Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
Today’s Highlight
କୂଅକୁ ଖସିଲା ତୀର୍ଥଯାତ୍ରୀଙ୍କ ପିକଅପ୍ ଭ୍ୟାନ୍
୧୪ ମୃତ, ଅନେକ ଆହତ
ମହାରାଷ୍ଟ୍ର: ମହାରାଷ୍ଟ୍ରର ପଣ୍ଡରପୁରରେ ଘଟିଛି ଏକ ହୃଦୟବିଦାରକ ସଡ଼କ ଦୁର୍ଘଟଣା। ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ପିକଅପ୍ ଭ୍ୟାନ୍ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଗଭୀର କୂଅ ମଧ୍ୟକୁ ଖସିପଡ଼ିଥିବାରୁ ଡ୍ରାଇଭରଙ୍କ ସମେତ ୧୪ ଜଣଙ୍କ ମୃତ୍ୟୁ ଘଟିଛି। ଏହି!-->!-->!-->…
Read More...
Read More...
ହର୍ମୁଜ ପ୍ରଣାଳୀ ଅତିକ୍ରମ କଲା ଭାରତୀୟ ଏଲ୍ଏନ୍ଜି ଜାହାଜ ‘ଦିଶା’
ନ୍ୟୁଜ୍ ବ୍ୟୁରୋ: ଭାରତୀୟ ଏଲ୍ଏନ୍ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ହର୍ମୁଜ ପ୍ରଣାଳୀ ଅତିକ୍ରମ କରିଛି। ଆମେରିକା ଓ ଇରାନ ମଧ୍ୟରେ ଶାନ୍ତି ବୁଝାମଣା ପରେ ଏହା ପ୍ରଥମ ଭାରତୀୟ ପତାକାଧାରୀ ବାଣିଜ୍ୟିକ ଜାହାଜ ଯାହା ସଫଳତାର ସହିତ ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ପଥ ଅତିକ୍ରମ କରିଛି।!-->…
Read More...
Read More...
ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ୍ ଦୁର୍ଘଟଣା; ୨ ମୃତ, ଅନେକ ଆହତ
ଭୁବନେଶ୍ବର: ରାଜଧାନୀର ସୈନିକ ସ୍କୁଲ ରାସ୍ତାରେ ସୋମବାର ରାତିରେ ଏକ ଭୟଙ୍କର ସିରିଜ୍ ଦୁର୍ଘଟଣା ଘଟିଛି। ଦ୍ରୁତଗତିରେ ଆସୁଥିବା ଏକ କାର ରାସ୍ତା କଡ଼ରେ ଚା’ ପିଉଥିବା ୪ ଜଣଙ୍କୁ ଧକ୍କା ଦେବା ପରେ ଭାରସାମ୍ୟ ହରାଇ ଏକ ଅଟୋ ଓ ଏକାଧିକ ବାଇକ୍ ଉପରେ ଚଢ଼ିଯାଇଥିଲା।
ଏହି ଦୁର୍ଘଟଣାରେ ୪!-->!-->!-->…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କ ପତାକା ପ୍ରଦର୍ଶନରେ ଆରମ୍ଭ ହେଲା ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’
ଭୁବନେଶ୍ବର: ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’ର ଶୁଭାରମ୍ଭ ସୋମବାର ଭୁବନେଶ୍ୱର ରେଳ ଷ୍ଟେସନରୁ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପତାକା ଦେଖାଇ ଏହି ବିଶେଷ ଯାତ୍ରାର ଶୁଭାରମ୍ଭ କରିଥିଲେ।
ଏହି ଅବସରରେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଉପସ୍ଥିତ ରହି ଯାତ୍ରାରେ ସାମିଲ!-->!-->!-->…
Read More...
Read More...
୨୦ ଜୁନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ୍ତା ୨୦ ଜୁନ ଓଡ଼ିଶା ଗସ୍ତର ବିସ୍ତୃତ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏକ ଦିନିକିଆ ଗସ୍ତରେ ସେ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗଦେବା ସହ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ।
ସୂଚନା ଅନୁଯାୟୀ,!-->!-->!-->…
Read More...
Read More...
୧୮ରୁ ଖୋଲିବ ସମସ୍ତ ସ୍କୁଲ
ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ନେଇ ସ୍କୁଲ ଖୋଲିବା ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୋମବାର ସ୍ପଷ୍ଟ କରିଛନ୍ତି ଯେ, ପୂର୍ବ ନିଷ୍ପତ୍ତି ଅନୁଯାୟୀ ଆସନ୍ତା ୧୮ ତାରିଖରୁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଖୋଲିବ।!-->…
Read More...
Read More...
ଡ୍ରୋନ୍ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍ରେ
ନୂଆଦିଲ୍ଲୀ: ଦେଶର ଡାକ ସେବାକୁ ଅଧିକ ଦ୍ରୁତ ଓ ଆଧୁନିକ କରିବା ଦିଗରେ ବଡ଼ ପଦକ୍ଷେପ ନେଇଛି ଡାକ ବିଭାଗ। କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ଏମ୍. ସିନ୍ଧିଆ ଶନିବାର ସୂଚନା ଦେଇଛନ୍ତି ଯେ, ହିମାଚଳ ପ୍ରଦେଶରେ ଡ୍ରୋନ୍ ମାଧ୍ୟମରେ ଚିଠି ଓ ପାର୍ସଲ୍ ପରିବହନ ସେବା ଆରମ୍ଭ!-->…
Read More...
Read More...
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଭୁବନେଶ୍ବର: ଓଡ଼ିଶାରେ ବିଜେପି ନେତୃତ୍ୱାଧୀନ ଡବଲ ଇଞ୍ଜିନ ସରକାରର ଦୁଇ ବର୍ଷ ପୂର୍ତ୍ତି ଉତ୍ସବ ଆସନ୍ତା ଜୁନ୍ ୨୦ ତାରିଖରେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରେ ଆୟୋଜିତ ହେବ। ଏହି ଅବସରରେ ରାଇରଙ୍ଗପୁରର ମାଟିର ଝିଅ ତଥା ଦେଶର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ!-->…
Read More...
Read More...
ଧୀରଜ ସେଠ୍ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ନୂଆଦିଲ୍ଲୀ: ଦେଶର ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ ଭାବେ ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍ଙ୍କୁ ନିଯୁକ୍ତି ଦେଇଛନ୍ତି କେନ୍ଦ୍ର ସରକାର। ସେ ବର୍ତ୍ତମାନର ସ୍ଥଳସେନା ମୁଖ୍ୟ ଜେନେରାଲ୍ ଉପେନ୍ଦ୍ର ଦ୍ବିବେଦୀଙ୍କ ସ୍ଥାନ ନେବେ। ଜୁନ୍ ୩୦ରୁ ସେ ନୂଆ ଦାୟିତ୍ୱ ଗ୍ରହଣ କରିବେ ଏବଂ ୩୧ ଅଗଷ୍ଟ ୨୦୨୮!-->…
Read More...
Read More...
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା
୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଆସାମ: ଆସାମର ଜୋରହାଟ ବାୟୁସେନା ଷ୍ଟେସନରେ ଶନିବାର ଏକ ଭାରତୀୟ ବାୟୁସେନା (IAF)ର AN-32 ପରିବହନ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୫ ଜଣ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ ହୋଇଥିବାବେଳେ ସହ-ପାଇଲଟ ଗୁରୁତର ଆହତ ହୋଇ!-->!-->!-->…
Read More...
Read More...