ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ
Browsing Category

Today’s Highlight

ଜମ୍ମୁରେ ଭୟଙ୍କର ଭୂସ୍ଖଳନ: ୩ ମୃତ

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର ରାମବନ ଅଞ୍ଚଳରେ କୁଆପଥର ବର୍ଷା ସହ ଭୂସ୍ଖଳନ ହୋଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ରାମବନ ଜିଲାର ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥର ଏକ ଅଂଶୁ ଗୁରୁତର ଭାବରେ ପ୍ରଭାବିତ ହୋଇଛି। ଯାହା ଫଳରେ ଯାତାୟାତ ସମ୍ପୂର୍ଣ୍ଣ ଠପ୍‌…
Read More...

ନାବାଳିକାକୁ ଗଣବଳାତ୍କାର ପରେ ଫିଙ୍ଗିଦେଲେ ୩ ଦୁର୍ବୃତ୍ତ

ହିନ୍ଦୋଳ: ଢେଙ୍କାନାଳ ଜିଲା ହିନ୍ଦୋଳ ଥାନା ସରସିଙ୍ଗି ଗ୍ରାମରେ ଜଣେ ୭ ବର୍ଷର ଶିଶୁକନ୍ୟାକୁ ୩ ଜଣ ଗଣବଳତ୍କାର କରିଥିବା ଅଭିଯୋଗ ହୋଇଛି। ଦୁର୍ବୃତ୍ତମାନେ ନାବାଳିକାକୁ ବଳାତ୍କାର କରିବା ପରେ ଗାଁଠାରୁ କିଛି ଦୂରରେ ରକ୍ତାକ୍ତ ଅବସ୍ଥାରେ ବରଡାପତ୍ର ଘୋଡାଇ ସଂଜ୍ଞାହୀନ ଅବସ୍ଥାରେ ଫିଙ୍ଗି…
Read More...

ଓଆଇଏସ୍‌ଏଫ୍‌ର ହେବ ଆଉ ଏକ ବାଟାଲିଅନ

୧୦୪୦ ପଦବୀ ଲାଗି ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀଭୁବନେଶ୍ବର: ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’ର ଆଉ ଏକ ବାଟାଲିଅନ ଗଠନ କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି। ଏହି ନୂତନ ବାଟାଲିଅନ ପାଇଁ ସମୁଦାୟ ୧୦୪୦ଟି ପଦବୀ ମଧ୍ୟ…
Read More...

କିନ୍ନର ବେଶରେ ପିଲା ଚୋରି କରି ଧରାପଡିଲେ ଦୁଇ ଅଭିଯୁକ୍ତ

ଯାଜପୁର: ଛଦ୍ମବେଶୀ କିନ୍ନରକୁ ଧରିଲେ ଅସଲି କିନ୍ନର। ଯାଜପୁର ଜିଲ୍ଲା ଠାକୁରମୁଣ୍ଡା ଅଞ୍ଚଳରୁ ଶିଶୁକନ୍ୟା ଚୋରି ଘଟଣା। କିନ୍ନର ବେଶରେ ଠାକୁରମୁଣ୍ଡାରୁ ଚୋରି କରିଥିବା କିନ୍ନରକୁ ପିଲା ସହ ମାଡ଼ି ବସିଲେ ଅନ୍ୟ କିନ୍ନରମାନେ। ଅପହରଣ ହେବାର ତିନି ଦିନ ପରେ ଆଜି ଶିଶୁ କନ୍ୟାକୁ ଯାଜପୁର ରୋଡ…
Read More...

ବାଲିପାଟଣା ଗୁଳିକାଣ୍ଡ: ନିଜେ ନିଜକୁ ଗୁଳି ମାରିଥିଲେ ଆହତ ଯୁବକ

ବାଲିପାଟଣା: ବାଲିପାଟଣାରେ ବିଳମ୍ବିତ ରାତିରେ ଗୁଳିକାଣ୍ଡ ଘଟଣାରେ ନିଜେ ନିଜକୁ ଗୁଳି କରିଥିଲା ଜେଲ ଫେରନ୍ତା ଅଭିଯୁକ୍ତ। କୌଣସି ଦୁର୍ବୃତ୍ତ ବାଇକରେ ଆସି ନଥିଲେ କି ଗୁଳି ମାରି ନଥିଲେ। ନିଜେ ନିଜକୁ ଗୁଳି ମାରିବା ପରେ ଦୁର୍ବୃତ୍ତ ଗୁଳି ମାରିଥିବାର ନାଟକ କରିଥିଲେ ପୀଡ଼ିତ ଦୀପ୍ତି…
Read More...

