Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କେରଳରେ ପରିବର୍ତ୍ତନର ଲହରୀ, ୟୁଡିଏଫ ଫେରିଲା କ୍ଷମତାକୁ
ଆସାମରେ ହିମନ୍ତଙ୍କ ଐତିହାସିକ ବିଜୟ
କଲକାତାରେ ଭୋଟ ଗଣନା ମଧ୍ୟରେ ସେଲିବ୍ରେସନ ନିଷେଧ
ହାରିଲେ କଂଗ୍ରେସ ମୁଖିଆ ଗୌରବ ଗୋଗୋଇ
ଯାଜପୁରରେ ଭୟାବହ ସଡ଼କ ଦୁର୍ଘଟଣା, ୫ ମୃତ
ଓଡ଼ିଶାରେ ନୌକା ସୁରକ୍ଷା କଠୋର, ଲାଇଫ୍ ଜାକେଟ୍ ବାଧ୍ୟତାମୂଳକ
Browsing Category
Today’s Highlight
ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଘୋଷଣା କଲେ ଜଷ୍ଟିନ ଟ୍ରୁଡୁ
କାନାଡ଼ା: କାନାଡ଼ାର ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଘୋଷଣା କରିଛନ୍ତି ଜଷ୍ଟିନ ଟ୍ରୁଡୁ। ଏହା ସହିତ ଲିବେରାଲ ପାର୍ଟି ନେତା ପଦରୁ ବି ଇସ୍ତଫା ଦେଇଛନ୍ତି। ୯ ବର୍ଷ କାଳ ପ୍ରଧାନମନ୍ତ୍ରୀ ପଦରେ ରହିବା ପରେ ଆଜି ସେ ଇସ୍ତଫା ଘୋଷଣା କରିଛନ୍ତି। ଜଷ୍ଟିନ କହିଛନ୍ତି, ନୂଆ ପ୍ରଧାନମନ୍ତ୍ରୀ!-->…
Read More...
Read More...
ଗବେଷଣା କାର୍ଯ୍ୟ ପ୍ରଣାଳୀ ନେଇ ସୋଆରେ ଦଶ ଦିନିଆ କର୍ମଶାଳା
ଭୁବନେଶ୍ୱର: ଗବେଷଣା କରୁଥିବା ବ୍ୟକ୍ତି ବିଶେଷଙ୍କର ଦକ୍ଷତା ବୃଦ୍ଧି କରିବା ଲକ୍ଷ୍ୟ ନେଇ ସୋମବାର ଠାରୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ସାମାଜିକ ବିଜ୍ଞାନ କ୍ଷେତ୍ରରେ ଗବେଷଣା କାର୍ଯ୍ୟ ପ୍ରଣାଳୀ ସମ୍ପର୍କିତ ଏକ ୧୦ ଦିନିଆ କର୍ମଶାଳା ଆରମ୍ଭ ହୋଇଛି। ଗବେଷଣା କରୁଥିବା ଛାତ୍ରଛାତ୍ରୀ ଏବଂ!-->…
Read More...
Read More...
ଦରଦାମ ବୃଦ୍ଧି ପ୍ରତିବାଦରେ ସରକାରଙ୍କ ଉପରେ ବର୍ଷିଲେ ନବୀନ
ଭୁବନେଶ୍ବର: ଦରଦାମ ବୃଦ୍ଧି ପ୍ରତିବାଦରେ ରାଜରାସ୍ତକୁ ଓହ୍ଲାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଲୋୟର ପିଏମଜିରୁ ଓଡ଼ିଶା ସରକାରଙ୍କୁ ବର୍ଷିଛନ୍ତି ନବୀନ। ନବୀନ ଦଳବଳ ସହ ଏକାଠି ହୋଇ ରାଜରାସ୍ତାରେ ଗର୍ଜନ କରିଛନ୍ତି। ଆନ୍ଦୋଳନରେ ଭାଗ ନେଇ ଗଣବିକ୍ଷୋଭକାରୀଙ୍କ ମନରେ ରଣହୁଙ୍କାର!-->…
Read More...
Read More...
ରାୟଗଡ଼ା ରେଳ ଡିଭିଜନ ଭବନର ଶିଳାନ୍ୟାସ କଲେ ମୋଦୀ
ନୂଆଦିଲ୍ଲୀ: ରାୟଗଡ଼ା ରେଳ ଡିଭିଜନ ଭବନର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସୋମବାର ଦିଲ୍ଲୀରୁ ଭିଡିଓ କନଫରେନ୍ସ ଜରିଆରେ ପ୍ରଧାନମନ୍ତ୍ରୀ ଏହାର ଶିଳାନ୍ୟାସ କରିଛନ୍ତି। ଏହା ସହିତ ଏହି ଅବସରରେ ମୋଦୀ ଏକାଧିକ ରେଳ ପ୍ରକଳ୍ପର ମଧ୍ୟ ଉଦଘାଟନ କରିଛନ୍ତି।!-->…
Read More...
Read More...
