ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ
Browsing Category

Today’s Highlight

ଏପ୍ରିଲ ୨୪ରେ ମିଳିବ ନୂଆ ରାସନ କାର୍ଡ

ଭୁବନେଶ୍ୱର: ଚଳିତ ମାସ ୨୪ ତାରିଖରେ ବଣ୍ଟନ ହେବ ନୂଆ ରାସନ କାର୍ଡ। ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏହି ନୂଆ ରାସନ କାର୍ଡ। ସୂଚନା ଦେଲେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ପଞ୍ଚାୟତିରାଜ ଦିବସରେ ବାଣ୍ଟିବେ ସରକାର। ପୁରୀରେ ନୂଆ କାର୍ଡ ବାଣ୍ଟିବେ…
Read More...

ଭୁବନେଶ୍ୱରୁ ଆଉ ଜଣେ ଶିଶୁକୁ ଅପହରଣ ଉଦ୍ୟମ

ଭୁବନେଶ୍ୱର: ସ୍କୁଲରୁ ଫେରିବାବେଳେ ଭୁବନେଶ୍ୱରରୁ ଉଠାଇ ନେଇଥିଲେ ଦୁର୍ବୃତ୍ତ। ପୁଣି ଥରେ ରାଜଧାନୀ ଭୁବନେଶ୍ୱରୁ ଆଉ ଜଣେ ଶିଶୁ ଙ୍କୁ ଅପହରଣ ଉଦ୍ୟମ କରାଯାଇଥିବା ଖବର ମଙ୍ଗଳବାର ସାମ୍ନାକୁ ଆସିଛି। ୮ ବର୍ଷର ଶିଶୁକୁ ଅପହରଣ ପରେ କିଛି ଘଣ୍ଟା ଭିତରେ ଉଦ୍ଧାର କରାଯାଇଛି।ସୂଚନା ଅନୁଯାୟୀ,…
Read More...

ମହେଶ ବାବୁଙ୍କୁ ଇଡି ସମନ

ହାଇଦ୍ରାବାଦ: ମନି ଲଣ୍ଡରିଂ ମାମଲାରେ ଏପ୍ରିଲ ୨୮ ତାରିଖରେ ହାଜର ହେବାକୁ ସୁପରଷ୍ଟାର ମହେଶ ବାବୁଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସମନ ଜାରି କରିଛି। ହାଇଦ୍ରାବାଦରେ ଏକ ରିଅଲ୍ ଇଷ୍ଟେଟ୍ ଠକେଇ ମାମଲାରେ ଟଲିଉଡ୍ ସୁପରଷ୍ଟାର ମହେଶ ବାବୁଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ସମନ ଜାରି…
Read More...

ପ୍ରେସର ବୋମା ବିସ୍ଫୋରଣରେ ଯବାନ ସହିଦ

ଛତିଶଗଡ଼: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ପୁଣି ନକ୍ସଲ ହିଂସା ଦେଖିବାକୁ ମିଳିଛି। ଜିଲ୍ଲାର ତୋୟନାର ଥାନା ଅନ୍ତର୍ଗତ ମୋରମେଡ ଜଙ୍ଗଲରେ ଆଜି ପ୍ରେସର ବୋମା ବିସ୍ଫୋରଣରେ ଜଣେ ଯବାନ ସହିଦ ହୋଇଛନ୍ତି। ସହିଦ ଯବାନ ଜଣକ ହେଲେ ସିଏଏଫ ଯବାନ ମନୋଜ ପୂଜାରୀ (୨୬)। …
Read More...

କୋରାପୁଟ ଜିଲାପାଳ ପାଇଲେ ପ୍ରଧାନମନ୍ତ୍ରୀ ଆଓ୍ବାର୍ଡ

କୋରାପୁଟ: କୋରାପୁଟ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କୁ ସୋମବାର ଦିନ ପବ୍ଲିକ ଆଡମିନିଷ୍ଟ୍ରେସନରେ ତାଙ୍କର ଅତୁଳନୀୟ ଯୋଗଦାନ ଓ କାର୍ଯ୍ୟ ଯୋଗୁଁ ବିଜ୍ଞାନ ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁରସ୍କାର ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର ଗତ ୨୦୨୪ ମସିହାରେ…
Read More...

