Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଭାରତ ପାଇଁ ସ୍ୱର୍ଣ୍ଣ ଜିତିଲେ ଛତ୍ରପୁରର ପାରା ଫେନ୍ସର ଭି. ରମେଶ ରାଓ
ମୌସୁମୀ ଅଧିବେଶନରେ ୧୨ ବିଲ୍ ପାରିତ, ଉତ୍ପାଦକତା କମ୍
ମୋଦୀଙ୍କ ବିଦେଶନୀତିକୁ ମୋରିସନଙ୍କ ପ୍ରଶଂସା
ସଂସଦରେ ଓଲଟା ଚିତ୍ର: ଆଲୋଚନା ଚାହୁଁଛି ସରକାର
ପ୍ୟାକେଟ୍ ଖାଦ୍ୟରେ ଚେତାବନୀ ଲେବଲ୍ ନେଇ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ତାଗିଦ
ଡିଜିପି ନିଯୁକ୍ତିକୁ ସୁପ୍ରିମକୋର୍ଟଙ୍କ ରୋକ, ଅଗଷ୍ଟ ୧୮ ପର୍ଯ୍ୟନ୍ତ ଚୟନ ନକରିବାକୁ ନିର୍ଦ୍ଦେଶ
କ୍ଷୀର ଦର ବୃଦ୍ଧି ପରେ ମହଙ୍ଗା ହେଲା ଛେନା-ପନିର
Browsing Category
Today’s Highlight
ଲକ୍ଷାଧିକ ମୃତ ବ୍ୟକ୍ତି ଖାଉଥିଲେ ରାସନ ଚାଉଳ
ଭୁବନେଶ୍ବର: ରାଜ୍ୟରେ ୩ ଲକ୍ଷ ୨୮ ହଜାର ୯୩୨ ଜଣ ଭୂତ ରାଶନାକାର୍ଡଧାରୀ ଅଛନ୍ତି। ଅର୍ଥାତ୍ ମୃତ ବ୍ୟକ୍ତିଙ୍କ ନାଁରେ ରହିଛି ରାଶନ କାର୍ଡ। ରାଜ୍ୟରେ ୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତି ପାଉଥିଲେ ରାସନ ସୁବିଧା। ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିବା ନେଇ ଆଜି ଗୃହରେ ମତ ରଖିଛନ୍ତି!-->…
Read More...
Read More...
ଶ୍ରୀଜଗନ୍ନାଥ ଯୋଜନା:ବିନା ବସ୍ ଭଡ଼ାରେ ହେବ ଜଗା ଦର୍ଶନ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନ ଓଡ଼ିଶା ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ୨.୯୦ ଲକ୍ଷ କୋଟି ଟଙ୍କାର ଏକ ପୂର୍ଣ୍ଣାଙ୍ଗ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି। ଏଥିରେ ଶ୍ରୀଜଗନ୍ନାଥ ପ୍ରେମିଙ୍କ ପାଇଁ ଖୁସି ଖବର ରହିଛି। ଏଥିର ନୂଆ କରି ବଜେଟରେ!-->…
Read More...
Read More...
ରାଜ୍ୟର ୧୨ ହସ୍ପିଟାଲରରେ ନାହିଁ ଆଇସିୟୁ ବ୍ୟବସ୍ଥା: ସ୍ୱାସ୍ଥ୍ୟ ମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟର ୩୨ଟି ଜିଲ୍ଲା ମୁଖ୍ୟ ହସ୍ପିଟାଲରୁ ୧୨ଟିରେ ଆଇସିୟୁ ବ୍ୟବସ୍ଥା ନ ଥିବା ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି। ଏପରିକି ରାଜ୍ୟର ଢେଙ୍କାନାଳ, ଝାରସୁଗୁଡ଼ା, ରାୟଗଡ଼ା ଏବଂ ରାଉରକେଲାରେ ଆଇସିୟୁ ନିମାଣାଧୀନ ରହିଛି। ଏପ୍ରିଲରୁ କୋରାପୁଟ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଆଇସିୟୁ!-->…
Read More...
Read More...
ଅଟୋକୁ ପିଟିଲା ଟିପ୍ପର, ୪ ମୃତ
ଜୟପୁର: ଜୟପୁର ସଦର ଥାନା ଥୁରୁଡ଼ିପୁଟ ଜାତୀୟ ରାଜପଥରେ ଏକ ଅଟୋକୁ ଟିପ୍ପର ଧକ୍କା ଦେବା ଫରେ ଅଟୋଟି ଭାଙ୍ଗିରୁଜି ଯାଇଛି। ଏହି ଦୁର୍ଘଟଣାରେ ଅଟୋ ଭିତରେ ଥିବା ୪ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିବା ବେଳେ ୪ଜଣଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି!-->…
Read More...
Read More...
ରାଜ୍ୟରେ ଖାଲିପଡିଛି ଆଇଏଏସ୍ ଏବଂ ଆଇପିଏସ୍ ପଦବୀ
ଭୁବନେଶ୍ବର: ରାଜ୍ୟରେ ଖାଲି ପଡିଛି ୬୬ ଆଇଏଏସ୍ ପଦବୀ ଓ ୬୯ ଆଇପିଏସ୍ ପଦବୀ। ଓଡ଼ିଶାରେ ବର୍ତ୍ତମାନ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଏବଂ ଭାରତୀୟ ପୋଲିସ ସେବା (ଆଇପିଏସ୍) ଅଧିକାରୀଙ୍କ ଘୋର ଅଭାବ ଦେଖାଦେଉଛି। ଯାହା ଏକ ଗୁରୁତ୍ୱପୂର୍ଣ୍ଣ ଶାସନ ସମସ୍ୟା ଏବଂ ଆଇନ ଶୃଙ୍ଖଳାକୁ ବିଗାଡିବାର!-->…
Read More...
