ପ୍ରମୁଖ ଖବର

କେରଳରେ ପରିବର୍ତ୍ତନର ଲହରୀ, ୟୁଡିଏଫ ଫେରିଲା କ୍ଷମତାକୁ
ଆସାମରେ ହିମନ୍ତଙ୍କ ଐତିହାସିକ ବିଜୟ
କଲକାତାରେ ଭୋଟ ଗଣନା ମଧ୍ୟରେ ସେଲିବ୍ରେସନ ନିଷେଧ
ହାରିଲେ କଂଗ୍ରେସ ମୁଖିଆ ଗୌରବ ଗୋଗୋଇ
ଯାଜପୁରରେ ଭୟାବହ ସଡ଼କ ଦୁର୍ଘଟଣା, ୫ ମୃତ
ଓଡ଼ିଶାରେ ନୌକା ସୁରକ୍ଷା କଠୋର, ଲାଇଫ୍ ଜାକେଟ୍ ବାଧ୍ୟତାମୂଳକ
Browsing Category

Today’s Highlight

ପୁଷ୍ପା-୨ ପ୍ରିମିୟର ସମୟରେ ଆହତ ହୋଇଥିବା ନାବଳକ ଗୁରୁତର

ହାଇଦ୍ରାବାଦ: ବିଗିଡ଼ିଲା ପୁଷ୍ପା-୨ ପ୍ରିମିୟର ଶୋ' ବେଳେ ଦଳାଚକଟା ବେଳେ ଆହତ ହୋଇଥିବା ନାବାଳକର ସ୍ୱାସ୍ଥ୍ୟାବସ୍ଥା। ଡିସେମ୍ବର ୪ରେ ମୁଭି ପୁଷ୍ପା ୨ର ପ୍ରିମିୟର୍‌ ଶୋ’ ପୂର୍ବରୁ ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଦଳାଚକଟାେରେ ଆହତ ହୋଇଥିବା ଶିଶୁ ଏବେ ଗୁରୁତର। ଏବେ ତାଙ୍କୁ ଭେଣ୍ଟିଲେଟର
Read More...

ଅନ୍ତର୍ଜାତୀୟ କ୍ରିକେଟ ଫର୍ମାଟରୁ ଅବସର ନେଲେ ରବିଚନ୍ଦ୍ରନ ଅଶ୍ୱିନ

ନ୍ୟୁଜ୍ ବ୍ୟୁରୋ: ଭାରତର କିମ୍ବଦନ୍ତୀ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବାକୁ ଘୋଷଣା କରିଛନ୍ତି। ଗାବା ଟେଷ୍ଟ ମ୍ୟାଚ ଡ୍ର ଘୋଷିତ ହେବା ପରେ ଅଶ୍ୱିନ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି, ସେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବାକୁ ନିଷ୍ପତ୍ତି ନେଉଛନ୍ତି।
Read More...

ଦୁଇ ମାସରେ ସରିବ ଆବାସ ସର୍ଭେ

ଭୁବନେଶ୍ବର: ଦୁଇ ମାସରେ ସରିବ ଆବାସ ସର୍ଭେ। ଏବେ ଗ୍ରାମାଞ୍ଚଳରେ ସର୍ଭେ ଆରମ୍ଭ ହୋଇଥିବା ନେଇ କହିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ। ପ୍ରତି ଗାଁରେ ସର୍ଭେ କରାଯାଉଛି। ଗ୍ରାମସଭା ଦ୍ୱାରା ଲୋକଙ୍କୁ ସଚେତନ ବି କରାଯାଉଛି। ଏଥିସହିତ ଲୋକଙ୍କୁ ସର୍ଭେରେ ସାମିଲ କରାଯାଉଛି।
Read More...

ପ୍ରଫେସର ବୈଷ୍ଣବ ଚରଣ ସାମଲ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ବର: ଖ୍ୟାତନାମା ସାହିତି୍ୟକ ପ୍ରଫେସର ବୈଷ୍ଣବ ଚରଣ ସାମଲଙ୍କୁ ମିଳିବ ମର୍ଯ୍ୟାଦାଜନକ ପୁରସ୍କାର କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର। ତାଙ୍କ ରଚିତ ପ୍ରବନ୍ଧ ‘ଭୂତି ଭକ୍ତି ବିଭୂତି’ ପାଇଁ ମିଳିବ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର। ୧୯୩୯ ମସିହା ଫେବୃଆରୀ ୨୭ରେ ଜନ୍ମ
Read More...

ମାଲ୍ୟା-ନୀରବଙ୍କ ଠାରୁ ହଜାର ହଜାର କୋଟି ଟଙ୍କାର ସମ୍ପତ୍ତି ଜବତ

ନୂଆଦିଲ୍ଲୀ: ବିଜୟ ମାଲ୍ୟା ଓ ନୀରବ ମୋଦିଙ୍କ ଠାରୁ ବଡ଼ ଆକାରର ସମ୍ପତ୍ତି ଜବତ। ବିଜୟ ମାଲ୍ୟାଙ୍କ ଠାରୁ ୧୪ହଜାର ୧୩୧ଟଙ୍କା ସମ୍ପତ୍ତି ଜବତ ହୋଇଥିବାବେଳେ ନୀରବ ମୋଦିଙ୍କ ଠାରୁ ୧ହଜାର ୫୨କୋଟି ଟଙ୍କା ଜବତ ହୋଇଛି। ଦେଶରେ ବ୍ୟାଙ୍କଗୁଡିକୁ ଚୂନା ଲଗାଇ ଏମାନେ ଦେଶ ଛାଡିଥିଲେ। ଏବେ ଏହି
Read More...

