Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କେରଳରେ ପରିବର୍ତ୍ତନର ଲହରୀ, ୟୁଡିଏଫ ଫେରିଲା କ୍ଷମତାକୁ
ଆସାମରେ ହିମନ୍ତଙ୍କ ଐତିହାସିକ ବିଜୟ
କଲକାତାରେ ଭୋଟ ଗଣନା ମଧ୍ୟରେ ସେଲିବ୍ରେସନ ନିଷେଧ
ହାରିଲେ କଂଗ୍ରେସ ମୁଖିଆ ଗୌରବ ଗୋଗୋଇ
ଯାଜପୁରରେ ଭୟାବହ ସଡ଼କ ଦୁର୍ଘଟଣା, ୫ ମୃତ
ଓଡ଼ିଶାରେ ନୌକା ସୁରକ୍ଷା କଠୋର, ଲାଇଫ୍ ଜାକେଟ୍ ବାଧ୍ୟତାମୂଳକ
Browsing Category
Today’s Highlight
ପରିସ୍ରା କରିବାକୁ ଉଠିଥିବା ବେଳେ ଯୁବକଙ୍କୁ ଦଳି ଦେଲା ଦନ୍ତା
କେନ୍ଦୁଝର: କେନ୍ଦୁଝର ଜିଲାରେ ହାତୀ ଉପଦ୍ରବ ବୃଦ୍ଧି ପାଉଥିବାରୁ ଲୋକେ ଭୟ ଓ ଆତଙ୍କିତ ହୋଇପଡ଼ିଛନ୍ତି। କେନ୍ଦୁଝର ଜିଲ୍ଲା ଚମ୍ପୁଆ ରେଞ୍ଜ ରେଭେନ୍ସାପୁର ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ରବିବାର ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବାଲିବନ୍ଧ ସେକ୍ସନର ରେଭେନ୍ସାପୁର (ଖ) ନିକଟ ଚମକପୂର!-->…
Read More...
Read More...
ଆସନ୍ତା ଫେବୃଆରୀରୁ ଲାଗୁ ହେବ ଆୟୁଷ୍ମାନ୍ ଭାରତ : ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ବର: ନୂଆବର୍ଷରେ ଆହୁରି ସୁଲଭ ହେବ ସ୍ଵାସ୍ଥ୍ୟସେବା। ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୋମବାର ରାଜ୍ୟବାସୀଙ୍କ ପାଇଁ ଏକ ବଡ଼ ସୂଚନା ଦେଇଛନ୍ତି। ୨୦୨୫ ଫେବୃଆରୀ ମାସରୁ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି।
ଏପରିକି ଗୋପବନ୍ଧୁ ଜନ!-->!-->!-->…
Read More...
Read More...
କ୍ଷତିଗ୍ରସ୍ତ ଚାଷ ଜମି ବୁଲି ଦେଖିବେ ନବୀନ ପଟ୍ଟନାୟକ
ଭୁବନେଶ୍ବର: ଅଦିନିଆ ବର୍ଷା କ୍ଷୟକ୍ଷତି ଆକଳନ ପାଇଁ ଜିଲ୍ଲା ବୁଲିବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଆସନ୍ତା ୩୧ରେ ନବୀନ ୪ ଜିଲ୍ଲା ଗସ୍ତ କରିବେ। ପୁରୀ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଗସ୍ତ କରି କ୍ଷତିଗ୍ରସ୍ତ ଚାଷ ଜମି ବୁଲି ଦେଖିବେ ବିରୋଧୀ ଦଳ ନେତା।
ଗତକାଲି ଅର୍ଥାତ୍ ୩୦!-->!-->!-->…
Read More...
Read More...
ଓସିଏ ସଭାପତି ପଦ ଛାଡିଲେ ବବି ଦାସ
କଟକ: ଓସିଏ ସଭାପତି ପଦ ଛାଡିଲେ ବବି ଦାସ। ଓଡିଶା କ୍ରିକେଟ ଆସୋସିଏସନ୍(ଓସିଏ) ପଦବୀରୁ ଇସ୍ତଫା ଦେଇଛନ୍ତି ବିଜେଡି ନେତା ପ୍ରଣବ ପ୍ରକାଶ ଦେସ ଓରଫ ବବି ଦାସ। ନିଜର ବ୍ୟକ୍ତିଗତ କାରଣ ଦର୍ଶଇ ବବି ପଦ ଛାଡିଛନ୍ତି। ବବି ତାଙ୍କ ପଦରୁ ଇସ୍ତଫା ଦେବା ନେଇ ସୂଚନା ଦେଇଛନ୍ତି ଓସିଏ ସମ୍ପାଦକ!-->…
Read More...
Read More...