ଜାମିନ ନେବାକୁ ମନା କଲେ ପ୍ରଶାନ୍ତ କିଶୋର
ଜେଲ୍ରେ ଥାଇ କରିବେ ଅନଶନନୂଆଦିଲ୍ଲୀ: ଗାନ୍ଧୀ ମୂର୍ତ୍ତି ତଳେ ଅନଶନରେ ବସିଥିବା ଜନ ସୁରଜ ପାର୍ଟିର ମୁଖ୍ୟ ପ୍ରଶାନ୍ତ କିଶୋର ବିହାର ପ୍ରଶାସନିକ ସେବା ପରୀକ୍ଷା ବାତିଲ କରିବା ଦାବିରେ ଜାନୁଆରୀ ୨ରୁ ଅନଶନରେ ବସିଥିବାବେଳେ ଆଜି ଭୋର୍ ୪ଟାରୁ ପୋଲିସ ତାଙ୍କୁ ଉଠାଇନେଇଥିଲା। ପରେ ସକାଳେ!-->…
Read More...
Read More...
ଆଜିଠୁ ଆରମ୍ଭ ହେଲା କୁମ୍ଭୀର ଗଣନା
ପର୍ଯ୍ୟଟକଙ୍କୁ ସାତକୋଶିଆ ମନାଆଠମଲ୍ଲିକ: ସାତକୋଶିଆରେ ଆଜି ଠାରୁ କୁମ୍ଭୀର ଗଣନା ଆରମ୍ଭ ହୋଇଛି। କୁମ୍ଭୀର ଗଣନା ପାଇଁ ଆଜିଠୁ ଆସନ୍ତା ୯ ତାରିଖ ସକାଳ ପର୍ଯ୍ୟନ୍ତ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ସୂଚନା ଦେଇଛନ୍ତି ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ। ଏଥିପାଇଁ ଅଭୟାରଣ୍ୟ ମଧ୍ୟରେ!-->…
Read More...
Read More...
ଆଇଇଡି ଲଗାଇ ସେନା ଗାଡ଼ି ଉଡାଇଦେଲେ ମାଓବାଦୀ
ବିଜାପୁର: ଛତିଶଗଡ଼ର ବିଜାପୁରରେ ଭୟଙ୍କର ବିସ୍ଫୋରଣ କରିଛନ୍ତି ନକ୍ସଲ। ଛତିଶଗଡ଼ ବସ୍ତର ଡିଭିଜନ ବିଜାପୁର ଜିଲାରେ ସୋମବାର ମାଓବାଦୀମାନେ ଅପରେସନରୁ ଫେରୁଥିବା ସୁରକ୍ଷାକର୍ମୀଙ୍କ ସ୍କର୍ପିଓକୁ ସେମାନେ ଆଇଇଡି ବିସ୍ଫୋରଣ ଦ୍ୱାରା ଉଡ଼ାଇ ଦେଇଛନ୍ତି। ବିସ୍ଫୋରଣରେ ୯ଜଣ ଶହୀଦ ହୋଇଥିବା!-->…
Read More...
Read More...
ଶ୍ୱାସରୁଦ୍ଧ ହୋଇ ପ୍ରାଣ ହରାଇଲେ ପରିବାରର ୫ ସଦସ୍ୟ
ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର ଶ୍ରୀନଗରରୁ ପନ୍ଦ୍ରେଥନ ଅଞ୍ଚଳରେ ଗୋଟିଏ ପରିବାରର ପାଞ୍ଚଜଣ ସଦସ୍ୟ ଶ୍ୱାସରୁଦ୍ଧ ହୋଇ ପ୍ରାଣ ହରାଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ମୃତଦେହକୁ ଉଦ୍ଧାର କରିଛି। ଏଥି ସହିତ ଏହି ଘଟଣା ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି। ଏହି ଘଟଣା ସମ୍ପର୍କରେ!-->…
Read More...
Read More...
ପୁଣି ବଢ଼ିଲା ଆଳୁ ଦର
ଭୁବନେଶ୍ବର: ପୁଣି ବଢ଼ିଲା ଆଳୁ ଦର। କିଲୋ ପିଛା ୧୦ଟଙ୍କା ବଢିଛି ଆଳୁ ଦର। ଗୋଟିଏ ପ୍ୟାକେଟ ପିଛା ୪ଶହ ଟଙ୍କା ଦର ବଢ଼ିଛି। ୪ଦିନ ପୂର୍ବରୁ ଯେଉଁ ୪୦କେଜି ଆଳୁ ପ୍ୟାକେଟ ଦର ୮ଶହ ଟଙ୍କା ଥିଲା ବର୍ତ୍ତମାନ ସେହି ଆଳୁ ପ୍ୟାକେଟ ଦର ୧୨ଶହ ଟଙ୍କାରେ ପହଞ୍ଚିଛି। ଏହାର ପ୍ରଭାବ ସିଧାସଳଖ ଖାଉଟିଙ୍କ!-->…
Read More...
Read More...
୩୧ ଯାଏଁ ବଢିଲା ରାସନ ହିତାଧିକାରୀଙ୍କ ଇ-କେୱାଇସି ଅବଧି
ଭୁବନେଶ୍ବର: ଆସନ୍ତା ଜାନୁଆରୀ ୩୧ ଯାଏଁ ଇ-କେୱାଇସି ଅବଧି ବୃଦ୍ଧି କଲେ ସରକାର। ଖାଦ୍ୟ ସୁରକ୍ଷା ବ୍ୟବସ୍ଥାରେ ସୁବିଧା ପାଉଥିବା ହିତାଧିକାରୀଙ୍କ ପାଇଁ ଇ-କେୱାଇସି ଅବଧି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ନିକଟସ୍ଥ ଇପିଏସ କିମ୍ବା ରାସନ ଯୋଗାଣ କେନ୍ଦ୍ରରେ ଇ-କେୱାଇସି କରିବାକୁ ନିର୍ଦ୍ଦେଶ!-->…
Read More...
Read More...