ପ୍ରମୁଖ ଖବର

କେରଳରେ ପରିବର୍ତ୍ତନର ଲହରୀ, ୟୁଡିଏଫ ଫେରିଲା କ୍ଷମତାକୁ
ଆସାମରେ ହିମନ୍ତଙ୍କ ଐତିହାସିକ ବିଜୟ
କଲକାତାରେ ଭୋଟ ଗଣନା ମଧ୍ୟରେ ସେଲିବ୍ରେସନ ନିଷେଧ
ହାରିଲେ କଂଗ୍ରେସ ମୁଖିଆ ଗୌରବ ଗୋଗୋଇ
ଯାଜପୁରରେ ଭୟାବହ ସଡ଼କ ଦୁର୍ଘଟଣା, ୫ ମୃତ
ଓଡ଼ିଶାରେ ନୌକା ସୁରକ୍ଷା କଠୋର, ଲାଇଫ୍ ଜାକେଟ୍ ବାଧ୍ୟତାମୂଳକ
Browsing Category

Today’s Highlight

ମୋବାଇଲ ବ୍ୟାଟେରି ଫାଟି ୨ ଶିଶୁ ଗୁରୁତର

ପାଟଣାଗଡ଼: ବଳାଙ୍ଗୀର ଜିଲା ପାଟଣାଗଡ଼ ପାଢ଼େଲ ଗାଁରେ ରବିବାର ଏକ ଅଘଟଣ ଘଟିଛି। ବଲାଙ୍ଗୀରରେ ରବିବାର ଏକ ଅବ୍ୟବହୃତ ବ୍ୟାଟେରୀ ବିସ୍ଫୋରଣ ହେବାରୁ ଦୁଇ ଜଣ ଶିଶୁ ଗୁରୁତର ଆହତ ହୋଇଛନ୍ତି। ବଲାଙ୍ଗୀରରେ ରବିବାର ଏକ ଅବ୍ୟବହୃତ ବ୍ୟାଟେରୀ ବିସ୍ଫୋରଣ ହେବାରୁ ଦୁଇ ଜଣ ଶିଶୁ ଗୁରୁତର ଆହତ
Read More...

ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଅନୁକୂଳ ହେଲା ରଥକାଠ

ପୁରୀ: ପବିତ୍ର ମାଘ ମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଆଜି ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ହୋଇଛି। ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ପ୍ରସ୍ତୁତିର ପ୍ରଥମ ପର୍ବ ଭାବେ ରଥନିର୍ମାଣ ପାଇଁ ଆସିଥିବା କାଠ ରଥଖଳାରେ ଅନୁକୂଳ ହୋଇଯାଇଛି। ପ୍ରଥମ ପର୍ଯ୍ୟାୟରେ ନୟାଗଡ ଓ ଦଶପଲ୍ଲା
Read More...

ମାଘ ସପ୍ତମୀରେ ଚନ୍ଦ୍ରଭାଗା ବୁଡ଼ ପାଇଁ ଟ୍ରାଫିକ କଟକଣା ଜାରି

ପୁରୀ: ପବିତ୍ର ମାଘ ସପ୍ତମୀରେ ବୁଡ଼ ପକାଇବା ପାଇଁ ଚନ୍ଦ୍ରଭାଗାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ମାଘ ସପ୍ତମୀରେ ଚନ୍ଦ୍ରଭାଗା ବୁଡ଼ ପାଇଁ ଅତ୍ୟଧିକ ଭିଡ ହେବା ସମ୍ଭାବନା ଥିବାରୁ ସୁରୁଖୁରୁରେ ଟ୍ରାଫିକ୍ ଚଳାଚଳ ପାଇଁ ଏବଂ ଜନସାଧାରଣଙ୍କ ସୁବିଧା ପାଇଁ ପୁରୀ ପୁଲିସ ଟ୍ରାଫିକ କଟକଣା ଜାରି
Read More...

୮ରେ ମିଳିବ ‘ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ବର: ଫେବ୍ରୁଆରୀ ୮ରେ ମିଳିବ ପ୍ରଥମ କିସ୍ତି ୪ର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ଯାଜପୁରରେ ‘ସୁଭଦ୍ରା’ ଟଙ୍କା ବଣ୍ଟନ କାର୍ଯ୍ୟକ୍ରମ କରାଯିବ। ଏହାର ଏକ ମାସ ପରେ ଅର୍ଥାତ୍ ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରାର ଦ୍ଵିତୀୟ କିସ୍ତି। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ
Read More...

