Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କର୍ଣ୍ଣାଟକରେ ଓଡ଼ିଆ ଯୁବକଙ୍କୁ ହତ୍ୟା ଘଟଣାରେ ଗାଁକୁ ଆସିଲା ବିଭାଷଙ୍କ ପାର୍ଥିବ ଶରୀର
ଭାରତ-ନ୍ୟୁଜିଲାଣ୍ଡ ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ବାଜି ମାରି ନେଇଛି ଭାରତ
ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ
ଜୟା ହୋଟେଲ ପରିସରରେ ୧୬୩ ଲାଗୁ
ତୀର୍ଥଯାତ୍ରୀଙ୍କୁ ନେଇ ବ୍ରହ୍ମପୁରରୁ ଅଯୋଧ୍ୟା-ବାରଣାସୀକୁ ଗଡିଲା ସ୍ୱତନ୍ତ୍ର ଟ୍ରେନ
Browsing Category
Today’s Highlight
ଓଡିଶାକୁ କୃମିମୁକ୍ତ କରିବାକୁ ଦେଢ଼ କୋଟିରୁ ଅଧିକ ଲୋକ ଖାଇବେ କୃମି ଔଷଧ
ଭୁବନେଶ୍ବର: ଆସନ୍ତା ୧୦ ତାରିଖରେ ରାଜ୍ୟରେ ବ୍ୟାପକ ଭାବେ ପାଳନ ହେବ ଜାତୀୟ କୃମିନାଶକ ଦିବସ। ମହିଳା ଓ ଶିଶୁଙ୍କ ଉନ୍ନତ ସ୍ବାସ୍ଥ୍ୟ, ଭଲ ପୋଷଣ, ଉତ୍ତମ ଶାରୀରିକ ଏବଂ ମାନସିକ ବିକାଶକୁ ଧ୍ୟାନରେ ରଖି ଏହି ନିଷ୍ପତ୍ତି ହୋଇଛି। ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ, କେନ୍ଦ୍ର ସରକାର!-->…
Read More...
Read More...
ଫେବୃଆରୀ ୨୧ ତାରିଖରୁ ମାଟ୍ରିକ ପରୀକ୍ଷା
କଟକ: ଆସନ୍ତା ଫେବୃଆରୀ ୨୧ରୁ ଆରମ୍ଭ ହେଉଛି ମାଟ୍ରିକ୍ ପରୀକ୍ଷା। ଫେବୃଆରୀ ୨୧ରୁ ମାର୍ଚ୍ଚ ୬ ଯାଏଁ ଚାଲିବ ମାଟ୍ରିକ୍ ପରୀକ୍ଷା। ତେବେ ପରୀକ୍ଷା କିପରି ସୁରୁଖୁରୁରେ ହୋଇପାରିବ ସେ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ବି ସଂପୂର୍ଣ୍ଣ ପ୍ରସ୍ତୁତି ଚଳାଇଛି। ଚଳିତ ବର୍ଷ ପ୍ରଶ୍ନପତ୍ର ଭାଇରାଲ୍!-->…
Read More...
Read More...
ପୂର୍ବତନ ପିସିସି ସଭାପତି ଜୟଦେବ ଜେନାଙ୍କୁ ହତ୍ୟା ଧମକ
ଭୁବନେଶ୍ବର: ବରିଷ୍ଠ କଂଗ୍ରେସ ନେତା ଜୟଦେବ ଜେନାଙ୍କୁ ଜୀବନରୁ ମାରି ଦେବାକୁ ଆସିଲା ଧମକ। ଅଜଣା ନମ୍ବରରୁ ଜୟଦେବଙ୍କୁ ଆସୁଛି ଏକ ଧମକପୂର୍ଣ୍ଣ କଲ୍ । ୫୦ ଲକ୍ଷ ଟଙ୍କା ଦେବାକୁ ଜୟଦେବଙ୍କୁ ଫୋନ୍ ଯୋଗେ ଧମକ ମିଳିଥିବା ଜଣାପଡ଼ିଛି। ୫୦ ଲକ୍ଷ ଦିଅ ନହେଲେ ତମକୁ ଜୀବନରୁ ମାରିଦେବୁ ବୋଲି ଧମକ!-->…
Read More...
Read More...
ମହାକୁମ୍ଭରେ ବୁଡ଼ ପକାଇଲେ ପ୍ରଧାନମନ୍ତ୍ରୀ ମୋଦୀ
ପ୍ରୟାଗରାଜ: ପ୍ରୟାଗରାଜରେ ଆୟୋଜିତ ମହାକୁମ୍ଭରେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇଛନ୍ତି। ଏହାପରେ ପ୍ରଧାନମନ୍ତ୍ରୀ ମୋଦି ଗଙ୍ଗା ପୂଜା କରୁଛନ୍ତି। ଏହି ସମୟରେ ସିଆରପିଏଫ ଏବଂ ସେନା କର୍ମଚାରୀମାନେ ଉପସ୍ଥିତ ରହିଛନ୍ତି। ତ୍ରିବେଣୀ ସଙ୍ଗମରେ!-->…
Read More...
Read More...
