Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
Today’s Highlight
ବିରଳ ଅସ୍ତ୍ରୋପଚାର ପ୍ରକ୍ରିୟା ସବୁ ସ୍ଥାନରେ ସମ୍ଭବ: ବିଶିଷ୍ଟ ରୋବୋଟିକ୍ ଅଙ୍କୋ ସର୍ଜନ୍
ଭୁବନେଶ୍ୱର, ମାର୍ଚ୍ଚ ୨୨: ଆଧୁନିକ ଅସ୍ତ୍ରୋପଚାର ପଦ୍ଧତିର ଉଦ୍ଭାବନ ଦ୍ୱାରା ବର୍ତମାନ ଛୋଟ ଛୋଟ ସହରରେ ମଧ୍ୟ ବିରଳ ଅସ୍ତ୍ରୋପଚାର ସମ୍ଭବପର ହୋଇପାରୁଛି। ଏହା ରୋଗୀମାନଙ୍କ ପାଇଁ ବେଶ ଆସ୍ୱସ୍ତିକର ବୋଲି କହିଛନ୍ତି ଭାରତର ପ୍ରଥମ ରୋବୋଟିକ୍ ଅଙ୍କୋସର୍ଜନ ଡକ୍ଟର ଶୈଲେଶ!-->…
Read More...
Read More...
ନବ ଦାସଙ୍କ ରୋଷେୟା ମୃତ୍ୟୁ ମାମଲାର ସାକ୍ଷୀ ଦୁର୍ଘଟଣାରେ ଗୁରୁତର
ବେଲପାହାଡ଼: ନବ ଦାସଙ୍କ ରୋଷେୟା ମୃତ୍ୟୁ ମାମଲାର ସାକ୍ଷୀ ଦୁର୍ଘଟଣାରେ ଗୁରୁତର। ସାକ୍ଷୀ ମନୁ ପ୍ରସାଦ ଦୁର୍ଘଟଣାରେ ଗୁରୁତର। ଗୁରୁତର ଅବସ୍ଥାରେ ମନୁକୁ ମେଡିକାଲ୍ରେ ଭର୍ତ୍ତି କରାଯାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଦୁର୍ଘଟଣା ନା ହତ୍ୟା ଷଡଯନ୍ତ୍ର ସେ ନେଇ!-->…
Read More...
Read More...
ପାନ ଦୋକାନରେ ନିଶା କାରବାର: ୨ ଜଣ ଅଟକ
ଭୁବନେଶ୍ବର: ରାଜଧାନୀରେ ଦିନକୁ ଦିନ ନିଶା କାରବାର ବୃଦ୍ଧି ପାଇବାରେ ଲାଗିଛି। ଖୁଲମଖୁଲା ଭାବେ ସବୁଠି ଗଞ୍ଜେଇ କାରବାର ଚାଲିଛି। ଭୁବନେଶ୍ୱର ଆଚାର୍ଯ୍ୟବିହାରର ଆପୋଲୋ ହସ୍ପିଟାଲ ସ୍ଥିତ ବିଶେଶ୍ୱର ବସ୍ତିରେ ଏକ ପାନ ଦୋକାନରେ ସ୍ପେଶାଲ କ୍ରାଇମ ୟୁନିଟର ଚଢାଉ କରିଥିଲା, ଚଢାଉ ବେଳେ!-->…
Read More...
Read More...
ଯାଜପୁରର କନିଷ୍ଠ ଯନ୍ତ୍ରୀଙ୍କ ଘରେ ମାରାଥନ ରେଡ୍
ଯାଜପୁର: ଯାଜପୁରର କନିଷ୍ଠ ଯନ୍ତ୍ରୀଙ୍କ ଘରେ ଚାଲିଛି ମାରାଥନ ରେଡ୍। ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତାରେ, କୁଆଖିଆ ସ୍ଥିତ ଅଫିସ୍ରେ ବି ଚାଲିଛି ଭିଜିଲାନ୍ସ ରେଡ୍। ଗତକାଲି ଚଢାଉ ବେଳେ ୨ ଲକ୍ଷ ୩୦ ହଜାର ଟଙ୍କା ସହ ଧରାପଡ଼ିଥିଲେ ଯାଜପୁର ଆର୍ଡି ଡିଭିଜନ୍ର ଯନ୍ତ୍ରୀ ଭୀମସେନ ମହାରଣା।
!-->!-->!-->…
Read More...
Read More...
