Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ
Browsing Category
Today’s Highlight
ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଅଖିମୁଠି ଅନୁକୂଳ। ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ୱର ଓୟୁଏଟି ପରିସର ଫାର୍ମରେ ଅଖୀମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ। ହଳ କରି ଧାନ ବୁଣିଲେ ମୁଖ୍ୟମନ୍ତ୍ରୀ। ଆଜି ପାଳିତ ହେଉଛି ରାଜ୍ୟସ୍ତରୀୟ କୃଷକ ସମାରୋହ।
!-->!-->!-->…
Read More...
Read More...
ତିନି ସେନାକୁ ମୋଦିଙ୍କ ଗ୍ରୀନ୍ ସିଗନାଲ୍
ନୂଆଦିଲ୍ଲୀ: ପହଲଗାମ୍ ଆକ୍ରମଣର ପ୍ରତିଶୋଧ ନେବା ପାଇଁ ସେନାକୁ ମିଳିଲା ଗ୍ରୀନ ସିଗ୍ନାଲ। ଯେକୌଣସି ମୁହୂର୍ତ୍ତରେ, ଯେକୌଣସି ସ୍ଥାନରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇପାରେ ଭାରତୀୟ ସେନା।
ପାକିସ୍ତାନକୁ ମିଳିବ ମୁହଁତୋଡ଼ ଜବାବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପହଲଗାମ ଆତଙ୍କୀ ଆକ୍ରମଣ!-->!-->!-->…
Read More...
Read More...
ଜଷ୍ଟିସ ବିଆର. ଗଭାଇ ଭାରତର ୫୨ତମ ପ୍ରଧାନ ବିଚାରପତି ଭାବେ ନିଯୁକ୍ତ
ନୂଆଦିଲ୍ଲୀ: ଦେଶର ୫୨ତମ ପ୍ରଧାନ ବିଚାରପତି ହେବେ ବି.ଆର. ଗଭାଇ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ଦେଇଛନ୍ତି। ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ଭୂଷଣ ରାମକୃଷ୍ଣ ଗଭାଇଙ୍କୁ ଭାରତର ୫୨ତମ ପ୍ରଧାନ ବିଚାରପତି ଭାବେ ନିଯୁକ୍ତି ପାଇଁ!-->…
Read More...
Read More...
ଅବକାରୀ ଅଧୀକ୍ଷକଙ୍କ ଗାଡ଼ିରୁ ୩ ଲକ୍ଷ ଜବତ
ଢେଙ୍କାନାଳ: ଓଡ଼ିଶା ଭିଜିଲାନ୍ସ ମଙ୍ଗଳବାର ଢେଙ୍କାନାଳ ଜିଲାରେ ଆବକାରୀ ଅଧୀକ୍ଷକ କୃଷ୍ଣା ନାୟକଙ୍କୁ ରାସ୍ତାରେ ଅଟକାଇ ତାଙ୍କ ନିକଟରୁ ୩ ଲକ୍ଷ ଟଙ୍କା ନଗଦ ଜବତ କରିଛି। ଜିଲ୍ଲା ଅବକାରୀ ଅଧୀକ୍ଷକ କ୍ରିଷ୍ଣା ନାୟକ ଭିଜିଲାନ୍ସ ଗାଡ଼ିରେ ୩ ଲକ୍ଷ ଟଙ୍କା ନେଇ ଯିବାବେଳେ ଭିଜିଲାନ୍ସ ଟିମ୍!-->…
Read More...
Read More...
କଟକରେ ଏନଆଇଏର ୩ ଜଣିଆ ଟିମ୍
କଟକ: କଟକରେ ଏନଆଇଏ ଟିମ୍। ପହଲଗାମ ଆତଙ୍କୀ ଆକ୍ରମଣରେ ପ୍ରତ୍ୟେକ୍ଷଦର୍ଶୀ ଥିବା କଟକ ଦେଉଳ ସାହିର ରଞ୍ଜିତ ଭୋଳକୁ ପଚରାଉଚରା କରିଛି ଏନଆଇଏ ଟିମ। ପ୍ରାୟ ଦେଢ ଘଣ୍ଟା କାଳ ରଞ୍ଜିତଙ୍କ ପରିବାରକୁ ପଚରାଉଚରା କରିଥିଲା ଟିମ୍। ପହଲ୍ଗାମ୍ ଆତଙ୍କୀ ଆକ୍ରମଣ ବେଳେ ଉପସ୍ଥିତ ଥିଲେ ଭୋଳ ପରିବାର।!-->…
Read More...
Read More...
