Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଶିକ୍ଷକଙ୍କ ପାଇଁ ନୂଆ ସର୍ଭିସ୍ ରୁଲ୍, ୪.୨୦ ଲକ୍ଷ ଯୁବକଯୁବତୀଙ୍କୁ ମିଳିବ ଦକ୍ଷତା ତାଲିମ
ମଣିପୁରରେ ପୁଣି ରକ୍ତପାତ: କଟାମୁଣ୍ଡ ଫେରାଇବାକୁ ୪୮ ଘଣ୍ଟାର ମହଲତ
ଓଡ଼ିଶାରେ ଶିଳ୍ପାୟନକୁ ବଡ଼ ଗତି: ୩୯ ହଜାର କୋଟିରୁ ଅଧିକ ନିବେଶ
ରାଜଧାନୀରେ ପୋଖରୀରେ ବୁଡ଼ି ୧୭ ବର୍ଷୀୟ ନାବାଳକଙ୍କ ମୃତ୍ୟୁ
ଦୀପାବଳି ପର୍ଯ୍ୟନ୍ତ ଘୁଞ୍ଚିଲା ୟୁପିଆଇ ଚାର୍ଜ ଲାଗୁ ନିଷ୍ପତ୍ତି
ହସ୍ପିଟାଲରେ ଚିକିତ୍ସା ଖର୍ଚ୍ଚର ତାଲିକା ଲଗାଇବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ରର ନିର୍ଦ୍ଦେଶ
ବାଣଫୁଟା ନୁହେଁ, ପ୍ରଦୂଷଣମୁକ୍ତ ପର୍ବ ପାଳନ ଉପରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱ
Browsing Category
Today’s Highlight
ପିଏମ୍ ସୂର୍ଯ୍ୟଘର ଯୋଜନା ପାଇଁ ବଢୁଛି ଆଗ୍ରହ-ଶକ୍ତିମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟରେ ପିଏମ୍ ସୂର୍ଯ୍ୟଘର ଯୋଜନା ପାଇଁ ଆଗ୍ରହ ବୃଦ୍ଧି ପାଉଛି। ମାଗଣା ବିଜୁଳିକୁ ନେଇ ବଡ଼ ଅପଡେଟ୍। ଯୋଜନାକୁ ନେଇ ବିଧାନସଭାରେ ବଡ଼ ସୂଚନା ଦେଲେ ରାଜ୍ୟ ସରକାର। ସରକାର ଗୃହରେ କହିଛନ୍ତି, ପିଏମ ସୂର୍ଯ୍ୟଘର ଯୋଜନା ପାଇଁ ରାଜ୍ୟରେ ଆଗ୍ରହ ବଢୁଛି। ବର୍ତ୍ତମାନ ସୁଦ୍ଧା!-->…
Read More...
Read More...
ଅମିତ ଶାହଙ୍କ ଓଡ଼ିଶା ଗସ୍ତ ବାତିଲ
ନୂଆଦିଲ୍ଲୀ: ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇଛି। ସମ୍ୱଲପୁର, ଭୁବନେଶ୍ୱରରେ ଥିଲା କାର୍ଯ୍ୟକ୍ରମ। ୨୧ ତାରିଖ ସନ୍ଧ୍ୟାରେ ଓଡ଼ିଶା ଆସିଥାନ୍ତେ ଅମିତ ଶାହ। ୨୧ ତାରିଖରେ ଅମିତ ଶାହ ଝାରସୁଗୁଡା ଏୟାରପୋର୍ଟରେ ଓହ୍ଲାଇବାର କାର୍ଯ୍ୟସୂଚୀ ଥିଲା। ହେଲେ କୌଣସି!-->…
Read More...
Read More...
ସଫଳତାର ସହ ପୃଥିବୀ ପୃଷ୍ଠକୁ ପହଞ୍ଚିଲେ ସୁନିତା
ଆମେରିକା: ସବୁ ପ୍ରତୀକ୍ଷାର ଘଟିଲା ଅବସାନ। ସଫଳତାର ସହ ପୃଥିବୀ ପୃଷ୍ଠକୁ ଫେରିଲେ ସୁନୀତା ୱିଲିୟମ୍ସ। ୯ ମାସ ଧରି ମହାକାଶରେ ଫସି ରହିଥିବା ସୁନିତା ୱିଲିୟମ୍ସ ପୃଥିବୀକୁ ଫେରି ଆସିଛନ୍ତି। ସ୍ପେସଏକ୍ସ ସୁନିତାଙ୍କୁ ଆଣିବା ପାଇଁ ଏକ କ୍ରୁ ମିଶନ ଆରମ୍ଭ କରିଥିଲା। ସୁନିତା ୱିଲିୟମ୍ସ ବୁଧବାର!-->…
Read More...
Read More...
ଆଜି ଠାରୁ ମାଟ୍ରିକ୍ ପରୀକ୍ଷା ଖାତାଦେଖା ଆରମ୍ଭ
କଟକ: ମାଟ୍ରିକ୍ ପରୀକ୍ଷା ଖାତାଦେଖା ଆଜି ଠାରୁ ଆରମ୍ଭ ହେଉଛି। ରାଜ୍ୟର ମୋଟ ୫୧ଟି ମୂଲ୍ୟାୟନ କେନ୍ଦ୍ରରେ ଖାତାଦେଖା ହେବ। ସେହିପରି ଏକସଙ୍ଗେ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଖାତା ମଧ୍ୟ ଦେଖାଯିବ। ଏଥିପାଇଁ ମୋଟ ୧୧,୮୦୦ ଜଣ ପରୀକ୍ଷକଙ୍କୁ ନିୟୋଜିତ କରାଯାଇଛି। ମାଧ୍ୟମିକ!-->…
Read More...
