ପ୍ରମୁଖ ଖବର

ଶିକ୍ଷକଙ୍କ ପାଇଁ ନୂଆ ସର୍ଭିସ୍‌ ରୁଲ୍‌, ୪.୨୦ ଲକ୍ଷ ଯୁବକଯୁବତୀଙ୍କୁ ମିଳିବ ଦକ୍ଷତା ତାଲିମ
ମଣିପୁରରେ ପୁଣି ରକ୍ତପାତ: କଟାମୁଣ୍ଡ ଫେରାଇବାକୁ ୪୮ ଘଣ୍ଟାର ମହଲତ
ଓଡ଼ିଶାରେ ଶିଳ୍ପାୟନକୁ ବଡ଼ ଗତି: ୩୯ ହଜାର କୋଟିରୁ ଅଧିକ ନିବେଶ
ରାଜଧାନୀରେ ପୋଖରୀରେ ବୁଡ଼ି ୧୭ ବର୍ଷୀୟ ନାବାଳକଙ୍କ ମୃତ୍ୟୁ
ଦୀପାବଳି ପର୍ଯ୍ୟନ୍ତ ଘୁଞ୍ଚିଲା ୟୁପିଆଇ ଚାର୍ଜ ଲାଗୁ ନିଷ୍ପତ୍ତି
ହସ୍ପିଟାଲରେ ଚିକିତ୍ସା ଖର୍ଚ୍ଚର ତାଲିକା ଲଗାଇବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ରର ନିର୍ଦ୍ଦେଶ
ବାଣଫୁଟା ନୁହେଁ, ପ୍ରଦୂଷଣମୁକ୍ତ ପର୍ବ ପାଳନ ଉପରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱ
Browsing Category

Today’s Highlight

ଆସନ୍ତା ୧୯ରେ ପୃଥିବୀ ଫେରିପାରନ୍ତି ସୁନୀତା ଓ ୱିଲମୋର

ଆମେରିକା: ଅନ୍ତର୍ଜାତୀୟ ମହାକାଶ ଷ୍ଟେସନରେ ପହଞ୍ଚିଲା କ୍ରିଉ-୧୦ ମିଶନର ସ୍ପେସଏକ୍ସ ଡ୍ରାଗନ ସ୍ପେସକ୍ରାଫ୍ଟ। ଆଉ ମାତ୍ର ଦିନ କେଇଟା। ଦୀର୍ଘ ୯ ମାସର ଅବଧି ପରେ ଶେଷରେ ପୃଥିବୀ ଫେରିବେ ଭାରତୀୟ ବଂଶୋଦ୍ଭବ ତଥା ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଏବଂ ବୁଚ୍ ୱିଲମୋର। ବହୁ ବାଧାବିଘ୍ନ…
Read More...

ମାର୍ଚ୍ଚ ୩୧ ଧାନ କିଣା ପାଇଁ ଶେଷ ତାରିଖ : ଯୋଗାଣ ମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟରେ ଖରିଫ ଧାନ କିଣା ସମ୍ପର୍କରେ ରବିବାର ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏକ ବଡ଼ ଘୋଷଣା କରିଛନ୍ତି। ଖରିଫ ଧାନ କିଣା ୩୧ ମାର୍ଚ୍ଚ ପର୍ଯ୍ୟନ୍ତ ଡେଡ୍‌ ଲାଇନ୍‌ ରହିଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି। ମାର୍ଚ୍ଚ ୩୧ ପରେ ଆଉ ଧାନ କିଣା ହେବ ନାହିଁ।ମାର୍ଚ୍ଚ ୩୧…
Read More...

ଭୁବନେଶ୍ବରରେ ହେବ ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ ସେଣ୍ଟରର ଶାଖା

ଭୁବନେଶ୍ଵର: ଭୁବନେଶ୍ବରରେ ସ୍ଥାପନ ହେବ ଜାତୀୟ ସ୍ତରର ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ ସେଣ୍ଟର ର ଶାଖା। ଏନେଇ ଭୁବନେଶ୍ବର ଏମପି ଅପରାଜିତା ଷଡ଼ଙ୍ଗୀ, କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବାତଙ୍କୁ ଗତ ୧୩ ମାର୍ଚ୍ଚରେ ନୂଆଦିଲ୍ଲୀରେ ସାକ୍ଷାତ କରିବା ଅବସରରେ ଏକ…
Read More...

ହସ୍ପିଟାଲରେ ଭର୍ତ୍ତି ହେଲେ ସଂଗୀତଜ୍ଞ ଏ.ଆର ରେହେମନ୍

ଚେନ୍ନାଇ, ହସ୍ପିଟାଲରେ ଭର୍ତ୍ତି ହେଲେ ସଂଗୀତଜ୍ଞ ଓସ୍କାର ବିଜେତା ତଥା ବଲିଉଡ ସଂଗୀତଜ୍ଞ ଏ.ଆର ରେହେମାନ । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଆଜି ସକାଳେ ତାଙ୍କୁ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏକ ଡାକ୍ତରୀ ଟିମ୍‌ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରିବା…
Read More...

