Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍
ଇରାନୀ ଧମକ ପରେ ଟ୍ରକ୍ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ
Browsing Category
Today’s Highlight
୨ ବର୍ଷରେ ୪୫ କୋଟି ୪୬ ଲକ୍ଷ କ୍ଷତି ସହିଲାଣି ଓଏସ୍ଆରଟିସି
ଭୁବନେଶ୍ବର: ଆୟଠୁ ବ୍ୟୟ ବଢ଼ି ଯାଉଛି, କ୍ଷତିରେ ଚାଲୁଛି ଓଏସ୍ଆରଟିସି। ଦୁଇ ବର୍ଷରେ ଓଏସ୍ଆରଟିସି କ୍ଷତି କଲାଣି ୪୫ କୋଟି ୪୬ ଲକ୍ଷ ଟଙ୍କା। ଗୁରୁବାର ବିଧାନସଭାରେ ଉତ୍ତର ରଖିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା।
ମନ୍ତ୍ରୀ କହିଛନ୍ତି, ୨୦୨୨-୨୩ ଆର୍ଥିକ ବର୍ଷରେ ୧୮ କୋଟି ୮୩ ଲକ୍ଷ!-->!-->!-->…
Read More...
Read More...
ଭକ୍ତ-ତାରା-ମୋକିମଙ୍କୁ ଉଠାଇ ନେଲା ପୋଲିସ
ଭୁବନେଶ୍ବର: ରାଜଧାନୀ ରାଜରାସ୍ତାରେ ଉଗ୍ର ରୂପ ଧାରଣ କରିଛି କଂଗ୍ରେସ। ନାରୀ ନିର୍ଯାତନା ବୃଦ୍ଧି ପ୍ରତିବାଦରେ ହଜାର ହଜାର କଂଗ୍ରେସ ନେତା ଓ କର୍ମୀ ବିଧାନସଭା ଘେରାଉ ପାଇଁ ପଦଯାତ୍ରା କରିଛନ୍ତି। କଂଗ୍ରେସର ବିଧାନସଭା ଘେରାଉବେଳେ ଲୋୟର ପିଏମଜି ପାଲଟିଛି ରଣକ୍ଷେତ୍ର। କଂଗ୍ରେସ କର୍ମୀ!-->…
Read More...
Read More...
ରଣକ୍ଷେତ୍ର ପାଲଟିଲା ଲୋୟର ପିଏମ୍ଜି
ଭୁବନେଶ୍ବର: ଶକ୍ତି ପ୍ରଦର୍ଶନ କରିଛି କଂଗ୍ରେସ। ରଣକ୍ଷେତ୍ର ପାଲଟିଲା ଲୋୟର ପିଏମ୍ଜି। ଭୁବନେଶ୍ୱର ଲୋୟର ପିଏମଜିରେ ଲାଠିଚାର୍ଜ। ନାରୀ ସୁରକ୍ଷା ପ୍ରସଙ୍ଗକୁ ନେଇ ସରକାରକୁ ଘେରିଛନ୍ତି କଂଗ୍ରେସ କର୍ମୀ। କଂଗ୍ରେସ କର୍ମୀ ଓ ପୋଲିସ ମୁହାଁମୁହିଁ ପରିସ୍ଥିତି ହୋଇଛନ୍ତି। ବ୍ୟାରିକେଡ ଭାଙ୍ଗି!-->…
Read More...
Read More...
ଅଙ୍ଗନବାଡି ଛତୁଆ ଖାଇ ୨ ଶିଶୁକନ୍ୟା ମୃତ
ଗଜପତି: ଗଜପତି ଜିଲ୍ଲା ରାମଗିରି ଅଞ୍ଚଳରେ ସାମ୍ନାକୁ ଆସିଛି ଏକ ଦୁଃଖଦ ଘଟଣା। ରାମଗିରି ନିକଟ ତୁଳସୀନଗରରେ ରବିବାର ଛତୁଆ ଖାଇ ୨ ଜଣ ଶିଶୁକନ୍ୟାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏଠି ସହିତ ପରିବାରର ଅନ୍ୟ ୨ ଜଣ ଗୁରୁତର ଅଛନ୍ତି। ମୃତକମାନେ ହେଲେ ଦୁଇ ଭଉଣୀ ତୁଳସୀ ବଡମୁଣ୍ଡି(୬)ଏବଂ!-->…
Read More...
Read More...
