Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍କେ ପୁରସ୍କାର
ଦିଲ୍ଲୀ ଏସ୍ଆଇଆର୍ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ
Browsing Category
Today’s Highlight
କୋଟିପତି ନିର୍ବାହୀ ଯନ୍ତ୍ରୀ ଗିରଫ
ଢେଙ୍କାନାଳ: ଗିରଫ ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀ ଗିରଫ। ଗତକାଲି ରାମଚନ୍ଦ୍ର ଶତପଥୀଙ୍କ ବାସଭବନ ଓ କାର୍ଯ୍ୟାଳୟରେ ରେଡ୍ କରିଥିଲା ଭିଜିଲାନ୍ସ। ଏକକାଳୀନ ୮ଟି ସ୍ଥାନରେ ଚଢାଉ!-->…
Read More...
Read More...
ନାମାଙ୍କନ ଭରିଲେ ନବୀନ
ଭୁବନେଶ୍ବର: ନବମ ଥର ପାଇଁ ବିଜେଡି ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବିଜୁ ପଟ୍ଟନାୟକଙ୍କ ୨୮ ତମ ଶ୍ରାଦ୍ଧ ଦିବସ ଅବସରରେ ରାଜଧାନୀର ଶଙ୍ଖ ଭବନରେ ନାମାଙ୍କନ ଭରିଛନ୍ତି ନବୀନ। ନିର୍ବାଚନ ଅଧିକାରୀ ପ୍ରତାପ ଦେବଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି!-->…
Read More...
Read More...
ଶବ ପରିବହନ ପାଇଁ କଲ ସେଣ୍ଟର ରହିବ
ଭୁବନେଶ୍ବର: ରାଜ୍ୟରେ ଏଣିକି ମୃତଦେହ ପରିବହନ ପାଇଁ ରହିବ କଲ୍ ସେଣ୍ଟର। ୧୦୮ ଆମ୍ବୁଲାନ୍ସ ସେବା ଭଳି ରହିବ ଟୋଲ୍ ଫ୍ରି ନମ୍ବର। କଲ ସେଣ୍ଟର ମାଧ୍ୟମରେ ରୋଗୀ ପରିବାର ଓ ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ମଧ୍ୟରେ ଉତ୍ତମ ସମନ୍ବୟ ସ୍ଥାପନ କରି ମୃତଦେହକୁ ଠିକ୍ ସମୟରେ ଏବଂ ସୁବିଧାରେ!-->…
Read More...
Read More...
ପରମିତା ଶତପଥୀ ଓଡ଼ିଶାର ନୂତନ ପ୍ରମୁଖ ମୁଖ୍ୟ ଆୟକର କମିଶନର
ଭୁବନେଶ୍ବର: ୧୯୮୯ ବ୍ୟାଚ୍ ର ଭାରତୀୟ ରାଜସ୍ୱ ସେବା (IRS) ଅଧିକାରୀ ପରମିତା ଶତପଥୀ ତ୍ରିପାଠୀ ବୁଧବାର ଓଡ଼ିଶାରେ ଆୟକର ବିଭାଗର ପ୍ରମୁଖ ମୁଖ୍ୟ କମିଶନର ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପରମିତା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ କବି ପଦ୍ମଶ୍ରୀ ପ୍ରତୀଭା ଶତପଥୀ ଏବଂ ନିତ୍ୟାନନ୍ଦ!-->…
Read More...
Read More...
ଏକ୍ସପ୍ରେସ୍ ଟ୍ରେନରେ ଆରମ୍ଭ ହେବ ଏଟିଏମ ସେବା
ମହାରାଷ୍ଟ୍ର: ଭାରତର ପ୍ରଥମ ଟ୍ରେନ୍ ଭାବେ ମୁମ୍ବାଇ-ମନମାଡ ପଞ୍ଚବଟି ଏକ୍ସପ୍ରେସ୍ ଟ୍ରେନର ଏକ ଏୟାରକଣ୍ଡିସନଡ୍(ଏସି) କୋଚ୍ରେ ସ୍ଥାପନ କରାଯାଇଛି ଏଟିଏମ ସେବା। ଏହାର ପରୀକ୍ଷାମୂଳକ ପ୍ରଦର୍ଶନ ସଫଳତାର ସହ ସମାପ୍ତ ହୋଇଛି। ଏହି ମେସିନ୍ ଯାତ୍ରୀମାନଙ୍କୁ ଟ୍ରେନ ଚାଲୁଥିବା ସମୟରେ ମଧ୍ୟ!-->…
Read More...