ଆସନ୍ତାକାଲି ଦିଘା ଜଗନ୍ନାଥ ମନ୍ଦିରର ଶୁଭ ଉଦଘାଟନ
ପଶ୍ଚିମବଙ୍ଗ: ଆସନ୍ତାକାଲି ପଶ୍ଚିମବଙ୍ଗ ଦିଘା ଜଗନ୍ନାଥ ମନ୍ଦିରର ଶୁଭ ଉଦଘାଟନ। ମନ୍ଦିରଟି ପୁରୀ ଜଗନ୍ନାଥ ମନ୍ଦିର ଆକୃତିରେ ନିର୍ମାଣ କରାଯାଇଛି।ଏହି ମନ୍ଦିରଟି ଏକ ଗୁରୁତ୍ୱପୂର୍ଣ୍ଣ ତୀର୍ଥ ଏବଂ ପର୍ଯ୍ୟଟନ କେନ୍ଦ୍ର ଭାବେ ପରିଗଣିତ ହେବାକୁ ଯାଉଛି। ପାରମ୍ପରିକ କଳିଙ୍ଗ ସ୍ଥାପତ୍ୟ ଶୈଳୀରେ!-->…
Read More...
Read More...
ମେ ୨ରୁ ଓଜେଇଇ ପରୀକ୍ଷା ଆରମ୍ଭ
ଭୁବନେଶ୍ଵର: ଆସନ୍ତା ମେ' ୨ ତାରିଖରୁ ଆରମ୍ଭ ହେଉଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା। ୧୨ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପରୀକ୍ଷା ପାଇଁ ଓଜେଇଇ ପକ୍ଷରୁ କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୩ଟି ପର୍ଯ୍ୟାୟରେ ପରୀକ୍ଷା ହେବ। କମ୍ୟୁଟର ବେସଡ ଟେଷ୍ଟ ବା ସିବିଟି ମାଧ୍ୟମରେ!-->…
Read More...
Read More...
ଆୟୁଷ୍ମାନ ଯୋଜନାରେ ହିତାଧିକାରୀଙ୍କୁ ଅବହେଳା କଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ: ଆୟୁଷ୍ମାନ ଯୋଜନାରେ ହିତାଧିକାରୀଙ୍କୁ ଅବହେଳା କଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ। ଆୟୁଷ୍ମାନ ଯୋଜନା ଦ୍ୱାରା ଅନେକ ଗରିବ ଓ ମଧ୍ୟବିତ ଲୋକ ଉପକୃତ ହୋଇଛନ୍ତି। ସ୍ୱାସ୍ଥ୍ୟସେବାରେ ବଡ ଭୂମୀକା ଗ୍ରହଣ କରିବ ଆୟୁଷ୍ମନ କାର୍ଡ। ତେବେ ଏହି ସେବାରୁ ଯେପରି କୌଣସି ବି ହିତାଧିକାରୀ ବାଦ!-->…
Read More...
Read More...
ପୋଲିସ ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ
ତାଳଚେର: ପୋଲିସ ଗାଡି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ। ଅନୁଗୋଳ ଜିଲା ତାଳଚେର ବଲଣ୍ଡା ଅଞ୍ଚଳରେ ମଙ୍ଗଳବାର ସକାଳେ ଏକଓଆଇଏସଏଫ ପୋଲିସ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏଭଳି ଖବର ସାମ୍ନାକୁ ଆସିଛି ଅନୁଗୁଳ ଜିଲ୍ଲା ତାଳଚେର ବଲଣ୍ଡା ଅଞ୍ଚଳରେ। ମୃତକ ହେଲେ!-->…
Read More...
Read More...
ଶିଶୁ ବାଟିକା, ପ୍ରଥମ ଓ ୨ୟ ଶ୍ରେଣୀ ପିଲାଙ୍କୁ ଦିଆଯିବ ‘ଯାଦୁପେଡି’
ଭୁବନେଶ୍ବର: ଶିଶୁ ବାଟିକା, ପ୍ରଥମ ଓ ୨ୟ ଶ୍ରେଣୀ ପିଲାଙ୍କୁ ଦିଆଯିବ ‘ଯାଦୁପେଡି’। ଏନସିଇଆରଟି ଦ୍ୱାରା ପ୍ରସ୍ତୁତ ଏହି କିଟ୍କୁ ୪୫ ହଜାର ସ୍କୁଲରେ ବଣ୍ଟନ ହେବ। ଏନେଇ ରାଜ୍ୟ ସରକାର ୯୦ କୋଟି ଖର୍ଚ୍ଚ କରିବେ। ଲୋକସେବା ଭବନରେ ‘ଯାଦୁପେଡି’ ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
!-->!-->!-->…
Read More...
Read More...