Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କମନୱେଲ୍ଡ ଗେମ୍ସରେ ଇତିହାସ ରଚିଲେ ଅସ୍ମିତା ଦେ’, ଜୁଡୋରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ
ଉମରକୋଟ ଆଶ୍ରମ ବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣା: ପ୍ରଧାନଶିକ୍ଷକ ନିଲମ୍ବିତ
୩ ମାସ ପରେ କାଲିଠୁ ଖୋଲିବ ଭିତରକନିକା
‘ପ୍ରଶ୍ନପତ୍ର ଲିକ୍ ନୁହେଁ, ମାଲ୍ପ୍ରାକ୍ଟିସ୍’— ସ୍ୱାସ୍ଥ୍ୟ ବିଶ୍ୱବିଦ୍ୟାଳୟ କୁଳପତି
ହୀରାକୁଦରେ ବଢୁଛି ଜଳସ୍ତର, ଖୋଲିଲା ୨୨ ଗେଟ
ରୁଷିଆ-ୟୁକ୍ରେନ ଯୁଦ୍ଧ: ମୃତ ଭାରତୀୟଙ୍କ ପରିବାରକୁ ସହାୟତା ପାଇଁ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଦିଲ୍ଲୀରେ ଅମିତ ଶାହ ଓ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଇ-୨୦ ପେଟ୍ରୋଲରେ ୨–୬% କମିବ ମାଇଲେଜ୍, କିନ୍ତୁ ଇଞ୍ଜିନ୍କୁ କ୍ଷତିର ପ୍ରମାଣ ନାହିଁ
Browsing Category
Today’s Highlight
ବିଶ୍ୱ ତମାଖୁ ବର୍ଜନ ଦିବସ ଅବସରରେ ଆଇଡିଏସ୍ ପକ୍ଷରୁ ୱାକାଥନ୍ ଆୟୋଜିତ
ଭୁବନେଶ୍ୱର: ତମାଖୁ ସେବନର ଭୟାବହତା ଓ ଅପକାରିତା ଏବଂ ତମାଖୁ ମୁକ୍ତ ଜୀବନ ସଂପର୍କରେ ସଚେତନତା ବାଂଟିବା ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ୍ ସାଇନସେସ୍ ପକ୍ଷରୁ ବିଶ୍ୱ ତମାଖୁ ବର୍ଜନ ଦିବସ ଉପଲକ୍ଷେ ବୁଧବାର ଏକ ୱାକାଥନ୍!-->…
Read More...
Read More...
ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ,ବିବାହ ପରେ ବି ପିତାମାତାଙ୍କ ପରିବାରର ସଦସ୍ୟ ଝିଅ
ନୂଆ ଦିଲ୍ଲୀ: ବିବାହିତ ଝିଅମାନଙ୍କ ଅଧିକାର ସମ୍ପର୍କରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଓ ଦୂରଗାମୀ ରାୟ ଦେଇଛନ୍ତି। ଅନୁକମ୍ପାମୂଳକ ନିଯୁକ୍ତି ସମ୍ବନ୍ଧୀୟ ଏକ ମାମଲାର ଶୁଣାଣି କରି ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ ବିବାହ ପରେ ମଧ୍ୟ ଜଣେ ଝିଅ ତାଙ୍କ ପିତାମାତାଙ୍କ ପରିବାରର ସଦସ୍ୟ!-->…
Read More...
Read More...
ଶ୍ରୀମନ୍ଦିରରେ ଆସୁଛି ଇ-ହୁଣ୍ଡି ବ୍ୟବସ୍ଥା
ବିଶ୍ୱର ଯେକୌଣସି ସ୍ଥାନରୁ କରିହେବ ଦାନ
ପୁରୀ: ପୁରୀ ଶ୍ରୀମନ୍ଦିରରେ ଇ-ହୁଣ୍ଡି ବ୍ୟବସ୍ଥା କାର୍ଯ୍ୟକାରୀ କରିବା ନେଇ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଆଇନ, କାର୍ଯ୍ୟ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ!-->!-->!-->…
Read More...
Read More...
ଦିଲ୍ଲୀ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ
ନୂଆ ଦିଲ୍ଲୀ: ଦକ୍ଷିଣ ଦିଲ୍ଲୀର ମାଲବ୍ୟ ନଗର ଅଞ୍ଚଳର ଏକ ହୋଟେଲରେ ବୁଧବାର ସକାଳେ ଘଟିଥିବା ଭୟାବହ ଅଗ୍ନିକାଣ୍ଡରେ ଅତିକମରେ ୨୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪୦ରୁ ଅଧିକ ଲୋକଙ୍କୁ ଉଦ୍ଧାର କରାଯାଇଛି। ଘନ ଧୂଆଁ ଓ ନିଆଁରେ ହୋଟେଲଟି ଆବୃତ ହୋଇଯିବାରୁ ଅତିଥିମାନଙ୍କ ମଧ୍ୟରେ ଆତଙ୍କ!-->…
Read More...
Read More...
