Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍କେ ପୁରସ୍କାର
ଦିଲ୍ଲୀ ଏସ୍ଆଇଆର୍ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ
Browsing Category
Today’s Highlight
୨୭ ଜିଲ୍ଲାରେ ନାହିଁ ବାଲି ଚୋରା ମାମଲା: ଖଣି ମନ୍ତ୍ରୀ
ଭୁବନେଶ୍ବର: ବାଲି ଚୋରା ଚାଲାଣ ମାମଲାରେ ବଡ ସୂଚନା ଦେଲେ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା। କେବଳ ମୟୂରଭଞ୍ଜ, କେନ୍ଦୁଝର ଓ ପୁରୀ ଜିଲ୍ଲାକୁ ବାଦ୍ ଦେଲେ ଆନ୍ତଃରାଜ୍ୟ ବାଲି ଚୋରି ସଂକ୍ରାନ୍ତୀୟ କୌଣସି ମାମଲା ଗତ ୩ ବର୍ଷରେ ବାକି ୨୭ ଜିଲ୍ଲାରେ ରୁଜୁ ହୋଇନାହିଁ।
ରାଜଧାନୀ!-->!-->!-->…
Read More...
Read More...
ରାଜସ୍ୱ ମନ୍ତ୍ରୀଙ୍କ କାରକେଡ୍ ଉପରକୁ ଢେଲାମାଡ଼
ମୟୂରଭଞ୍ଜ: ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ କାରକେଡ୍ ଉପରକୁ ଢେଲା ମାଡ଼ ହୋଇଛି। ମୟୂରଭଞ୍ଜ ବାଙ୍ଗିରିପୋଷି ଅଞ୍ଚଳରେ ଘଟିଛି ଏ ଘଟଣା। କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ଏବଂ ପବନ ଯୋଗୁଁ ହୋଇଥିବା କ୍ଷୟକ୍ଷତିର ସମୀକ୍ଷା ପାଇଁ ଯାଇଥିବାବେଳେ ଘର ଓ କ୍ଷତି ପୂରଣ ଦାବିରେ ରାସ୍ତାରୋକ!-->…
Read More...
Read More...
ବହି ଗୋଦାମରେ ଅଗ୍ନିକାଣ୍ଡ, ୨ ଆହତ
ଜଗତସିଂହପୁର: ଜଗତସିଂହପୁର ଜନତା କୋଠି ଛକରେ ଥିବା ବହି ଗୋଦାମରେ ବିସ୍ଫୋରଣ ହେବା ସହ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ବହି ଏବଂ ପାଠ୍ୟ ଉପକରଣ ପୋଡ଼ି ପାଉଁଶ ହୋଇଯାଇଛି। ଅନ୍ୟପକ୍ଷେ ନିଆଁରେ ୩ଜଣ କର୍ମଚାରୀ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି!-->…
Read More...
Read More...
ଆସନ୍ତାକାଲି ଓଡ଼ିଶା ଆସିବେ ରାଷ୍ଟ୍ରପତି
ନୟାଗଡ଼: ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା, ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ ସ୍ଥିତି ସମୀକ୍ଷା କରିଛନ୍ତି ନୟାଗଡ଼ ଜିଲାପାଳ ଓ ଏସ୍ପି। ଗସ୍ତ ସମୟରେ ନୟାଗଡ଼ର!-->…
Read More...
Read More...
ସୁଶାନ୍ତ ସିଂ ରାଜପୁତଙ୍କ ହତ୍ୟାର କ୍ଲୋଜର ରିପୋର୍ଟ ଦାଖଲ କଲା ସିବିଆଇ
ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ସହ ଜଡ଼ିତ ୨ଟି ମାମଲାକୁ ଶନିବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ବନ୍ଦ କରିଛି। ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ୪ ବର୍ଷ ପରେ ସିବିଆଇ ଦାଖଲ କରିଛି କ୍ଲୋଜର ରିପୋର୍ଟ। ମୁମ୍ବାଇ କୋର୍ଟରେ କ୍ଲୋଜର!-->…
Read More...
Read More...
ଗାଧୋଇବାବେଳେ ପୋଖରୀରେ ବୁଡି ଛାତ୍ର ମୃତ
କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଟାଉନ ଥାନା ନରଣପୁର ଗାଁରେ ଅଘଟଣ। ପୋଖରୀରେ ବୁଡି ଜଣେ ନାବାଳକର ମୃତ୍ୟୁ ହୋଇଛି। ମୃତ ନାବାଳକ ଜଣକ ଟାଙ୍ଗରିଆପାଳ ଅଞ୍ଚଳର ସମୀର ବେହେରା (୧୬) ବୋଲି ଜଣାପଡିଛି। ସେ ୧୦ମ ଶ୍ରେଣୀରେ ପଢ଼ୁଥିଲେ। ତାଙ୍କ ଘର୍ ଦୈତାରୀ ଥାନା ଟାଙ୍ଗିରିଆ ପାଳ ଗ୍ରାମରେ ବୋଲି!-->…
Read More...
