Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍କେ ପୁରସ୍କାର
ଦିଲ୍ଲୀ ଏସ୍ଆଇଆର୍ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ
Browsing Category
Today’s Highlight
ଚିଲ ନେଇଗଲା ଶ୍ରୀମନ୍ଦିର ପତିତପାବନ ବାନା
ପୁରୀ: ମହାପ୍ରଭୁଙ୍କ ପତିତପାବନ ବାନା ଧରି ଉଡିଗଲା ଚିଲ। ପୁରୀ ଶ୍ରୀ ମନ୍ଦିରରେ ଏପରି ଏକ ବିରଳ ଦୃଶ୍ୟ ଦେଖିବାକୁ ମିଳିଛି। ଏହି ଦୃଶ୍ୟର ଭିଡିଓ ଏବେ ସୋସିଆଲମିଡିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି।
ଭିଡିଓରେ ପତିତପାବନ ବନା ଧରି ଏକ ଚିଲ ଉଡ଼ୁଥିବା ଦୃଶ୍ୟ ଦେଖିବାକୁ ମିଳିଛି। ମନ୍ଦିର!-->!-->!-->…
Read More...
Read More...
ହନୁମାନ ଜୟନ୍ତୀରେ ମୁତୟନ ହେବେ ୨୦୦ ପ୍ଲାଟୁନ୍ ଫୋର୍ସ
ଭୁବନେଶ୍ବର: ରାତିପାହିଲେ ମହାବିଷୁବ ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ। ଏନେଇ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହେବ ଶୋଭାଯାତ୍ରା। ପୂଜାର୍ଚ୍ଚନା ଓ ପଣା ବଣ୍ଟନ ଭଳି ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହେବ। ଶାନ୍ତି ଶୃଙ୍ଖଳାର ସହ କିପରି ହନୁମାନ ଜୟନ୍ତୀ ପାଳନ କରାଯିବ ସେନେଇ ପ୍ରଶାସନ ପକ୍ଷରୁ!-->…
Read More...
Read More...
ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ଉନ୍ମୋଚନ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୂତନ କ୍ୟାଲେଣ୍ଡର୍ ଉନ୍ମୋଚିତ କରାଯାଇଛି। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଏହା ପୂର୍ବରୁ ଓଡ଼ିଆ!-->…
Read More...
Read More...
ସମ୍ବଲପୁରରେ ଦୁର୍ଦ୍ଦାନ୍ତ ଅପରାଧୀକୁ ପୋଲିସର ଏନ୍କାଉଣ୍ଟର
ସମ୍ବଲପୁର: ସମ୍ବଲପୁରରେ ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଅପରାଧୀକୁ ପୋଲିସର ଏନ୍କାଉଣ୍ଟର। ରଙ୍ଗିଆଟିକ୍ରାରେ ଅପରାଧୀ ସୀତାରାମ ଷଡ଼ଙ୍ଗୀକୁ ଏନକାଉଣ୍ଟର କରିଛି ପୋଲିସ। ସୀତାରାମର ବାମ ଗୋଡ଼ରେ ବାଜିଛି ଗୁଳି। ତାକୁ ଗୁରୁତର ଅବସ୍ଥାରେ ବୁର୍ଲାକୁ ସ୍ଥାନାନ୍ତର କରାଯାଇଛି।ତେବେ ସୀତାରାମ ନାଁରେ!-->…
Read More...
Read More...
୭୭ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ୱର
ଭୁବନେଶ୍ୱର: ଭୁବନେଶ୍ୱର ପାଳୁଛି ୭୭ତମ ଜନ୍ମଦିନ। ୭୭ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ୱର। ୧୯୪୮ ମସିହା ଏପ୍ରିଲ ମାସ ୧୩ ତାରିଖ ଆଜିର ଦିନରେ ଭୁବନେଶ୍ବରକୁ ମିଳିଥିଲା ରାଜଧାନୀର ସ୍ବୀକୃତି। ଆଜିର ଦିନରେ ତତକାଳୀନ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁଙ୍କ ଦ୍ୱାରା ରାଜଧାନୀ!-->…
Read More...
Read More...
