ପ୍ରମୁଖ ଖବର

ଶିକ୍ଷକଙ୍କ ପାଇଁ ନୂଆ ସର୍ଭିସ୍‌ ରୁଲ୍‌, ୪.୨୦ ଲକ୍ଷ ଯୁବକଯୁବତୀଙ୍କୁ ମିଳିବ ଦକ୍ଷତା ତାଲିମ
ମଣିପୁରରେ ପୁଣି ରକ୍ତପାତ: କଟାମୁଣ୍ଡ ଫେରାଇବାକୁ ୪୮ ଘଣ୍ଟାର ମହଲତ
ଓଡ଼ିଶାରେ ଶିଳ୍ପାୟନକୁ ବଡ଼ ଗତି: ୩୯ ହଜାର କୋଟିରୁ ଅଧିକ ନିବେଶ
ରାଜଧାନୀରେ ପୋଖରୀରେ ବୁଡ଼ି ୧୭ ବର୍ଷୀୟ ନାବାଳକଙ୍କ ମୃତ୍ୟୁ
ଦୀପାବଳି ପର୍ଯ୍ୟନ୍ତ ଘୁଞ୍ଚିଲା ୟୁପିଆଇ ଚାର୍ଜ ଲାଗୁ ନିଷ୍ପତ୍ତି
ହସ୍ପିଟାଲରେ ଚିକିତ୍ସା ଖର୍ଚ୍ଚର ତାଲିକା ଲଗାଇବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ରର ନିର୍ଦ୍ଦେଶ
ବାଣଫୁଟା ନୁହେଁ, ପ୍ରଦୂଷଣମୁକ୍ତ ପର୍ବ ପାଳନ ଉପରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱ
Browsing Category

Today’s Highlight

ବୁଡିଗଲା ବୁଡ଼ାଜାହାଜ, ୬ ମୃତ, ୯ ଆହତ

ମିଶର: ମିଶରର ଲାଲ ସାଗରରେ ଏକ ପର୍ଯ୍ୟଟକ ବୁଡ଼ାଜାହାଜ ବୁଡ଼ିଯିବାରୁ ଅତି କମରେ ଛଅ ଜଣଙ୍କର ମୃତ୍ୟୁ ହୋଇଛି। ଦୁର୍ଘଟଣାଟି ଗୁରୁବାର ଦିନ ହୁରଗାଡା ନିକଟରେ ଘଟିଥିଲା। ରିପୋର୍ଟ ଅନୁସାରେ, ଏହି ଦୁର୍ଘଟଣାରେ ନଅ ଜଣ ଆହତ ହୋଇଛନ୍ତି, ଯେଉଁଥିରୁ ଚାରି ଜଣଙ୍କ ଅବସ୍ଥା ଗୁରୁତର ଅଛି। ୨୯ ଜଣ…
Read More...

ନବମ, ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନଭୋଜନ

ଭୁବନେଶ୍ବର: ନବମ, ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନଭୋଜନ। ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏଥିପାଇଁ ରାଜ୍ୟ ସରକାର ୫୭୦.୭୧ କୋଟି ଟଙ୍କା ବ୍ୟୟ କରିବେ। ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ବଜେଟ୍‌ରୁ ଖର୍ଚ୍ଚ ହେବ ବୋଲି ନିର୍ଦ୍ଦେଶାନମାରେ କୁହାଯାଇଛି। …
Read More...

୨ ବର୍ଷରେ ୪୫ କୋଟି ୪୬ ଲକ୍ଷ କ୍ଷତି ସହିଲାଣି ଓଏସ୍ଆରଟିସି

ଭୁବନେଶ୍ବର: ଆୟଠୁ ବ୍ୟୟ ବଢ଼ି ଯାଉଛି, କ୍ଷତିରେ ଚାଲୁଛି ଓଏସ୍ଆରଟିସି। ଦୁଇ ବର୍ଷରେ ଓଏସ୍ଆରଟିସି କ୍ଷତି କଲାଣି ୪୫ କୋଟି ୪୬ ଲକ୍ଷ ଟଙ୍କା। ଗୁରୁବାର ବିଧାନସଭାରେ ଉତ୍ତର ରଖିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା। ମନ୍ତ୍ରୀ କହିଛନ୍ତି, ୨୦୨୨-୨୩ ଆର୍ଥିକ ବର୍ଷରେ ୧୮ କୋଟି ୮୩ ଲକ୍ଷ…
Read More...

ଭକ୍ତ-ତାରା-ମୋକିମଙ୍କୁ ଉଠାଇ ନେଲା ପୋଲିସ

ଭୁବନେଶ୍ବର: ରାଜଧାନୀ ରାଜରାସ୍ତାରେ ଉଗ୍ର ରୂପ ଧାରଣ କରିଛି କଂଗ୍ରେସ। ନାରୀ ନିର୍ଯାତନା ବୃଦ୍ଧି ପ୍ରତିବାଦରେ ହଜାର ହଜାର କଂଗ୍ରେସ ନେତା ଓ କର୍ମୀ ବିଧାନସଭା ଘେରାଉ ପାଇଁ ପଦଯାତ୍ରା କରିଛନ୍ତି। କଂଗ୍ରେସର ବିଧାନସଭା ଘେରାଉବେଳେ ଲୋୟର ପିଏମଜି ପାଲଟିଛି ରଣକ୍ଷେତ୍ର। କଂଗ୍ରେସ କର୍ମୀ…
Read More...

