ପ୍ରମୁଖ ଖବର

ସ୍ୱାଧୀନତା ଦିବସ ପାଳନ ପୂର୍ବରୁ ଦିଲ୍ଲୀରେ ୬ଟି ବୋମା ଧମକ ମିଳିବା ପରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଓଡ଼ିଶାର ୧୭ ପୋଲିସ ଓ ସୁରକ୍ଷା କର୍ମଚାରୀଙ୍କୁ ବିଶିଷ୍ଟ ସେବା ପୁରସ୍କାର
ଛାତିରେ ଯନ୍ତ୍ରଣା ପରେ ଏମ୍ସରେ ଭର୍ତ୍ତି ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ସ୍ଥିର
ପୁରୀ ଷ୍ଟେସନ୍‌ ନିକଟରେ ତାଳଚେର-ପୁରୀ ଟ୍ରେନ୍‌ର ଇଞ୍ଜିନ୍‌ ଲାଇନଚ୍ୟୁତ
ଓଡ଼ିଶା ପୁଲିସର ନୂଆ ଡିଜିପି ଦାୟିତ୍ୱରେ ବିନୟତୋଷ ମିଶ୍ର
ଛାତ୍ରଙ୍କ ଖାତାକୁ ସିଧା ଯିବ ଫି’ ରିଇମ୍ବର୍ସମେଣ୍ଟ ଟଙ୍କା
ପଶ୍ଚିମବଙ୍ଗରେ ଲାଗୁ ହେଲା ‘ବେଟି ବଚାଓ, ବେଟି ପଢ଼ାଓ’ ଯୋଜନା
ଆସାମରେ ୧୦୦୦ରୁ ଅଧିକ ପୁରୁଣା ପୋଲ ହେବ RCC
Browsing Category

Today’s Highlight

ଜନ୍ତରମନ୍ତରରେ ‘କକ୍ରୋଚ୍ ଜନତା ପାର୍ଟି’ର ବିଶାଳ ବିକ୍ଷୋଭ

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନୂଆ ଦିଲ୍ଲୀ: ଦିଲ୍ଲୀର ଯନ୍ତର ମନ୍ତର ଆଜି ଦେଖିଲା ଏକ ବଡ଼ ଗଣ-ଆନ୍ଦୋଳନ। ଅନଲାଇନ୍ ଆନ୍ଦୋଳନରୁ ଉଦ୍ଭବ ହୋଇଥିବା କକ୍ରୋଚ୍ ଜନତା ପାର୍ଟି ହଜାର ହଜାର ଯୁବ, ଛାତ୍ରଛାତ୍ରୀ ଓ ଚାକିରି ଆଶାୟୀଙ୍କ ସହିତ ଯନ୍ତରମନ୍ତରରେ ପ୍ରଥମ ବଡ଼ ରାସ୍ତା ପ୍ରତିବାଦ
Read More...

ଚାଉଳ ମିଲିଂ ଦର ଦ୍ୱିଗୁଣ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଚାଷୀଙ୍କ ଠାରୁ ଧାନ ସଂଗ୍ରହ ପ୍ରକ୍ରିୟାକୁ ଅଧିକ ସୁରୁଖୁରୁରେ ଓ ବାଧାମୁକ୍ତ କରିବା ପାଇଁ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଚାଉଳର ମିଲିଂ ଖର୍ଚ୍ଚ ବୃଦ୍ଧି ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି
Read More...

ଟ୍ରକ ପଛରେ ପିଟିଲା ଯାତ୍ରୀବାହୀ ବସ

ଅନୁଗୁଳୁ: ଅନୁଗୁଳୁ ଜିଲ୍ଲାର ହଣ୍ଡପା ଥାନା ଅନ୍ତର୍ଗତ ବଇଣ୍ଡା ଅଞ୍ଚଳର ଲୁହାମଣ୍ଡା ଓଭରବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା କୋଇଲା ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେବାରୁ ବସର ହେଲପରଙ୍କ ମୃତ୍ୟୁ ଘଟିଥିବା ବେଳେ
Read More...

ଦେଶରେ ଆସିପାରେ ପଲିମର ନୋଟ

ପ୍ରସ୍ତାବ ଉପରେ ବିଚାର କରୁଛି ଆରବିଆଇ ନ୍ୟୁଜ୍ ବ୍ୟୁରୋ: ଦେଶରେ ଶୀଘ୍ର ପଲିମର (ପ୍ଲାଷ୍ଟିକ) କରେନ୍ସି ନୋଟ ପ୍ରଚଳନ ହୋଇପାରେ। ଏନେଇ ସଞ୍ଜୟ ମଲହୋତ୍ରା ସୂଚନା ଦେଇ କହିଛନ୍ତି ଯେ, ଭାରତୀୟ ରିଜର୍ଭ ବ୍ୟାଙ୍କ ଦେଶରେ ପଲିମର କରେନ୍ସି ନୋଟ ପ୍ରଚଳନ କରିବା ପ୍ରସ୍ତାବ ଉପରେ ବିଚାର କରୁଛି।
Read More...

