Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ପରଲୋକ
ରକ୍ଷାବନ୍ଧନରେ ମହିଳାଙ୍କୁ ମାଗଣା ଆମ ବସ୍ ଯାତ୍ରା
ଏବେ ୩୫ ଟଙ୍କାରେ ମିଳିବ ପିଆଜ, ମହଙ୍ଗା ଦରକୁ ରୋକିବ କେନ୍ଦ୍ର
ନେପାଳରେ ହଠାତ୍ ବନ୍ୟା: ୭ ମୃତ, ୩୮୪ ନିଖୋଜ
Browsing Category
Today’s Highlight
୪୬୦ ସ୍କୁଲ ବସ୍ର ନାହିଁ ଫିଟ୍ନେସ୍: ପରିବହନ ମନ୍ତ୍ରୀ
ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ଵରରେ ବିପଦ ସଂକୁଳ ଅବସ୍ଥାରେ ଗଡୁଛି ସ୍କୁଲ ବସ୍। ସ୍କୁଲ ବସ୍ ଗୁଡିକ ବିନା ଫିଟନେସ୍ ଛାତ୍ରଛାତ୍ରୀ ମାନଙ୍କୁ ନେବା ଆଣିବା କରୁଛି। ଭୁବନେଶ୍ୱରରେ ୪ଶହ ୬୦ଟି ସ୍କୁଲ ବସ୍ରେ ଫିଟ୍ନେସ୍ ନାହିଁ। ବିନା ଫିଟନେସ୍ରେ ପିଲାଙ୍କୁ ନେବା ଆଣିବା କରୁଛି ସ୍କୁଲ!-->…
Read More...
Read More...
ରାଜ୍ୟରେ ଅଘୋଷିତ ବିଦ୍ୟୁତ୍ କାଟ୍ କରାଯିବ ନାହିଁ
ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ଖରାର ପ୍ରକୋପ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ବିଶେଷକରି ଖରାଦିନରେ ବିଜୁଳି କାଟ୍ ସମସ୍ୟା ଲୋକଙ୍କୁ କଲବଲ କରିଥାଏ। ତେବେ ବିଜୁଳି କାଟ୍କୁ ନେଇ ସରକାର ଏକ ବଡ଼ ଘୋଷଣା କରିଛନ୍ତି।
ରାଜସ୍ବ ଓ!-->!-->!-->…
Read More...
Read More...
ରାଜାଙ୍କୁ ୩ଦିନ ରିମାଣ୍ଡରେ ନେବ ଇଓଡବ୍ଲ୍ୟୁ
ବାଲେଶ୍ବର: ବିଜେଡି ନେତା ରାଜା ଚକ୍ରଙ୍କୁ ୩ଦିନ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚର ଇଓଡବ୍ଲ୍ୟୁ। ଏନେଇ ଶୁଣାଣି ପାଇଁ କୋର୍ଟରେ ହାଜର ହୋଇଛନ୍ତି ରାଜା ଚକ୍ର। ବାଲେଶ୍ବର ଓପିଆଇଡି କୋର୍ଟରେ ହାଜର ହେଇଛନ୍ତି ରାଜା। ୫ ଦିନ ରିମାଣ୍ଡରେ ନେବା ପାଇଁ ଇଓଡବ୍ଲ୍ୟୁ କୋର୍ଟରେ ଆବେଦନ କରିଛି ।!-->…
Read More...
Read More...
ଏପ୍ରିଲ ୨ରୁ ସକାଳୁଆ ସ୍କୁଲ
ଭୁବନେଶ୍ବର: ରାଜ୍ୟରେ ବଢୁଥିବା ରୌଦ୍ରତାପକୁ ଦୃଷ୍ଟିରେ ରଖି ସରକାର ରାଜ୍ୟରେ ସ୍କୁଲଗୁଡ଼ିକୁ ସକାଳୁଆ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୨ ତାରିଖରୁ ରାଜ୍ୟରେ ସମସ୍ତ ସ୍କୁଲ ସକାଳୁଆ ହେବ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଥିବା!-->…
Read More...
Read More...
ସମ୍ ରେ ଜଟିଳ ଫୁସ୍ଫୁସ୍ କର୍କଟ ରୋଗୀଙ୍କର ବିରଳ ଶଲ୍ୟ ଚିକିତ୍ସା
ଭୁବନେଶ୍ୱର, ମାର୍ଚ୍ଚ ୧୮: ଫୁସ୍ଫୁସ୍ରେ କର୍କଟ ରୋଗ ଭଳି ଗଭୀର ସମସ୍ୟା ଥିବା ସତ୍ୱେ ସ୍ଥାନୀୟ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲର ଶଲ୍ୟ ଚିକିତ୍ସକମାନେ ଜଣେ ୪୫ ବର୍ଷ ବୟସ୍କ ମହିଳାଙ୍କର ବିରଳ ତଥା ସଫଳ ଅସ୍ତ୍ରୋପଚାର କରିପାରିଛନ୍ତି।
ମହିଳା ଜଣକ!-->!-->!-->…
Read More...