ବୁଦ୍ଧିମତା ଓ ବୁଝମଣା ଦ୍ୱାରା ହିଁ ବିଶ୍ୱରେ ଶାନ୍ତି ବଜାୟ ରଖାଯାଇପାରିବ: ସ୍ପେନ୍ ରାଷ୍ଟ୍ରଦୂତ

ଭୁବନେଶ୍ୱର: ସାରା ବିଶ୍ୱରେ ଶାନ୍ତି ପ୍ରତିଷ୍ଠା ପାଇଁ ବୁଦ୍ଧିମତା ଓ ଉତମ ବୁଝାମଣାର ଆବଶ୍ୟକତା ରହିଛି। ଶାନ୍ତି ବଜାୟ ରଖିବା ନିମନ୍ତେ ପ୍ରକୃତ ବୁଝାମଣା, ବୁଦ୍ଧିମତା ଏବଂ ଉତମ ପରିଚାଳନାର ଆବଶ୍ୟକତା ରହିଛି ବୋଲି କହିଛନ୍ତି ସ୍ପେନ୍‌ର ରାଷ୍ଟ୍ରଦୂତ ମହାମହିମ ଜୁଆନ୍ ଆନ୍‌ଟୋନିଓ ମାର୍ଚ…
Read More...

ଏପ୍ରିଲ ୨୪ ପଞ୍ଚାୟତିରାଜ ଦିବସରେ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ବର: ମହିଳାଙ୍କ ପାଇଁ ଖୁସି ଖବର। ସୁଭଦ୍ରା ଟଙ୍କାକୁ ଅପେକ୍ଷା କରିଥିବା ମହିଳାଙ୍କ ପାଇଁ ଆସିଛି ବଡ଼ ଖବର। ପୁଣି ମିଳିବ ସୁଭଦ୍ରା ଟଙ୍କା। ଏପ୍ରିଲ ୨୪ରେ ମିଳିବ ସୁଭଦ୍ରା ଟଙ୍କା। ଏନେଇ ଉପମମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏକ ବଡ଼ ଘୋଷଣା କରିଛନ୍ତି। ଉପମୁଖ୍ୟମନ୍ତ୍ରୀ ଶନିବାର…
Read More...

ଟୁଇନ୍‌ ସିଟିରେ ହେବ ନୂଆ ଆଇଟି ପାର୍କ

ଭୁବନେଶ୍ବର: କଟକ ଓ ଭୁବନେଶ୍ୱର ଟ୍ୱିନ ସିଟିରେ ତିଆରି ହେବ ନୂଆ ଆଇଟି ପାର୍କ। ଏ ନେଇ ପୂର୍ତ୍ତ ମନ୍ତ୍ରୀ ପଥ୍ବିରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଏହି ପାର୍କ ୧୦୦୦ ହେକ୍ଟର ଜମିରେ ତିଆରି ହେବ। ଆଇଟି ଶିଳ୍ପ ପାଇଁ ତିଆରି ହେବ ପ୍ଲଗ ଆଣ୍ଡ୍‌‌ ପ୍ଲେ ସୁବିଧା ଥିବା ବିଲ୍ଟ ଅପ୍‌‌ ଏରିଆ।…
Read More...

ମେ’ ୨ରେ ଖୋଲିବ ବାବା କେଦାରନାଥଙ୍କ ମନ୍ଦିର ଦ୍ୱାର

ଉତ୍ତରାଖଣ୍ଡ: ମେ ୨ ତାରିଖରେ ଆନୁଷ୍ଠାନିକ ଭାବରେ ଖୋଲିବ ଶ୍ରୀ କେଦାରନାଥ ଧାମର ଦ୍ୱାର। ହେଲେ ଏହା ପୂର୍ବରୁ ଶ୍ରୀ ବଦ୍ରିନାଥ ଧାମର ଦ୍ୱାର ମେ ୪ରେ ଖୋଲିବ ବୋଲି ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହି ସମୟରେ, ଶ୍ରୀ ମଦମହେଶ୍ୱର ମନ୍ଦିର (ଦ୍ୱିତୀୟ କେଦାର)ର ଦ୍ୱାର ମେ ୨୧ରେ ଖୋଲିବ…
Read More...

ରାଜଧାନୀରେ ୪ ମହଲା କୋଠା ଭୁଶୁଡ଼ି ୬ ମୃତ, ଅନେକ ଆହତ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀର ମୁସ୍ତଫାବାଦରେ ଏକ ୪ ମହଲା କୋଠା ଭୁଶୁଡ଼ି ପଡ଼ିଛି। ଦିଲ୍ଲୀର ମୁସ୍ତଫାବାଦ ଅଞ୍ଚଳରେ ବିଳମ୍ବିତ ରାତିରେ ଏକ ଚାରି ମହଲା କୋଠା ଭୁଶୁଡ଼ି ପଡ଼ିବାରୁ ଏହା ତଳେ ଚାପି ହୋଇ ୬ ଜଣଙ୍କର ମୃତ୍ୟୁ ହୋଇଛି। ୨୮ ଜଣ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା କରାଯାଉଛି।…
Read More...