Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ପରଲୋକ
ରକ୍ଷାବନ୍ଧନରେ ମହିଳାଙ୍କୁ ମାଗଣା ଆମ ବସ୍ ଯାତ୍ରା
ଏବେ ୩୫ ଟଙ୍କାରେ ମିଳିବ ପିଆଜ, ମହଙ୍ଗା ଦରକୁ ରୋକିବ କେନ୍ଦ୍ର
ନେପାଳରେ ହଠାତ୍ ବନ୍ୟା: ୭ ମୃତ, ୩୮୪ ନିଖୋଜ
Browsing Category
Today’s Highlight
ଆସନ୍ତାକାଲିଠୁ +୨ ଖାତା ଦେଖା ଆରମ୍ଭ
ମେ’ ୧୫ ସୁଦ୍ଧା ରେଜଲ୍ଟଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ୍ ବୁଧବାର ଠାରୁ +୨ ଖାତା ଦେଖା ଆରମ୍ଭ ହେବ। ତେବେ ମେ’ ୧୫ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ୩ ଲକ୍ଷ ୯୩ ହଜାର ୬୧୬ ପରୀକ୍ଷାର୍ଥୀଙ୍କ ରେଜଲ୍ଟ ଏକ!-->…
Read More...
Read More...
୪୧ ଟଙ୍କା କମିଲା କମର୍ସିଆଲ ଗ୍ୟାସ ଦର
ନୂଆଦିଲ୍ଲୀ: ଆଜିଠାରୁ ଦେଶବ୍ୟାପୀ କମର୍ସିଆଲ ଗ୍ୟାସ ଦର କମିଛି। ୧୯କେଜି କମର୍ସିଆଲ ଗ୍ୟାସ ଦର ୪୧ଟଙ୍କା କମିଥିବା ଜଣାପଡ଼ିଛି। କମର୍ସିଆଲ ଗ୍ୟାସ ଦର ଦିଲ୍ଲୀରେ ୪୧ଟଙ୍କା କମିଛି। ଦିଲ୍ଲୀରେ ଆଜିଠାରୁ ନୂତନ ଗ୍ୟାସ ଦର୧୭୬୨ ଟଙ୍କା ଲାଗୁ କରାଯାଇଛି। ଦିଲ୍ଲୀରେ, ସଂଶୋଧିତ ଖୁଚୁରା ବିକ୍ରୟ!-->…
Read More...
Read More...
ଦୁଷ୍କର୍ମ ଅଭିଯୁକ୍ତ ପାଦ୍ରୀ ବଜିନ୍ଦର ସିଂହଙ୍କୁ ଆଜୀବନ କାରାଦଣ୍ଡ
ପଞ୍ଜାବ: ମଙ୍ଗଳବାର ପଞ୍ଜାବର ମୋହାଲି କୋର୍ଟ ପାଦ୍ରୀ ବଜିନ୍ଦର ସିଂହଙ୍କ ମାମଲାରେ ଦଣ୍ଡ ଘୋଷଣା କରିଛନ୍ତି। କୋର୍ଟ ବଜିନ୍ଦର ସିଂହଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।ବଜିନ୍ଦର ସିଂହଙ୍କୁ ପଞ୍ଜାବର ମୋହାଲିର ଜିରକପୁରର ଜଣେ ମହିଳାଙ୍କ ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ!-->…
Read More...
Read More...
କିଟ୍ ବିଶ୍ୱବିଦ୍ୟାଳୟ ଛାତ୍ରଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ
ଭୁବନେଶ୍ବର: ପୁଣି ଜଣେ କିଟ୍ ବିଶ୍ୱବିଦ୍ୟାଳୟ ଛାତ୍ରଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଏକ ନିର୍ମାଣଧୀନ କୋଠା ତଳୁ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଛାତ୍ର କିଟ୍ ବିଶ୍ୱବିଦ୍ୟାଳୟରେ ବିଟେକ୍ ତୃତୀୟ ବର୍ଷରେ ପଢୁଥିଲେ।!-->…
Read More...
Read More...
କଟକରେ ଭୟଙ୍କର ଅଗ୍ନିକାଣ୍ଡ
କଟକ: କଟକ ଦୋଳମୁଣ୍ଡାଇରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଦୋଳମୁଣ୍ଡାଇ କପଡ଼ା ଗୋଦାମରେ ନିଆଁ। ଗୋଦାମ ଭିତରୁ ପ୍ରବଳ ଧୂଆଁ ବାହାରୁଛି। ନିଆଁ ଲାଗିବାର କାରଣ ଜଣାପଡ଼ିନାହିଁ। ତେବେ ସୁଟକେସ୍ ଶୋ’ ରୁମ ଏବଂ କପଡ଼ା ଦୋକାନରେ ସମେତ ସେଠାରେ ଥିବା ଅନ୍ୟ ଏକ ଶୋ’ ରୁମରେ!-->…
Read More...
