Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍ ଆଲର୍ଟ
Browsing Category
Today’s Highlight
ନବମ ଥର ପାଇଁ ସଭାପତି ହେଲେ ନବୀନ
ଭୁବନେଶ୍ବର: ନବମ ଥର ପାଇଁ ବିଜେଡି ସଭାପତି ହେଲେ ନବୀନ ପଟ୍ଟନାୟକ। ନବୀନଙ୍କ ବ୍ୟତୀତ ଦଳର ଅନ୍ୟ କେହି ନାମାଙ୍କନ ଦାଖଲ କରିନଥିବାରୁ ପୁଣି ଥରେ ନବୀନ ନିର୍ଦ୍ବନ୍ଦ୍ଵରେ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ଆଜି ବିଧିବଦ୍ଧ ଭାବେ ନାଁ ଘୋଷଣା କରିଛନ୍ତି ନିର୍ବାଚନ ଅଧିକାରୀ ପ୍ରତାପ ଦେବ।!-->…
Read More...
Read More...
ଏଥର ଚନ୍ଦନ ଯାତ୍ରାରେ ଫୁଟିବନି ବାଣ
ପୁରୀ: ପବିତ୍ର ଅକ୍ଷୟ ତୃତୀୟା ଦିନ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ହେବ ,ଏଥିସହ ୨୧ ଦିନ ବ୍ୟାପି ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ। ଗତବର୍ଷ ଶ୍ରୀକ୍ଷେତ୍ର ଭଉଁରୀ ଅବସରରେ ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣକୁ ନଜରରେ ରଖି ଚଳିତ ବର୍ଷ ବାଣ ବ୍ୟବହାର ହୋଇପାରିବ!-->…
Read More...
Read More...
ରୁଙ୍ଗଟା କାରଖାନାରେ ଆଇରନ୍ ପ୍ଲେଟ ପଡ଼ି ୨ ମୃତ, ୩ ଗୁରୁତର
ରୁଙ୍ଗଟା: ରୁଙ୍ଗଟା ଷ୍ଟିଲ ଆଣ୍ଡ ମାଇନ୍ସ କାରଖାନାରେ ବଡ଼ ଧରଣର ଅଘଟଣ। ପ୍ଲାଣ୍ଟର ଡିଆରଆଇ ସାଇଡ଼ରେ ଉପରେ ଇରେକ୍ସନ କାମ ଚାଲୁଥିବାବେଳେ ଏକ ବଡ଼ ଲୁହ ପ୍ଲେଟ ତଳକୁ ଖସି ପଡିଛି। ଫଳରେ୨ ଶ୍ରମିକଙ୍କ ମୃତ୍ୟୁ ଘଟିଛି ଓ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ୩ ଗୁରୁତରଙ୍କୁ କଟକର ଏକ ଘରୋଇ!-->…
Read More...
Read More...
ସୋଆ ପ୍ରତିଷ୍ଠାତା ସଭାପତି ଓ ସ୍ପେନ୍ ରାଷ୍ଟ୍ରଦୂତଙ୍କ ସୌଜନ୍ୟମୂଳକ ସାକ୍ଷାତ
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଏବଂ ସ୍ପେନ୍ର ରାଷ୍ଟ୍ରଦୂତ ହିଜ ଏକ୍ସିଲେନ୍ସି ଜୁଆନ୍ ଆନ୍ଟୋନିଓ ମାର୍ଚ ପୁଜୋଲଙ୍କ ମଧ୍ୟରେ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା ହୋଇଛି। ସ୍ପେନର ରାଷ୍ଟ୍ରଦୂତ ଭାବେ ସେ ଏକାସଂଗେ ଭାରତ,!-->…
Read More...
Read More...
ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ
ଭୁବନେଶ୍ବର: ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ। ବଦଳିଯିବ ରାସନ କାର୍ଡର ରୂପ ରଙ୍ଗ। ଆଉ ନୂଆ ଢଙ୍ଗରେ ବଣ୍ଟାଯିବ ଏହି ନୂଆ ରାସନ କାର୍ଡ। ରାଜ୍ୟରେ ୫ଲକ୍ଷ ୯୦ହଜାର ନୂଆ ହିତାଧିକାରୀ ପାଇବେ ରାସନ କାର୍ଡ। ଖୁବଶୀଘ୍ର ରାଜ୍ୟର ସବୁ ଜିଲ୍ଲାରେ ବଣ୍ଟାଯିବ ନୂଆ ରାସନ!-->…
Read More...