୨୦୨୬-୨୭ ଶିକ୍ଷା ବର୍ଷରେ ଲାଗୁ ହେବ ନୂଆ ସିଲାବସ୍
ଭୁବନେଶ୍ବର: ରାଜ୍ୟରେ ବଦଳିବ ସ୍କୁଲ ପିଲାଙ୍କ ସିଲାବସ୍। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ହେବ ନୂଆ ପାଠ୍ୟକ୍ରମ। ଆଜି ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ୨୦୨୬-୨୭ରୁ ନୂଆ ସିଲାବସ୍ ଲାଗୁ ହେବ। ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ।ସେ!-->…
Read More...
Read More...
୨୫ ଯାଏଁ କାଳବୈଶାଖୀ, ୨୭ ଜିଲାକୁ ସତର୍କତା
ଭୁବନେଶ୍ବର: ରାଜ୍ୟରେ ତାପମାତ୍ରା ହ୍ରାସ ପାଉଥିବାବେଳେ କାଳବୈଶାଖୀ ତାଣ୍ଡବ ରଚୁଛି। ପ୍ରବଳ ବର୍ଷା ସହ କିଛି କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ। ଶୁକ୍ରବାର ଉତ୍ତର ଓଡ଼ିଶାରେ କାଳବୈଶାଖୀ ବ୍ୟାପକ କ୍ଷୟକ୍ଷତି ଘଟାଇଥିବାବେଳେ ଶନିବାର ପାଇଁ ୨୭ ଜିଲାକୁ ଆଞ୍ଚଳିକ ପାଣିପାଗ!-->…
Read More...
Read More...
ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ
କେନ୍ଦ୍ରାପଡା: ବରିଷ୍ଠ କଂଗ୍ରେସ ନେତା ତଥା ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ ଘଟିଛି। ୬୬ ବର୍ଷ ବୟସରେ ଭୁବନେଶ୍ଵରର ଏକ ଘରୋଇ ଡାକ୍ତରଖାନାରେ ଶୁକ୍ରବାର ତାଙ୍କର ଦେହାନ୍ତ ହୋଇଯାଇଛି। ସେ ୨୦୧୪ରେ ଆଳି ବିଧାନସଭା ଆସନରୁ କଂଗ୍ରେସ ଟିକେଟରେ ନିର୍ବାଚିତ ହୋଇଥିଲେ। ତାଙ୍କ!-->…
Read More...
Read More...
ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା
ଭୁବନେଶ୍ବର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ରହିଥିବା ଗୁରୁଚାପ ବଳୟ ର ଉପସ୍ଥିତି ହେତୁ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ରାଜ୍ୟ କୁ ପ୍ରବେଶ କରୁଛି ସେହିପରି ମଧ୍ୟପ୍ରଦେଶ ର ବାୟୁମଣ୍ଡଳ ଉପରଭାଗ ରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏହା ସହ ଜଡିତ ଏକ ନିମ୍ନଚାପ ରେଖା ଜନିତ ବାୟୁ ପ୍ରବାହ ଓ!-->…
Read More...
Read More...
ଟାଟା ଷ୍ଟିଲରେ ଅଘଟଣ: ୯ ଜଣ ଶ୍ରମିକ ଆହତ
ଯାଜପୁର: ଯାଜପୁର ଜିଲା କଳିଙ୍ଗନଗର ସ୍ଥିତ ଟାଟା ଷ୍ଟିଲରେ ଏକ ଅଘଟଣ ଘଟିଛି। ଷ୍ଟିଲ ମେଲ୍ଟିଂ ସପ୍ରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ୯ରୁ ଊର୍ଦ୍ଧ୍ୱ ଶ୍ରମିକ ଆହତ ହୋଇଥିବା ଜଣାପଡିଛି। ସେମାନଙ୍କୁ ଚିକିତ୍ସା ପାଇଁ ଟାଟା ଷ୍ଟିଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନେଇ!-->…
Read More...
Read More...
ସରିଲା ନିଲମ୍ବନ, ମୁଣ୍ଡିଆ ମାରି ବିଧାନସଭାକୁ ଭିତରକୁ ଗଲେ ତାରା
ଭୁବନେଶ୍ବର: ବିଧାନସଭାକୁ ପୁଣି ଫେରିଲେ କଂଗ୍ରେସ ବିଧାୟକ ତାରା ବାହିନୀପତି। ୭ ଦିନର ନିଲମ୍ବନ ସରିବା ପରେ ଆଜି ବିଧାନସଭା ପହଞ୍ଚିଛନ୍ତି ତାରା ବାହିନୀପତି। ଗୃହ ଭିତରକୁ ଯିବା ପୂର୍ବରୁ ମୁଣ୍ଡିଆ ମାରି ବିଧାନସଭାକୁ ପ୍ରବେଶ କରିଛନ୍ତି ତାରା। ଅନ୍ୟପଟେ ଆଜି କଳା ଡ୍ରେସ୍ ପିନ୍ଧି ବିଧାନସଭା!-->…
Read More...
Read More...