Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଶିକ୍ଷକଙ୍କ ପାଇଁ ନୂଆ ସର୍ଭିସ୍ ରୁଲ୍, ୪.୨୦ ଲକ୍ଷ ଯୁବକଯୁବତୀଙ୍କୁ ମିଳିବ ଦକ୍ଷତା ତାଲିମ
ମଣିପୁରରେ ପୁଣି ରକ୍ତପାତ: କଟାମୁଣ୍ଡ ଫେରାଇବାକୁ ୪୮ ଘଣ୍ଟାର ମହଲତ
ଓଡ଼ିଶାରେ ଶିଳ୍ପାୟନକୁ ବଡ଼ ଗତି: ୩୯ ହଜାର କୋଟିରୁ ଅଧିକ ନିବେଶ
ରାଜଧାନୀରେ ପୋଖରୀରେ ବୁଡ଼ି ୧୭ ବର୍ଷୀୟ ନାବାଳକଙ୍କ ମୃତ୍ୟୁ
ଦୀପାବଳି ପର୍ଯ୍ୟନ୍ତ ଘୁଞ୍ଚିଲା ୟୁପିଆଇ ଚାର୍ଜ ଲାଗୁ ନିଷ୍ପତ୍ତି
ହସ୍ପିଟାଲରେ ଚିକିତ୍ସା ଖର୍ଚ୍ଚର ତାଲିକା ଲଗାଇବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ରର ନିର୍ଦ୍ଦେଶ
ବାଣଫୁଟା ନୁହେଁ, ପ୍ରଦୂଷଣମୁକ୍ତ ପର୍ବ ପାଳନ ଉପରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱ
Browsing Category
Today’s Highlight
ଏଣିକି ଯୁକ୍ତ ଦୁଇ ପରେ ପଢ଼ିପାରିବେ ବିଏଡ୍ : ଉଚ୍ଚଶିକ୍ଷା ମନ୍ତ୍ରୀ
ଭୁବନେଶ୍ବର: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର। ଆଉ ଯୁକ୍ତ ତିନି ନୁହେଁ ଏଣିକି ଯୁକ୍ତ ଦୁଇ ପରେ ପଢ଼ିହେବ ବିଏଡ୍ ପାଠ୍ୟକ୍ରମ। ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି । ଏଣିକି ଯୁକ୍ତ ୨ ପରେ ବିଏଡ କରି ପାରିବେ ଛାତ୍ରଛାତ୍ରୀ। ୧୬ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ମଧ୍ୟରୁ ୮ଟି ଶିକ୍ଷକ ଶିକ୍ଷଣ!-->…
Read More...
Read More...
୧୦ ଫୁଟ ତଳକୁ ଖସିଲା ବସ୍ ଜଣେ ମୃତ, ୩୦ ଆହତ
ସୁନ୍ଦରଗଡ଼: ରାସ୍ତାରୁ ତଳକୁ ଖସିଲା ବସ। ରାସ୍ତାରୁ ୧୦ ଫୁଟ ତଳକୁ ଖସି ପଡିଛି ଯାତ୍ରୀବାହୀ ବସ। ସୁନ୍ଦରଗଡ଼ ସଦର ଥାନା ଟାଙ୍ଗରମୁଣ୍ଡା ନିକଟରେ ଘଟିଛି ଏହି ଦୁର୍ଘଟଣା। ଦୁର୍ଘଟଣାରେ ଜଣେ ମୃତ ଏବଂ ୩୦ ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ଗୁରୁତର!-->…
Read More...
Read More...
ଅନଲାଇନ ଗେମ ଖେଳି ଜୀବନ ହାରିଲେ ଛାତ୍ରୀ
ରାୟଗଡ଼ା: ରାୟଗଡ଼ା ଜିଲା ରାମନାଗୁଡ଼ା ଥାନା ଗଣପତିଗୁଡ଼ାରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅନ୍ଲାଇନ ଗେମ୍ରେ ଟଙ୍କା ହରାଇ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ନେଇଛନ୍ତି।
ମିଳିଥିବା ସୂଚନା ମୁତାବକ, ମୃତ ଛାତ୍ରୀ ଜଣକ ହେଲେ ରାୟଗଡ଼ା ଜିଲ୍ଲା!-->!-->!-->…
Read More...
Read More...
କାଜୁବଗିଚାରୁ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଝରିଗାଁ ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ସିଉଲାଗୁଡା ଗାଁରୁ ଝୁଲନ୍ତା ଅବସ୍ଥାରେ ଯୁବକ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଉଭୟ ବେକରେ ଆତ୍ମହତ୍ୟା ଓଢ଼ଣୀ ଲଗାଇ ଆତ୍ମହତ୍ୟା କରିଛନ୍ତି।
ସୂଚନାନୁସାରେ ସିଉନାଗୁଡ଼ା ଗ୍ରାମର ଲକ୍ଷି ଗୌଡଙ୍କ ପୁଅ ଭଗବାନ!-->!-->!-->…
Read More...
Read More...
