Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ପରଲୋକ
ରକ୍ଷାବନ୍ଧନରେ ମହିଳାଙ୍କୁ ମାଗଣା ଆମ ବସ୍ ଯାତ୍ରା
ଏବେ ୩୫ ଟଙ୍କାରେ ମିଳିବ ପିଆଜ, ମହଙ୍ଗା ଦରକୁ ରୋକିବ କେନ୍ଦ୍ର
ନେପାଳରେ ହଠାତ୍ ବନ୍ୟା: ୭ ମୃତ, ୩୮୪ ନିଖୋଜ
Browsing Category
Today’s Highlight
ପୁଣି କଂଗ୍ରେସକୁ ଫେରିଲେ ସୁରେଶ ରାଉତରାୟ
ଭୁବନେଶ୍ଵର: ପୁଣି କଂଗ୍ରେସକୁ ଫେରିଲେ ସୁରେଶ ରାଉତରାୟ। କଂଗ୍ରେସ ସର୍ବକ୍ଷମା ଆଣିବା ପରେ ଆଜି ମୁଣ୍ଡିଆ ମାରି, ନଡ଼ିଆ ଭାଙ୍ଗି, କଂଗ୍ରେସ ପତାକା ବେକରେ ପକାଇ ପୁଣି କମ୍ ବ୍ୟାକ୍ କରିଛନ୍ତି ସୁର। କଂଗ୍ରେସ ଭବନରେ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟ ବାପାକୁ ସ୍ୱାଗତ ଜଣାଇବା ସହ ପାଛୋଟି!-->…
Read More...
Read More...
୩୧ ମାର୍ଚ୍ଚ ଯାଏ ବଢିଲା ଇ-କେୱାଇସି ଅବଧି
ଭୁବନେଶ୍ଵର : ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଇ-କେଓ୍ବାଇସିକୁ ନେଇ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାସନ କାର୍ଡରେ ଇ-କେଓ୍ବାଇସି ଅବଧିକୁ ପୁଣି ବଢାଯାଇଛି । ରାସନ କାର୍ଡରେ ଇ-କେଓ୍ବାଇସି କରିବାକୁ ଆଜି ଶେଷ ଦିନ ଥିବା ବେଳେ ଲୋକଙ୍କ ଆବଶ୍ୟକତା ଦେଖି, ସମୟ ସୀମାକୁ ଆସନ୍ତା!-->…
Read More...
Read More...
ସାର୍ବଜନୀନ ହେବ ରତ୍ନଭଣ୍ଡାର ଅଳଙ୍କାର: ଆଇନିମନ୍ତ୍ରୀ
ଭୁବନେଶ୍ଵର: ସାର୍ବଜନୀନ ହେବ ରତ୍ନଭଣ୍ଡାର ଅଳଙ୍କାର। ରତ୍ନଭଣ୍ଡାରକୁ ନେଇ ଶନିବାର ବିଧାନସଭାରେ ଏକ ବଡ଼ ଘୋଷଣା କରିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଗୃହରେ ଲିଖିତ ଉତ୍ତର ରଖି ମନ୍ତ୍ରୀ କହିଛନ୍ତି, ଶ୍ରୀମନ୍ଦିର ରତ୍ନଭଣ୍ଡାରରେ କେତେ ଅଳଙ୍କାର ଅଛି, ଗଣତି ମଣତି ଶେଷ ହେବା ପରେ!-->…
Read More...
Read More...
ମହାକୁମ୍ଭକୁ ଯିବା ବେଳେ ବୋଲେରୋ-ବସ୍ ଧକ୍କା: ୧୦ ଶ୍ରଦ୍ଧାଳୁ ମୃତ, ୧୯ ଆହତ
ଉତ୍ତରପ୍ରଦେଶ: ଉତ୍ତର ପ୍ରଦେଶର ପ୍ରୟାଗରାଜ ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୦ ଜଣ ଭକ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ୧୯ ଜଣ ଆହତ ହୋଇଛନ୍ତି। ସୂଚନା ମିଳିବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି!-->…
Read More...
Read More...
ଦଲାଇଲାମାଙ୍କ ଜୀବନପ୍ରତି ବିପଦ, ‘ଜେଡ’ ସୁରକ୍ଷା ବଢାଇଲେ ସରକାର
ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ପକ୍ଷରୁ ତିବ୍ଦତୀୟ ଧର୍ମଗୁରୁ ଦଳାଇଲାମାଙ୍କୁ ‘ଜେଡ’ ସୁରକ୍ଷା ବ୍ୟବସ୍ଥା ପ୍ରଦାନ କରାଯାଇଛି। କେନ୍ଦ୍ର ସରକାର ଦଳାଇଲାମାଙ୍କୁ ‘ଜେଡ’ ଶ୍ରେଣୀ ସିଆରପିଏଫ ସୁରକ୍ଷା ପ୍ରଦାନ କରିଛନ୍ତି। ଏହି ବର୍ଦ୍ଧିତ ସୁରକ୍ଷା ବ୍ୟବସ୍ଥା ଅଧୀନରେ, ୮୯ ବର୍ଷୀୟ ଆଧ୍ୟାତ୍ମିକ!-->…
Read More...