ରଣକ୍ଷେତ୍ର ପାଲଟିଲା ଲୋୟର ପିଏମ୍‌ଜି

ଭୁବନେଶ୍ବର: ଶକ୍ତି ପ୍ରଦର୍ଶନ କରିଛି କଂଗ୍ରେସ। ରଣକ୍ଷେତ୍ର ପାଲଟିଲା ଲୋୟର ପିଏମ୍‌ଜି। ଭୁବନେଶ୍ୱର ଲୋୟର ପିଏମଜିରେ ଲାଠିଚାର୍ଜ। ନାରୀ ସୁରକ୍ଷା ପ୍ରସଙ୍ଗକୁ ନେଇ ସରକାରକୁ ଘେରିଛନ୍ତି କଂଗ୍ରେସ କର୍ମୀ। କଂଗ୍ରେସ କର୍ମୀ ଓ ପୋଲିସ ମୁହାଁମୁହିଁ ପରିସ୍ଥିତି ହୋଇଛନ୍ତି। ବ୍ୟାରିକେଡ ଭାଙ୍ଗି…
Read More...

ଅଙ୍ଗନବାଡି ଛତୁଆ ଖାଇ ୨ ଶିଶୁକନ୍ୟା ମୃତ

ଗଜପତି: ଗଜପତି ଜିଲ୍ଲା ରାମଗିରି ଅଞ୍ଚଳରେ ସାମ୍ନାକୁ ଆସିଛି ଏକ ଦୁଃଖଦ ଘଟଣା। ରାମଗିରି ନିକଟ ତୁଳସୀନଗରରେ ରବିବାର ଛତୁଆ ଖାଇ ୨ ଜଣ ଶିଶୁକନ୍ୟାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏଠି ସହିତ ପରିବାରର ଅନ୍ୟ ୨ ଜଣ ଗୁରୁତର ଅଛନ୍ତି। ମୃତକମାନେ ହେଲେ ଦୁଇ ଭଉଣୀ ତୁଳସୀ ବଡମୁଣ୍ଡି(୬)ଏବଂ…
Read More...

୨୭ ଜିଲ୍ଲାରେ ନାହିଁ ବାଲି ଚୋରା ମାମଲା: ଖଣି ମନ୍ତ୍ରୀ

ଭୁବନେଶ୍ବର: ବାଲି ଚୋରା ଚାଲାଣ ମାମଲାରେ ବଡ ସୂଚନା ଦେଲେ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା। କେବଳ ମୟୂରଭଞ୍ଜ, କେନ୍ଦୁଝର ଓ ପୁରୀ ଜିଲ୍ଲାକୁ ବାଦ୍‌ ଦେଲେ ଆନ୍ତଃରାଜ୍ୟ ବାଲି ଚୋରି ସଂକ୍ରାନ୍ତୀୟ କୌଣସି ମାମଲା ଗତ ୩ ବର୍ଷରେ ବାକି ୨୭ ଜିଲ୍ଲାରେ ରୁଜୁ ହୋଇନାହିଁ। ରାଜଧାନୀ…
Read More...

ରାଜସ୍ୱ ମନ୍ତ୍ରୀଙ୍କ କାରକେଡ୍ ଉପରକୁ ଢେଲାମାଡ଼

ମୟୂରଭଞ୍ଜ: ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ କାରକେଡ୍ ଉପରକୁ ଢେଲା ମାଡ଼ ହୋଇଛି। ମୟୂରଭଞ୍ଜ ବାଙ୍ଗିରିପୋଷି ଅଞ୍ଚଳରେ ଘଟିଛି ଏ ଘଟଣା। କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ଏବଂ ପବନ ଯୋଗୁଁ ହୋଇଥିବା କ୍ଷୟକ୍ଷତିର ସମୀକ୍ଷା ପାଇଁ ଯାଇଥିବାବେଳେ ଘର ଓ କ୍ଷତି ପୂରଣ ଦାବିରେ ରାସ୍ତାରୋକ…
Read More...

ବହି ଗୋଦାମରେ ଅଗ୍ନିକାଣ୍ଡ, ୨ ଆହତ

ଜଗତସିଂହପୁର: ଜଗତସିଂହପୁର ଜନତା କୋଠି ଛକରେ ଥିବା ବହି ଗୋଦାମରେ ବିସ୍ଫୋରଣ ହେବା ସହ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ବହି ଏବଂ ପାଠ୍ୟ ଉପକରଣ ପୋଡ଼ି ପାଉଁଶ ହୋଇଯାଇଛି। ଅନ୍ୟପକ୍ଷେ ନିଆଁରେ ୩ଜଣ କର୍ମଚାରୀ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି…
Read More...

ଆସନ୍ତାକାଲି ଓଡ଼ିଶା ଆସିବେ ରାଷ୍ଟ୍ରପତି

ନୟାଗଡ଼: ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା, ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ ସ୍ଥିତି ସମୀକ୍ଷା କରିଛନ୍ତି ନୟାଗଡ଼ ଜିଲାପାଳ ଓ ଏସ୍‌ପି। ଗସ୍ତ ସମୟରେ ନୟାଗଡ଼ର…
Read More...