Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାଧୀନତା ଦିବସ ପାଳନ ପୂର୍ବରୁ ଦିଲ୍ଲୀରେ ୬ଟି ବୋମା ଧମକ ମିଳିବା ପରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଓଡ଼ିଶାର ୧୭ ପୋଲିସ ଓ ସୁରକ୍ଷା କର୍ମଚାରୀଙ୍କୁ ବିଶିଷ୍ଟ ସେବା ପୁରସ୍କାର
ଛାତିରେ ଯନ୍ତ୍ରଣା ପରେ ଏମ୍ସରେ ଭର୍ତ୍ତି ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ସ୍ଥିର
ପୁରୀ ଷ୍ଟେସନ୍ ନିକଟରେ ତାଳଚେର-ପୁରୀ ଟ୍ରେନ୍ର ଇଞ୍ଜିନ୍ ଲାଇନଚ୍ୟୁତ
ଓଡ଼ିଶା ପୁଲିସର ନୂଆ ଡିଜିପି ଦାୟିତ୍ୱରେ ବିନୟତୋଷ ମିଶ୍ର
ଛାତ୍ରଙ୍କ ଖାତାକୁ ସିଧା ଯିବ ଫି’ ରିଇମ୍ବର୍ସମେଣ୍ଟ ଟଙ୍କା
ପଶ୍ଚିମବଙ୍ଗରେ ଲାଗୁ ହେଲା ‘ବେଟି ବଚାଓ, ବେଟି ପଢ଼ାଓ’ ଯୋଜନା
ଆସାମରେ ୧୦୦୦ରୁ ଅଧିକ ପୁରୁଣା ପୋଲ ହେବ RCC
Browsing Category
Today’s Highlight
ମିଶନ ଶକ୍ତି ମହିଳାଙ୍କୁ ମିଳିବ ଆଇଆଇଟିର ଟେକ୍ନୋଲୋଜି ଟ୍ରେନିଂ
ଭୁବନେଶ୍ବର: ମିଶନ ଶକ୍ତି ମହିଳାଙ୍କ ଦକ୍ଷତା ବିକାଶ ଏବଂ ଉଦ୍ୟୋଗୀକରଣକୁ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟରେ ଓଡ଼ିଶା ଜୀବିକା ମିଶନ ଓ ଭୁବନେଶ୍ୱର ଆଇଆଇଟି ମଧ୍ୟରେ ଏକ ବୁଝାମଣା ପତ୍ର (ଏମଓୟୁ) ସ୍ୱାକ୍ଷରିତ ହୋଇଛି। ଏହି ଚୁକ୍ତି ଅନୁଯାୟୀ ମିଶନ ଶକ୍ତି ମହିଳାଙ୍କୁ ଟେକ୍ନୋଲୋଜି ଏବଂ ନବସୃଜନ!-->…
Read More...
Read More...
ଆଇଟିଡିଏ ଯନ୍ତ୍ରୀଙ୍କ ଘରୁ ମିଳିଲା ୧ କିଲୋରୁ ଊର୍ଦ୍ଧ୍ବ ସୁନା
ବାଲିଗୁଡ଼ା: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ବାଲିଗୁଡ଼ା ଆଇଟିଡିଏର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠନାଥ ବେହେରାଙ୍କ ସମ୍ପତ୍ତି ତଦନ୍ତରେ ଚମକପ୍ରଦ ତଥ୍ୟ ସାମ୍ନାକୁ ଆସିଛି। ତାଙ୍କ ଘର ଓ ବ୍ୟାଙ୍କ ଲକରରୁ ମୋଟ ୧.୨୫୫ କିଲୋଗ୍ରାମ ସୁନା!-->…
Read More...
Read More...