ପ୍ରମିଳା ମଲ୍ଲିକଙ୍କ ଭାଇ କ୍ଷୀରୋଦ ମଲ୍ଲିକଙ୍କ ଘରେ ଇଡି

ସମ୍ବଲପୁର: ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇ କ୍ଷୀରୋଦ ମଲ୍ଲିକଙ୍କ ଘରେ ଇଡି ପକ୍ଷରୁ ବୁଧବାର ଚଢାଉ କରାଯାଇଛି। ୨୩୧ କୋଟି ଠକେଇ ଅଭିଯୋଗରେ ବଡ଼ଧରଣର ଇଡି ରେଡ ହୋଇଛି। ସମ୍ବଲପୁର ଓ ଦିଲ୍ଲୀରେ ଇଡି ଚଢାଉ କରିଛି। ସମ୍ବଲପୁରର ୩ଟି ଏବଂ ଦିଲ୍ଲୀର ଗୋଟିଏ ସ୍ଥାନରେ ରେଡ୍
Read More...

ଆସନ୍ତାକାଲି ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ

ପୁରୀ: ମହାପ୍ରଭୁ ଜଗନ୍ନାଥଙ୍କ ଦିବା ପହୁଡ଼ ନୀତି ପାଇଁ ଆସନ୍ତାକାଲି ଅର୍ଥାତ୍ ବୁଧବାର ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ । ଏନେଇ ସୂଚନା ଦେଇଛନ୍ତି ଏଏସଆଇ ଅଧୀକ୍ଷକ ଡିବି ଗଡ଼ନାୟକ। ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ରତ୍ନଭଣ୍ଡାରର ମରାମତି କାମ। ଏଏସଆଇ ଟିମ୍ ସହ ପ୍ରଥମ ଦିନରେ ୧୫ରୁ
Read More...

୩ ବିଭାଗର ସଚିବ ପଦରୁ ବିଦା ହେଲେ ବିଷ୍ଣୁପଦ

ଭୁବନେଶ୍ବର: ଟେଣ୍ଡର ଫିକ୍ସିଂ ମାମଲାରେ ବରିଷ୍ଠ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ସରକାର । ଆଜି ତାଙ୍କୁ ୩ଟି ଯାକ ଗୁରୁତ୍ୱପୂର୍ଣ୍ଣ ବିଭାଗର ସଚିବ ପଦରୁ ହଟାଇ ଦେଇଛନ୍ତି। ଆଇଏଏସ୍‌ ବିଷ୍ଣୁପଦ ସେଠୀଙ୍କୁ ବଦଳି କରିଛନ୍ତି ରାଜ୍ୟ ସରକାର। ପ୍ରମୁଖ ସଚିବ
Read More...

ଲାଞ୍ଚ ନେବାବେଳେ ଧରାପଡି ଗିରଫ ହେଲେ ସେକ୍ସନ ଅଫିସର

ନବରଙ୍ଗପୁର: ଗିରଫ ହେଲେ ସେକ୍ସନ ଅଫିସର। ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଭିଜିଲାନ୍ସ। ନବରଙ୍ଗପୁର ଜିଲ୍ଲା ପାପଡ଼ାହାଣ୍ଡି ବିଇଓଙ୍କ ଅଫିସର ସେକ୍ସନ ଅଫିସର ରଞ୍ଜିତ କୁମାର ଷଡ଼ଙ୍ଗୀ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ତାଙ୍କଠାରୁ ନଗଦ ୧୦ ହଜାର ଟଙ୍କା ଜବତ କରାଯାଇଛି।
Read More...

କୋଲ୍ଡଡ୍ରିଙ୍କସ୍ ବୋତଲରେ ଦେଶୀ ମଦ ଚାଲାଣ; ୩ ଗିରଫ, ୧୮୦ ଲିଟର ମଦ ଜବତ

ମୟୂରଭଞ୍ଜ: ବିଭିନ୍ନ କମ୍ପାନୀର ପ୍ଲାଷ୍ଟିକ କୋଲ୍ଡଡ୍ରିଙ୍କସ୍ ବୋତଲରେ ଦେଶୀ ମଦ ଚାଲାଣ କରୁଥିବା ବେଳେ, ୧୮୦ ଲିଟର ଦେଶୀ ମଦ ଜବତ କରିଛି ପୋଲିସ। ଏହି ଘଟଣାରେ ୩ ଜଣଙ୍କୁ ଗିରଫ ମଧ୍ୟ କରାଯାଇଛି। ଏହି ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲାରେ। ସୂଚନା ମୁତବକ, ସୋମବାର ବିଳମ୍ବିତ ରାତିରେ
Read More...