ଶ୍ରୀମନ୍ଦିର ସିଂହଦ୍ୱାର ଗୁମୁଟରେ ରୁପା ଛାଉଣୀ କାମ ଆରମ୍ଭ
ପୁରୀ: ଆରମ୍ଭ ହେଲା ଶ୍ରୀମନ୍ଦିର ସିଂହଦ୍ୱାର ଗୁମୁଟରେ ରୁପା ଛାଉଣୀ କାମ। ଯମଶିଳା ଉପରି ଭାଗ ପଥର ବନ୍ଧରେ ରୁପା ଛାଉଣୀ କାମ କରାଯାଇଛି । ସେହିପରି ପତିତପାବନଙ୍କ ନିକଟ ପଥର ମଣିବନ୍ଧକୁ ରୁପା ଛାଉଣୀ କରାଯାଇଛି। ପରିଚାଳନା କମିଟି ନିଷ୍ପତ୍ତି ଅନୁସାରେ ରୁପା ଛାଉଣୀ କରାଯାଉଛି । ସିଂହଦ୍ୱାର!-->…
Read More...
Read More...
ଏମକେସିଜିର ବରିଷ୍ଠ ଡାକ୍ତର ବହିଷ୍କୃତ
ବ୍ରହ୍ମପୁର: ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲର ଜଣେ ପିଜି ଡାକ୍ତରଙ୍କୁ କିଛି ବରିଷ୍ଠ ଡାକ୍ତର ମାଡ ମାରିବା ଏବଂ ଶିଶୁ ବିଭାଗ ମୁଖ୍ୟଙ୍କୁ ଦୁର୍ବ୍ୟବହାର କରିବା ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଆକ୍ରମଣରେ ସଂପୃକ୍ତ ଥିବା ଜଣେ ଆସିଷ୍ଟାଣ୍ଟ ପ୍ରଫେସର ଓ ୩ ଜଣ!-->…
Read More...
Read More...
ଦକ୍ଷିଣ କୋରିଆରେ ବିମାନ ଦୁର୍ଘଟଣା: ଜଳିଗଲେ ୧୭୯ ଯାତ୍ରୀ
ଦକ୍ଷିଣ କୋରିଆ: ଦକ୍ଷିଣ କୋରିଆରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି। ଏଥିରେ ୧୭୯ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଦକ୍ଷିଣ କୋରିଆର ମୁଆନ ଆନ୍ତର୍ଜାତୀୟ ବିମାନବନ୍ଦରରେ ଏକ ବିମାନ ରନୱେରୁ ଖସିଯାଇଥିଲା। ଉଦ୍ଧାର କାର୍ଯ୍ୟ ଚାଲିଥିବା ବେଳେ ଆହତ ଯାତ୍ରୀମାନଙ୍କୁ ଡାକ୍ତରଖାନାରେ!-->…
Read More...
Read More...
୩୦ ତାରିଖ ସୁଦ୍ଧା ଫସଲ କ୍ଷୟକ୍ଷତି ଆକଳନ କରାଯିବ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଫସଲ କ୍ଷତି ନେଇ ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏକ ବଡ଼ ଘୋଷଣା କରାଯାଇଛି। ଅଦିନିଆ ବର୍ଷା ଏବେ ଚାଷୀ କୂଳ ଅଣ୍ଟା ଭାଙ୍ଗିଥିବା ବେଳେ ପୁଣି ଥରେ ଚାଷୀ ଭାଇଙ୍କୁ ସଳଖିବା ପାଇଁ ସହାୟତାର ହାତ ବଢାଇବେ ରାଜ୍ୟ ସରକାର।!-->…
Read More...
Read More...
ଗିରଫ ହେଲେ ୩ ହାର୍ଡକୋର ମହିଳା ମାଓବାଦୀ
ମାଲକାନଗିରି: ମାଲକାନଗିରି ପୋଲିସକୁ ବଡ ସଫଳତା। ଆଜି ୩ ଜଣ ହାର୍ଡକୋର ମହିଳା ମାଓବାଦୀ ଗିରଫ ହୋଇଛନ୍ତି। ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ଗୁଣ୍ଠାବାଡା ଗ୍ରାମ ନିକଟରୁ ଓଡ଼ିଶା ପୋଲିସ ଏବଂ ଡିବିଏଫ ବାହିନୀ ରବିବାର ୩ଜଣ ମହିଳା କ୍ୟାଡର ମାଓବାଦୀଙ୍କୁ ଗିରଫ କରିବାରେ ସଫଳ!-->…
Read More...
Read More...
ରାସ୍ତାକଡ଼ରେ ପଡ଼ିଛି ବହୁ ମୂଲ୍ୟବାନ ଔଷଧ,ସ୍ୱାସ୍ଥ୍ୟ ବିଭାଗର ତଦନ୍ତ ଜାରି
ଗଞ୍ଜାମ: ବିନା ଖର୍ଚ୍ଚରେ ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇବା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାଗଣା ଔଷଧ ମଧ୍ୟ ଯୋଗାଇଦେଉଛନ୍ତି ସରକାର । ହେଲେ ଏକ ଆଶ୍ଚର୍ଯ୍ୟକର ଘଟଣା ସାମ୍ନାକୁ ଆସିଛି ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକରୁ।
ବିଜୟ ଆଦିକନ୍ଦପୁର!-->!-->!-->…
Read More...
Read More...