ବିଜେଡିକୁ ଆସିବେ ସୁଜାତା ପାଣ୍ଡିଆନ
ଭୁବନେଶ୍ବର: ବିଜୁ ଜନତା ଦଳ (ବିଜେଡି)କୁ ସୁଜାତା ଆର୍. ପାଣ୍ଡିଆନଙ୍କ ସମ୍ଭାବ୍ୟ ଯୋଗଦାନକୁ ନେଇ ରାଜନୈତିକ ମହଳରେ ଚର୍ଚ୍ଚା ଜୋର ଧରିଛି। ସୋମବାର ବିଜେଡି ନେତା ମନ୍ମଥ ରାଉତରାୟ କହିଛନ୍ତି ଯେ ସୁଜାତାଙ୍କ ଦଳରେ ଯୋଗଦାନ ପ୍ରାୟ ନିଶ୍ଚିତ ଏବଂ ଦଳ ତାଙ୍କୁ ଖୋଲା ମନରେ ସ୍ୱାଗତ କରିବାକୁ!-->…
Read More...
Read More...
୨୩୦ ଦିନ ଖୋଲା ରହିବ ସ୍କୁଲ୍
ବର୍ଷକୁ ୧୦ ଦିନ ‘ବସ୍ତାନି ବିହୀନ ଦିବସ
ପାଠ୍ୟଭାର କମାଇବାକୁ ନୂଆ ସମୟ ସାରଣୀ;
ଶିଶୁ ବାଟିକାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସପ୍ତାହକୁ ୪୨ ପିରିୟଡ୍ ପାଠପଢ଼ା
ଭୁବନେଶ୍ବର: ଜାତୀୟ ଶିକ୍ଷା ନୀତି-୨୦୨୦ (ଏନଇପି-୨୦୨୦)କୁ ସ୍କୁଲ୍ ସ୍ତରରେ କାର୍ଯ୍ୟକାରୀ କରିବା ପାଇଁ ବିଦ୍ୟାଳୟ ଓ!-->!-->!-->!-->!-->!-->!-->…
Read More...
Read More...
ବାଲିଗୁଡ଼ା ଏଇଇ ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍
ଭୁବନେଶ୍ୱର: ଆୟବର୍ହିଭୂତ ସମ୍ପତ୍ତି (ଡିଏ) ଠୁଳ କରିଥିବା ଅଭିଯୋଗରେ ବୈକୁଣ୍ଠ ନାଥଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ବ୍ୟାପକ ଚଢ଼ାଉ ଆରମ୍ଭ ହୋଇଛି। ଶନିବାର ସକାଳୁ ଭିଜିଲାନ୍ସର ଏକ ବଡ଼ ଟିମ୍ ଭୁବନେଶ୍ୱର, ବାରିପଦା, ଧର୍ମଶାଳା ଏବଂ ବାଲିଗୁଡ଼ା ସମେତ ବିଭିନ୍ନ ସ୍ଥାନରେ ଏକକାଳୀନ!-->…
Read More...
Read More...
ମଣିପୁରରେ ପୁଣି ରକ୍ତପାତ: ଗୁଳିମାଡ଼ରେ ୩ ଗ୍ରାମବାସୀ ମୃତ
ମଣିପୁର: ହିଂସାକ୍ଲିଷ୍ଟ ମଣିପୁରରେ ପୁଣି ଥରେ ରକ୍ତପାତ ଘଟିଛି। ଶୁକ୍ରବାର ଭୋର ସମୟରେ କାଙ୍ଗପୋକପି ଜିଲାରେ ଲୋଇବୋଲ୍ ଗ୍ରାମରେ କିଛି ଅଜ୍ଞାତ ସଶସ୍ତ୍ର ଦୁର୍ବୃତ୍ତଙ୍କ ଆକ୍ରମଣରେ ୩ ଜଣ ଗ୍ରାମବାସୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଘର ପୋଡ଼ି ପାଉଁଶ ହୋଇଯାଇଛି। ଏହି ଘଟଣା ପରେ ଅଞ୍ଚଳରେ!-->…
Read More...
Read More...
