Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ପରଲୋକ
ରକ୍ଷାବନ୍ଧନରେ ମହିଳାଙ୍କୁ ମାଗଣା ଆମ ବସ୍ ଯାତ୍ରା
ଏବେ ୩୫ ଟଙ୍କାରେ ମିଳିବ ପିଆଜ, ମହଙ୍ଗା ଦରକୁ ରୋକିବ କେନ୍ଦ୍ର
ନେପାଳରେ ହଠାତ୍ ବନ୍ୟା: ୭ ମୃତ, ୩୮୪ ନିଖୋଜ
Browsing Category
Today’s Highlight
ଜଷ୍ଟିସ୍ ହରିଶ ଟଣ୍ଡନ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି
କଟକ: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି ଜଷ୍ଟିସ୍ ହରିଶ ଟଣ୍ଡନ। ବିଚାରପତି ହରିଶ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବରେ ଶୁକ୍ରବାର ନିଯୁକ୍ତ କରାଯାଇଛି। ଏନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ!-->…
Read More...
Read More...
ଦିଲ୍ଲୀ ହାଇକୋର୍ଟର ବିଚାରପତିଙ୍କ ଘରୁ ମିଳିଲା ବିଡ଼ା ବିଡ଼ା ଟଙ୍କା
ନୂଆଦିଲ୍ଲୀ: ଦିଲ୍ଲୀ ହାଇକୋର୍ଟର ବିଚାରପତି ଯଶୱନ୍ତ ବର୍ମାଙ୍କ ସରକାରୀ ବଙ୍ଗଳାରେ ଅଗ୍ନିକାଣ୍ଡ ଘଟିଛି। ଏପରି ପରିସ୍ଥିତିରେ ପରିବାର ସଦସ୍ୟମାନେ ନିଆଁ ଲିଭାଇବା ପାଇଁ ତୁରନ୍ତ ଅଗ୍ନିଶମ ବାହିନୀ ଏବଂ ପୋଲିସକୁ ଫୋନ କରିଥିଲେ। ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଥିବା ସମୟରେ, ଅଗ୍ନିଶମ!-->…
Read More...
Read More...
ଆଇପିଏଲ ୨୦୨୫ ପୂର୍ବରୁ ନିୟମରେ ପରିବର୍ତ୍ତନ କଲା ବିସିସିଆଇ
ମୁମ୍ବାଇ: ମାର୍ଚ୍ଚ ୨୨ରୁ ଆରମ୍ଭ ହେବାକୁ ଥିବା ଆଇପିଏଲ ୨୦୨୫ ପୂର୍ବରୁ ବିସିସିଆଇ କେତେକ ପରିବର୍ତ୍ତନ କରିଛି। ମୁମ୍ବାଇରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରି-ସିଜନ ବୈଠକରେ ସମସ୍ତ ୧୦ ଅଧିନାୟକ ଏବଂ ଟିମ୍ ମ୍ୟାନେଜରଙ୍କୁ ଭେଟି କ୍ରିକେଟ୍ ବଲରେ ଲାଳ ବ୍ୟବହାରକୁ ପ୍ରତ୍ୟାହାର କରିବା ଏବଂ ସନ୍ଧ୍ୟା!-->…
Read More...
Read More...
ବିଏଡ୍ ନାମ ଲେଖା ଲେଖା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି
ଭୁବନେଶ୍ବର: ଆଗାମୀ ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ଦୁଇ ବର୍ଷିଆ ବି. ଏଡ଼/ଏମ. ଏଡ଼/ ବି.ଏଚ.ଏଡ଼ ପାଠ୍ୟକ୍ରମରେ ନାମଲେଖା ପ୍ରକିୟା ଶୀଘ୍ର ଆରମ୍ଭ କରାଯିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଓ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି!-->…
Read More...
Read More...
ଏପ୍ରିଲ ୨ ବଦଳରେ ଆସନ୍ତାକାଲିଠୁ ହେବ ସକାଳୁଆ ସ୍କୁଲ
ଭୁବନେଶ୍ବର: ଆସନ୍ତାକାଲିଠୁ ସକାଳୁଆ ସ୍କୁଲ। ରାଜ୍ୟରେ କ୍ରମାଗତ ତାପମାତ୍ରା ବୃଦ୍ଧି ପାଉଛି। ପିଲାମାନେ ଖରା ସମୟରେ ସ୍କୁଲ ଯାଇ ପାଠପଢ଼ିବା ସମ୍ଭବ ହେଉନାହିଁ। ତେଣୁ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲ ସମୟ ପରିବର୍ତ୍ତନ କରିଛନ୍ତି। ଏପ୍ରିଲ ୨ ବଦଳରେ ଆସନ୍ତାକାଲିଠୁ!-->…
Read More...