ଇସ୍ରାଏଲରେ ଚାକିରି ଦେବା ନାଁରେ ଠକେଇ

ନକଲି ସାକ୍ଷାତକାର ବେଳେ ୩ ଗିରଫଭୁବନେଶ୍ୱର: ଇସ୍ରାଏଲରେ ଚାକିରୀ ଦେବାର ବାହାନାରେ ଅନେକ ଯୁବକଙ୍କୁ ଠକିବା ଅଭିଯୋଗରେ ଭୁବନେଶ୍ୱରର ଖାରବେଳ ଥାନା ଅନ୍ତର୍ଗତ ଏକ ହୋଟେଲରେ ନକଲି ସାକ୍ଷାତକାର କରିବା କରୁଥିବା ବେଳେ କମିଶନରେଟ ପୋଲିସ ତିନି ଜଣଙ୍କୁ ଗିରଫ କରିଛି। ଗିରଫ ହୋଇଥିବା…
Read More...

ସମ୍ବଲପୁରରେ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର: ଆଜି ସମ୍ବଲପୁରରେ ଲୋକଙ୍କ ଦୁଃଖ ଶୁଣିଲେ ସରକାର। ସମ୍ୱଲପୁର ମହାନଗର ନିଗମ ଦୁର୍ଗାପାଲି କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି କାର୍ଯ୍ୟକ୍ରମ। ପଶ୍ଚିମ ଓଡ଼ିଶାବାସୀଙ୍କ ପାଖରେ ପହଞ୍ଚିଛି ଲୋକଙ୍କ ସରକାର। ସମସ୍ୟାର ସମାଧାନ ପାଇଁ ଭୁବନେଶ୍ୱର ଯାଇ…
Read More...

ଝାଡ଼ଖଣ୍ଡରେ ପୋଲିସ ଏନକାଉଣ୍ଟରରେ ୮ ନକ୍ସଲ ମୃତ

ଝାଡ଼ଖଣ୍ଡ: ଝାଡ଼ଖଣ୍ଡର ବୋକାରୋ ଜିଲ୍ଲାରେ ନକ୍ସଲଙ୍କୁ ବଡ଼ ଝଟକା। ଝାଡ଼ଖଣ୍ଡ ପୋଲିସ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ। ଏଥିରେ ୮ ଜଣ ନକ୍ସଲ ନିପାତ ହୋଇଥିବା ଜଣାପଡ଼ିଛି। ଏହି ଏନକାଉଣ୍ଟରରେ ୧୦ରୁ ଅଧିକ ନକ୍ସଲ ନିହତ ହୋଇଥିବା ବେଳେ ପ୍ରାୟ ୮ଟି ମୃତଦେହ ଉଦ୍ଧାର କରାଯାଇଛି। ସୂଚନା…
Read More...

ଏଣିକି ବଢିବ ଗରମ, ଗୁଳୁଗୁଳି ର ପ୍ରଭାବ

ଭୁବନେଶ୍ବର: ଏଣିକି ରାଜ୍ୟ ରେ ବୃଦ୍ଧି ପାଇବ ଗରମ ଓ ଗୁଳୁଗୁଳି ର ପ୍ରଭାବ। ଅନେକ ଅଞ୍ଚଳ ରେ ଦିନ ତାପମାତ୍ରା କ୍ରମଶଃ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଆସନ୍ତା ୩ ଦିନ ମଧ୍ୟରେ ଦିନ ତାପମାତ୍ରା ପ୍ରାୟ ୩-୫°ସି ଯାଏଁ ବୃଦ୍ଧି ସମ୍ଭାବନା ରହିଛି। ପଶ୍ଚିମ ଓ ଆଭ୍ୟନ୍ତର ଓଡ଼ିଶା ର କିଛି…
Read More...

ସରକାରଙ୍କୁ ଡାକ୍ତରଙ୍କ ଚେତାବନୀ; ୭ ଦଫା ଦାବି ପୂରଣ ନହେଲେ ସମୂହ ଇସ୍ତଫା

ଭୁବନେଶ୍ବର: ଆଜି ଓଡ଼ିଶା ମେଡିକାଲ୍ ସର୍ଭିସ୍ ଆସୋସିଏସନ୍(ଓମସା)ର ସାଧାରଣ ପରିଷଦ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ଏହି ଅଧିବେଶନରେ ଡାକ୍ତରମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା, ସେମାନଙ୍କ କ୍ୟାଡର ପୁର୍ନଗଠନ, ସ୍ବାସ୍ଥ୍ୟବୀମା, ଚୁକ୍ତିଭିତ୍ତିକ ଅବଧି, କେନ୍ଦ୍ରୀୟ ହାରରେ ଡିଏସିପି…
Read More...