ଆସନ୍ତାକାଲି କୁମ୍ଭମେଳାରେ ବୁଡ ପକାଇବେ ପ୍ରଧାନମନ୍ତ୍ରୀ ମୋଦୀ
ପ୍ରୟାଗରାଜ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଅର୍ଥାତ ବୁଧବାର (୫ ଫେବୃଆରୀ ୨୦୨୫) ମହାକୁମ୍ଭ ସ୍ନାନ ପାଇଁ ଯିବେ। ବୁଧବାର ସକାଳେ ପ୍ରଧାନମନ୍ତ୍ରୀ ପ୍ରୟାଗରାଜରେ ପହଞ୍ଚିବେ, ତା’ପରେ ସେ ସଙ୍ଗମରେ ସ୍ନାନ କରିବେ। ପ୍ରୟାଗରାଜଠାରେ ମହାକୁମ୍ଭ ପରିଦର୍ଶନ କରିବା ସହ ସଙ୍ଗମରେ!-->…
Read More...
Read More...
ମହିଳା ଇନ୍ସପେକ୍ଟରଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ
ଭଦ୍ରକ: ପୋଲିସ ଥାନା ଅଧିକାରିଣୀଙ୍କ ବେକରୁ ସୁନା ଚେନ ଟାଣି ନେଲେ ଦୁର୍ବୁର୍ତ୍ତ। ଘଟଣା ଘଟଛି ଭଦ୍ରକ ସହର ସ୍ଥିତ ପରିବା ମାର୍କେଟରେ। ପରିବା ମାର୍କେଟ ନିକଟରେ ସାଧା ପୋଷକରେ ଯାଉଥିବା ବେଳେ ଲୁଟର ଶିକାର ହୋଇଛନ୍ତି ଥାନା ଅଧିକାରିଣୀ ମୋନାଲିସା କର। ଦୁଇ ଜଣ ଦୁର୍ବୁର୍ତ୍ତ ମୋଟରସାକେଲରେ!-->…
Read More...
Read More...
ଘାଟିରେ ଓଲଟିଲା ବସ୍, ୨୪ ଆହତ
ଗଜପତି: ଗଜପତି ଜିଲା ନୂଆଗଡ଼ ବ୍ଲକ ଖଜୁରିପଦା ନିକଟସ୍ଥ ବୁଡା ଘାଟିରେ ଵିକ୍ରାନ୍ତା ନାମକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨୦ ଯାତ୍ରୀ ଆହତ ହୋଇଥିବା ବେଳେ ୪ ଜଣଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ରହିଛି।
ସୂଚନା ଅନୁଯାୟୀ, ମଙ୍ଗଳବାର ସନ୍ଧ୍ୟାରେ ବ୍ରହ୍ମପୁରରୁ!-->!-->!-->…
Read More...
Read More...
ରେଳ ୱାଗନରୁ ୧୨ ବୋମା ଜବତ ଘଟଣାରେ ୨ କର୍ମଚାରୀ ନିଲମ୍ବିତ
ବଲାଙ୍ଗୀର: କଣ୍ଟାବାଞ୍ଜି ଷ୍ଟେସନରେ ଏକ ମାଲଗାଡ଼ି ଓ୍ବାଗନରୁ ୧୨ଟି ଅଫୁଟା ବୋମା ଜବତ ଘଟଣା। ନିଲମ୍ବିତ ହେଲେ ଦୁଇ କର୍ମଚାରୀ। କାର୍ଯ୍ୟରେ ଅବହେଳା କାରଣରୁ ସେମାନଙ୍କୁ ନିଲମ୍ବିତ କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଘଟଣାର ତଦନ୍ତ ଜାରି ରହିଛି।ସୂଚନା ଅନୁସାରେ, ବଲାଙ୍ଗୀର!-->…
Read More...
Read More...
ପୋଲିସ ଇନଫର୍ମର ସନ୍ଦେହରେ ୨ ଯୁବକଙ୍କୁ ହତ୍ୟା
ଛତିଶଗଡ଼: ପୋଲିସ ଇନଫର୍ମର ସନ୍ଦେହରେ ୨ ଜଣ ଯୁବକଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି ମାଓବାଦୀ। ମାଲକାନାଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାର ତରେମ ଥାନା ଅନ୍ତର୍ଗତବୁଦୁଗିଚେରୁ ଗ୍ରାମର କାରମ ରାଜୁ(୩୨) ଏବଂ ମାଡ଼ବି ମୁନ୍ନା(୨୭)ଙ୍କୁ ହତ୍ୟା କରିଛନ୍ତି ମାଓବାଦୀ।ସୂଚନା!-->…
Read More...
Read More...
ଫେବୃଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ
ଭୁବନେଶ୍ବର: ଚଳିତ ମାସ ୧୮ରୁ ହେବ ୨୦୨୫ର ଯୁକ୍ତ ଦୁଇ ପରୀକ୍ଷା, ମାର୍ଚ୍ଚ ୨୭ ଯାଏଁ ୧୨୭୬ଟି କେନ୍ଦ୍ରରେ ହେବ ପରୀକ୍ଷା। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଚଳିତ ଥର ଯୁକ୍ତ ଦୁଇ ପରୀକ୍ଷା ଦେବେ ୩ ଲକ୍ଷ ୯୩ ହଜାର ୬୧୮ ଜଣ ପରୀକ୍ଷାର୍ଥୀ। ମୋଟ ୨୨ଟି!-->…
Read More...
Read More...