Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କେରଳରେ ପରିବର୍ତ୍ତନର ଲହରୀ, ୟୁଡିଏଫ ଫେରିଲା କ୍ଷମତାକୁ
ଆସାମରେ ହିମନ୍ତଙ୍କ ଐତିହାସିକ ବିଜୟ
କଲକାତାରେ ଭୋଟ ଗଣନା ମଧ୍ୟରେ ସେଲିବ୍ରେସନ ନିଷେଧ
ହାରିଲେ କଂଗ୍ରେସ ମୁଖିଆ ଗୌରବ ଗୋଗୋଇ
ଯାଜପୁରରେ ଭୟାବହ ସଡ଼କ ଦୁର୍ଘଟଣା, ୫ ମୃତ
ଓଡ଼ିଶାରେ ନୌକା ସୁରକ୍ଷା କଠୋର, ଲାଇଫ୍ ଜାକେଟ୍ ବାଧ୍ୟତାମୂଳକ
Browsing Category
Today’s Highlight
ପାର୍ସଲ ବୋମା ମାମଲା: ସାକ୍ଷୀ ଦେବେ ଅରୁଣ ବୋଥ୍ରା
ପାଟଣାଗଡ: ବହୁ ଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ମାମଲାରେ ଆଜି ପାଟଣାଗଡ ଏଡିଜେ କୋର୍ଟରେ ସାକ୍ଷ୍ୟ ଗ୍ରହଣ ରହିଛି। ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ପୋରଣ ଘଟଣାକୁ ୬ ବର୍ଷ ପୂରି ଯାଇଥିବା ବେଳେ ଏବେବି ବି କୋର୍ଟରେ ଏହାର ଶୁଣାଣି ଚାଲିଛି। ଆଜି ପାଟଣାଗଡ଼ ଏଡିଜେ କୋର୍ଟରେ ହେବ!-->…
Read More...
Read More...
ଓଡ଼ିଶାର ଆଉ ୩ଟି ସ୍ଥାନରେ ଡପଲର ରାଡାର
ଭୁବନେଶ୍ବର: ଓଡ଼ିଶାର ଆଉ ୩ଟି ସ୍ଥାନରେ ଡପଲର ରାଡାର ଲାଗିବ ବୋଲି ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ସୂଚନା ଦେଇଛନ୍ତି। ଓଡ଼ିଶାର ପାରାଦୀପ ଏବଂ ଗୋପାଳପୁରରେ ୨ଟି ଡପଲର ରାଡାର ରହିଛି। ବର୍ତ୍ତମାନ ଆଉ ୩ଟି ସ୍ଥାନରେ ଏହି ରାଡାର ଲାଗିବ।!-->…
Read More...
Read More...
୩ ବାଂଲାଦେଶୀ ଅନୁପ୍ରବେଶକାରୀ ଗିରଫ
ଅଗରତାଲା: ୩ ବାଂଲାଦେଶୀ ଅନୁପ୍ରବେଶକାରୀ ଗିରଫ। ତ୍ରିପୁରାର ଅଗରତାଲା ରେଲୱେ ଷ୍ଟେସନରୁ ଗିରଫ କଲା ପୋଲିସ। ବେଆଇନ ଭାବେ ସୀମା ପାର୍ ହୋଇ କୋଲକାତା ଯାଉଥିବା ସୂଚନା।
ଏନେଇ ସରକାରୀ ରେଳ ପୋଲିସର ଅଧିକାରୀ (ଓସି) କହିଛନ୍ତି ଯେ ରବିବାର ଦିନ ଅଗରତାଲା ରେଳ ଷ୍ଟେସନରେ ତିନିଜଣ ବାଂଲାଦେଶୀ!-->!-->!-->…
Read More...
Read More...
ବିବାହ ବନ୍ଧନରେ ଆବଦ୍ଧ ହେଲେ ପିଭି ସିନ୍ଧୁ
ରାଜସ୍ଥାନ: ଭାରତର ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ରାଜସ୍ଥାନର ଉଦୟପୁରରେ ଧୂମଧାମରେ ସେ ବ୍ୟବସାୟୀ ଭେଙ୍କଟ ଦତ୍ତା ସାଇଙ୍କ ହାତ ଧରିଛନ୍ତି। ହିନ୍ଦୁ ରୀତିନୀତି ଅନୁଯାୟୀ ଉଭୟଙ୍କ ବିବାହ ସମ୍ପନ୍ନ ହୋଇଛି। ବିବାହର ପ୍ରଥମ ଫଟୋମଧ୍ୟ ପ୍ରକାଶ ପାଇଛି।!-->…
Read More...
Read More...
ନୂଆବର୍ଷରୁ ମାଲକାନାଗିରିରୁ ଉଡିବ ବିମାନ
ମାଲକାନାଗିରି: ନୂଆବର୍ଷରୁ ମାଲକାନାଗିରିରୁ ଉଡିବ ବିମାନ। ଓଡିଶାର ପୂର୍ବଘାଟ ଉପରେ ବିଶାଖାପାଟନମ୍ ଅନ୍ତର୍ଜାତୀୟ ବିମାନବନ୍ଦର ଏବଂ ମାଲକାନଗିରି ମଧ୍ୟରେ ଏକ ବିମାନସେବା ଆରମ୍ଭ ହେବାକୁ ନେଇ ସବୁଜ ସଂକେତ ମିଳିଛି। ସଂପ୍ରତି ଅପରେଟର ଇଣ୍ଡିଆ ଓ୍ବାନରୁ ଏକ ନଅ ସିଟ୍ ବିଶିଷ୍ଟ ଜେଟ୍ ଚଳାଇବା!-->…
Read More...