ରାଜ୍ୟରେ ବଢ଼ିଛି ଶିଶୁ ଟିକାକରଣ ହାର
ଭୁବନେଶ୍ୱର: ରାଜ୍ୟରେ ଶିଶୁଙ୍କ ଟିକାକରଣ ହାରରେ ଉଲ୍ଲେଖନୀୟ ବୃଦ୍ଧି ଘଟିଛି। ଟିକାକରଣ ହାର ଶତପ୍ରତିଶତରୁ କମ୍ ଥିଲେ ମଧ୍ୟ ଏହା ସନ୍ତୋଷଜନକ ସ୍ତରରେ ପହଞ୍ଚିଥିବା କୁହାଯାଇଛି। ବିଶେଷକରି ସହରାଞ୍ଚଳ ତୁଳନାରେ ଗ୍ରାମାଞ୍ଚଳରେ ଶିଶୁ ଟିକାକରଣ ହାର ଅଧିକ ରହିଥିବା ତଥ୍ୟ ସାମ୍ନାକୁ!-->…
Read More...
Read More...
ବିରୋଧୀ ଦଳ ନେତା ନିଯୁକ୍ତିକୁ ନେଇ ହାଇକୋର୍ଟ ଯିବ ଟିଏମସି
ପଶ୍ଚିମବଙ୍ଗ: ଟିଏମସି ପଶ୍ଚିମବଙ୍ଗ ବିଧାନସଭାର ବିରୋଧୀ ଦଳ ନେତା (ଏଲଓପି) ନିଯୁକ୍ତିକୁ ନେଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବାକୁ ଯାଉଛି। ଦଳରୁ ବହିଷ୍କୃତ ନେତା ଋତବ୍ରତ ବାନାର୍ଜୀଙ୍କୁ ବିରୋଧୀ ଦଳ ନେତା ଭାବେ ନିଯୁକ୍ତ କରାଯିବା ନେଇ ବାଚସ୍ପତି ରଥୀନ୍ଦ୍ର ବୋଷଙ୍କ ନିଷ୍ପତ୍ତିକୁ ଟିଏମସି!-->…
Read More...
Read More...
ବୋର୍ଡ-ନିଗମର ଖାଲି ପଦ ପୂରଣ ପାଇଁ ତତ୍ପର ସରକାର
ଜୁନ୍ ୩୦ ସୁଦ୍ଧା ୧୧୮୩ ନିଯୁକ୍ତି ଲକ୍ଷ୍ୟ
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ବୋର୍ଡ ଓ ନିଗମରେ ଦୀର୍ଘଦିନ ଧରି ଖାଲି ପଡ଼ିଥିବା ଅଧ୍ୟକ୍ଷ ଓ ଅନ୍ୟାନ୍ୟ ପଦବୀ ପୂରଣ ପାଇଁ ସରକାର ତତ୍ପରତା ଦେଖାଇଛନ୍ତି। ଏହି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ବିଭିନ୍ନ ବିଭାଗରୁ ଖାଲି ପଦବୀ ଓ!-->!-->!-->…
Read More...
Read More...
ଏମ୍ସ ଭୁବନେଶ୍ୱରରେ ମହିଳାଙ୍କ ହାତରୁ କଢ଼ାଗଲା ୭ କିଲୋଗ୍ରାମର ବିଶାଳ ଟ୍ୟୁମର
୩୦ ବର୍ଷ ଦୀର୍ଘ ଯନ୍ତ୍ରଣାର ଅନ୍ତ, ଗୁଣବତ୍ତାପୂର୍ଣ୍ଣ ଜୀବନ ଆରମ୍ଭର ନୂତନ ସୁଯୋଗ
ଉନ୍ନତ ଶଲ୍ୟ ଚିକିତ୍ସା କୌଶଳ ବ୍ୟବହାର କରି ବିରଳ ପ୍ଲେକ୍ସିଫର୍ମ ନ୍ୟୁରୋଫାଇବ୍ରୋମାର କରାଯାଇଛି ସଫଳ ଚିକିତ୍ସା
ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱରର ବର୍ଣ୍ଣସ ଏବଂ ପ୍ଲାଷ୍ଟିକ୍ ସର୍ଜରୀ ବିଭାଗର!-->!-->!-->!-->!-->!-->!-->…
Read More...
Read More...