ପ୍ରମୁଖ ଖବର

ଏଣିକି ଶସ୍ତା ହେବ ବିଦେଶ ଯାତ୍ରା ଓ ପାଠପଢ଼ା
ଦେଶରେ ନିର୍ମାଣ ହେବ ୩ଟି ନୂଆ ଏମ୍ସ, ୭ଟି ରେଳ କରିଡର୍
ବାୟୋଫାର୍ମା କ୍ଷେତ୍ର ପାଇଁ ୧୦ ହଜାର କୋଟି, ଶସ୍ତା ହେବ ସୁଗାର କର୍କଟ ଔଷଧ
କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ଦିଗରେ ଏକ ପ୍ରମୁଖ ପଦକ୍ଷେପ
ପୁଲିସ୍ ଗୁଳିରେ ଦୁର୍ଦ୍ଦାନ୍ତ ଡକାୟତ ସିପୁ ଆହତ
Browsing Category

Today’s Highlight

ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ

ନ୍ୟୁଜ୍ ବ୍ୟୁରୋ: ମହାରାଷ୍ଟ୍ର ଗଡ଼ଚିରୋଲି ଜିଲ୍ଲାରେ ପୁଣି ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ। ଆଇଏମ୍‌ଏମ୍‌ସି ପ୍ରବକ୍ତା ଅନନ୍ତ ଓରଫ ବିକାଶ ନାଗପୁର ସମେତ ୧୫ ହାର୍ଡକୋର୍ ମାଓବାଦୀ ଆତ୍ମ ସମର୍ପଣ କରିଛନ୍ତି। ଗଡ଼ଚିରୋଲି ଜିଲ୍ଲା ଗୋଁଦିଆ ପୋଲିସ ଆଗରେ ଏମାନେ ଆତ୍ମ ସମର୍ପଣ କରିଛନ୍ତି। ତେବେ
Read More...

୪୧୪୫ ମନ୍ଦିରର ଅନୁଦାନ ରାଶି ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟର ୪୧୪୫ ମନ୍ଦିରର ଅନୁଦାନ ରାଶି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଆଜି ବିଧାନସଭାରେ ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଏକ ପ୍ରଶ୍ନର ଉତ୍ତର ରଖି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ରାଜ୍ୟ ସରକାର ୪୧୪୫ ମନ୍ଦିରର ଆର୍ଥିକ ଅନୁଦାନ ବୃଦ୍ଧି
Read More...

ରାଜ୍ୟରେ ଖୋଲିବ ଆଉ ୧୫ ପୋକ୍ସୋ ଅଦାଲତ

ନ୍ୟୁଜ୍ ବ୍ୟୁରୋ: ରାଜ୍ୟରେ ଆଉ ୧୫ଟି ପୋକ୍ସୋ ଅଦାଲତ ଖୋଲିବା ନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ଏନେଇ ଆରମ୍ଭ ହୋଇଯାଇଛି ପ୍ରକ୍ରିୟା। ଭୁବନେଶ୍ୱର, ବାରିପଦା, ଫୁଲବାଣୀ, ପୁରୀ, ସମ୍ବଲପୁର, ସୁନ୍ଦରଗଡ଼ରେ ଖୋଲିବ ପୋକ୍ସୋ ଅଦାଲତ।ସେହିପରି ବାଲେଶ୍ବର,
Read More...

ଜାଭେଦ ଅଖତର ପ୍ରଥମ ସୋଆ ସାହିତ୍ୟ ସମ୍ମାନରେ ସମ୍ମାନିତ

ଭୁବନେଶ୍ୱର, ନଭେମ୍ବର ୨୯: ସୋଆ ସାହିତ୍ୟ ଉତ୍ସବର ତୃତୀୟ ସଂସ୍କରଣ ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତିଙ୍କ ଦ୍ୱାରା ଶନିବାର ଉଦ୍‌ଘାଟିତ ହୋଇଯାଇଛି । ଏହି ସାହିତ୍ୟ ଉତ୍ସବକୁ ଉଦ୍‌ଘାଟନ କରିବା ଅବସରରେ ରାଜ୍ୟପାଳ କହିଛନ୍ତି ଯେ ଯଦିଓ ବୈଷୟିକ ଜ୍ଞାନ କୌଶଳ ପରିବ୍ୟାପ୍ତ ହେବାରେ
Read More...

ପୁଣି ସୁଭଦ୍ରାରେ ଯୋଡି ହେଲେ ୧୭ ଲକ୍ଷରୁ ଊର୍ଦ୍ଧ୍ବ ମହିଳା

ଭୁବନେଶ୍ବର: ଆଜି ବିଧାନସଭାରେ ଶୀତ ଅଧିବେଶନର ତୃତୀୟ ଦିବସରେ ଗୃହରେ ଉଠିଛି ସୁଭଦ୍ର ପ୍ରସଙ୍ଗ। ଏଥିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କିଛି ତଥ୍ୟ ରଖିଛନ୍ତି। ସେ କହିଛନ୍ତି, ସରଜମିନ୍ ତଦନ୍ତ ପରେ ସୁଭଦ୍ରାରେ ଯୋଡ଼ି ହେଲେ ୧୭ ଲକ୍ଷରୁ ଊର୍ଦ୍ଧ୍ବ ମହିଳା।ଗୃହରେ ତଥ୍ୟ ରଖି
Read More...

