Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଭାରତ ପାଇଁ ସ୍ୱର୍ଣ୍ଣ ଜିତିଲେ ଛତ୍ରପୁରର ପାରା ଫେନ୍ସର ଭି. ରମେଶ ରାଓ
ମୌସୁମୀ ଅଧିବେଶନରେ ୧୨ ବିଲ୍ ପାରିତ, ଉତ୍ପାଦକତା କମ୍
ମୋଦୀଙ୍କ ବିଦେଶନୀତିକୁ ମୋରିସନଙ୍କ ପ୍ରଶଂସା
ସଂସଦରେ ଓଲଟା ଚିତ୍ର: ଆଲୋଚନା ଚାହୁଁଛି ସରକାର
ପ୍ୟାକେଟ୍ ଖାଦ୍ୟରେ ଚେତାବନୀ ଲେବଲ୍ ନେଇ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ତାଗିଦ
ଡିଜିପି ନିଯୁକ୍ତିକୁ ସୁପ୍ରିମକୋର୍ଟଙ୍କ ରୋକ, ଅଗଷ୍ଟ ୧୮ ପର୍ଯ୍ୟନ୍ତ ଚୟନ ନକରିବାକୁ ନିର୍ଦ୍ଦେଶ
କ୍ଷୀର ଦର ବୃଦ୍ଧି ପରେ ମହଙ୍ଗା ହେଲା ଛେନା-ପନିର
Browsing Category
Today’s Highlight
ସରିଲା ମାଟ୍ରିକ୍ ପରୀକ୍ଷା, ମାର୍ଚ୍ଚ ୧୯ରୁ ଖାତା ଦେଖା
କଟକ: ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଚଳିତ ମାଟ୍ରିକ ପରୀକ୍ଷା ଆଜି ଶେଷ ହୋଇଛି। ଚଳିତ ଥର ମାଟ୍ରିକ, ମଧ୍ୟମା ଓ ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା ୫ ଲକ୍ଷ ୨୨ ହଜାର ୩୬୬ ପରୀକ୍ଷାର୍ଥୀ ୩ ହଜାର ୧୩୩ଟି କେନ୍ଦ୍ରରେ ପରୀକ୍ଷା ଦେଇଛନ୍ତି। ମାର୍ଚ୍ଚ ୧୯ ତାରିଖରୁ ଖାତା ଦେଖା ଆରମ୍ଭ ହେବ।!-->…
Read More...
Read More...
ବାଣ ଭିଡ଼ିବାବେଳେ ବିସ୍ଫୋରଣ; ୪ ଗୁରୁତର
ଯାଜପୁର: ବାଣ ଭିଡ଼ିବାବେଳେ ଘଟିଛି ବଡ ଅଘଟଣ। ବିସ୍ଫୋରଣରେ ଉଡିଯାଇଛି ଘର ଛାତ। ଏଭଳି ଘଟଣା ଘଟିଛି ଯାଜପୁର ଜିଲ୍ଲା ବାସୁଦେବପୁର ପଞ୍ଚାୟତ ଜାଲପୁର ଗାଁରେ। ଗୁରୁବାର ବାଣଭିଡ଼ିବା ବେଳେ ହଠାତ୍ ବିସ୍ଫୋରଣ ଘଟି ଜଣଙ୍କ ଘର ଛାତ ଉଡିଯାଇଛି । ବିସ୍ଫୋରଣରେ ବାଣ ତିଆରି କରୁଥିବା ୪ ଜଣ ଗୁରୁତର!-->…
Read More...
Read More...
ଆକାଉଣ୍ଟକୁ ଆସିଲା ସୁଭଦ୍ରା ଟଙ୍କା
ଭୁବନେଶ୍ବର: ଗୁରୁବାର ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି। ଏନେଇ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଘୋଷଣା କରିଛନ୍ତି। ଆଜି ୨ ଲକ୍ଷ ୩୦ ହଜାରରୁ ଅଧିକ ମହିଳାଙ୍କ ଖାତାକୁ ୫୦୦୦ ଲେଖାଏଁ ଟଙ୍କା!-->…
Read More...
Read More...
ଭିଜିଲାନ୍ସ ଜାଲରେ ଡେପୁଟି ଟ୍ରାନ୍ସପୋର୍ଟ କମିଶନର
ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଡେପୁଟି ଟ୍ରାନ୍ସପୋର୍ଟ କମିଶନର। ଡେପୁଟି କମିଶନର ପ୍ରଦୀପ ମହାନ୍ତିଙ୍କ ଘରେ ପଶିଲା ଭିଜିଲାନ୍ସ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ଜାରି ରହିଛି। ଏକକାଳୀନ ୯ଟି ସ୍ଥାନରେ ଭିଜିଲାନ୍ସ ରେଡ କରିଛି। ଭୁବନେଶ୍ବର, ଖୋର୍ଦ୍ଧା, ପୁରୀ, ନୟାଗଡ ଓ!-->…
Read More...
Read More...
