Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଶିକ୍ଷକଙ୍କ ପାଇଁ ନୂଆ ସର୍ଭିସ୍ ରୁଲ୍, ୪.୨୦ ଲକ୍ଷ ଯୁବକଯୁବତୀଙ୍କୁ ମିଳିବ ଦକ୍ଷତା ତାଲିମ
ମଣିପୁରରେ ପୁଣି ରକ୍ତପାତ: କଟାମୁଣ୍ଡ ଫେରାଇବାକୁ ୪୮ ଘଣ୍ଟାର ମହଲତ
ଓଡ଼ିଶାରେ ଶିଳ୍ପାୟନକୁ ବଡ଼ ଗତି: ୩୯ ହଜାର କୋଟିରୁ ଅଧିକ ନିବେଶ
ରାଜଧାନୀରେ ପୋଖରୀରେ ବୁଡ଼ି ୧୭ ବର୍ଷୀୟ ନାବାଳକଙ୍କ ମୃତ୍ୟୁ
ଦୀପାବଳି ପର୍ଯ୍ୟନ୍ତ ଘୁଞ୍ଚିଲା ୟୁପିଆଇ ଚାର୍ଜ ଲାଗୁ ନିଷ୍ପତ୍ତି
ହସ୍ପିଟାଲରେ ଚିକିତ୍ସା ଖର୍ଚ୍ଚର ତାଲିକା ଲଗାଇବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ରର ନିର୍ଦ୍ଦେଶ
ବାଣଫୁଟା ନୁହେଁ, ପ୍ରଦୂଷଣମୁକ୍ତ ପର୍ବ ପାଳନ ଉପରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱ
Browsing Category
Today’s Highlight
ମାଧବୀ ପୁରୀ ବୁଚ୍ଙ୍କ ନାମରେ ରୁଜୁ ହେବ ନାହିଁ ଏଫଆଇଆର୍
ମୁମ୍ବାଇ: ଶେୟାର ବଜାର ଠକେଇ ମାମଲାରେ ସେବିର ପୂର୍ବତନ ଅଧ୍ୟକ୍ଷା ମାଧବୀ ପୁରୀ ବୁଚ୍ଙ୍କ ଆଶ୍ଵସ୍ତି ମିଳିଛି। ସିକ୍ୟୁରିଟିଜ୍ ଆଣ୍ଡ୍ ଏକ୍ସଚେଞ୍ଜ ବୋର୍ଡ ଅଫ୍ ଇଣ୍ଡିଆ(ସେବି)ର ପୂର୍ବତନ ଅଧ୍ୟକ୍ଷା ମାଧବୀ ପୁରୀ ବୁଚ୍ ଏବଂ ଅନ୍ୟମାନଙ୍କ ବିରୋଧରେ ଏତଲା ଦାୟର କରିବା ନେଇ ସ୍ଵତନ୍ତ୍ର!-->…
Read More...
Read More...
ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧନଞ୍ଜୟ ମୁଣ୍ଡେ
ମହାରାଷ୍ଟ୍ର: ସରପଞ୍ଚ ସନ୍ତୋଷ ଦେଶମୁଖ ହତ୍ୟା ମାମଲାରେ ଫସିଥିବା ମହାରାଷ୍ଟ୍ରର ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାବିସ ତାଙ୍କ ଇସ୍ତଫାପତ୍ର ଗ୍ରହଣ କରିଛନ୍ତି ଏବଂ ରାଜ୍ୟପାଳଙ୍କ ନିକଟକୁ ଇସ୍ତଫାପତ୍ର ପଠାଇ ଦେଇଛନ୍ତି!-->…
Read More...
Read More...
ଫିଜିକାଲ ଟେଷ୍ଟ ବେଳେ ୨ ଆଶାୟୀଙ୍କ ମୃତ୍ୟୁ
୪ ଲକ୍ଷ ଅନୁକମ୍ପା ଘୋଷଣା କଲେ ମୁଖ୍ୟମନ୍ତ୍ରୀସୁନ୍ଦରଗଡ଼: ଓଏସଏସସି ଶାରୀରିକ ପରୀକ୍ଷାରେ ଅଘଟଣ। ଦୌଡ଼ୁଥିବା ବେଳେ ଚାଲିଗଲା ୨ ଛାତ୍ରଙ୍କ ଜୀବନ। ଫିଜିକାଲ ଟେଷ୍ଟ ଦେଉଥିବା ବେଳେ ଚାଲିଗଲା ଦୁଇ ପରୀକ୍ଷାର୍ଥୀଙ୍କ ଜୀବନ। ଫରେଷ୍ଟ ଗାର୍ଡ, ଫରେଷ୍ଟର ଏବଂ ପ୍ରାଣୀଧନ ନୀରିକ୍ଷକ ପଦବୀ ପାଇଁ ଆଜି!-->…
Read More...
Read More...