Read More...
ଲୋକ ସଭାରେ ଆଗତ ହେଲା ନୂତନ ଆୟକର ବିଲ
ନୂଆଦିଲ୍ଲୀ: ଲୋକସଭାରେ ନୂତନ ଆୟକର ବିଲ ଆଗତ ହୋଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଲୋକ ସଭାରେ ନୂତନ ଆୟକର ବିଲ ୨୦୨୫ ଆଗତ କରିଛନ୍ତି।ପୂର୍ବରୁ, ୭ ଫେବୃଆରୀ ୨୦୨୫ରେ, କେନ୍ଦ୍ର କ୍ୟାବିନେଟ ଏହି ବିଲକୁ ଅନୁମୋଦନ କରିଥିଲେ। ଏହି ନୂତନ ବିଲ ପ୍ରାୟ ୬୦ ବର୍ଷ ପୁରୁଣା ଆୟକର ଆଇନକୁ ବଦଳାଇବ!-->…
Read More...
Read More...
କରେଣ୍ଟ ଚାଲିଯିବାରୁ ମୋବାଇଲ ଟର୍ଚ୍ଚରେ ଦିଆଗଲା କେମୋ ଥେରାପି
ବୁର୍ଲା: ବୁର୍ଲା ଭୀମସାର କର୍କଟ ରୋଗ ବିଭାଗରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ବୁର୍ଲାରେ ଥିବା ବୀର ସୁରେନ୍ଦ୍ର ସାଏ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ୍ ରିସର୍ଚ୍ଚରେ କେମୋଥେରାପି ନେଉଥିବା ରୋଗୀମାନେ ଭୟଙ୍କର ଅବ୍ୟବସ୍ଥାର ଶିକାର ହୋଇଛନ୍ତି। କେମୋ ଚାଲିଥିବା ବେଳେ!-->…
Read More...
Read More...
ରେମୁଣା ତହସିଲଦାର ଗିରଫ
ରେମୁଣା: କୋଟିପତି ରେମୁଣା ତହସିଲଦାର ଗିରଫ। ରେଡ୍ ବେଳେ ତାଙ୍କ ଘରୁ ଅଚଳାଚଳ ସମ୍ପତ୍ତି ଠାବ ହୋଇଥିଲା। ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ଗିରଫ କଲା ଭିଜିଲାନ୍ସ।
ଭୁବନେଶ୍ବରରେ ଅଢ଼େଇ କୋଟିର ଫ୍ଲାଟ ସହ ବାଲେଶ୍ବରରେ ଏକ ଫ୍ଳାଟ୍ ଠାବ!-->!-->!-->…
Read More...
Read More...
ପପୁଲାର ନର୍ସିଂହୋମ୍ ସିଲ୍
କଟକ: ପପୁଲାର ନର୍ସିଂହୋମ୍ ସିଲ୍। ବିନା ଫାୟାର ସେଫ୍ଟି ଓ ଲାଇସେନ୍ସରେ ଚାଲିଥିବା ମଙ୍ଗଳାବାଗ ଥାନା ଅଞ୍ଚଳରେ ପପୁଲାର ନର୍ସିଂହୋମ୍ ଆଣ୍ଡ୍ ହସ୍ପିଟାଲ୍କୁ ବୁଧବାର ସିଲ୍ କରାଯାଇଛି। କଟକ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲା ସ୍ୱାସ୍ଥ୍ୟ ବିଭାଗର ଆସିଷ୍ଟାଣ୍ଡ ଡିଭିଜନାଲ ମେଡିକାଲ!-->…
Read More...
Read More...
ଶ୍ରୀମନ୍ଦିରରେ ଜୈବିକ ଚାଉଳରେ ପ୍ରସ୍ତୁତ ହେବ ମହାପ୍ରସାଦ
ଭୁବନେଶ୍ବର:ଶ୍ରୀମନ୍ଦିର ମହାପ୍ରସାଦ ପ୍ରସ୍ତୁତିରେ ଜୈବିକ ଚାଉଳ ବ୍ୟବହାର ହେବ। ଏ ନେଇ ଏକ ପରାମର୍ଶ ବୈଠକ କୃଷି ଭବନ ସମ୍ମିଳନୀ କକ୍ଷଠାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ତଥା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର!-->…
Read More...
Read More...