Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍କେ ପୁରସ୍କାର
ଦିଲ୍ଲୀ ଏସ୍ଆଇଆର୍ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ
Browsing Category
Today’s Highlight
୨୦୨୬ରୁ ବର୍ଷକୁ ୨ ଥର ହେବ ସିବିଏସ୍ଇ ଦଶମ ପରୀକ୍ଷା
ନୂଆଦିଲ୍ଲୀ: ବର୍ଷକୁ ୨ ଥର ସିବିଏସଇ ମାଟ୍ରିକ ପରୀକ୍ଷା କରିବାକୁ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୁପାରିସ କରାଯାଇଛି। ଏନେଇ ମଙ୍ଗଳବାର ମନ୍ତ୍ରଣାଳୟ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ପଦକ୍ଷେପ ନିଆଯାଇଛି। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦଦ୍ବାରା ପରିଚାଳିତ ଦଶମ ଶ୍ରେଣୀ!-->…
Read More...
Read More...
ଲିଙ୍ଗରାଜ ମନ୍ଦିରରେ ଠେଲାପେଲା, ୨ ମହିଳା ଭକ୍ତ ଆହତ
ଭୁବନେଶ୍ବର: ପ୍ରସିଦ୍ଧ ଶ୍ରେବପୀଠ ଲିଙ୍ଗରାଜ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଲାଗିରହିଛି। ପ୍ରବଳ ଭିଡ଼ ଯୋଗୁ ମୁଖ୍ୟ ପ୍ରବେଶ ଦ୍ବାର ସିଂହଦ୍ବାର ନିକଟରେ ଦଳାଚକଟା ପରିସ୍ଥିତି ଉପୁଜୁଛି। ଫଳରେ ୨ ଜଣ ମହିଳା ଭକ୍ତ ଆହତ ହୋଇଥିବା ଜଣାପଡିଛି।
ଭୁବନେଶ୍ୱର ଡିସିପି ପିନାକ ମିଶ୍ର!-->!-->!-->…
Read More...
Read More...
ଧକ୍କା ଦେଲା ମୋ ବସ୍, ୨ ଯୁବକ ଗୁରୁତର
ଭୁବନେଶ୍ବର: ପୁଣି ଦୁର୍ଘଟଣା ଘଟାଇଲା ମୋ ବସ୍। ମଙ୍ଗଳବାର ମାଷ୍ଟରକ୍ୟାଣ୍ଟିନ ଛକରେ ୨ଜଣ ଯୁବକଙ୍କୁ ମୋ ବସ୍ ଧକ୍କା ଦେଇଥିବା ସୂଚନା ମିଳିଛି। ଗୁରୁତର ଅବସ୍ଥାରେ ୨ ଜଣ ଯୁବକଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ମରଣ ଯନ୍ତା ପାଲଟିଛି ମୋ ବସ୍ । ପ୍ରତିଦିନ ଗୋଟେ ପରେ!-->!-->!-->…
Read More...
Read More...
ସଜ୍ଜନ କୁମାରଙ୍କୁ ଆଜୀବନ କାରାଦଣ୍ଡ
ନୂଆଦିଲ୍ଲୀ: ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କୁ ଆଜୀବନ କାରାଦଣ୍ଡ। ଦିଲ୍ଲୀରେ ୧୯୮୪ ଶିଖ ବିରୋଧୀ ଦଙ୍ଗା ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ କଂଗ୍ରେସ ଏମ୍ପି ସଜ୍ଜନ କୁମାରଙ୍କୁ ରୌଜ୍ ଏଭିନ୍ୟୁ କୋର୍ଟ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସଜ୍ଜନ କୁମାର ପୂର୍ବରୁ ଦିଲ୍ଲୀ!-->…
Read More...
Read More...
ପ୍ରେମିକା ସହ ନିଜ ପରିବାରର ୬ ଜଣଙ୍କୁ ହତ୍ୟା କଲେ ଯୁବକ
କେରଳ: କେରଳର ଥିରୁଭାନନ୍ତପୁରମରେ ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ଘଟିଛି। ପ୍ରେମିକା ସହ ନିଜ ପରିବାରର ୬ ଜଣଙ୍କୁ ହତ୍ୟା କରିଛନ୍ତି ଯୁବକ। କେରଳର ଥିରୁଅନନ୍ତପୁରମରେ ଘଟିଥିବା ଏହି ଘଟଣା ସମସ୍ତଙ୍କୁ ସ୍ତବ୍ଧ କରି ଦେଇଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ବେଞ୍ଜାରାମୁଡୁ ନିକଟ!-->…
Read More...
Read More...