୨୭ ଜିଲ୍ଲାରେ ନାହିଁ ବାଲି ଚୋରା ମାମଲା: ଖଣି ମନ୍ତ୍ରୀ
ଭୁବନେଶ୍ବର: ବାଲି ଚୋରା ଚାଲାଣ ମାମଲାରେ ବଡ ସୂଚନା ଦେଲେ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା। କେବଳ ମୟୂରଭଞ୍ଜ, କେନ୍ଦୁଝର ଓ ପୁରୀ ଜିଲ୍ଲାକୁ ବାଦ୍ ଦେଲେ ଆନ୍ତଃରାଜ୍ୟ ବାଲି ଚୋରି ସଂକ୍ରାନ୍ତୀୟ କୌଣସି ମାମଲା ଗତ ୩ ବର୍ଷରେ ବାକି ୨୭ ଜିଲ୍ଲାରେ ରୁଜୁ ହୋଇନାହିଁ।
ରାଜଧାନୀ!-->!-->!-->…
Read More...
Read More...
ରାଜସ୍ୱ ମନ୍ତ୍ରୀଙ୍କ କାରକେଡ୍ ଉପରକୁ ଢେଲାମାଡ଼
ମୟୂରଭଞ୍ଜ: ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ କାରକେଡ୍ ଉପରକୁ ଢେଲା ମାଡ଼ ହୋଇଛି। ମୟୂରଭଞ୍ଜ ବାଙ୍ଗିରିପୋଷି ଅଞ୍ଚଳରେ ଘଟିଛି ଏ ଘଟଣା। କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ଏବଂ ପବନ ଯୋଗୁଁ ହୋଇଥିବା କ୍ଷୟକ୍ଷତିର ସମୀକ୍ଷା ପାଇଁ ଯାଇଥିବାବେଳେ ଘର ଓ କ୍ଷତି ପୂରଣ ଦାବିରେ ରାସ୍ତାରୋକ!-->…
Read More...
Read More...
ବହି ଗୋଦାମରେ ଅଗ୍ନିକାଣ୍ଡ, ୨ ଆହତ
ଜଗତସିଂହପୁର: ଜଗତସିଂହପୁର ଜନତା କୋଠି ଛକରେ ଥିବା ବହି ଗୋଦାମରେ ବିସ୍ଫୋରଣ ହେବା ସହ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ବହି ଏବଂ ପାଠ୍ୟ ଉପକରଣ ପୋଡ଼ି ପାଉଁଶ ହୋଇଯାଇଛି। ଅନ୍ୟପକ୍ଷେ ନିଆଁରେ ୩ଜଣ କର୍ମଚାରୀ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି!-->…
Read More...
Read More...
ଆସନ୍ତାକାଲି ଓଡ଼ିଶା ଆସିବେ ରାଷ୍ଟ୍ରପତି
ନୟାଗଡ଼: ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା, ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ ସ୍ଥିତି ସମୀକ୍ଷା କରିଛନ୍ତି ନୟାଗଡ଼ ଜିଲାପାଳ ଓ ଏସ୍ପି। ଗସ୍ତ ସମୟରେ ନୟାଗଡ଼ର!-->…
Read More...
Read More...
ସୁଶାନ୍ତ ସିଂ ରାଜପୁତଙ୍କ ହତ୍ୟାର କ୍ଲୋଜର ରିପୋର୍ଟ ଦାଖଲ କଲା ସିବିଆଇ
ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ସହ ଜଡ଼ିତ ୨ଟି ମାମଲାକୁ ଶନିବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ବନ୍ଦ କରିଛି। ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ୪ ବର୍ଷ ପରେ ସିବିଆଇ ଦାଖଲ କରିଛି କ୍ଲୋଜର ରିପୋର୍ଟ। ମୁମ୍ବାଇ କୋର୍ଟରେ କ୍ଲୋଜର!-->…
Read More...
Read More...
ଗାଧୋଇବାବେଳେ ପୋଖରୀରେ ବୁଡି ଛାତ୍ର ମୃତ
କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଟାଉନ ଥାନା ନରଣପୁର ଗାଁରେ ଅଘଟଣ। ପୋଖରୀରେ ବୁଡି ଜଣେ ନାବାଳକର ମୃତ୍ୟୁ ହୋଇଛି। ମୃତ ନାବାଳକ ଜଣକ ଟାଙ୍ଗରିଆପାଳ ଅଞ୍ଚଳର ସମୀର ବେହେରା (୧୬) ବୋଲି ଜଣାପଡିଛି। ସେ ୧୦ମ ଶ୍ରେଣୀରେ ପଢ଼ୁଥିଲେ। ତାଙ୍କ ଘର୍ ଦୈତାରୀ ଥାନା ଟାଙ୍ଗିରିଆ ପାଳ ଗ୍ରାମରେ ବୋଲି!-->…
Read More...
Read More...