ଗାଧୋଇବା ବେଳେ ନଦୀରେ ବୁଡ଼ି ଯୁବକ ମୃତ

କଳାହାଣ୍ଡି: କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ହୋଲି ପର୍ବରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ସହର ନିକଟିସ୍ଥ ହାତୀ ନଦୀକୁ ଗାଧୋଇବାକୁ ଯାଇଥିବା ଜଣେ ଯୁବକ ପାଣିରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ମୃତ ଯୁବକଙ୍କ ନାମ ପ୍ରତ୍ୟୁଷ ପାଢ଼ୀ(୨୨) ଓ ସେ ସହରର ବ୍ରାହ୍ମଣ ପଡ଼ାର ବୋଲି…
Read More...

କନ୍ଧମାଳରୁ ୭୩ କେଜି ଗଞ୍ଜେଇ ଜବତ

କନ୍ଧମାଳ: କନ୍ଧମାଳ ଜିଲ୍ଲା କ.ନୂଆଗାଁ ପୋଲିସ ପକ୍ଷରୁ ପାଟ୍ରୋଲିଙ୍ଗ ସମୟରେ ୭୩ କେଜି ଗଞ୍ଜେଇ ଜବତ ହୋଇଛି। ସାରଙ୍ଗଡ଼ରୁ ଫୁଲବାଣୀ ଏସଏଚ ଏକ ନମ୍ବର ରାସ୍ତାରେ ପେଟ୍ରୋଲିଂ ବେଳେ ସଅବାଲି ନିକଟ ଜଙ୍ଗଲରେ କିଛି ଗଞ୍ଜେଇ ମାଫିଆ ପୋଲିସକୁ ଦେଖି ଖସି ପଳାଇଥିଲେ। କ.ନୂଆଗାଁ ଥାନା ଅଧିକାରୀ ଅଶୋକ…
Read More...

ହୋଲିରେ ରାଜଧାନୀରେ ୨ ଜଣଙ୍କୁ ହତ୍ୟା

ଭୁବନେଶ୍ୱର: ରଙ୍ଗର ପର୍ବ ହୋଲି ପାଳନ ହେଉଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ଦୁଇଜଣଙ୍କୁ ହତ୍ୟା କରାଯାଇଛି। ସହିଦନଗର ଶାନ୍ତିପଲ୍ଲୀ ବସ୍ତିରେ ଛୁରି ଭୁସି ଜଣଙ୍କୁ ହତ୍ୟା କରାଯାଇଥିବା ବେଳେ ମଞ୍ଚେଶ୍ବର ଥାନା ସମେଇଗାଡ଼ିଆରେ ଆଉ ଜଣଙ୍କୁ ହତ୍ୟା କରାଯାଇଛି। ହତ୍ୟା କାଣ୍ଡର କାରଣ…
Read More...

ପୁରୀରେ ମହାପ୍ରଭୁଙ୍କ ଦର୍ଶନ କରି ହୋଲି ଖେଳିଲେ ହେମା ମାଳିନୀ

ପୁରୀ: ଅଭିନେତ୍ରୀରୁ ରାଜନେତା ପାଲଟିଥିବା ହେମା ମାଳିନୀ ଶନିବାର ହୋଲି ଅବସରରେ ପୁରୀ ଯାଇ ଶ୍ରୀଜଗନ୍ନାଥ ମନ୍ଦିର ପରିଦର୍ଶନ କରିଛନ୍ତି। ମହାବାହୁଙ୍କୁ ଦର୍ଶନ କରିବା ସହ ଶ୍ରୀକ୍ଷେତ୍ରରେ ହୋଲି ଖେଳିଛନ୍ତି ଅଭିନେତ୍ରୀ। ପ୍ରଥମେ ହେମା ମାଳିନୀ ସକାଳୁ ଶ୍ରୀ ମନ୍ଦିର ଯାଇ ମହାପ୍ରଭୁଙ୍କୁ…
Read More...

ରାନ୍ୟା ରାଓଙ୍କ ଜାମିନ ଆବେଦନକୁ ଖାରଜ କଲେ କୋର୍ଟ

ଦୁବାଇ: ସୁନା ଚୋରା ଚାଲାଣ ମାମଲାରେ କନ୍ନଡ ଚଳଚ୍ଚିତ୍ର ଅଭିନେତ୍ରୀ ରାନ୍ୟା ରାଓଙ୍କୁ ଜେଲରେ ରହିବାକୁ ପଡିବ। ଆର୍ଥିକ ଅପରାଧ ଅଦାଲତ ତାଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ୩ ମାର୍ଚ୍ଚ, ୨୦୨୫ରେ, ୩୪ ବର୍ଷୀୟ ରାନ୍ୟା ରାଓଙ୍କୁ ବେଙ୍ଗାଲୁରୁର କେମ୍ପେଗୌଡା ଅନ୍ତର୍ଜାତୀୟ…
Read More...

ହେମାମାଳିନୀଙ୍କ ଭାରତନାଟ୍ୟମ ନୃତ୍ୟରେ ବିମୋହିତ ହେଲେ ଦର୍ଶକ

ଭୁବନେଶ୍ବର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ବୃନ୍ଦାବନ ଗୁରୁକୁଳର ମିଳିତ ଆନୁକୂଲ୍ୟରେ ବୃନ୍ଦାବନ ମହୋତ୍ସବ ଶୁକ୍ରବାର ରବୀନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମର ପ୍ରାରମ୍ଭରେ ନୃତ୍ୟଶିଳ୍ପୀ ହେମାମାଳିନୀ, ସଂଗୀତଜ୍ଞ ହରିପ୍ରସାଦ ଚୌରସିଆ, ନୃତ୍ୟଶିଳ୍ପୀ…
Read More...