ଦୁଇ ବର୍ଷରେ ସାପ କାମୁଡ଼ାରେ ଯାଇଛି ୧୮୫୯ ଜୀବନ
ଭୁବନେଶ୍ବର: ଗତ ଦୁଇ ବର୍ଷ ମଧ୍ୟରେ ସମଗ୍ର ଓଡ଼ିଶାରେ ସାପ କାମୁଡାରେ ମୋଟ ୧୮୫୯ ଜଣଙ୍କର ମୃତ୍ୟୁ ଘଟିଛି। ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ବିଧାନସଭାରେ ଏହି ସୂଚନା ଦେଇଛନ୍ତି। ପ୍ରାଥମିକ ରିପୋର୍ଟ ଅନୁଯାୟୀ, ୨୦୨୩-୨୪ ଆର୍ଥିକ ବର୍ଷରେ ସାପ କାମୁଡାରେ ୧୧୫୦!-->…
Read More...
Read More...
ବେଆଇନ ବନ୍ଧୁକ କାରଖାନା ଠାବ, ୪ ଗିରଫ
କଟକ: କଟକ କମିଶନରେଟ ପୋଲିସ ଅଧିନସ୍ଥ ୪୨ ମୌଜା ଥାନା ଅନ୍ତର୍ଗତ ଧୂଳିଶ୍ୱର୍ ଗ୍ରାମର ଏକ ବେଆଇନ ବନ୍ଧୁକ କାରଖାନା ଠାବ ହୋଇଛି। ଗୁରୁବାର ଭୋର୍ରୁ କୋଲକାତା ଓ ଭୁବନେଶ୍ବର ଏସ୍ଟିଏଫ, ୪୨ ମୌଜା ଥାନା ପୋଲିସ ମିଳିତ ଭାବେ ଚଢ଼ାଉ କରିଥିଲେ।ବନ୍ଧୁକ ତିଆରି ପାଇଁ ବିହାରରୁ ଆସୁଥିଲା!-->…
Read More...
Read More...
ବିଜେଡି ନେତା ରାଜା ଚକ୍ର ଗିରଫ
ଭୁବନେଶ୍ବର: ବିଜେଡି ନେତା ରାଜା ଚକ୍ର ଗୁରୁବାର ଗିରଫ। ରାଜା ଚକ୍ରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ ଇଓଡବ୍ଲୁ। ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ତାଙ୍କୁ ଗିରଫ କରାଯାଇଛି। ଏ ନେଇ ପ୍ରେସମିଟ୍ ଜରିଆରେ ସୂଚନା ଦେଇଛନ୍ତି କ୍ରାଇମ୍ବ୍ରାଞ୍ଚ ଡିଜି।ରାଜା ଚକ୍ର ଗିରଫ!-->…
Read More...
Read More...
ପୂର୍ବ ଭଳି ରାସନ କାର୍ଡରେ ମିଳିବ ଗହମ
ଭୁବନେଶ୍ବର: ପୂର୍ବ ଭଳି ରାସନ କାର୍ଡରେ ମିଳିବ ଗହମ। ଏନେଇ ଆଜି ବିଧାନସଭାରେ ପଟାଙ୍ଗୀର କଂଗ୍ରେସ ବିଧାୟକ ରାମ ଚନ୍ଦ୍ର କାଡାମଙ୍କ ଏକ ପ୍ରଶ୍ନ ରେ ଲିଖିତ ଉତ୍ତର ପ୍ରଦାନ କରିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଯୋଗାଣ ମନ୍ତ୍ରୀ କହିଛନ୍ତି ଯେ,!-->…
Read More...
Read More...
ରାଜ୍ୟରେ ଦୈନିକ ୩ କୋଟି ଅଣ୍ଡାର ଆବଶ୍ୟକତା ରହିଛି: ମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟରେ ଆହୁରି ଅଣ୍ଡାର ଆବଶ୍ୟକତା ଅଛି। ରାଜ୍ୟରେ ପ୍ରତିଦିନ କୋଟିଏ ୧୦ ହଜାର ଅଣ୍ଡା ଉତ୍ପାଦନ ହେଉଛି। ହେଲେ ଦୈନିକ ଆହୁରି ୩ କୋଟି ଅଣ୍ଡାର ଆବଶ୍ୟକତା ରହିଛି ବୋଲି ବିଧାନସଭାରେ ପ୍ରଶ୍ନକାଳ ସମୟରେ ଏହି ଉତ୍ତର ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ!-->…
Read More...
Read More...
ଛାତ୍ରଛାତ୍ରୀଙ୍କୁ ବୃତି ନିମନ୍ତେ ବ୍ଲୁ ଷ୍ଟାର ଫାଉଣ୍ଡେସନ୍ ଓ ଆଇଟିଇଆର ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷର
ଭୁବନେଶ୍ୱର, ମାର୍ଚ୍ଚ ୧୨: ଶିକ୍ଷା ଓ ଅନୁସନ୍ଧାନ ଡିମ୍ଡ ଟୁ ବି ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର) ଓ ବ୍ଲୁ ଷ୍ଟାର ଫାଉଣ୍ଡେସନ୍ ମଧ୍ୟରେ ସୋମବାର ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଯାଇଛି। ଏହି ବୁଝାମଣା ଅନୁଯାୟୀ!-->…
Read More...
Read More...