Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଭାରତ ପାଇଁ ସ୍ୱର୍ଣ୍ଣ ଜିତିଲେ ଛତ୍ରପୁରର ପାରା ଫେନ୍ସର ଭି. ରମେଶ ରାଓ
ମୌସୁମୀ ଅଧିବେଶନରେ ୧୨ ବିଲ୍ ପାରିତ, ଉତ୍ପାଦକତା କମ୍
ମୋଦୀଙ୍କ ବିଦେଶନୀତିକୁ ମୋରିସନଙ୍କ ପ୍ରଶଂସା
ସଂସଦରେ ଓଲଟା ଚିତ୍ର: ଆଲୋଚନା ଚାହୁଁଛି ସରକାର
ପ୍ୟାକେଟ୍ ଖାଦ୍ୟରେ ଚେତାବନୀ ଲେବଲ୍ ନେଇ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ତାଗିଦ
ଡିଜିପି ନିଯୁକ୍ତିକୁ ସୁପ୍ରିମକୋର୍ଟଙ୍କ ରୋକ, ଅଗଷ୍ଟ ୧୮ ପର୍ଯ୍ୟନ୍ତ ଚୟନ ନକରିବାକୁ ନିର୍ଦ୍ଦେଶ
କ୍ଷୀର ଦର ବୃଦ୍ଧି ପରେ ମହଙ୍ଗା ହେଲା ଛେନା-ପନିର
Browsing Category
Today’s Highlight
ହେମାମାଳିନୀଙ୍କ ଭାରତନାଟ୍ୟମ ନୃତ୍ୟରେ ବିମୋହିତ ହେଲେ ଦର୍ଶକ
ଭୁବନେଶ୍ବର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ବୃନ୍ଦାବନ ଗୁରୁକୁଳର ମିଳିତ ଆନୁକୂଲ୍ୟରେ ବୃନ୍ଦାବନ ମହୋତ୍ସବ ଶୁକ୍ରବାର ରବୀନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମର ପ୍ରାରମ୍ଭରେ ନୃତ୍ୟଶିଳ୍ପୀ ହେମାମାଳିନୀ, ସଂଗୀତଜ୍ଞ ହରିପ୍ରସାଦ ଚୌରସିଆ, ନୃତ୍ୟଶିଳ୍ପୀ!-->…
Read More...
Read More...
ମୋ ବସ୍ ଆଗରେ ଓ ପଛରେ ଲାଗିବ କ୍ୟାମେରା: ନଗର ଉନ୍ନୟନ ମନ୍ତ୍ରୀ
ଭୁବନେଶ୍ବର: ରାଜଧାନୀରେ ମୋ ବସ୍ ଦୁର୍ଘଟଣା ରୋକିବାକୁ ବଡ ପଦକ୍ଷେପ ନେଲେ ସରକାର। ଏବେ ବସ୍ ର ଆଗରେ ଓ ପଛରେ ଲଗାଯିବ କ୍ୟାମେରା। ଦୁର୍ଘଟଣା ବେଳେ କ୍ୟାମେରାର ଫିଡ୍ କୁ ଯାଞ୍ଚ କରାଯିବ ଯାହାର ଭୁଲ ଥିବ ତା ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡ.!-->…
Read More...
Read More...
ବାହାହୋଇ ୧୨ ବର୍ଷ ପାଇଁ ବାସନ୍ଦ ହେଲେ ପ୍ରଦୀପ ମାଝୀ
କୋରାପୁଟ:ଅଣ ଆଦିବାସୀଙ୍କୁ ବିବାହ କରିବାରୁ ବାସନ୍ଦ ହେଲେ ପୂର୍ବତନ ଏମ୍ପି ତଥା ବିଜେଡି ନେତା ପ୍ରଦୀପ ମାଝୀ। ବିଜେଡି ନେତା ପ୍ରଦୀପ ମାଝୀ ଭତରା ସମାଜରୁ ବାସନ୍ଦ ହୋଇଛନ୍ତି। ତାଙ୍କୁ ୧୨ ବର୍ଷ ପାଇଁ ବାସନ୍ଦ କଲା ଭତରା ସମାଜର କେନ୍ଦ୍ରୀୟ କମିଟି।
ସୂଚନା ଅନୁଯାୟୀ, ଗତ ୧୨ ତାରିଖ!-->!-->!-->…
Read More...
Read More...
ବିଲ୍ଡିଂରେ ବଡ଼ ଧରଣର ଅଗ୍ନିକାଣ୍ଡ
ରାଜକୋଟ: ଗୁଜରାଟର ରାଜକୋଟରେ ଶୁକ୍ରବାର ଏକ ଦୁଃଖଦ ଦୁର୍ଘଟଣା ଘଟିଛି। ଏଠାରେ ଥିବା ଆଟଲାଣ୍ଟିସ ବିଲଡିଂରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବାରୁ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବିଲ୍ଡିଂରେ ୩୦ରୁ ଅଧିକ ଲେକା ଫଶିରହିଛନ୍ତି। ଉଦ୍ଧାର କାର୍ଯ୍ୟ ଜାରି ରହିଛି।ସୂଚନା ଅନୁସାରେ,!-->…
Read More...
Read More...
