Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କେରଳରେ ପରିବର୍ତ୍ତନର ଲହରୀ, ୟୁଡିଏଫ ଫେରିଲା କ୍ଷମତାକୁ
ଆସାମରେ ହିମନ୍ତଙ୍କ ଐତିହାସିକ ବିଜୟ
କଲକାତାରେ ଭୋଟ ଗଣନା ମଧ୍ୟରେ ସେଲିବ୍ରେସନ ନିଷେଧ
ହାରିଲେ କଂଗ୍ରେସ ମୁଖିଆ ଗୌରବ ଗୋଗୋଇ
ଯାଜପୁରରେ ଭୟାବହ ସଡ଼କ ଦୁର୍ଘଟଣା, ୫ ମୃତ
ଓଡ଼ିଶାରେ ନୌକା ସୁରକ୍ଷା କଠୋର, ଲାଇଫ୍ ଜାକେଟ୍ ବାଧ୍ୟତାମୂଳକ
Browsing Category
Today’s Highlight
ଆରମ୍ଭ ହେଲା ଆଦିବାସୀ ମେଳା
ଭୁବନେଶ୍ୱର: ଉଦଘାଟନ ହେଲା ଭୁବନେଶ୍ୱର ଆଦିବାସୀ ମେଳା। ଭୁବନେଶ୍ୱରର ୟୁନିଟ୍-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଆଦିବାସୀ ମେଳାକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ଆଦିବାସୀ ମେଳା। ମେଳାକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି!-->…
Read More...
Read More...
ଶ୍ରୀମନ୍ଦିର ସେବାୟତ ବିଶ୍ଵନାଥ ଖୁଣ୍ଟିଆ ନିଲମ୍ବିତ
ପୁରୀ: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ରବିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ବିଶୃଙ୍ଖଳା ଆଚରଣ ପାଇଁ ଶ୍ରୀମନ୍ଦିର ମୁଖ ପଖାଳ ସେବାୟତ ବିଶ୍ବନାଥ ଖୁଣ୍ଟିଆଙ୍କୁ ୩ ମାସ ପାଇଁ ନିଲମ୍ବନ କରାଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଏହି ପଦକ୍ଷେପ ନେଇଛନ୍ତି। ଅନ୍ୟ ସେବାୟତଙ୍କୁ!-->…
Read More...
Read More...
ପ୍ରତି ରବିବାର ଥାନାରେ ହାଜର ହେବେ ଅଲ୍ଲୁ ଅର୍ଜୁନ
ହାଇଦ୍ରାବାଦ: ସାଉଥ ସୁପରଷ୍ଟାର ଅଲୁ ଅର୍ଜୁନଙ୍କୁ ସନ୍ଧ୍ୟା ଥିଏଟରରେ ଦଳା ଚକଟା ଘଟଣାରେ କୋର୍ଟ ତାଙ୍କୁ ପ୍ରତି ରବିବାର ଥାନାରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅଭିନେତାଙ୍କୁ ଚାର୍ଜସିଟ୍ ଦାଖଲ ନହେବା ପର୍ଯ୍ୟନ୍ତ ତଦନ୍ତ ଅଧିକାରୀଙ୍କ ନିକଟରେ ହାଜର ହେବାକୁ ପଡିବ।
ପୁଷ୍ପା!-->!-->!-->…
Read More...
Read More...
ଦୁର୍ଘଟଣାରେ ୨ ବିଜେପି କର୍ମୀ ମୃତ
କଣ୍ଟାପାଲି: ବରଗଡ ଜାତୀୟ ରାଜପଥ ବୁର୍ଲାଥାନା ଅନ୍ତର୍ଗତ କଣ୍ଟାପାଲି ନିକଟରେ ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ବରିଷ୍ଠ ଭାଜପା କର୍ମୀଙ୍କ ମୃତ୍ୟୁ ଘଟିଛି। ହାଇଓ୍ବା ଧକ୍କାରେ କାର୍ରେ ଥିବା ଗୋଶାଳା ଭାଜପା ମଣ୍ଡଳ ସଭାପତି କରଡୋଳା ନିବାସୀ ଦେବେନ୍ଦ୍ର ନାୟକ ଓ!-->…
Read More...
Read More...
ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍
ପୁରୀ: ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍। ଶ୍ରୀମନ୍ଦିର ନୋ ଫ୍ଲାଏ ଜୋନ୍ ଅନ୍ତର୍ଗତରେ ରହିଥିଲେ ମଧ୍ୟ ଭୋର୍ ପ୍ରାୟ ୪ଟା ୧୦ରେ ଡ୍ରୋନ୍ ଉଡିଥିବା ଦେଖାଯାଇଛି। ଡ୍ରୋନଟି ଦୋଳମଣ୍ଡପ ସାହିରୁ ଆସି ପ୍ରଥମେ ମନ୍ଦିର ଚାରିପାଖ ଏବଂ ପରେ ମେଘନାଦ ପାଚେରୀ ବୁଲିଥିଲା। ଏପରିକି ମନ୍ଦିରର ଦଧିନଉତି!-->…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କ ପାଖରେ ଖସିପଡ଼ିଲା ଡ୍ରୋନ୍
ଝାରସୁଗୁଡ଼ା: ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ବଡ଼ଧରଣର ତ୍ରୁଟି। ମୁଖ୍ୟମନ୍ତ୍ରୀଙ୍କ ଝାରସୁଗୁଡ଼ା ଗସ୍ତ ସମୟରେ ପାଖରେ ଖସିପଡ଼ିଲା ଡ୍ରୋନ୍। ଯାହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଗତ ୨ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଝାରସୁଗୁଡ଼ା ଗସ୍ତରେ ଯାଇଥିଲେ। ମୁଖ୍ୟମନ୍ତ୍ରୀ!-->…
Read More...
Read More...
କୋଷ୍ଟଗାର୍ଡ ହେଲିକପ୍ଟର କ୍ରାସ, ୩ ମୃତ
ଗୁଜୁରାଟ: ଗୁଜୁରାଟର ପୋରବନ୍ଦର ବିମାନବନ୍ଦରରେ କୋଷ୍ଟଗାର୍ଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ପୋରବନ୍ଦର ଡିଏମ ଏସଡି ଧାନାନି କହିଛନ୍ତି ଯେ ଏହି ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଛି। ସେ କହିଛନ୍ତି ଯେ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି। ଦୁର୍ଘଟଣା ପରେ ତୁରନ୍ତ!-->…
Read More...
Read More...
ବାଣ କାରଖାନାରେ ବିସ୍ଫୋରଣ: ୬ ଜୀବନ୍ତ ଦଗ୍ଧ
ତାମିଲନାଡୁ: ତାମିଲନାଡୁର ବିରୁଧୁନଗର ଜିଲ୍ଲାରେ ଥିବା ଏକ ବାଣ ତିଆରି କାରଖାନାରେ ବିସ୍ଫୋରଣ ଘଟି ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ବାଣ କାରଖାନାରେ କାମ ଚାଲିଥିବା ବେଳେ ରାସାୟନିକ ପଦାର୍ଥ ମିଶ୍ରଣ ପ୍ରକ୍ରିୟା ସମୟରେ ଏହି ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣ ଏତେ ଭୟାନକ ଥିଲାଯେ ଅନେକ!-->…
Read More...
Read More...
ଲୁଟ୍ ପାଇଁ ସୁନା ଦୋକାନ କର୍ମଚାରୀଙ୍କୁ ଗୁଳିମାଡ,୨ ମୃତ, ଜଣେ ଗୁରୁତର
ଯାଜପୁର: ଯାଜପୁର ଜିଲା ପାଣିକୋଇଲିରେ ଶନିବାର ଏକ ଅଘଟଣ ଘଟିଛି। ପାଣିକୋଇଲିରେ ୨ ଜଣଙ୍କୁ ଗୁଳିମାଡ କରି ଲୁଟ୍ ଉଦ୍ୟମ ହୋଇଛି। ଗୁଳିମାଡ଼ରେ ସୁନା ଦୋକାନରେ କାର୍ଯ୍ୟରତ ଦୁଇ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର!-->…
Read More...
Read More...
ଖାଇକୁ ଖସିଲା ସେନା ଗାଡି; ୪ ଯବାନ ଶହୀଦ୍, ୨ ଗୁରୁତର
ଜାମ୍ମୁ କାଶ୍ମୀର: ଜାମ୍ମୁ କାଶ୍ମୀରର ବାନ୍ଦିପୋରାରେ ଶନିବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୪ ଯବାନ ଶହୀଦ ହୋଇଥିବା ବେଳେ ୨ ସେନା ଆହତ ହୋଇଥିବା କୁହାଯାଉଛି।। ସମସ୍ତ ଆହତଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ସେନା ଗାଡ଼ି!-->…
Read More...
Read More...