ବିଶ୍ୱର ସବୁଠାରୁ ଉଚ୍ଚ ରାମ ପ୍ରତିମୂର୍ତ୍ତି ଉନ୍ମୋଚନ

ଗୋଆ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦକ୍ଷିଣ ଗୋଆର ଶ୍ରୀସଂସ୍ଥାନ ଗୋକର୍ଣ୍ଣ ଜୀବୋତ୍ତମ ମଠରେ ଭଗବାନ ରାମଙ୍କର ୭୭ ଫୁଟ୍‌ ଉଚ୍ଚତା ବିଶିଷ୍ଟ ବ୍ରୋଞ୍ଜ ମୂର୍ତ୍ତିକୁ ଅନାବରଣ କରିଛନ୍ତି। ଗୁଜରାଟରେ ଷ୍ଟାଚ୍ୟୁ ଅଫ୍‌ ୟୁନିଟିର ଡିଜାଇନ୍‌ କରିଥିବା ଶିଳ୍ପୀ ରାମ ସୁତାର ଶ୍ରୀରାମଙ୍କ
Read More...

ଭୁବନେଶ୍ବର ରେ ପହଁଞ୍ଚିଲେ ଶବ୍ଦର ଯାଦୁକର ଜାଭେଦ ଅଖତର

ସୋଆ ସାହିତ୍ୟ ସମ୍ମାନ ୨୦୨୫ରେ ହେବେ ସମ୍ବର୍ଦ୍ଧିତ ଭୁବନେଶ୍ବର: ଭାରତୀୟ ଚଳଚ୍ଚିତ୍ର ଓ ସାହିତ୍ୟ କ୍ଷେତ୍ରର ଉଜ୍ୱଳ ତାରକା, ଶବ୍ଦର ଯାଦୁକର, ପ୍ରଖ୍ୟାତ କବି, ସଂଳାପ ଲେଖକ, ଗୀତିକାର ଓ ସମାଜ ଚିନ୍ତକ ପଦ୍ମ ଭୁଷଣ ଜାଭେଦ ଅଖତରଙ୍କୁ ତାଙ୍କର ଉଲ୍ଲେଖନୀୟ ଓ ଜୀବନବ୍ୟାପୀ ଅବଦାନ ନିମନ୍ତେ ସୋଆ
Read More...

ବିଧାନସଭାରେ ୧୭ ହଜାର ୪୪୦ କୋଟିର ଅତିରିକ୍ତ ବଜେଟ୍‌ ଆଗତ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁକ୍ରବାର ଦିନ ଓଡ଼ିଶା ବିଧାନସଭାରେ ଚଳିତ ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ୧୭,୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି। ବଜେଟ ଆଗତ ହେବା ପରେ ଗୃହକୁ ଶନିବାର ପର୍ଯ୍ୟନ୍ତ ଗୃହ ମୁଲତବୀ ଘୋଷଣା କରାଯାଇଥିଲା। ୨୦୨୫-୨୬ ପାଇଁ ମୁଖ୍ୟ
Read More...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୩ ମୃତ

ଅନୁଗୁଳ: ଗୋବିନ୍ଦପୁର ଫାଣ୍ଡି ଅନ୍ତର୍ଗତ ୫୫ ନମ୍ବର ଏନଏଚ ଗୋବିନ୍ଦପୁର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏହି ଦୁର୍ଘଟଣାରେ ତିନି ଜଣ ଯୁବକଙ୍କର ମୃତ୍ୟୁ ହୋଇଛି। ତିନି ଯୁବକ ଏକ ସ୍କୁଟିରେ ଯାଉଥିବା ସମୟରେ ଏକ ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଫଳରେ
Read More...

ଶନିବାର ଠାରୁ ଦୁଇ ଦିନିଆ ତୃତୀୟ ସୋଆ ସାହିତ୍ୟ ଉତ୍ସବ-୨୦୨୫

ଭୁବନେଶ୍ୱର: ଶନିବାରୁ ଠାରୁ ଆରମ୍ଭ ହେବ ୨-ଦିନିଆ ତୃତୀୟ ସୋଆ ସାହିତ୍ୟ ଉତ୍ସବ-୨୦୨୫। ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପକ୍ଷରୁ ନଭେମ୍ବର ୨୯ ଓ ୩୦ ତାରିଖରେ ତୃତୀୟ ସୋଆ ସାହିତ୍ୟ ଉତ୍ସବର ଆୟୋଜନ କରାଯାଇଛି। ସୋଆ ପରିଚାଳିତ ସେଂଟର ଫର ପ୍ରିଜରଭେସନ୍‌, ପ୍ରୋପାଗେସନ୍ ଆଣ୍ଡ
Read More...