Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍ ସ୍ମିତ୍ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ
Browsing Category
Today’s Highlight
ବ୍ୟାଙ୍କକ ସ୍କୁଲରେ ଗୁଳିକାଣ୍ଡ: ୭ ମୃତ, ୨୦ ଛାତ୍ର ଆହତ
ବ୍ୟାଙ୍କକ: ଥାଇଲ୍ୟାଣ୍ଡର ରାଜଧାନୀ ବ୍ୟାଙ୍କକ ନିକଟସ୍ଥ ଏକ ସ୍କୁଲରେ ଘଟିଥିବା ଭୟାବହ ଗୁଳିକାଣ୍ଡ ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି। ଜଣେ ଛାତ୍ର ସ୍କୁଲ ପରିସରରେ ଅତର୍କିତ ଭାବେ ଗୁଳି ଚଳାଇବାରୁ ଜଣେ ଶିକ୍ଷକଙ୍କ ସମେତ ୭ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ପ୍ରାୟ ୨୦ ଜଣ ଛାତ୍ର ଆହତ!-->…
Read More...
Read More...
୫୮.୩୬ ଲକ୍ଷ ଭୋଟରଙ୍କୁ ନୋଟିସ୍, ୧୨,୫୭୨ ଅଯୋଗ୍ୟ ଘୋଷିତ
ଭୁବନେଶ୍ବର: ରାଜ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍) କାର୍ଯ୍ୟକ୍ରମ ଜୋରଦାର ଭାବେ ଚାଲିଛି। ଏହି ପ୍ରକ୍ରିୟାରେ ଭୋଟର ତାଲିକାରେ ଥିବା ତ୍ରୁଟି ସଂଶୋଧନ, ଯୋଗ୍ୟ ଭୋଟରଙ୍କ ନାମ ସାମିଲ କରିବା ଓ ଅଯୋଗ୍ୟ ନାମକୁ ବାଦ ଦେବା ଉଦ୍ଦେଶ୍ୟରେ ବ୍ୟାପକ ଯାଞ୍ଚ କରାଯାଉଛି। ଏହି!-->…
Read More...
Read More...
ଗଜପତି ବିକାଶ ରୋଡମ୍ୟାପ୍କୁ ମିଳିଲା ଗୁରୁତ୍ୱ
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଖାରବେଳ ଭବନରେ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ରାଜ୍ୟର ଆର୍ଥିକ ପ୍ରଦର୍ଶନ, କ୍ୟାବିନେଟ୍ ନିଷ୍ପତ୍ତିର ସମୟବଦ୍ଧ କାର୍ଯ୍ୟାନ୍ୱୟନ,!-->…
Read More...
Read More...
ବରିଷ୍ଠ ଓଏଏସ୍ ଅଧିକାରୀସ୍ତରରେ ଅଦଳବଦଳ
ଭୁବନେଶ୍ବର: ରାଜ୍ୟ ସରକାର ସୋମବାର ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ଅଧିକାରୀସ୍ତରରେ ବ୍ୟାପକ ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ଓ ଜନଅଭିଯୋଗ ବିଭାଗ ପକ୍ଷରୁ ପୃଥକ ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ, ବାଣିଜ୍ୟ ଓ ପରିବହନ ବିଭାଗର ସ୍ୱତନ୍ତ୍ର ଶାସନ!-->…
Read More...
Read More...
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି,
ବ୍ରହ୍ମପୁର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ସୋମବାର ଦିନଟି ସ୍ମରଣୀୟ ହୋଇ ରହିଛି। ପ୍ରଥମ ଥର ପାଇଁ ସେ ସ୍ୱତନ୍ତ୍ର ‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ଭୁବନେଶ୍ୱରରୁ ବ୍ରହ୍ମପୁର ଯାତ୍ରା କରିଥିଲେ। ରାଷ୍ଟ୍ରପତିଙ୍କ ଏହି ଯାତ୍ରା ପାଇଁ ଭାରତୀୟ ରେଳବାଇ ପକ୍ଷରୁ!-->…
Read More...
Read More...
ଓୟୁଏଟି ପିଜି ଓ ପିଏଚ୍ଡି ଛାତ୍ରଙ୍କୁ ମିଳିବ ମାସିକ ଭତ୍ତା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ଭୁବନେଶ୍ବର: ରାଜ୍ୟରେ କୃଷି ଶିକ୍ଷା ଓ ଗବେଷଣାକୁ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟରେ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ନିୟମିତ ପିଜି ଓ ପିଏଚ୍ଡି ଛାତ୍ରୀଛାତ୍ରଙ୍କ ପାଇଁ ମାସିକ ଷ୍ଟାଇପେଣ୍ଡ୍ ବା ଭତ୍ତା ପ୍ରଦାନ କରିବାକୁ!-->…
Read More...
Read More...
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲର ଦର ଏବଂ ତେଲ କମ୍ପାନୀଗୁଡ଼ିକର ରପ୍ତାନି ଲାଭକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପେଟ୍ରୋଲ ଓ ଡିଜେଲ ରପ୍ତାନି ଉପରେ ଲାଗୁ ହେଉଥିବା ‘ୱିଣ୍ଡଫଲ ଟ୍ୟାକ୍ସ’ରେ ପୁଣିଥରେ ସଂଶୋଧନ କରିଛନ୍ତି। ନୂଆ ହାର ଅଗଷ୍ଟ ୩ରୁ ଲାଗୁ ହୋଇଛି। ସରକାରଙ୍କ ନୂତନ!-->…
Read More...
Read More...
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ,
ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗବିହାର: ବିହାର ରାଜନୀତିରେ ସୋମବାର ଏକ ବଡ଼ ରାଜନୈତିକ ପରିବର୍ତ୍ତନ ଦେଖିବାକୁ ମିଳିଛି। ବିଜେପିର ଦୀର୍ଘଦିନର ଗଡ଼ ଭାବେ ପରିଚିତ ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ଜନ ସୁରାଜ ପାର୍ଟିର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ନିଜର ପ୍ରଥମ!-->…
Read More...
Read More...
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ
ଭୁବନେଶ୍ବର: ପୁରୀ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ୟୁନେସ୍କୋର ‘ମାନବତାର ଅମୂର୍ତ୍ତ ସାଂସ୍କୃତିକ ଐତିହ୍ୟ’ ତାଲିକାରେ ସାମିଲ କରିବା ପାଇଁ ଓଡ଼ିଶା ସରକାର ପକ୍ଷରୁ ପଦକ୍ଷେପ ନିଆଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ!-->…
Read More...
Read More...
ପାତ୍ରପଡା ସୂତା କାରଖାନାରେ ଭୟାବହ ଅଗ୍ନିକାଣ୍ଡ
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରର ପାତ୍ରପଡା ଅଞ୍ଚଳରେ ସୋମବାର ଏକ ସୂତା ଓ ତୁଳା କାରଖାନାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ କାରଖାନାରେ ଗଚ୍ଛିତ ବହୁ ପରିମାଣର ସୂତା, ତୁଳା ଓ ଅନ୍ୟାନ୍ୟ ସାମଗ୍ରୀ ଜଳିପୋଡ଼ି ନଷ୍ଟ ହୋଇଯାଇଥିବା ବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି!-->…
Read More...
Read More...