Read More...
ଆତ୍ମସମର୍ପଣ କଲେ ୨୨ ମାଓବାଦୀ
ଛତିଶଗଡ଼: ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା। ଛତିଶଗଡ଼ ସୁକମାରେ ୯ ମହିଳା ନକ୍ସଲଙ୍କ ସମେତ ୨୨ ଜଣଙ୍କ ଆତ୍ମସମର୍ପଣ କରିଛନ୍ତି। ସିଆରପିଏଆ ଡିଆଇଜି ଆନନ୍ଦ ସିଂହ ରାଜପୁରୋହିତଙ୍କ ନିକଟରେ ସେମାନେ ଆତ୍ମସମର୍ପଣ କରିବା ସହ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇଛନ୍ତି। ଆତ୍ମସମର୍ପଣ କରିଥିବା!-->…
Read More...
Read More...
କ୍ରୀଡ଼ା ବିକାଶ ପାଇଁ ୪ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ ଓଡ଼ିଶା ସରକାର
ଭୁବନେଶ୍ବର: ଓଡ଼ିଶା ସରକାର ଆଗାମୀ ପାଞ୍ଚ ବର୍ଷରେ କ୍ରୀଡ଼ା ଭିତ୍ତିଭୂମି ବିକାଶ ପାଇଁ ୪,୧୨୪ କୋଟି ଟଙ୍କା ଖର୍ଚ୍ଚ କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଧବାର କେନ୍ଦୁଝରର ଧରଣୀଧର ବିଶ୍ୱବିଦ୍ୟାଳୟରେ ପାଞ୍ଚ ଦିନିଆ ଆନ୍ତଃବିଶ୍ୱବିଦ୍ୟାଳୟ କ୍ରୀଡ଼ା ପ୍ରତିଯୋଗିତାର!-->…
Read More...
Read More...
ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ
ଭୁବନେଶ୍ବର: ଓଡ଼ିଶା କୃଷି ବିଭାଗ ପକ୍ଷରୁ ଶୁକ୍ରବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ। କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଜଳ ସମ୍ପଦ ବିଭାଗର ମିଳିତ ସହଯୋଗରେ ୧୪ ଜଣ କୃଷକ ଓ ୧୪ଜଣ ଅଧିକାରୀଙ୍କୁ ଏଥିପାଇଁ ମନୋନୀତ କରାଯାଇଛି।୭ ଦିନିଆ ମାଲେସିଆ ଗସ୍ତରେ!-->…
Read More...
Read More...
ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’
ନୂଆଦିଲ୍ଲୀ: ଆଜି ଭାରତ ପାଇଁ ଏକ ଐତିହ୍ୟର ଦିନ। ୟୁନେସ୍କୋର ମେମୋରୀ ଅଫ ଓ୍ବାର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ଭଗବତ ଗୀତା ଓ ଭରତ ମୁନିଙ୍କ ନାଟ୍ୟଶାସ୍ତ୍ର। ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବତ। ବିଶ୍ବର ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଏହା!-->…
Read More...
Read More...
୩୫ଟି ଔଷଧ ଉପରେ କଟକଣା ଲଗାଇଲେ ସରକାର
ନୂଆଦିଲ୍ଲୀ: ଦେଶରେ ୩୫ଟି ଔଷଧର ଉତ୍ପାଦନ, ବିକ୍ରୟ ଏବଂ ବଣ୍ଟନକୁ ନିଷିଦ୍ଧ କରାଯାଇଛି। ଯେଉଁଥିରେ ଏକ ନିଶ୍ଚିତ ପରିମାଣର ଔଷଧ ଉତ୍ପାଦନ ମିଶ୍ରଣ କରାଯାଉଛି। ଏହି ସବୁ ଔଷଧକୁ ବିନା ଅନୁମତିରେ ବିକ୍ରି କରାଯାଉଥିବା ବେଳେ ଏସବୁ ଲୋକଙ୍କ ସ୍ୱାସ୍ଥ୍ୟ ଉପରେ ମଧ୍ୟ ଖରାପ ପ୍ରଭାବ ପକାଉଛି। ଏପରି!-->…
Read More...
Read More...