ରାଜଧାନୀରେ ନାଗପୁର ଢାଞ୍ଚାରେ ହେବ ଏଲିଭେଟେଡ୍ କରିଡର୍
ଭୁବନେଶ୍ଵର: ଆସନ୍ତା ମାସରୁ ହେବ ଏଲିଭେଟେଡ୍ କାମ। ରାଜଧାନୀ ଭୁବନେଶ୍ଵରରେ ନାଗପୁର ଢାଞ୍ଚାରେ ହେବ ଏଲିଭେଟେଡ୍ କରିଡର୍। ଏନେଇ ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦ। ତେବେ ଜୟଦେବ ବିହାର ଛକରୁ ନନ୍ଦନକାନନ ଯାଏଁ ହେବ ଏଲିଭେଟେଡ୍ ରୋଡ୍। ଏଥିପାଇଁ ୨୭୦୦ କୋଟି ଟଙ୍କା!-->…
Read More...
Read More...
ହୋଲି ପାଇଁ ସଜାଗ ଅଗ୍ନିଶମ ବିଭାଗ, ତୁଠ ଜଗିବ ସ୍ୱତନ୍ତ୍ର ଟିମ୍
ଭୁବନେଶ୍ବର: ହୋଲି ଅଘଟଣ ରୋକିବା ପାଇଁ ରାଜ୍ୟ ଅଗ୍ନିଶମ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ହୋଲି ପାଇଁ ସଜାଗ ରହିଛି ଅଗ୍ନିଶମ ବିଭାଗ। ହୋଲି ଦିନ ଯେପରି କୌଣସି ଅଘଟଣ ନଘଟେ ସେନେଇ ପ୍ରସ୍ତୁତ ହୋଇଛି ସ୍ୱତନ୍ତ୍ର ଟିମ। ଏଥିପାଇଁ ଅଗ୍ନିଶମ ବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ!-->…
Read More...
Read More...
କୋର୍ଟରେ ହାଜର ହେଲେ ରାଜା ଚକ୍ର
ବାଲେଶ୍ୱର: କୋର୍ଟରେ ହାଜର ହେଲେ ବିଜେଡି ନେତା ରାଜା ଚକ୍ର। ଆଜି ଇଓଡବ୍ଲୁ ରାଜାଙ୍କୁ ବାଲେଶ୍ଵର କୋର୍ଟରେ ହାଜର କରିଛି। ହାଜର କରିବା ପରେ ଇଓଡବ୍ଲୁ ରିମାଣ୍ଡ ପାଇଁ ଆବେଦନ କରିବ। ଗନ୍ଧମାର୍ଦନ ଲୋଡିଂ ଏଜେନ୍ସି ମାମଲା ରେ ଗୁରୁବାର ରାଜା ଚକ୍ର ଙ୍କୁ ଇଓଡବ୍ଲୁ ଗିରଫ କରିଛି। ୧୯ ତାରିଖ ଯାଏଁ!-->…
Read More...
Read More...
ଭିଜିଲାନ୍ସ ଜାଲରେ ସବ-ରେଜିଷ୍ଟ୍ରାର୍ ଅଫିସ୍ କିରାଣି
ବୁଗୁଡ଼ା: ଭିଜିଲାନ୍ସ ଜାଲରେ ସବ-ରେଜିଷ୍ଟ୍ରାର୍ ଅଫିସ୍ କିରାଣି। କିରାଣି ଶ୍ରୀକାନ୍ତ ଡାକୁଆଙ୍କୁ ଧରିଲା ଭିଜିଲାନ୍ସ ଟିମ୍। କାର୍ରେ ଟଙ୍କା ନେଇ ଆସୁଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସ। ବୁଗୁଡ଼ା ମୋଟାବାଡ଼ି ଗାଁ ନିକଟରେ ଧରାପଡ଼ିଲେ ଶ୍ରୀକାନ୍ତ। କାର୍ ଭିତରୁ ୧ ଲକ୍ଷ ୮୬ ହଜାର!-->…
Read More...
Read More...
ଅମରାବତି ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ
ମହାରାଷ୍ଟ୍ର: ମହାରାଷ୍ଟ୍ରର ଜଳଗାଁଓରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଭୋର ୪ଟାରେ ମୁମ୍ବାଇ-ଅମରାବତୀ ଏକ୍ସପ୍ରେସ ଏକ ଟ୍ରକ ସହିତ ଧକ୍କା ହୋଇଛି । ଅମରାବତୀ ଏକ୍ସପ୍ରେସ ଜଳଗାଁଓର ବୋଡୱାଡ ଦେଇ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ଏହି ସମୟରେ ଏକ ଟ୍ରକ ପୁରୁଣା ରେଳ ଫାଟକ ଦେଇ ଯାଉଥିଲା।
!-->!-->…
Read More...
Read More...
ଓଜେଏସ୍-୨୦୨୩ର ଟପ୍ପର ସୋମେଶ ରଣବିଜୁଳି ଟପ୍ପର
ଭୁବନେଶ୍ବର: ଓଡ଼ିଶା ଜୁଡିସିଆଲ ସର୍ଭିସ ୨୦୨୩ ପରୀକ୍ଷା ଫଳ ପ୍ରକାଶିତ। ଗୁରୁବାର ପ୍ରକାଶ ପାଇଛି ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ଓଡ଼ିଶା ନ୍ୟାୟିକ ସେବା ପରୀକ୍ଷା (ଓଜେଏସ-୨୦୨୩) ରେଜଲ୍ଟ। ୩୩ ଜଣ ପରୀକ୍ଷାର୍ଥୀ ଯୋଗ୍ୟ ବିବେଚିତ। ୩୩ ଜଣଙ୍କ ମଧ୍ୟରେ ଅଛନ୍ତି ୨୪ ଜଣ ମହିଳା। ରାଜ୍ୟରେ!-->…
Read More...
Read More...