ରାଜ୍ୟରେ ବଢ଼ିପାରେ ଖରାଛୁଟି ଅବଧି

ଭୁବନେଶ୍ବର: ରାଜ୍ୟରେ ଚାଲିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଖରା ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲଗୁଡ଼ିକର ଗ୍ରୀଷ୍ମ ଛୁଟି ଅବଧି ବଢ଼ିପାରେ। ଏନେଇ ଶୁକ୍ରବାର ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ରାଜ୍ୟର ଖରା ସ୍ଥିତିକୁ ସମୀକ୍ଷା କରି ସ୍କୁଲ ଖୋଲିବା ସମ୍ପର୍କରେ
Read More...

ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ

ନ୍ୟୁଜ୍ ବ୍ୟୁରୋ: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ସେ ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଥିଲେ। ଏହି ଅବସରରେ ଅନେକ ବିଧାୟକ ଓ
Read More...

ଭୁବନେଶ୍ୱରରେ କଙ୍ଗନା ରଣାୱତ

ଭୁବନେଶ୍ୱର: ବଲିଉଡ ଅଭିନେତ୍ରୀ ଓ ସାଂସଦ କଙ୍ଗନା ରଣାୱତ ନିଜ ଅଭିନୀତ ଫିଲ୍ମ ଭାରତ ଭାଗ୍ୟ ବିଧାତାର ପ୍ରିମିୟର ଶୋ’ରେ ଯୋଗଦେବା ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଆଜି ସନ୍ଧ୍ୟାରେ ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଫିଲ୍ମର ପ୍ରିମିୟର ଶୋ’ ଦେଖିବେ। କାର୍ଯ୍ୟକ୍ରମ ପରେ ସେ
Read More...

ଦୁଷ୍କର୍ମ ମାମଲାରେ ୮ ବର୍ଷ ପରେ ଫେରାର ମୌଲାନା ଜାମସେଦପୁରରୁ ଗିରଫ

ଝାଡଖଣ୍ଡ: ଦୁଷ୍କର୍ମ ଅଭିଯୋଗରେ ଦୀର୍ଘ ୮ ବର୍ଷ ଧରି ଫେରାର ଥିବା ଜଣେ ମୌଲାନାଙ୍କୁ ଜଗତପୁର ପୋଲିସ ଝାଡଖଣ୍ଡର ଜାମସେଦପୁରରୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ପଦ୍ମପୁର ମୁତାରିଫା ଗ୍ରାମର ସେକ୍ ନଜିମୁଲ ଅରଫିନ୍ ଓରଫ ହାପିଜ୍ (୪୫)। ୨୦୧୮ ମସିହାରେ ଜଣେ ମହିଳା ତାଙ୍କ ବିରୋଧରେ
Read More...

ବିଶିଷ୍ଟ ସାହିତ୍ୟିକ ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକ

ଭୁବନେଶ୍ବର: ବିଶିଷ୍ଟ ସାହିତ୍ୟିକ, କବି, ନାଟ୍ୟକାର ଓ ଔପନ୍ୟାସିକ ଜଗନ୍ନାଥ ପ୍ରସାଦ ଦାସଙ୍କର ୯୦ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ବିୟୋଗରେ ଓଡ଼ିଆ ସାହିତ୍ୟ ଓ ସଂସ୍କୃତି ଜଗତରେ ଗଭୀର ଶୋକର ଛାୟା ଖେଳିଯାଇଛି। ବୁଧବାର ବିଳମ୍ବିତ ରାତିରେ ଭୁବନେଶ୍ୱରସ୍ଥିତ ବାସଭବନରେ ତାଙ୍କର ପରଲୋକ
Read More...

କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ

ନୂଆଦିଲ୍ଲୀ: ଦକ୍ଷିଣ-ପଶ୍ଚିମ ମୌସୁମୀ ଭାରତରେ ଆନୁଷ୍ଠାନିକ ଭାବେ ପ୍ରବେଶ କରି କେରଳ ଛୁଇଁଛି। ପାଣିପାଗ ବିଭାଗ (ଆଇଏମଡି) ଏହାର ସରକାରୀ ଘୋଷଣା କରି କହିଛି ଯେ, ମୌସୁମୀର ଅଗ୍ରଗତି ପାଇଁ ପରିସ୍ଥିତି ଅନୁକୂଳ ରହିଛି ଏବଂ ଆଗାମୀ ତିନିରୁ ଚାରି ଦିନ ମଧ୍ୟରେ ଏହା କର୍ଣ୍ଣାଟକ ଉପକୂଳ ଦେଇ ଗୋଆ
Read More...