ସରକାରୀ ଗାଡ଼ି ପାଇଁ ପେଟ୍ରୋଲ ପମ୍ପକୁ ମିଳିବ ଆଗୁଆ ଟଙ୍କା
ନ୍ୟୁଜ୍ ବ୍ୟୁରୋ: ସରକାରୀ କାର୍ଯ୍ୟର ନିରବଚ୍ଛିନ୍ନ ଏବଂ ସୂଚାରୁ ପରିଚାଳନା ସୁନିଶ୍ଚିତ କରିବା ପାଇଁ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଏଣିକି ସରକାରୀ ଗାଡ଼ିଗୁଡ଼ିକର ପେଟ୍ରୋଲ ଓ ଡିଜେଲ ଖର୍ଚ୍ଚ ବାବଦରେ ସମ୍ପୃକ୍ତ ପେଟ୍ରୋଲ ପମ୍ପଗୁଡ଼ିକୁ ଆଗୁଆ ଅର୍ଥ ପ୍ରଦାନ!-->…
Read More...
Read More...
୩୯,୨୯୦ କୋଟିର ମେଗା ପ୍ୟାକେଜକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି
ନ୍ୟୁଜ୍ ବ୍ୟୁରୋ: ଦେଶର ଭିତ୍ତିଭୂମି ବିକାଶ, ବିମାନ ଚଳାଚଳ କ୍ଷେତ୍ରର ସ୍ଥିରତା ଏବଂ ପରିବେଶ ସୁରକ୍ଷାକୁ ଲକ୍ଷ୍ୟ କରି କେନ୍ଦ୍ର କ୍ୟାବିନେଟ ବୁଧବାର ମୋଟ ୩୯,୨୯୦ କୋଟି ଟଙ୍କାର ଛଅଟି ପ୍ରମୁଖ ପ୍ରକଳ୍ପକୁ ଅନୁମୋଦନ କରିଛି। ଏହି ନିଷ୍ପତ୍ତି ଦେଶର ପରିବହନ ବ୍ୟବସ୍ଥା, ବିମାନ ଶିଳ୍ପ ଏବଂ!-->…
Read More...
Read More...
କର୍ଣ୍ଣାଟକର ୩୪ତମ ମୁଖ୍ୟମନ୍ତ୍ରୀ ଭାବେ ଡି.କେ. ଶିବକୁମାରଙ୍କ ଶପଥ ଗ୍ରହଣ
ବେଙ୍ଗାଳୁରୁ: କର୍ଣ୍ଣାଟକରେ ନେତୃତ୍ୱ ପରିବର୍ତ୍ତନ ପରେ ବୁଧବାର ଡି.କେ. ଶିବକୁମାର କର୍ଣ୍ଣାଟକର ୩୪ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ବେଙ୍ଗାଳୁରୁର ଲୋକ ଭବନରେ ଆୟୋଜିତ ଏହି ଶପଥ ଗ୍ରହଣ ସମାରୋହରେ ରାଜ୍ୟପାଳ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ।ପୂର୍ବତନ!-->…
Read More...
Read More...
କଲେଜ ଛାତ୍ରାବାସରେ ବିଟେକ୍ ଛାତ୍ରଙ୍କ ଆତ୍ମହତ୍ୟା
ଭୁବନେଶ୍ବର: ଭୁବନେଶ୍ୱରର ଚନ୍ଦକା ଥାନା ଅନ୍ତର୍ଗତ ମେଣ୍ଢାଶାଳ ଫାଣ୍ଡି ଅଧୀନ ଛତାବର ଅଞ୍ଚଳର ଏକ ଘରୋଇ ବୈଷୟିକ ଶିକ୍ଷାନୁଷ୍ଠାନରେ ଜଣେ ବିଟେକ୍ ପ୍ରଥମ ବର୍ଷର ଛାତ୍ର ଆତ୍ମହତ୍ୟା କରିଥିବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତ ଛାତ୍ର ହେଲେ ସୁବାଶିଷ ପରିଜିତ। ତାଙ୍କ ଘର କେନ୍ଦ୍ରାପଡା!-->…
Read More...
Read More...
ପୁଣି ବଢ଼ିଲା ବସ୍ ଭଡ଼ା
ଭୁବନେଶ୍ବର; ରାଜ୍ୟରେ ପୁଣି ଥରେ ବସ୍ ଭଡ଼ା ବୃଦ୍ଧି କରିଛନ୍ତି ସରକାର। ତୈଳ ଦର ବୃଦ୍ଧି ଏବଂ ଘରୋଇ ବସ୍ ମାଲିକ ସଂଘର ଦାବିକୁ ଦୃଷ୍ଟିରେ ରଖି ସାଧାରଣ ଓ ଏକ୍ସପ୍ରେସ୍ ବସ୍ ଭଡ଼ା କିଲୋମିଟର ପିଛା ୨ ପଇସା ବଢ଼ାଯାଇଛି। ନୂଆ ଦର ଅନୁସାରେ ସାଧାରଣ ବସ୍ ଭଡ଼ା କିମି ପିଛା ୯୦ ପଇସାରୁ ବୃଦ୍ଧି!-->…
Read More...
Read More...
ମଦର ଡେରୀର ନୂଆ ପଦକ୍ଷେପ
ନ୍ୟୁଜ୍ ବ୍ୟୁରୋ: ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ଦୂଷଣ ହ୍ରାସ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି ମଦର ଡେରୀ। କମ୍ପାନୀ ଏକ ନୂଆ ପ୍ରକାରର କ୍ଷୀର ପାଉଚ୍ ଆଣିଛି, ଯାହା ମାଟିରେ ପ୍ରାକୃତିକ ଭାବେ ବିଘଟିତ ହୋଇଯିବ ଏବଂ ପ୍ଲାଷ୍ଟିକର କୌଣସି ଚିହ୍ନ ଛାଡ଼ିବ ନାହିଁ। କମ୍ପାନୀ ଜୁନ୍!-->…
Read More...
Read More...