୫ ଦିନ ଯାଏଁ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା
ଭୁବନେଶ୍ବର: ବାୟୁମଣ୍ଡଳ ର ୫.୮କିମି ଉପରେ ୮୨° ପୂର୍ବ ଦ୍ରାଘିମା ରେଖା ଓ ୨୧° ଉତ୍ତର ଅକ୍ଷାଂଶ ନିକଟବର୍ତ୍ତୀ ଅଞ୍ଚଳ ରେ ଏକ ପଶ୍ଚିମଝଡ଼ ଟ୍ରଫ ରହିଛି। ସେହିପରି ବିହାର ରୁ ଉତ୍ତର ଉପକୂଳ ଓଡ଼ିଶା ଯାଏଁ ଝାଡ଼ଖଣ୍ଡ ଦେଇ ଏକ ଟ୍ରଫ ରେଖା ବିସ୍ତାରିତ ହୋଇଛି।
ଆସନ୍ତା ୪-୫ ଦିନ ଯାଏଁ ରାଜ୍ୟ!-->!-->!-->…
Read More...
Read More...
୧୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ
ବାଲେଶ୍ୱର: ବାଲେଶ୍ୱର ପୋଲିସକୁ ମିଳିଛି ବଡ ସଫଳତା। ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅରଡ଼ ବଜାର ମସ୍ଜିଦ୍ ଗଳି ଅଞ୍ଚଳର ବ୍ରାଉନସୁଗାର ବେପାରୀ ସେକ କୁର୍ବାନଙ୍କୁ ଶୁକ୍ରବାର ପୋଲିସ ଗିରଫ କରିଛି। ତାଙ୍କଠାରୁ ନଗଦ ୩୦ ହଜାର ୬ ଶହ ଟଙ୍କା ସହ ୧୭୦ ଗ୍ରାମ ବ୍ରାଉନସୁଗାର ଜବତ!-->…
Read More...
Read More...
ଓଡିଶାରେ ପ୍ରତିଷ୍ଠା ହେବ ଆଉ ୪ ମେଡିକାଲ କଲେଜ
ଭୁବନେଶ୍ବର: ଓଡ଼ିଶାରେ ଆଉ ଚାରୋଟି ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁକ୍ରବାର ସୂଚନା ଦେଇଛନ୍ତି। ରାଜ୍ୟରେ ୧୨ଟି ମେଡିକାଲ କଲେଜ ଅଛି। ଖୁବ୍ ଶୀଘ୍ର ଆଉ ଦୁଇଟି କଲେଜ ଲୋକଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯିବ।ଏହାବ୍ୟତୀତ ରାଜ୍ୟ ସରକାର ରାଜ୍ୟର!-->…
Read More...
Read More...
ରାଜ୍ୟରେ ପୁଣି ହେବ ଉପନିର୍ବାଚନ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟର ପଞ୍ଚାୟତ ସ୍ତରରେ ଖାଲି ପଡ଼ିଥିବା ୧୧୩୪ଟି ପଦ ପୂରଣ ପାଇଁ ଉପନିର୍ବାଚନ ନିମନ୍ତେ ପ୍ରାଥମିକ ପଦକ୍ଷେପ ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ଆରମ୍ଭ କରାଯାଇଛି। ସେଥି ମଧ୍ୟରୁ ୫ଟି ଜିଲା ପରିଷଦ ସଭ୍ୟ, ୪୧ଟି ପଞ୍ଚାୟତ ସମିତି ସଦସ୍ୟ, ୪୫ଟି ସରପଞ୍ଚ, ୨୭୨ଟି ୱାର୍ଡ ମେମ୍ବର!-->…
Read More...
Read More...
ସୋଆ ଆଇଭିଏସ୍ଏଏଚ୍ ପକ୍ଷରୁ ବିଶ୍ୱ ହୋମିଓପ୍ୟାଥି ଦିବସ ପାଳିତ
ଭୁବନେଶ୍ୱର: ପ୍ରାଣୀ ଚିକିତ୍ସା ଓ ରୋଗ ନିରାକରଣରେ ହୋମିଓପ୍ୟାଥି ଔଷଧର ପ୍ରୟୋଗକୁ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍ସ ଆଣ୍ଡ ଆନିମଲ ହଜବ୍ୟାଣ୍ଡରୀ (ଆଇଭିଏସ୍ଏଏଚ୍) ପକ୍ଷରୁ ଶୁକ୍ରବାର ଏକ କର୍ମଶାଳା ଆୟୋଜିତ ହୋଇଯାଇଛି। ବିଶ୍ୱ!-->…
Read More...
Read More...