Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଭାରତ ପାଇଁ ସ୍ୱର୍ଣ୍ଣ ଜିତିଲେ ଛତ୍ରପୁରର ପାରା ଫେନ୍ସର ଭି. ରମେଶ ରାଓ
ମୌସୁମୀ ଅଧିବେଶନରେ ୧୨ ବିଲ୍ ପାରିତ, ଉତ୍ପାଦକତା କମ୍
ମୋଦୀଙ୍କ ବିଦେଶନୀତିକୁ ମୋରିସନଙ୍କ ପ୍ରଶଂସା
ସଂସଦରେ ଓଲଟା ଚିତ୍ର: ଆଲୋଚନା ଚାହୁଁଛି ସରକାର
ପ୍ୟାକେଟ୍ ଖାଦ୍ୟରେ ଚେତାବନୀ ଲେବଲ୍ ନେଇ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ତାଗିଦ
ଡିଜିପି ନିଯୁକ୍ତିକୁ ସୁପ୍ରିମକୋର୍ଟଙ୍କ ରୋକ, ଅଗଷ୍ଟ ୧୮ ପର୍ଯ୍ୟନ୍ତ ଚୟନ ନକରିବାକୁ ନିର୍ଦ୍ଦେଶ
କ୍ଷୀର ଦର ବୃଦ୍ଧି ପରେ ମହଙ୍ଗା ହେଲା ଛେନା-ପନିର
Browsing Category
Today’s Highlight
ମହିଳାଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ଉଦ୍ଧାର
ତୁମୁସିଙ୍ଗା: ତୁମୁସିଙ୍ଗା ଥାନା ଅନ୍ତର୍ଗତ ଅଁଳାବେରେଣୀ ଗ୍ରାମରେ ଜଣେ ମହିଳାଙ୍କ ରକ୍ତ ଜୁଡୁବୁଡୁ ମୃତଦେହକୁ ପୁଲିସ ଉଦ୍ଧାର କରିବାପରେ ସନ୍ଦେହରେ ପୁଅକୁ ଅଟକ ରଖିଛି। ମୃତ ମହିଳା ଜଣଙ୍କ ଅଁଳାବେରେଣୀ ଗାଁର ଚଞ୍ଚଳା ନାଏକ ବୋଲି ଜଣାପଡ଼ିଛି। ଚଞ୍ଚଳାଙ୍କ ମୁଣ୍ଡରେ ରହିଛି ଗଭୀର କ୍ଷତ।!-->…
Read More...
Read More...
ଜନ୍ମ ଜୟନ୍ତୀରେ ବିଜୁ ବାବୁଙ୍କୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ବର: ଆଜି ରାଜ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମ ଜୟନ୍ତୀ ପାଳନ କରାଯାଉଛି। ଏହି ଅବସରରେ ତାଙ୍କୁ ମନେ ପକାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଟୁଇଟ୍ ଯୋଗେ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସେ କହିଛନ୍ତି,!-->…
Read More...
Read More...
ଦୁବାଇରୁ ସୁନା ଚୋରା ଚାଲାଣ ବେଳେ ଅଭିନେତ୍ରୀ ଗିରଫ
୧୪ କିଲୋ ସୁନା ଜବତବେଙ୍ଗାଲୁରୁ: କନ୍ନଡ ଅଭିନେତ୍ରୀ ରାନ୍ୟା ରାଓଙ୍କୁ ବେଙ୍ଗାଲୁରୁର କେମ୍ପେଗୌଡା ଅନ୍ତର୍ଜାତୀୟ ବିମାନବନ୍ଦରରୁ ଗିରଫ କରାଯାଇଛି। ସୁନା ଚୋରା ଚାଲାଣ ଅଭିଯୋଗରେ ବିମାନବନ୍ଦରରେ ଅଭିନେତ୍ରୀଙ୍କୁ ଧରାଯାଇଥିଲା। ତଲାସି ସମୟରେ ତାଙ୍କଠାରୁ ୧୪.୮ କିଲୋଗ୍ରାମ ସୁନା ଜବତ!-->…
Read More...
Read More...
ଭୁବନେଶ୍ଵର ଡିସିପି ଭାବେ ଦାୟିତ୍ଵ ନେଲେ ଜଗମୋହନ ମୀନା
ଭୁବନେଶ୍ବର: ଆଇପିଏସ୍ ଜଗମୋହନ ମୀନା ବୁଧବାର ବିଧିବଦ୍ଧ ଭାବେ ଭୁବନେଶ୍ବରର ନୂଆ ଡିସିପି ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି। ପୁଲିସ କମିଶନର ସୁରେଶ ସିଂହ ଦେବଦତ୍ତଙ୍କ ଉପସ୍ଥିତିରେ ପିନାକ ମିଶ୍ରଙ୍କଠାରୁ ସେ ଦାୟିତ୍ବ ନେଇଛନ୍ତି।
ରାଜଧାନୀର ନୂଆ ଡିସିପି ଭାବେ ଦାୟିତ୍ବ ନେଲେ ଜଗମୋହନ!-->!-->!-->…
Read More...
Read More...
ବିଧାନସଭାରେ ପାଳିତ ହେଲା ବିଜୁ ଜୟନ୍ତୀ
ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟସ୍ତରୀୟ ବିଜୁ ଜୟନ୍ତୀ କାର୍ଯ୍ୟକ୍ରମ ପାଳିତ ହୋଇଛି। ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଆଜି ଜନ୍ମ ଜୟନ୍ତୀ। ଏହି ଅବସରରେ ବିଧାନସଭା!-->!-->!-->…
Read More...