Read More...
ପିଏମ୍ ସୂର୍ଯ୍ୟଘର ଯୋଜନା ପାଇଁ ବଢୁଛି ଆଗ୍ରହ-ଶକ୍ତିମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟରେ ପିଏମ୍ ସୂର୍ଯ୍ୟଘର ଯୋଜନା ପାଇଁ ଆଗ୍ରହ ବୃଦ୍ଧି ପାଉଛି। ମାଗଣା ବିଜୁଳିକୁ ନେଇ ବଡ଼ ଅପଡେଟ୍। ଯୋଜନାକୁ ନେଇ ବିଧାନସଭାରେ ବଡ଼ ସୂଚନା ଦେଲେ ରାଜ୍ୟ ସରକାର। ସରକାର ଗୃହରେ କହିଛନ୍ତି, ପିଏମ ସୂର୍ଯ୍ୟଘର ଯୋଜନା ପାଇଁ ରାଜ୍ୟରେ ଆଗ୍ରହ ବଢୁଛି। ବର୍ତ୍ତମାନ ସୁଦ୍ଧା!-->…
Read More...
Read More...
ଅମିତ ଶାହଙ୍କ ଓଡ଼ିଶା ଗସ୍ତ ବାତିଲ
ନୂଆଦିଲ୍ଲୀ: ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇଛି। ସମ୍ୱଲପୁର, ଭୁବନେଶ୍ୱରରେ ଥିଲା କାର୍ଯ୍ୟକ୍ରମ। ୨୧ ତାରିଖ ସନ୍ଧ୍ୟାରେ ଓଡ଼ିଶା ଆସିଥାନ୍ତେ ଅମିତ ଶାହ। ୨୧ ତାରିଖରେ ଅମିତ ଶାହ ଝାରସୁଗୁଡା ଏୟାରପୋର୍ଟରେ ଓହ୍ଲାଇବାର କାର୍ଯ୍ୟସୂଚୀ ଥିଲା। ହେଲେ କୌଣସି!-->…
Read More...
Read More...
ସଫଳତାର ସହ ପୃଥିବୀ ପୃଷ୍ଠକୁ ପହଞ୍ଚିଲେ ସୁନିତା
ଆମେରିକା: ସବୁ ପ୍ରତୀକ୍ଷାର ଘଟିଲା ଅବସାନ। ସଫଳତାର ସହ ପୃଥିବୀ ପୃଷ୍ଠକୁ ଫେରିଲେ ସୁନୀତା ୱିଲିୟମ୍ସ। ୯ ମାସ ଧରି ମହାକାଶରେ ଫସି ରହିଥିବା ସୁନିତା ୱିଲିୟମ୍ସ ପୃଥିବୀକୁ ଫେରି ଆସିଛନ୍ତି। ସ୍ପେସଏକ୍ସ ସୁନିତାଙ୍କୁ ଆଣିବା ପାଇଁ ଏକ କ୍ରୁ ମିଶନ ଆରମ୍ଭ କରିଥିଲା। ସୁନିତା ୱିଲିୟମ୍ସ ବୁଧବାର!-->…
Read More...
Read More...
ଆଜି ଠାରୁ ମାଟ୍ରିକ୍ ପରୀକ୍ଷା ଖାତାଦେଖା ଆରମ୍ଭ
କଟକ: ମାଟ୍ରିକ୍ ପରୀକ୍ଷା ଖାତାଦେଖା ଆଜି ଠାରୁ ଆରମ୍ଭ ହେଉଛି। ରାଜ୍ୟର ମୋଟ ୫୧ଟି ମୂଲ୍ୟାୟନ କେନ୍ଦ୍ରରେ ଖାତାଦେଖା ହେବ। ସେହିପରି ଏକସଙ୍ଗେ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଖାତା ମଧ୍ୟ ଦେଖାଯିବ। ଏଥିପାଇଁ ମୋଟ ୧୧,୮୦୦ ଜଣ ପରୀକ୍ଷକଙ୍କୁ ନିୟୋଜିତ କରାଯାଇଛି। ମାଧ୍ୟମିକ!-->…
Read More...
Read More...
ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ବୟସ ସୀମା ଧାର୍ଯ୍ୟ କଲେ ସରକାର
ଭୁବନେଶ୍ବର: ପ୍ରଥମ ଶ୍ରେଣୀ ନାମଲେଖା ନେଇ ବୟସ ଦ୍ୱନ୍ଦ୍ୱ ଦୂର କରିଛି ଶିକ୍ଷା ବିଭାଗ। ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ପିଲାଙ୍କ ବୟସ ୬ କିମ୍ବା ତଦୁର୍ଦ୍ଧ ହେବା ଆବଶ୍ୟକ। ୨୦୨୫-୨୬ ଶିକ୍ଷା ବର୍ଷରୁ ନିୟମ କାର୍ଯ୍ୟକାରୀ ନେଇ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଜାତୀୟ!-->…
Read More...
Read More...