Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଶିକ୍ଷକଙ୍କ ପାଇଁ ନୂଆ ସର୍ଭିସ୍ ରୁଲ୍, ୪.୨୦ ଲକ୍ଷ ଯୁବକଯୁବତୀଙ୍କୁ ମିଳିବ ଦକ୍ଷତା ତାଲିମ
ମଣିପୁରରେ ପୁଣି ରକ୍ତପାତ: କଟାମୁଣ୍ଡ ଫେରାଇବାକୁ ୪୮ ଘଣ୍ଟାର ମହଲତ
ଓଡ଼ିଶାରେ ଶିଳ୍ପାୟନକୁ ବଡ଼ ଗତି: ୩୯ ହଜାର କୋଟିରୁ ଅଧିକ ନିବେଶ
ରାଜଧାନୀରେ ପୋଖରୀରେ ବୁଡ଼ି ୧୭ ବର୍ଷୀୟ ନାବାଳକଙ୍କ ମୃତ୍ୟୁ
ଦୀପାବଳି ପର୍ଯ୍ୟନ୍ତ ଘୁଞ୍ଚିଲା ୟୁପିଆଇ ଚାର୍ଜ ଲାଗୁ ନିଷ୍ପତ୍ତି
ହସ୍ପିଟାଲରେ ଚିକିତ୍ସା ଖର୍ଚ୍ଚର ତାଲିକା ଲଗାଇବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ରର ନିର୍ଦ୍ଦେଶ
ବାଣଫୁଟା ନୁହେଁ, ପ୍ରଦୂଷଣମୁକ୍ତ ପର୍ବ ପାଳନ ଉପରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱ
Browsing Category
Today’s Highlight
ଆଦିବାସୀ ହଷ୍ଟେଲରେ ବଢୁଛି ଛାତ୍ରୀଛାତ୍ରଙ୍କ ମୃତ୍ୟୁ ସଂଖ୍ୟା
ଭୁବନେଶ୍ବର: ରାଜ୍ୟରେ ହଷ୍ଟେଲରେ ବଢୁଛି ଛାତ୍ରଛାତ୍ରୀଙ୍କ ମୃତ୍ୟୁ ସଂଖ୍ୟା। ରାଜ୍ୟରେ ୨୦୨୪ ଜୁଲାଇରୁ ଆଦିବାସୀ ଆବାସିକ(ଏସଟି) ହଷ୍ଟେଲରେ ମୃତ୍ୟୁ ସଂଖ୍ୟା ବଢ଼ିଛି। ଗତ ୮ ମାସରେ ମୃତ୍ୟୁସଂଖ୍ୟା ୨୬କୁ ପହଞ୍ଚିଛି। ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ପ୍ରଶ୍ନରେ କିଛି ଏପରି!-->…
Read More...
Read More...
ବୀରେନ୍ଦ୍ର ସେହୱାଗଙ୍କ ଭାଇ ଗିରଫ
ଚଣ୍ଡିଗଡ଼: ବୀରେନ୍ଦ୍ର ସେହୱାଗଙ୍କ ଭାଇଙ୍କୁ ଗିରଫ କଲା ପୋଲିସ। ଟିମ ଇଣ୍ଡିଆର ପୂର୍ବତନ କ୍ରିକେଟ ଖେଳାଳି ବୀରେନ୍ଦ୍ର ସେହୱାଗଙ୍କ ଭାଇ ବିନୋଦ ସେହୱାଗଙ୍କୁ ପୋଲିସ ଗିରଫ କରିଛି। ଏକ ରିପୋର୍ଟ ଅନୁଯାୟୀ, ବିନୋଦ ସେହୱାଗଙ୍କ ଚେକ ବାଉନ୍ସ ମାମଲା କୋର୍ଟରେ ଚାଲିଛି। ଗୁରୁତ୍ୱପୂର୍ଣ୍ଣ କଥା!-->…
Read More...
Read More...
ଏସଟିଏ ଯୁଗ୍ମ କମିଶନର ଗିରଫ
କଟକ: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ କଟକ ଏସଟିଏ ଯୁଗ୍ମ କମିଶନର ପ୍ରଦୀପ ମହାନ୍ତିଙ୍କୁ ଶୁକ୍ରବାର ଗିରଫ କରିଛି। ଭିଜିଲାନ୍ସ ତାଙ୍କ ଘରୁ ୨ କେଜି ୧୦୦ ଗ୍ରାମ ସୁନା ଅଳଙ୍କାର ସହ ୧୭ ଲକ୍ଷ ଟଙ୍କା ଠାବ କରିଛି।
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ!-->!-->!-->…
Read More...
Read More...
ଜଷ୍ଟିସ୍ ହରିଶ ଟଣ୍ଡନ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି
କଟକ: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ହରିଶ ଟଣ୍ଡନ। ଜଷ୍ଟିସ ଟଣ୍ଡନଙ୍କୁ ନିଯୁକ୍ତି ନେଇ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ସୁପାରିସ୍ କରାଯାଇଛି।
ସୂଚନା ଅନୁସାରେ, ୧୯ ଜାନୁଆରୀ ୨୦୨୫ରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ ଚକ୍ରଧାରୀ ଶରଣ!-->!-->!-->…
Read More...
Read More...
ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷଙ୍କ ସହ ୫ ସଦସ୍ୟ ବହିଷ୍କାର
ଭୁବନେଶ୍ବର: ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ରାଜ୍ୟ ସରକାର। ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷଙ୍କୁ କାର୍ଯ୍ୟରୁ ବିଦା କଲେ ସରକାର। ଗୁରୁବାର ମନ୍ଦାକିନୀ କରଙ୍କୁ ଅଧ୍ୟକ୍ଷ ପଦରୁ ବହିଷ୍କାର କରାଯାଇଛି। ଏଥିସହିତ ଆୟୋଗର ୫ ଜଣ ସଦସ୍ୟ ମଧ୍ୟ ବହିଷ୍କୃତ ହୋଇଛନ୍ତ। ତାଙ୍କ ବିରୋଧରେ!-->…
Read More...
Read More...
ଓଡ଼ିଶା ପୋଲିସ ଗ୍ରୁପ୍ ‘ବି’ ପଦବୀ ପରୀକ୍ଷା ସ୍ଥଗିତ
ଭୁବନେଶ୍ବର: ଚଳିତ ମାସ ଅର୍ଥାତ ମାର୍ଚ୍ଚ ୮ ଓ ୯ରେ ହେବାକୁ ଥିବା ରାଜ୍ୟ ପୁଲିସର ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଅନ୍ୟାଦେଶ ପର୍ଯ୍ୟନ୍ତ ଏହି ପରୀକ୍ଷାକୁ ସ୍ଥଗିତ ରଖାଯାଇଥିବା ସୂଚନା ମିଳିଛି। ଏହି ପରୀକ୍ଷା କରୁଥିବା ଓଡିଶା ପୁଲିସ ଚୟନ ବୋର୍ଡ ଗତ ୨ ତାରିଖରେ ଏହି ପରୀକ୍ଷା ପାଇଁ ଆଡମିଟ!-->…
Read More...
Read More...
ସମ୍ରେ ପାର୍କିନ୍ସନ୍ ସମସ୍ୟାକୁ ନେଇ ସଫଳ ମସ୍ତିଷ୍କ ଅସ୍ତ୍ରୋପଚାର
ଭୁବନେଶ୍ୱର, ମାର୍ଚ୍ଚ ୬: ସୋଆ ପରିଚାଳିତ ସ୍ଥାନୀୟ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ରେ ସ୍ନାୟୁ ଜନିତ ବ୍ୟାଧି ପାର୍କିନ୍ସନ୍ସ ଡିଜିଜ ସମସ୍ୟାରେ ଦୀର୍ଘ ବର୍ଷ ଧରି ପୀଡ଼ିତ ଥିବା ଜଣେ ୩୬ ବର୍ଷୀୟା ମହିଳାଙ୍କର ଡିପ୍ ବ୍ରେନ୍ ଷ୍ଟିମୁଲେସନ୍ (ଡିବିଏସ୍)!-->…
Read More...
Read More...
ନେହେରୁ ବଙ୍ଗଳା ମାଛଧରା ଜେଟିରେ ଅଗ୍ନିକାଣ୍ଡ
ଜଳିଗଲା ୧୦ରୁ ଅଧିକ ବୋଟ୍ପାରାଦୀପ: ପାରାଦୀପ ନେହରୁ ବଙ୍ଗଳା ମାଛଧରା ଜେଟିରେ ବଡ଼ ଧରଣର ଅଗ୍ନିକାଣ୍ଡ। ଭୟଙ୍କର ନିଆଁରେ ଜଳିଗଲା ୧୦ଟି ବୋଟ୍। ପ୍ରଥମେ ଗୋଟିଏ ବୋଟରେ ନିଆଁ ଲାଗିବା ପରେ ଧିରେ ଧିରେ ଅନ୍ୟ ବୋଟରେ ନିଆଁ ଧରିଥିଲା।
ବୋଟରେ ଡିଜେଲ ଥିବାରୁ ନିଆଁ ତୀବ୍ର ବେଗରେ ପାଖରେ ଥିବା!-->!-->!-->…
Read More...
Read More...
ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ପୁଞ୍ଜିଲାଲଙ୍କ ବୟାନ ରେକର୍ଡ ଶେଷ
ବଲାଙ୍ଗୀର:ବହୁଚର୍ଚ୍ଚିତ ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ପାର୍ସଲ ବୋମା ଘଟଣା । ବହୁ ଚର୍ଚ୍ଚିତ ବଲାଙ୍ଗୀର ଜିଲା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ପାଟଣାଗଡ଼ ଏସ୍ଡିଜେଏମ୍ କୋର୍ଟରେ ଗୁରୁବାର ବୟାନ ରେକର୍ଡ ଶେଷ ହୋଇଛି।
ତଦନ୍ତକାରୀ!-->!-->!-->…
Read More...
Read More...
ସରିଲା ମାଟ୍ରିକ୍ ପରୀକ୍ଷା, ମାର୍ଚ୍ଚ ୧୯ରୁ ଖାତା ଦେଖା
କଟକ: ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଚଳିତ ମାଟ୍ରିକ ପରୀକ୍ଷା ଆଜି ଶେଷ ହୋଇଛି। ଚଳିତ ଥର ମାଟ୍ରିକ, ମଧ୍ୟମା ଓ ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା ୫ ଲକ୍ଷ ୨୨ ହଜାର ୩୬୬ ପରୀକ୍ଷାର୍ଥୀ ୩ ହଜାର ୧୩୩ଟି କେନ୍ଦ୍ରରେ ପରୀକ୍ଷା ଦେଇଛନ୍ତି। ମାର୍ଚ୍ଚ ୧୯ ତାରିଖରୁ ଖାତା ଦେଖା ଆରମ୍ଭ ହେବ।!-->…
Read More...
Read More...