Read More...
ବିଶ୍ୱସ୍ତରୀୟ ହେବ ରାସ୍ତା, ରାଜ୍ୟ ରାଜପଥ ପ୍ରାଧିକରଣ ବିଲ୍-୨୦୨୫କୁ ଅନୁମୋଦନ
ଭୁବନେଶ୍ବର: ରାଜ୍ୟରେ ଉନ୍ନତ ଓ ସୁରକ୍ଷିତ ରାସ୍ତା ଭିତ୍ତିଭୂମିର ଆବଶ୍ୟକତା ପୂରଣ କରିବା ପାଇଁ ରାଜ୍ୟ କ୍ୟାବିନେଟ ଓଡ଼ିଶା ରାଜ୍ୟ ରାଜପଥ ପ୍ରାଧିକରଣ ବିଲ୍ – ୨୦୨୫କୁ ଅନୁମୋଦନ କରିଛନ୍ତି। ରାଜ୍ୟରେ ୭୫ ହଜାର କିଲୋମିଟର ରାସ୍ତାକୁ ବିଶ୍ୱସ୍ତରୀୟ ରାସ୍ତା ନେଟୱାର୍କ ଭାବେ ବିକଶିତ କରାଯିବ।!-->…
Read More...
Read More...
ବିରଳ ଅସ୍ତ୍ରୋପଚାର ପ୍ରକ୍ରିୟା ସବୁ ସ୍ଥାନରେ ସମ୍ଭବ: ବିଶିଷ୍ଟ ରୋବୋଟିକ୍ ଅଙ୍କୋ ସର୍ଜନ୍
ଭୁବନେଶ୍ୱର, ମାର୍ଚ୍ଚ ୨୨: ଆଧୁନିକ ଅସ୍ତ୍ରୋପଚାର ପଦ୍ଧତିର ଉଦ୍ଭାବନ ଦ୍ୱାରା ବର୍ତମାନ ଛୋଟ ଛୋଟ ସହରରେ ମଧ୍ୟ ବିରଳ ଅସ୍ତ୍ରୋପଚାର ସମ୍ଭବପର ହୋଇପାରୁଛି। ଏହା ରୋଗୀମାନଙ୍କ ପାଇଁ ବେଶ ଆସ୍ୱସ୍ତିକର ବୋଲି କହିଛନ୍ତି ଭାରତର ପ୍ରଥମ ରୋବୋଟିକ୍ ଅଙ୍କୋସର୍ଜନ ଡକ୍ଟର ଶୈଲେଶ!-->…
Read More...
Read More...
ନବ ଦାସଙ୍କ ରୋଷେୟା ମୃତ୍ୟୁ ମାମଲାର ସାକ୍ଷୀ ଦୁର୍ଘଟଣାରେ ଗୁରୁତର
ବେଲପାହାଡ଼: ନବ ଦାସଙ୍କ ରୋଷେୟା ମୃତ୍ୟୁ ମାମଲାର ସାକ୍ଷୀ ଦୁର୍ଘଟଣାରେ ଗୁରୁତର। ସାକ୍ଷୀ ମନୁ ପ୍ରସାଦ ଦୁର୍ଘଟଣାରେ ଗୁରୁତର। ଗୁରୁତର ଅବସ୍ଥାରେ ମନୁକୁ ମେଡିକାଲ୍ରେ ଭର୍ତ୍ତି କରାଯାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଦୁର୍ଘଟଣା ନା ହତ୍ୟା ଷଡଯନ୍ତ୍ର ସେ ନେଇ!-->…
Read More...
Read More...
ପାନ ଦୋକାନରେ ନିଶା କାରବାର: ୨ ଜଣ ଅଟକ
ଭୁବନେଶ୍ବର: ରାଜଧାନୀରେ ଦିନକୁ ଦିନ ନିଶା କାରବାର ବୃଦ୍ଧି ପାଇବାରେ ଲାଗିଛି। ଖୁଲମଖୁଲା ଭାବେ ସବୁଠି ଗଞ୍ଜେଇ କାରବାର ଚାଲିଛି। ଭୁବନେଶ୍ୱର ଆଚାର୍ଯ୍ୟବିହାରର ଆପୋଲୋ ହସ୍ପିଟାଲ ସ୍ଥିତ ବିଶେଶ୍ୱର ବସ୍ତିରେ ଏକ ପାନ ଦୋକାନରେ ସ୍ପେଶାଲ କ୍ରାଇମ ୟୁନିଟର ଚଢାଉ କରିଥିଲା, ଚଢାଉ ବେଳେ!-->…
Read More...
Read More...