ଆତିଶୀଙ୍କ ସମେତ ୧୨ ଆପ୍ ବିଧାୟକ ସସ୍ପେଣ୍ଡ
ନୂଆଦିଲ୍ଲୀ: ଗୃହରେ ହଟ୍ଟଗୋଳ କରିବାରୁ ୨୨ ଆପ୍ ବିଧାୟକଙ୍କୁ ଦିନକ ପାଇଁ ସସପେଣ୍ଡ କଲେ ବାଚସ୍ପତି। ଦିଲ୍ଲୀ ବିଧାନସଭା ଅଧିବେଶନର କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ଆମ ଆଦମୀ ପାର୍ଟି ବିଧାୟକମାନେ ହଟ୍ଟଗୋଳ କରିବା ଆରମ୍ଭ କରିଦେଇଛନ୍ତି। ଆଜି ଗୃହକାର୍ଯ୍ୟ ଆରମ୍ଭ ହେବା ପରେ ଉପ-ରାଜ୍ୟପାଳ ଭି!-->…
Read More...
Read More...
ପିଏମ କିଷାନରେ ଓଡିଶାରୁ ୩୪ ଲକ୍ଷରୁ ଅଧିକ ଚାଷୀ ସାମିଲ
ଭୁବନେଶ୍ବର: ସୋମବାର କୃଷକଙ୍କ ପାଇଁ “ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ-କିଷାନ) ଯୋଜନାରେ ୧୯ତମ କିସ୍ତି ପ୍ରଦାନ କରାଯାଇଛି। ଏଥିରେ ଓଡ଼ିଶାର ୩୪.୯୮ ଲକ୍ଷରୁ ଅଧିକ ଚାଷୀଙ୍କୁ ସାମିଲ କରାଯାଇଛି। ରାଜ୍ୟ କୃଷି ସଚିବ ଅରବିନ୍ଦ ପାଢୀ ଏହା ସୂଚନା ଦେଇଛନ୍ତି।
ସେ ଦେଇଥିବା ତଥ୍ୟ!-->!-->!-->…
Read More...
Read More...
ଅଯୋଧ୍ୟାରେ ନିର୍ମାଣ ହେବ ଓଡିଶା ଭବନ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ରାମଲାଲାଙ୍କ ଦର୍ଶନ ପାଇଁ ଯାଉଥିବା ଓଡିଶାର ଭକ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ ଘୋଷଣା କରିଛନ୍ତି। ଅଯୋଧ୍ୟାରେ ହେବ ଓଡିଶା ଭବନ। ଉତ୍ତରପ୍ରଦେଶର ଅଯୋଧ୍ୟାଠାରେ ଓଡ଼ିଶା ଭବନ ନିର୍ମାଣ ହେବ। ରାମଲାଲାଙ୍କ ଦର୍ଶନ ଲାଗି ଆସୁଥିବା ଭକ୍ତଙ୍କ ରହିବା ଏବଂ ସେମାନଙ୍କ!-->…
Read More...
Read More...
ଟ୍ୱିନ୍ ସିଟିକୁ ଜଗିବ ଏଆଇ କ୍ୟାମେରା
ଭୁବନେଶ୍ବର: ଟ୍ୱିନ୍ ସିଟି କଟକ ଓ ଭୁବନେଶ୍ୱରରେ ଲାଗିବ ଏଆଇ କ୍ୟାମେରା। ଏନେଇ ସୋମବାର ପୁଲିସ କମିଶନର ସୁରେଶ ଦେବଦତ୍ତସିଂ ସୂଚନା ଦେଇଛନ୍ତି। ଆଡଭାନ୍ସ ଫେସିଆଲ୍ ରେକୋକନାଇଜ ସିଷ୍ଟ ଜରିଆରେ ଚିହ୍ନଟ ହେବେ ଅପରାଧୀ ଓ ଟ୍ରାଫିକ ଖିଲାପକାରୀ। ବାୟୋ ମେଟ୍ରିକ୍ସ ଆକ୍ସେସ କଣ୍ଟ୍ରୋଲ ସିଷ୍ଟ!-->…
Read More...
Read More...
ବାହାଘର ପ୍ରୋସେଶନ ବେଳେ ବରକୁ ହତ୍ୟା ପାଇଁ ସୁପାରୀ
ଦେଓଗାଁ: ବରକୁ ହତ୍ୟା ଯୋଜନା ବେଳେ ମାଡ଼ି ବସିଲେ ଗାଁ ଲୋକ। ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବଲାଙ୍ଗିର ଜିଲ୍ଲା ଦେଓଗାଁ ଥାନା ବାବେଜୁରୀ ଗାଁରେ। ବାହାହେବାକୁ ଆସି ସାଂଘାତିକ ଷଡଯନ୍ତ୍ରର ହୋଇଥିଲେ ଶିକାର। ବଞ୍ଚିଗଲା ବରର ଜୀବନ।
ସୂଚନା ଅନୁସାରେ, ବଲାଙ୍ଗୀର ଜିଲା ଦେଓଗାଁ!-->!-->!-->…
Read More...
Read More...