...