Read More...
ବିପୁଳ ପରିମାଣ ବ୍ରାଉନ୍ ସୁଗାର ଜବତ, ୪ ଗିରଫ
ପୁରୀ: ପୁରୀ ଟାଉନ ଥାନା ଗଦାଧର ହାଇସ୍କୁଲ ପାର୍କିଂ ସ୍ଥଳରୁ ପୁଲିସ ୫୩୮ ଗ୍ରାମ ବ୍ରାଉନ୍ ସୁଗାର ଜବତ। ଏହା ସହ ନଗଦ ୯ ଲକ୍ଷ ୩୨ହଜାର ଟଙ୍କା ଏବଂ ଗୋଟିଏ ଦେଶୀ ବନ୍ଧୁକ ମଧ୍ୟ ପୁଲିସ ଜବତ କରିଛି।
ପୁରୀ ଟାଉନ ଥାନା ଗଦାଧର ହାଇସ୍କୁଲ ପାର୍କିଂ ସ୍ଥଳରୁ ପୋଲିସ ୫୩୮ ଗ୍ରାମ ବ୍ରାଉନ ସୁଗାର!-->!-->!-->…
Read More...
Read More...
ଶୃଙ୍ଖଳିତ ରଥଯାତ୍ରା ପାଇଁ ପୁରୀରେ ଲାଗିବ ଏଆଇ କ୍ୟାମେରା
ପୁରୀ: ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ଲାଗି ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ଏଥର ରଥଯାତ୍ରା ପାଇଁ ପୁରୀରେ ଏଆଇ କ୍ୟାମେରା ଲଗାଯିବାର ବ୍ୟବସ୍ଥା କରାଯାଇଛି। ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଥିବା ପୁରୀ ଏସ୍ପି ବିନିତ ଅଗ୍ରୱାଲ ସୂଚନା ଦେଇଛନ୍ତି। ଏଆଇ କ୍ୟାମେରା ପୁରୀ ରଥଯାତ୍ରାରେ ହେଉଥିବା!-->…
Read More...
Read More...
କିଟ୍ରେ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ପ୍ରେମିକ ଗିରଫ
ଭୁବନେଶ୍ୱର: ଭୁବନେଶ୍ୱରର କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (କିଟ୍ ) ବିଶ୍ୱବିଦ୍ୟାଳୟର ହଷ୍ଟେଲ କ୍ୟାମ୍ପସରେ ଜଣେ ବି.ଟେକ୍ ତୃତୀୟ ବର୍ଷର ଛାତ୍ରୀଙ୍କ ମୃତଦେହ ମିଳିବାର କିଛି ଘଣ୍ଟା ପରେ ପୋଲିସ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ମୃତ ଯୁବତୀଙ୍କ ବନ୍ଧୁ ଏବଂ!-->…
Read More...
Read More...
ସରକାରଙ୍କୁ ହସ୍ତାନ୍ତର କରାଗଲା ଜୟଲଳିତାଙ୍କ ସମସ୍ତ ସମ୍ପତ୍ତି
ତାମିଲନାଡୁ: ସରକାରଙ୍କ ହାତକୁ ଗଲା ତାମିଲନାଡୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟଲଳିତାଙ୍କ ସମ୍ପତ୍ତି। ସମସ୍ତ ସ୍ଥାବର ଅସ୍ଥାବର ସମ୍ପତ୍ତି ଏବେ ରାଜ୍ୟ ସରକାରଙ୍କ ମାଲିକାନାକୁ ଯାଇଛି। ସେଥି ମଧ୍ୟରେ ରହିଛି ୨୭ କିଲୋଗ୍ରାମ ଓଜନର ସୁନା ତଲୱାର, ହାତ ଘଣ୍ଟା, କଲମ ସମେତ ୧୬୦ଟି ଅନ୍ୟାନ୍ୟ!-->…
Read More...
Read More...
୧୮ରୁ କଂଗ୍ରେସର ସଂକଳ୍ପ ପଦଯାତ୍ରା
ଭୁବନେଶ୍ୱର: ଫେବୃଆରୀ ୧୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି କଂଗ୍ରେସର ସଂକଳ୍ପ ପଦଯାତ୍ରା। ପ୍ରଥମେ ଭୁବନେଶ୍ୱର ବିମାନବନ୍ଦରରୁ ଲିଙ୍ଗିପୁର ପର୍ଯ୍ୟନ୍ତ ଏହି ପଦଯାତ୍ରା ହେବ। ଏହାପରେ ପୁଣି ଲିଙ୍ଗିପୁରରୁ ପିପିଲି ପର୍ଯ୍ୟନ୍ତ ଏହି ସଂକଳ୍ପ ପଦଯାତ୍ରା ଯିବ। ସଫଳ ଓଡିଶାର ରୂପାୟନ ସହ ଓଡିଶାର!-->…
Read More...
Read More...