Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍କେ ପୁରସ୍କାର
ଦିଲ୍ଲୀ ଏସ୍ଆଇଆର୍ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ
Browsing Category
Today’s Highlight
ହୋମଗାର୍ଡରେ ଚାକିରି କରାଇଦେବା ନାଁରେ ଠକେଇ
କଟକ: କମିଶନରେଟ୍ ପୋଲିସର କଟକ ପୋଲିସ ବିଭାଗରେ ବିଭିନ୍ନ ପ୍ରକାରର ପଦବୀରେ ନିଯୁକ୍ତି ଦେବା ବାହାନାରେ ଚାକିରି ଆଶାୟୀମାନଙ୍କୁ ଠକୁଥିବା ଜଣେ ନକଲି ପୋଲିସ ଇନସପେକ୍ଟରଙ୍କୁ ଗିରଫ କରିଛି। ଗିରଫ ନକଲି ପୋଲିସ ଇନସପେକ୍ଟର କଟକ ଜିଲାର ତିଗିରିଆ ଥାନା ଅନ୍ତର୍ଗତ ନୂଆପାଟଣା ଗ୍ରାମର ଗୁଣ୍ଡିଚା!-->…
Read More...
Read More...
ଆୟୁଷ ଡ଼ାକ୍ତର ଚାକିରି ସ୍ଥାୟୀକରଣ ଦାବି
ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲା ସଂଘ
ଭୁବନେଶ୍ବର: ବାରମ୍ବାର ଦାବି ପରେ ବି ଶୁଣୁନାହାଁନ୍ତି ରାଜ୍ୟ ସରକାର। ଜାତୀୟ ସ୍ବାସ୍ଥ୍ୟ ମିଶନ ଅଧୀନରେ କାର୍ଯ୍ୟ କରୁଥିବା ଅଲ୍ ଓଡ଼ିଶା ଆୟୁଷ ଡାକ୍ତର ସଂଘ ୧୬ ବର୍ଷ ହେବ ଚୁକ୍ତି ଭିତ୍ତିରେ ସିଏଚସି/ପିଏଚସିରେ କାର୍ଯ୍ୟ କରୁଛନ୍ତି। ସବୁ!-->!-->!-->…
Read More...
Read More...
ଅନାସ୍ଥା ଭୋଟରେ ହାରିଗଲେ ବ୍ୟାସନଗର ପୌରାଧ୍ୟକ୍ଷା
ବ୍ୟାସନଗର: ଅନାସ୍ଥାରେ ହାରିଲେ ବ୍ୟାସନଗର ପୌରାଧ୍ୟକ୍ଷା ସଂଗୀତା ପିଙ୍ଗୁଆ। ବିଜେଡି ପୌରାଧ୍ୟକ୍ଷାଙ୍କୁ ହରାଇଲେ ଖୋଦ୍ ବିଜେଡି କାଉନସିଲର୍। ଅନାସ୍ଥା ଭୋଟରେ ଶାସନ ଗାଦି ହରାଇ ବସିଲେ ବ୍ୟାସନଗର ପୌରାଧ୍ୟକ୍ଷା ସଂଗୀତା ପିଙ୍ଗୁଆ। ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ପୌର କାର୍ଯ୍ୟାଳୟର!-->…
Read More...
Read More...
ସୋଆ ଆଇବିସିଏସ୍ ପକ୍ଷରୁ ଏସ୍ପିଏସ୍ଏସ୍ ସମ୍ପର୍କିତ କର୍ମଶାଳା ଆୟୋଜିତ
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍) ପକ୍ଷରୁ ‘ଷ୍ଟାଟିଷ୍ଟିକାଲ ଡାଟା ଆନାଲିସିସ୍ ୟୁଜିଂ ଷ୍ଟାଟିଷ୍ଟିକାଲ୍ ପ୍ୟାକେଜ ଫର ସୋସିଆଲ୍ ସାଇନ୍ସେସ୍’ ଶୀର୍ଷକ ଏକ କର୍ମଶାଳା ଆୟୋଜିତ ହୋଇଯାଇଛି।!-->…
Read More...
Read More...
ଟ୍ରକକୁ ସାଇଡ୍ ଦେବାକୁ ଯାଇ ଓଲଟିଲା ବସ୍;୨୦ ଆହତ
ନୀଳଗିରି: ଯାତ୍ରୀବାହୀ ବସ୍ ଓଲଟି ୨୦ରୁ ଅଧିକ ଆହତ ହୋଇଛନ୍ତି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ନୀଳଗିରିରୁ ଉଦଳା ଅଭିମୁଖେ ଯାଉଥିବା ବସ୍ ଭାଲୁକାଶୁଣୀ ପାଖରେ ଟ୍ରକ୍କୁ ସାଇଡ୍ ଦେବାବେଳେ ଏଭଳି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି।
ସୂଚନା ଅନୁସାରେ ଏକ ଟ୍ରକ୍କୁ!-->!-->!-->…
Read More...