ମହୁ ମାଛି ଆକ୍ରମଣରେ ୨୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଆହତ

ଭବାନୀପାଟଣା: ସରସ୍ୱତୀ ପୂଜାବେଳେ ସ୍କୁଲରେ ମହୁମାଝୀ ଆକ୍ରମଣରେ ୨୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ଏଭଳି ଖବର ଆସିଛି କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହର ଉପକଣ୍ଠ ଦୁଆରଶୁଣି ଗ୍ରାମରୁ। ଏକ ଘରୋଇ ସ୍କୁଲରେ ହଠାତ୍ ଛାତ୍ର ଛାତ୍ରୀ ମାନଙ୍କୁ ମହୁ ମାଛି ଆକ୍ରମଣ କରି ଥିଲା।ଆଜି ବସନ୍ତ
Read More...

ଏଟିଏମ୍‌ କାର୍ଡ ବଦଳାଇ ୫ ଲକ୍ଷ ଉଠାଇ ନେଲେ ଦୁର୍ବୃତ୍ତ

ଗଞ୍ଜାମ: ଏଟିଏମ୍‌ କାର୍ଡକୁ କୌଶଳକ୍ରମେ ବଦଳାଇ ୫ ଲକ୍ଷ ୨୭ ହଜାର ଟଙ୍କା ଉଠାଇ ନେଲେ ଦୁର୍ବୁତ୍ତ। ଏଭଳି ଅଭିଯୋଗ ଆସିଛି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ବୋମକେଇ ଗ୍ରାମରୁ। ଅଭିଯୋଗକାରୀ ଦିଲୀପ ପ୍ରଧାନଙ୍କ ଷ୍ଟେଟବ୍ୟାଙ୍କ ଏଟିଏମ୍‌ କାର୍ଡକୁ କୌଶଳକ୍ରମେ ବଦଳାଇ କେହି ଦୁର୍ବୃତ୍ତ ତାଙ୍କ
Read More...

୨୦୦ ଫୁଟ ତଳକୁ ଖସିଲା ବସ୍‌; ୭ ମୃତ

ନାସିକ: ନାସିକ-ସୁରକ୍ଷ ରାଜପଥର ସାପୁତାରା ଘାଟରେ ରବିବାର ସକାଳେ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ୫୦ଜଣ ଭକ୍ତଙ୍କୁ ନେଇ ଯାଉଥିବା ଏକ ବିଳାସପୂର୍ଣ୍ଣ ଘରୋଇ ବସ୍‌ ନିୟନ୍ତ୍ରଣ ହରାଇ ୨୦୦ ଫୁଟ ଗଭୀର ଖାଲକୁ ଖସି ପଡ଼ିଛି। ଏହି ଦୁର୍ଘଟଣାରେ ୭ଜଣଙ୍କର ମୃତ୍ୟୁ ଘଟିଛି। ସେହିଭଳି ୧୫ଜଣ ଗୁରୁତର ଆହତ
Read More...

ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ଫସିଲେ ପୋଲିସ ଏସ୍‌ଆଇ

ଯାଜପୁର: ଯାଜପୁର ଜିଲା ସୁକିନ୍ଦା ଥାନାରେ କାର୍ଯ୍ୟରତ ପୋଲିସ ଏସ୍‌ଆଇ ଅଭୟ ନାୟକଙ୍କୁ ଶନିବାର ଭିଜିଲାନ୍ସ ଉଠାଇନେଇଛି। ଲାଞ୍ଚ ନେଉଥିବାବେଳେ ଧରାପଡିଲେ ଏସଆଇ ଅଭୟ କୁମାର ନାୟକ। ସ୍ବାମୀ ସ୍ତ୍ରୀ ବିବାଦର ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ିବସିଲା ଭିଜିଲାନ୍ସ।
Read More...

ଟ୍ୟାକ୍ସ ଛାଡ ଘୋଷଣା ପରେ ଅର୍ଥମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଶନିବାର ପାର୍ଲାମେଣ୍ଟରେ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। କେନ୍ଦ୍ର ସରକାରଙ୍କ ବଜେଟ୍ ୨୦୨୫-୨୬ରେ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ। ଏଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ
Read More...

ଶବ ନେଇ ଫେରିବା ବାଟରେ ପାଲଟି ଗଲେ ଶବ

ଭଦ୍ରକ: ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥ ମଇତାପୁର ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବିଳମ୍ବିତ ରାତିରେ ଭାରଶ୍ୟାମ ହରାଇ ଟ୍ରଲରକୁ ଧକ୍କା ଦେବାରୁ ଆମ୍ଵୁଲାନ୍ସ ଏହି ଅଘଟଣ ଘଟିଛି। ବାପାଙ୍କ ଶବ ନେଇ ଶୁକ୍ରବାର ବିଳମ୍ବିତ ରାତିରେ କଟକରୁ ଗାଡ଼ିରେ
Read More...