Read More...
ଓଡ଼ିଶା ଦିବସ ପାଇଁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟବାସୀଙ୍କୁ ସୋସିଆଲ ମିଡିଆ ଏକ୍ସରେ ଶୁଭେଚ୍ଛା ଜଣାଇ କହିଛନ୍ତି,"ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି ଯେ ସମୃଦ୍ଧ, ସାଂସ୍କୃତିକ ଐତିହ୍ୟ ଏବଂ!-->…
Read More...
Read More...
ରାଜ୍ୟରେ ପାଳନ ହେଲା ଉତ୍କଳ ଦିବସ
ଭୁବନେଶ୍ବର: ଆଜି ଏପ୍ରିଲ୍ ୧, ୨୦୨୫, ଓଡ଼ିଶା ଦିବସ ବା ଉତ୍କଳ ଦିବସ ରାଜ୍ୟରେ ବହୁ ଉତ୍ସାହର ସହ ପାଳନ କରାଯାଉଛି। ୧୯୩୬ ମସିହାରେ ଏହି ଦିନ ଓଡ଼ିଶା ଏକ ସ୍ୱତନ୍ତ୍ର ପ୍ରଦେଶ ଭାବେ ଗଠନ ହୋଇଥିଲା, ଯାହା ଭାରତରେ ଭାଷାଭିତ୍ତିକ ରାଜ୍ୟ ଗଠନର ପ୍ରଥମ ଉଦାହରଣ। ଏହି ଐତିହାସିକ ଦିନ ଓଡ଼ିଆ ଜାତିର!-->…
Read More...
Read More...
ସେମିଳିଗୁଡ଼ାରୁ ରାଜା ଚକ୍ରଙ୍କ ଜବତ ହେଲା ୧୪ ଗାଡି
ସେମିଳିଗୁଡ଼ା: ଗନ୍ଧମାର୍ଦ୍ଦନ ଖଣି ଲୋଡ଼ିଂ ଏଜେନ୍ସି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ବ୍ୟବସାୟୀ ସୌମ୍ୟରଞ୍ଜନ ଓରଫ ରାଜା ଚକ୍ରଙ୍କ ବ୍ୟାବସାୟିକ ସାମ୍ରାଜ୍ୟ କୋରାପୁଟ ଜିଲ୍ଲା ପର୍ଯ୍ୟନ୍ତ ଲମ୍ବିଥିବା ସୂଚନା ମିଳିଛି। ସେମିଳିଗୁଡ଼ା ବ୍ଲକ ଅନ୍ତର୍ଗତ ଝାଳିଆଗୁଡା ନିକଟ କାଜୁ ବାଡ଼ରୁ ୧୩ଟି!-->…
Read More...
Read More...
୩ ମାସରେ ଟ୍ରାଫିକ୍ ଜରିମାନା ପୈଠ ନକଲେ କଟିବ ଡ୍ରାଇଭିଂ ଲାଇସେନ୍ସ
ଭୁବନେଶ୍ବର: ତିନି ମାସରେ ଟ୍ରାଫିକ୍ ଇ-ଚାଲାଣ ପୈଠ କରିବାକୁ ପଡିବ। ଚାଲାଣ ନଦେଲେ ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର। ଏହା ବ୍ୟତୀତ, ଯେଉଁମାନେ ଏକ ଆର୍ଥିକ ବର୍ଷରେ ଲାଲ ସିଗନାଲ ଡେଇଁବା କିମ୍ବା ବିପଦପୂର୍ଣ୍ଣ ଡ୍ରାଇଭିଂ ପାଇଁ ତିନି ଥରରୁ ଅଧିକ!-->…
Read More...
Read More...
କର୍ମଚାରୀ ମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ସିଭି ରମଣ ଗ୍ଲୋବାଲ ୟୁନିଭର୍ସିଟି ସହ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାରର…
ଭୁବନେଶ୍ଵର: ସ୍କିଲ୍ ଇଣ୍ଡିଆ ମିଶନକୁ ସମଗ୍ର ଦେଶରେ କାର୍ଯ୍ୟକାରୀ କରିବା ପାଇଁ ଶ୍ରୀ ନବୀନ ଜିନ୍ଦଲଙ୍କ ପରିକଳ୍ପନାକୁ ଆଉ ଏକ ପାଦ ଆଗକୁ ନେଇ, "ଦକ୍ଷତା" କାର୍ଯ୍ୟକ୍ରମ ଅଧୀନରେ କର୍ମଚାରୀ ମାନଙ୍କ କୌଶଳ ବୃଦ୍ଧି ପାଇଁ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି) ଓଡ଼ିଶାର ସିଭି ରମଣ ଗ୍ଲୋବାଲ!-->…
Read More...
Read More...