Read More...
ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର ହେଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ
ନୂଆଦିଲ୍ଲୀ: ସଂସଦ ପରିସରରେ ଠେଲାପେଲା ଘଟଣାରେ ଆହତ ହୋଇଥିବା ୨ ବିଜେପି ସାଂସଦ ଚାରିଦିନ ପରେ ଡାକ୍ତରଖାନାରୁ ଡିସ୍ଚାର୍ଜ ହୋଇ ନୋଏଡ଼ାର ଏକ ଘରୋଇ ହସ୍ପିଟାଲକୁ ତାଙ୍କୁ ସ୍ଥାନାନ୍ତର କରାଯାଇଛି।। ବାଲେଶ୍ଵର ସାଂସଦ ପ୍ରତାପ ଷଡ଼ଙ୍ଗୀ ଏବଂ ଉତ୍ତରପ୍ରଦେଶର ଫାରୁଖାବାଦ ସାଂସଦ ମୁକେଶ ରାଜପୁତ!-->…
Read More...
Read More...
ସ୍କୁଲକୁ ବୋମା ଧମକ ଦେବା ପଛରେ ଅଛନ୍ତି ୩ ଛାତ୍ର
ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀର ଅନେକ ସ୍କୁଲକୁ ବୋମା ପକାଇ ଉଡେଇଦେବା ନେଇ ମିଳିଥିବା ଧମକ ଘଟଣାରେ ତଦନ୍ତ କରୁଥିବା ଦିଲ୍ଲୀ ପୋଲିସ ଟିମ୍ ଏକ ଚକିତ କଲା ଭଳି ତଥ୍ୟ ଦେଇଛି। ପୋଲିସ ତଦନ୍ତରୁ ଜଣାପଡିଛି ଯେ ଦିଲ୍ଲୀରେ ଅତିକମରେ ତିନୋଟି ବିଦ୍ୟାଳୟକୁ ମିଳିଥିବା ଏହି ଧମକ ବିଦ୍ୟାଳୟର ୩ ଜଣ!-->…
Read More...
Read More...
ବଢିଲା ରାହୁଲଙ୍କ ଅଡ଼ୁଆ: ଜାରି ହେଲା ସମନ
ନୂଆଦିଲ୍ଲୀ: ବଢ଼ିଲା ଲୋକସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କ ଅଡୁଆ। ଲୋକସଭା ନିର୍ବାଚନ ସମୟରେ ଅର୍ଥନୈତିକ ସର୍ଭେକୁ ନେଇ କଂଗ୍ରେସ ଏମ୍ପି ତଥା ଲେକା ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦେଇଥିବା ମନ୍ତବ୍ୟ ପାଇଁ ବରେଲିର ଏକ ଅଦାଲତ ଶନିବାର ତାଙ୍କୁ ସମନ!-->…
Read More...
Read More...
ନିଲମ୍ବିତ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ଉଠାଇନେଲା ଭିଜିଲାନ୍ସ
ନବରଙ୍ଗପୁର: ଦୁଇଟି ପଞ୍ଚାୟତରୁ ୫୦ ଲକ୍ଷରୁ ଊର୍ଦ୍ଧ୍ୱ ସରକାରୀ ଟଙ୍କା ଆତ୍ମସାତ୍ ଅଭିଯୋଗରେ ସମ୍ପୃକ୍ତ ନିଲମ୍ବିତ ପିଇଓଙ୍କୁ ଉଠାଇ ନେଲା ନବରଙ୍ଗପୁର ଭିଜିଲାନ୍ସ। କୋରାପୁଟ ଜିଲା ଜୟପୁରସ୍ଥିତ ଭିଜିଲାନ୍ସ ଏସ୍ପିଙ୍କ କାର୍ଯ୍ୟାଳୟରେ ଅଟକ ରଖି ପଚରାଉଚରା ଚଳାଇଛି। ଆଗରୁ ରାଇଘର ବ୍ଲକ ୩ଟି!-->…
Read More...
Read More...
କୁଏତର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
କୁଏତ: କୁଏତ ଦେଶର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦି। ଗସ୍ତର ଅନ୍ତିମ ଦିନରେ ପ୍ରଧାନମନ୍ତ୍ରୀ ମୋଦୀ ରବିବାର କୁଏତର ସର୍ବୋଚ୍ଚ ସମ୍ମାନ ‘ଅର୍ଡର ଅଫ୍ ମୁବାରକ ଅଲ କବୀର’ରେ ସମ୍ମାନିତ ହୋଇଛନ୍ତି। ଏହା ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କୌଣସି ଦେଶ ଦ୍ଵାରା ପ୍ରଦାନ!-->…
Read More...
Read More...