Read More...
ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ବୟସ ସୀମା ଧାର୍ଯ୍ୟ କଲେ ସରକାର
ଭୁବନେଶ୍ବର: ପ୍ରଥମ ଶ୍ରେଣୀ ନାମଲେଖା ନେଇ ବୟସ ଦ୍ୱନ୍ଦ୍ୱ ଦୂର କରିଛି ଶିକ୍ଷା ବିଭାଗ। ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ପିଲାଙ୍କ ବୟସ ୬ କିମ୍ବା ତଦୁର୍ଦ୍ଧ ହେବା ଆବଶ୍ୟକ। ୨୦୨୫-୨୬ ଶିକ୍ଷା ବର୍ଷରୁ ନିୟମ କାର୍ଯ୍ୟକାରୀ ନେଇ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଜାତୀୟ!-->…
Read More...
Read More...
ପାରାଦୀପ ଶିଳ୍ପାଞ୍ଚଳ ସର୍ବାଧିକ ପ୍ରଦୂଷିତ: ମନ୍ତ୍ରୀ
ରାଜ୍ୟରେ ପାରାଦୀପ ଶିଳ୍ପାଞ୍ଚଳ ସବୁଠୁ ଅଧିକ ପ୍ରଦୂଷିତ ଭାବରେ ଉଭା ହୋଇଛି। ୬୦.୬୧ ସିଇପିଆଇ ସ୍କୋର୍ ସହ ଅତ୍ୟଧିକ ସହ ପାରାଦୀପ ପ୍ରଦୂଷିତ ଅଞ୍ଚଳ ଭାବେ ଟିହ୍ନଟ ହୋଇଛି। ଏନେଇ ଆଜି ଗୃହରେ ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ଏକ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ!-->…
Read More...
Read More...
ସୁନୀତା ୱିଲିୟମ୍ସଙ୍କୁ ପ୍ରଧାନମନ୍ତ୍ରୀଙ୍କ ଚିଠି: ଭାରତ ଆସିବାକୁ କଲେ ନିମନ୍ତ୍ରଣ
ନୂଆଦିଲ୍ଲୀ: ୯ ମାସ ଅପେକ୍ଷାର ଅନ୍ତ ଘଟିବାକୁ ଯାଉଛି। ସମୟ ଯେତିକି ପାଖଉଛି ଉତ୍ସାହ ସେତିକି ବଢୁଛି। ସ୍ପେସଏକ୍ସର ଡ୍ରାଗନ ମହାକାଶଯାନରେ ଅନ୍ତର୍ଜାତୀୟ ମହାକାଶ ଷ୍ଟେସନରୁ ପୃଥିବୀ ପୃଷ୍ଠ ଅଭିମୁଖେ ବାହାରାସାରିଛନ୍ତି ମହାକାଶଚାରୀ ସୁନୀତା ୱିଲିୟମ୍ସ ଓ ସାଥୀ ମହାକାଶଚାରୀ ବଚ୍ ୱିଲମୋର।!-->…
Read More...
Read More...
ଆଇଏଏସ୍ ସ୍ତରରେ ଛୋଟ ଧରଣର ଅଦଳବଦଳ
ଭୁବନେଶ୍ବର: ଭାରତୀୟ ପ୍ରଶାସନିକ ସେବା(ଆଇଏଏସ) କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛୋଟ ଧରଣର ଅଦଳବଦଳ କରାଯାଇଛି। ରାଜ୍ୟ ସରକାର ଡିଟିଇଟି ନିର୍ଦ୍ଦେଶକ ଥିବା ସମର୍ଥ ବର୍ମାଙ୍କୁ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରିଛନ୍ତି। ଓଡ଼ିଶା ସିନେ ଉନ୍ନୟନ ନଗମର ଏମଡି ଭାବେ ତାଙ୍କୁ ଅତିରିକ୍ତ!-->…
Read More...
Read More...
୨୦ ରୁ ୨୪ ଯାଏଁ ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା
ଭୁବନେଶ୍ବର: ଆଭ୍ୟନ୍ତର ଓଡ଼ିଶା ରୁ ବିଦର୍ଭ ଯାଏଁ ଏକ ନିମ୍ନଚାପ ରେଖା ବିସ୍ତାରିତ ହୋଇଛି। ସେହିପରି ବଙ୍ଗୋପସାଗର ଉପରେ ଏକ ଗୁରୁଚାପ ବଳୟ ରହିଛି। ବଙ୍ଗୋପସାଗର ରୁ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ଓ ନିମ୍ନଚାପ ଜନିତ ବାୟୁ ସମ୍ମିଶ୍ରଣ ହେତୁ ଆସନ୍ତା ୨୦ ରୁ ୨୪ ତାରିଖ ଯାଏଁ ରାଜ୍ୟ ର ବିଭିନ୍ନ!-->…
Read More...
Read More...
ମହାକୁମ୍ଭ ରୂପରେ ଭାରତର ବିଶାଳ ରୂପ ଦେଖିଲା ସାରା ବିଶ୍ୱ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଲୋକସଭାରେ ମହାକୁମ୍ଭର ଆୟୋଜନ ବିଷୟରେ କହିଥିଲେ। ମହାକୁମ୍ଭର ସଫଳ ଆୟୋଜନ ପାଇଁ ଉତ୍ତର ପ୍ରଦେଶ ପ୍ରଶାସନ ଏବଂ ଜନତାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ମୋଦୀ କହିଛନ୍ତି ମହାକୁମ୍ଭ ଜରିଆରେ ରାଷ୍ଟ୍ରୀୟ ଚେତନାର ଦର୍ଶନ ହେଲା। ପ୍ରଧାନମନ୍ତ୍ରୀ!-->…
Read More...
Read More...