Read More...
ଅଷ୍ଟ୍ରେଲିଆକୁ ହରାଇଲା ଭାରତ
ଦୁବାଇ: ଆଇସିସି ଚାମ୍ପିୟନ୍ସ ଟ୍ରଫି ୨୦୨୫ ଫାଇନାଲରେ ଭାରତ। ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଅଷ୍ଟ୍ରେଲିଆ ବିପକ୍ଷରେ ଭାରତର ଦମଦାର ବିଜୟ । ୨୬୫ ବିଜୟ ଲକ୍ଷ୍ୟକୁ ପାର କଲା ଇଣ୍ଡିଆ। ଏଥିସହ ପ୍ରଥମ ଟିମ ଭାବେ ଫାଇନାଲରେ ପ୍ରବେଶ କରିଛି। ତେବେ ୨୦୧୧ ପରେ ପ୍ରଥମ ଥର ଲାଗି ଟିମ୍ ଇଣ୍ଡିଆ!-->…
Read More...
Read More...
ଦୁର୍ଦ୍ଦାନ୍ତ ଅପରାଧୀ ମହେଶ କୁମାରକୁ ଏନକାଉଣ୍ଟର
ସମ୍ବଲପୁର: ଦୁର୍ଦ୍ଦାନ୍ତ ଅପରାଧୀ ମହେଶ କୁମାରକୁ ଏନକାଉଣ୍ଟର କରିଛି ପୋଲିସ। ମହେଶର ବାମ ଗୋଡ଼ରେ ଗୁଳି ବାଜିଛି। ଅଇଁଠାପାଲି ଥାନା ଲମ୍ଡୁଙ୍ଗରୀ ନିକଟରେ ମହେଶକୁ ଏନକାଉଣ୍ଟର କରାଯାଇଛି। ତାକୁ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି।
ମହେଶ ପୁଲିସକୁ ଦେଖି ଖସି ପଳାଇବା ପାଇଁ ଉଦ୍ୟମ!-->!-->!-->…
Read More...
Read More...
ବଳବତ୍ତର ରହିଲା ବିଷ୍ଣୁପଦଙ୍କ ଅନ୍ତରୀଣ ସୁରକ୍ଷା
ଭୁବନେଶ୍ବର: ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ମିଳିଥିବା ଅନ୍ତରୀଣ ସୁରକ୍ଷା ବଳବତ୍ତର ରହିଲା। ମଙ୍ଗଳବାର ଶୁଣାଣି ପରେ ହାଇକୋର୍ଟ ଏହି ସୁରକ୍ଷା ବଳବତ୍ତର ରଖିଛନ୍ତି। ୧୮ ତାରିଖରେ ହେବ ପରବର୍ତ୍ତୀ ଶୁଣାଣି। ବର୍ତ୍ତମାନ ସିବିଆଇ ବିଷ୍ଣୁପଦ ସେଠୀଙ୍କୁ ଗିରଫ କରିପାରିବନି।
ସୂଚନାମୁତାବକ,!-->!-->!-->…
Read More...
Read More...
ବାପା-ମାଆ ଓ ଭଉଣୀକୁ ପଥରରେ ଛେଚି ହତ୍ୟା କଲା ପୁଅ
ଜଗତସିଂହପୁର: ସଦର ଥାନା ଜୟବଡ଼ ଗାଁରେ ବିଭତ୍ସ ହତ୍ୟାକାଣ୍ଡ। ୨୨ ବର୍ଷୀୟ ପୁଅର ନାରକୀୟ କାଣ୍ଡ। ନୃସଂଶ ପାଲଟିଲା ପୁଅ। ନିଜ ହାତରେ ନିଜ ପରିବାରକୁ ଛାରଖାର କରିଦେଲା। ବାପାମା’ ଓ ଭଉଣୀକୁ ପଥରରେ ଛେଚି ଜୀବନ ନେଲା। ଏଭଳି ଅଭାବନୀୟ ଘଟଣା ଘଟିଛି ଜଗତସିଂହପୁର ଜିଲ୍ଲା ସଦର ଥାନା ଜୟବଡ଼!-->…
Read More...
Read More...
ଘରୁ ଡାକିନେଇ ବୃଦ୍ଧଙ୍କୁ ନୃଶଂସ ହତ୍ୟା କଲେ ମାଓବାଦୀ
ଛତିଶଗଡ଼: ଘରୁ ଡାକିନେଇ ବୃଦ୍ଧଙ୍କୁ ଗୁଳି କରିଦେଲେ ମାଓବାଦୀ। ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକମାରେ ମାଓବାଦୀ ଏଭଳି ବର୍ବରକାଣ୍ଡ ଘଟଣାଇଛନ୍ତି। ପୋଲିସ ଇନଫର୍ମର ସନ୍ଦେହରେ ବୃଦ୍ଧଙ୍କୁ ନୃଶଂସ ହତ୍ୟା କରିଛନ୍ତି। ମୃତକ ହେଲେ ପୂର୍ବତନ ବିଧାୟକ ମନୀଷ କୁଞ୍ଜମଙ୍କ ସାନ ଶ୍ବଶୁର।
!-->!-->!-->…
Read More...
Read More...