Read More...
ଉତ୍କଳ ଦିବସରୁ ଭୁବନେଶ୍ୱରରୁ ଗୋଆକୁ ଉଡିବ ବିମାନ
ଭୁବନେଶ୍ବର: ବିମାନ ସେବା କ୍ଷେତ୍ରରେ ନୂଆ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ଓଡ଼ିଶା ରାଜଧାନୀ ଏବଂ ଗୋଆ ମଧ୍ୟରେ ସିଧାସଳଖ ବିମାନ ସେବା ୧ ଏପ୍ରିଲରୁ ଆରମ୍ଭ ହେବ। ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହା ପ୍ରକାଶ କରାଯାଇଛି।ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ!-->…
Read More...
Read More...
ମଦ ବ୍ୟବସାୟୀଙ୍କ ଘରେ ଆଇଟି ରେଡ୍
ଅନୁଗୁଳ: ଅନୁଗୁଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ବଡ ଧରଣର ଆୟକର ଚଢ଼ାଉ। ମଦ ବ୍ୟବସାୟୀଙ୍କ ଘରେ ବଡ଼ ଧରଣର ଆୟକର ରେଡ୍ ହୋଇଛି। ଅନୁଗୁଳ କରଡ଼ାଗାଡିଆରେ ଥିବା ଦେଶୀ ଭାଟିର ମୁଖ୍ୟ ଗୋଦାମରେ ଚାଲିଛି ରେଡ୍। ଆୟକର ଫାଙ୍କିବା ନେଇ ଚଢ଼ାଉ ଚାଲିଥିବା ସୂଚନା ମିଳିଛି।ଅନୁଗୋଳରେ ତିନି ଜଣିଆ ଟିମ!-->…
Read More...
Read More...
ଖୋଲିବ କି ନବ ଦାସଙ୍କ ହତ୍ୟା ରହସ୍ୟ ?
ବ୍ରଜରାଜନଗର: ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଖୋଳତାଡ ଜାରି ରଖିଛି। ଆଜି ବ୍ରଜରାଜନଗର ଗାନ୍ଧୀ ଛକକୁ ଯାଇ ଖୋଳତାଡ କରୁଛି ତଦନ୍ତକାରୀ ଟିମ୍। ମଙ୍ଗଳବାର ଝାରସୁଗୁଡ଼ା ସରବାହାଲ ବାସଭବନରେ ନବଙ୍କ ପତ୍ନୀ ମୀନତି, ଝିଅ ଦୀପାଳି ଏବଂ ପୁଅ ବିଶାଲ ଦାସଙ୍କୁ ତଦନ୍ତକାରୀ ଦଳ ପଚରାଉଚରା!-->…
Read More...
Read More...
ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା: ୨୪ ମାଓବାଦୀ ନିପାତ
ବିଜାପୁର: ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ଗୋଟିଏ ଦିନରେ ନିପାତ ହୋଇଛନ୍ତି ୨୪ ମାଓବାଦୀ। ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାର ଗଙ୍ଗଲୁର ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ଜୋରଦାର ଗୁଳିବିନିମୟ ହୋଇ ଦୁଇଟି ଭିନ୍ନ ଭିନ୍ନ ଏନକାଉଣ୍ଟରରେ ୨୪ ମାଓବାଦୀ ନିହତ!-->…
Read More...
Read More...
୨୫ ସେଲିବ୍ରିଟିଙ୍କ ନାଁରେ ଏତଲା
ତେଲେଙ୍ଗାନା: ୨୫ ଜଣ ସେଲିବ୍ରିଟିଙ୍କ ନାଁରେ ମାମଲା ରୁଜୁ କଲା ତେଲେଙ୍ଗାନା ପୋଲିସ୍। ସାଇବରାବାଦର ମିୟାପୁର ପୋଲିସ ବେଟିଂ ଆପ୍ଲିକେସନକୁ ପ୍ରୋତ୍ସାହିତ କରିବା ଅଭିଯୋଗରେ ଜଣାଶୁଣା ଅଭିନେତା ରାଣା ଡାଗ୍ଗୁବତୀ, ପ୍ରକାଶ ରାଜ, ବିଜୟ ଦେବରକୋଣ୍ଡା, ମାଞ୍ଚୁ ଲକ୍ଷ୍ମୀ ଏବଂ ନିଧି ଅଗ୍ରୱାଲ!-->…
Read More...
Read More...