Read More...
କୀଟନାଶକ ବ୍ୟବହାର ଯୋଗୁଁ ବଢୁଛି କ୍ୟାନସର
ଭୁବନେଶ୍ବର: ଅଧିକ କୀଟନାଶକ ବ୍ୟବହାର ଯୋଗୁଁ ବଢୁଛି କ୍ୟାନସର୍ ଆଶଙ୍କା। ବିଧାନସଭାରେ କିଛି ଏପରି ମନ୍ତବ୍ୟ ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ବଲାଙ୍ଗୀର ଓ ଅବିଭକ୍ତ ସମ୍ବଲପୁର ଜିଲ୍ଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବଢୁଥିବା ନେଇ ମନ୍ତ୍ରୀ ଚିନ୍ତା ପ୍ରକଟ କରିଥିବା ବେଳେ,!-->…
Read More...
Read More...
ସବସିଡି ଦରରେ ଚାଉଳ ଗହମ ଚିନି ପାଇବେ ମଧ୍ୟବିତ୍ତ
ଭୁବନେଶ୍ବର: ପ୍ରତି ପଞ୍ଚାୟତରେ ହେବ ପୋଷଣ କେନ୍ଦ୍ର। ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ପୋଷଣ କେନ୍ଦ୍ର ହେବ। ମଧ୍ୟବିତ୍ତ ପରିବାର ସବସିଡି ଦରରେ ଚାଉଳ ଗହମ ଚିନି ପାଇବେ। ଆଜି ବିଧାନସଭାରେ ବିବୃତି ରଖିଛନ୍ତି ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।
!-->!-->!-->…
Read More...
Read More...
କମେଣ୍ଟ ମରାକୁ ନେଇ ସଂଘବଦ୍ଧ ଆକ୍ରମଣ, ୨ ଗୁରୁତର
ଭୁବନେଶ୍ବର: ରାଜଧାନୀରେ ବୁଲିଲା ଖଣ୍ଡା। ଏଥିରେ ୨ ଯୁବକ ଗୁରୁତର ହୋଇଛନ୍ତି। ଖଣ୍ଡଗିରି ଥାନା ପାତ୍ରପଡ଼ାରେ ୨ ଯୁବକଙ୍କୁ ହାଣି ପକାଇଛନ୍ତି। କମେଣ୍ଟ ମରା ଓ ପୂର୍ବ ଶତ୍ରୁତାରୁ ୨ଜଣ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିବା ସୂଚନା ମିଳିଛି। କିଛି ଯୁବକ ଖଣ୍ଡଗିରି ଥାନା ପାତ୍ରପଡ଼ାରେ ୨!-->…
Read More...
Read More...
କୁନିକୁନି ପିଲାଙ୍କୁ ଖଡ଼ି ଛୁଆଁଇ ବ୍ରହ୍ମାବିଷ୍ଣୁ ଲେଖାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଭୁବନେଶ୍ବରରେ ବୁଧବାର ଶିଶୁ ବାଟିକାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଜାତୀୟ ଶିକ୍ଷାନୀତି ଅନୁଯାୟୀ ଶିଶୁ ବାଟିକାର ଶୁଭାରମ୍ଭ ହୋଇଛି। ଭୁବନେଶ୍ୱରସ୍ଥିତ ବଡ଼ଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ବାଟିକାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କୁନିକୁନି ପିଲାଙ୍କୁ ଖଡ଼ି ଖଡି!-->…
Read More...
Read More...
ଆସନ୍ତାକାଲିଠୁ +୨ ଖାତା ଦେଖା ଆରମ୍ଭ
ମେ’ ୧୫ ସୁଦ୍ଧା ରେଜଲ୍ଟଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ୍ ବୁଧବାର ଠାରୁ +୨ ଖାତା ଦେଖା ଆରମ୍ଭ ହେବ। ତେବେ ମେ’ ୧୫ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ୩ ଲକ୍ଷ ୯୩ ହଜାର ୬୧୬ ପରୀକ୍ଷାର୍ଥୀଙ୍କ ରେଜଲ୍ଟ ଏକ!-->…
Read More...
Read More...