Read More...
ଜଷ୍ଟିସ ବି.ଆର. ଗଭାଇ ହେବେ ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି
ନୂଆଦିଲ୍ଲୀ: ଜଷ୍ଟିସ ଭୂଷଣ ରାମକୃଷ୍ଣ ଗଭାଇ ହେବେ ପରବର୍ତ୍ତୀ ପ୍ରଧାନ ବିଚାରପତି। ବର୍ତ୍ତମାନର ସିଜେଆଇ ଜଷ୍ଟିସ୍ ସଞ୍ଜୀବ ଖାନ୍ନା ବୁଧବାର ସୁପ୍ରିମକୋର୍ଟର ସବୁଠାରୁ ବରିଷ୍ଠ ବିଚାରପତି ବି.ଆର. ଗଭଇଙ୍କୁ ତାଙ୍କ ଉତ୍ତରାଧିକାରୀ କରିବାକୁ ସୁପାରିଶ କରିଛନ୍ତି। ୫୨ତମ ପ୍ରଧାନ ବିଚାରପତି ଭାବେ!-->…
Read More...
Read More...
ଆସନ୍ତାକାଲି ନାମାଙ୍କନ ଭରିବେ ନବୀନ
ଭୁବନେଶ୍ବର: ଆସନ୍ତାକାଲି ବିଜେଡିର ସଭାପତି ପ୍ରାର୍ଥୀ ଭାବେ ପୁଣି ପ୍ରାର୍ଥୀପତ୍ର ଦାଖଲ କରିବେ ନବୀନ ପଟ୍ଟନାୟକ। ଅନ୍ୟ କେହି ବିଜେଡି ସଭାପତି ପଦ ଲାଗି ନାମାଙ୍କନ ଭରିବାର ସମ୍ଭାବନା ନଥିବାରୁ ସେ ପୁଣି ଥରେ ବିଜେଡି ସଭାପତି ହେବା ନିଶ୍ଚିତ ବୋଲି କୁହାଯାଉଛି। ୧୯ ତାରିଖରେ ଘୋଷଣା ହେବ!-->…
Read More...
Read More...
ଭୁବନେଶ୍ୱରରେ ଅଖିଳେଶ ଯାଦବ
ଭୁବନେଶ୍ବର: ଭୁବନେଶ୍ବରରେ ସମାଜବାଦୀ ପାର୍ଟ ମୁଖ୍ୟ ଅଖିଳେଶ ଯାଦବ। ଭୁବନେଶ୍ବରରେ ଉତ୍ତର ପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ, ପତ୍ନୀ ତଥା ସାଂସଦ ଡିମ୍ପଲ ଯାଦବଙ୍କ ସହ ଓଡିଶା ଆସିଛନ୍ତି। ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା କାର୍ଯ୍ୟକ୍ରମ!-->…
Read More...
Read More...
ବିଜୁବାବୁଙ୍କ ପ୍ରତିମୂତ୍ତି ପୋଡି ଘଟଣାକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ
ବଲାଙ୍ଗିର: ବଲାଙ୍ଗିର ଜିଲ୍ଲାର ପାଟଣାଗଡ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଏହି ଘଟଣାର ତୀବ୍ର ନିନ୍ଦା କରିଛନ୍ତି। ଏ ଘଟଣାରେ ସଂପୃକ୍ତ ଥିବା ବ୍ୟକ୍ତି ନିଶ୍ଚିତ ଭାବରେ ଜଣେ ହୀନ ଓ!-->…
Read More...
Read More...
ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର
ଭୁବନେଶ୍ୱର: ଭୁବନେଶ୍ୱରରୁ ଅପହୃତ ହୋଇଥିବା ଶିଶୁ ବାଲେଶ୍ୱରରୁ ଉଦ୍ଧାର କରିଛି ପୋଲିସ। ରାଜଧାନୀର ଖାରବେଳ ନଗର ଥାନା ରାମ ମନ୍ଦିର ସମ୍ମୁଖରୁ ଦୃଷ୍ଟିବାଧିତ ମହିଳାଙ୍କ ଦେଢ ବର୍ଷର ଚୋରି ଶିଶୁପୁତ୍ରକୁ ଖନ୍ତାପଡା ଥାନା ବୋଇତା ଗାଁରୁ ଉଦ୍ଧାର କରିଛି ପୋଲିସ। ଏଥିସସହ ଶିଶୁ ଅପହରଣକାରୀକୁ!-->…
Read More...
Read More...