ନୂଆ ସରକାରୀ ବାସଭବନରେ ଗୃହ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ବଦଳିଲା ମୋହନଙ୍କ ଠିକଣା। ଆଉ ଗାନ୍ଧି ମାର୍ଗ ନୁହେଁ ଏବେ ସିଏମ ରହିବେ ରାଜ ଭବନ ମାର୍ଗରେ ଥିବା ସରକାରୀ ବାସଭବନରେ। ନୂଆ ସରକାରୀ ବାସଭବନରେ ଗୃହ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଗୁରୁବାର ନୂଆ ବାସଭବନକୁ ଯାଇଛନ୍ତି ମୁଖ୍ୟମନ୍ତ୍ରୀ। ଏଣିକି ଏଜିରୁ ରାଜଭବନ!-->…
Read More...
Read More...
ପୁରୀ ସମ୍ବଲପୁର, ଓ ରାଉରକେଲାରେ ଖୁବଶୀଘ୍ର ହେବ ପୌର ନିର୍ବାଚନ
ଭୁବନେଶ୍ବର: ପୁଣି ପୌର ନିର୍ବାଚନ ହେବା ନେଇ ବଡ଼ ସୂଚନା ଦେଇଛନ୍ତି ମୋହନ ସରକାର। ସମ୍ବଲପୁର, ରାଉରକେଲା ଓ ପୁରୀରେ ପୁଣି ହେବ ପୌର ନିର୍ବାଚନ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଜାରି କରାଯାଇଛି। ହାଇକୋର୍ଟଙ୍କ ଶୁଣାଣି ପରେ ହେବ ର୍ନିବାଚନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ନଗର!-->…
Read More...
Read More...
ଗେରୁଆ ରଙ୍ଗ ହେବ ସରକାରୀ ସ୍କୁଲ
ଭୁବନେଶ୍ବର: ମାର୍ଚ୍ଚ ୫ ତାରିଖରେ ପଞ୍ଚାୟତିରାଜ ଦିବସ ପାଳନ ନକରିବା ନିଷ୍ପତ୍ତିକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଓଡ଼ିଶା ସରକାର ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟର ରଙ୍ଗ ବଦଳାଇବା ପାଇଁ ଘୋଷଣା କରିଛନ୍ତି। ବଦଳିବ ସରକାରୀ ସ୍କୁଲର ରଙ୍ଗ। ସରକାରୀ କୋଠାର ରଙ୍ଗ ନୀଳରୁ ଗେରୁଆ ହେବ। ଏନେଇ!-->…
Read More...
Read More...
ଦିନିକିଆରୁ ଅବସର ଘୋଷଣା କଲେ ଷ୍ଟିଭ୍ ସ୍ମିଥ୍
ନ୍ୟୁଜ ବ୍ୟୁରୋ: ଚମ୍ପିଆନ୍ସ ଟ୍ରଫି ୨୦୨୫ ସେମିଫାଇନାଲରେ ଭାରତଠାରୁ ପରାଜିତ ହେବା ପରେ ଅଷ୍ଟ୍ରେଲିଆ କ୍ରିକେଟ ଦଳକୁ ଆଉ ଏକ ଝଟ୍କା ଲାଗିଛି। ଦିନିକିଆ କ୍ରିକେଟକୁ ଅଲ୍ବିଦା କହିଛନ୍ତି ଅଷ୍ଟ୍ରେଲିଆ କ୍ରିକେଟ୍ ଟିମର ଅଧିନାୟକ ଷ୍ଟିଭ୍ ସ୍ମିଥ୍। ୧୭୦ଟି ଦିନିକିଆ ଖେଳି ଶେଷରେ ବୁଧବାର!-->…
Read More...
Read More...
କେମିତି ରହିବ ଆସନ୍ତା ସାତ ଦିନ ର ପାଣିପାଗ ଆସନ୍ତୁ ଜାଣିବା
ଭୁବନେଶ୍ବର: ଏବେ ରାଜ୍ୟ ରେ ଦିନ ତାପମାତ୍ରା ଅଧିକ ରହୁଛି। ଗତ ୨ ଦିନ ଧରି ପଶ୍ଚିମ ଓଡ଼ିଶା ର କିଛି ଅଞ୍ଚଳ ରେ ଦିନ ତାପମାତ୍ରା ୩୮.୦°C ଉପରେ ରହୁଛି। ସେହିପରି ଉପକୂଳ ଓଡ଼ିଶା ରେ ମଧ୍ୟ ଖରା, ଗରମ ଅନୁଭୂତ ହେଉଛି।
ତେବେ ଆସନ୍ତା ୩-୪ ଦିନ ଯାଏଁ ଦିନ ତାପମାତ୍ରା ରେ ବିଶେଷ ପରିବର୍ତ୍ତନ!-->!-->!-->…
Read More...
Read More...
ନାଁ ବଦଳାଇ ପାରନ୍ତି, ଭଲ ପାଇବା ନୁହେଁ’ : ନବୀନ ପଟ୍ଟନାୟକ
ଭୁବନେଶ୍ବର: ପ୍ରବାଦ ପୁରୁଷ ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଆଜି ୧୦୯ ତମ ଜନ୍ମ ଜୟନ୍ତୀ ଅବସରରେ ଭୁବନେଶ୍ବର ଫରେଷ୍ଟ ପାର୍କରେ ବିଜୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ବିରୋଧି ଦଳ ନେତା ନବୀନ ପଟ୍ଟନାୟକ। ପିତାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳୀ!-->…
Read More...
Read More...