ଦ୍ୱିତୀୟଥର ବିବାହ ବନ୍ଧନରେ ବାନ୍ଧି ହେଲେ ମନ୍ମଥ ରାଉତରାୟ
ଭୁବନେଶ୍ବର: ଦ୍ୱିତୀୟଥର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ସୁର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ। ସୋମବାର ରୋଜାଲିନ ପଟ୍ଟନାୟକଙ୍କୁ ମନ୍ମଥ ବିବାହ କରିଛନ୍ତି। ନିଜ ପ୍ରଥମ ସ୍ତ୍ରୀଙ୍କ ବନ୍ଧୁଙ୍କ ହାତ ଧରିଛନ୍ତି ମନ୍ମଥ।
ତେବେ ନିଜ ପୁଅ ବିବାହ ସଂପର୍କରେ ଗଣ ମାଧ୍ୟମରେ ମୁହଁ!-->!-->!-->…
Read More...
Read More...
ବିଜେଡି ନେତା ରାଜା ଚକ୍ରଙ୍କ ୧୦ ସ୍ଥାନରେ ଚଢାଉ
କେନ୍ଦୁଝର: ଖଣିଜ ପରିବହନ ଅନିୟମିତତା ଓ ଟିକସ ଫାଙ୍କିବା ଅଭିଯୋଗରେ ବିଜେଡି ନେତାରାଜା ଚକ୍ରଙ୍କ ୧୦ ସ୍ଥାନରେ ଚଢାଉ ହୋଇଛି। ଓଡ଼ିଶା ଖଣି ନିଗମ ସହ ସହବନ୍ଧିତ ଥିବା କେନ୍ଦୁଝର ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ପ୍ରାୟ ୫୦କୋଟି ଟଙ୍କା ହେର୍ଫେର୍ ହୋଇଛି। ଏହି ମାମଲାରେ!-->…
Read More...
Read More...
ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଲଟ ପଞ୍ଜୀକରଣ
ଭୁବନେଶ୍ବର: ରାଜ୍ୟରେ ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଲଟ ପଞ୍ଜୀକରଣ। ଏନେଇ ରାଜସ୍ବ ବିଭାଗକୁ ନଗର ଉନ୍ନୟନ ବିଭାଗ ଡ୍ରାଫ୍ଟ ଦେଇଛି। ମାର୍ଚ୍ଚ ସୁଦ୍ଧା ବିଚାର ବିମର୍ଷ କରି ଏହାକୁ ଏପ୍ରିଲରୁ କାର୍ଯ୍ୟକାରୀ କରାଯିବ। ଏନେଇ ନିଷ୍ପତ୍ତି ହୋଇଥିବା ନେଇ ସୂଚନା ଦେଇଛନ୍ତି, ରାଜସ୍ବ ମନ୍ତ୍ରୀ!-->…
Read More...
Read More...
ଖୁବ୍ଶୀଘ୍ର ରାଜ୍ୟରେ କାର୍ଯ୍ୟକାରୀ ହେବ ପୌଷ୍ୟ ସନ୍ତାନ ଯୋଜନା
ଭୁବନେଶ୍ବର: ଖୁବ୍ଶୀଘ୍ର ରାଜ୍ୟରେ କାର୍ଯ୍ୟକାରୀ ହେବ ପୌଷ୍ୟ ସନ୍ତାନ ଯୋଜନା। ଝାରସୁଗୁଡ଼ାରେ ଅନାଥ ଛୁଆଙ୍କ ଦାୟିତ୍ୱ ନେଇଛନ୍ତି ରାଜ୍ୟ ସରକାର। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଖୁବଶୀଘ୍ର ରାଜ୍ୟରେ ପୌଷ୍ୟ ସନ୍ତାନ ଯୋଜନା କାର୍ଯ୍ୟକାରୀ ହେବ!-->…
Read More...
Read More...
ଏପ୍ରିଲ ୨୪ରେ ପାଳନ ହେବ ପଞ୍ଚାୟତିରାଜ ଦିବସ
ଭୁବନେଶ୍ବର: ପୂର୍ବରୁ ମାର୍ଚ୍ଚ ୫ ତାରିଖ ବିଜୁ ଜୟନ୍ତୀ ଅବସରରେ ପଞ୍ଚାୟତିରାଜ ଦିବସ ପାଳିତ ହୋଇ ଆସୁଥିବା ବେଳେ ଓଡିଶାରେ ଏବେ ମାର୍ଚ୍ଚ ୫ ତାରିଖକୁ ଆଉ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାଯିବନି। ଏପ୍ରିଲ ୨୪ ତାରିଖରେ ପାଳନ ହେବ ପଞ୍ଚାୟତିରାଜ ଦିବସ। ଲୋକସେବା ଦିବସ ମଧ୍ୟ ଏହି ଦିନ ପାଳନ!-->…
Read More...
Read More...
କିଡନୀ, ଲିଭର ଦାନ କରି ୨ ଜଣଙ୍କ ଜୀବନ ବଞ୍ଚାଇଲେ ୧ବର୍ଷର ଶିଶୁ
ଭୁବନେଶ୍ଵର: ମୃତ୍ୟୁ ପରେ ବି ଅମର ହୋଇଗଲା କୁନି ପୁଅ ଜନ୍ମେଶ। କିଡନୀ, ଲିଭର ଦାନ କରି ଅନ୍ୟ ୨ ଜଣଙ୍କ ଜୀବନ ବଞ୍ଚାଇ ଅମର ହୋଇଗଲା ଭୁବନେଶ୍ଵରର ଜନ୍ମେଶ ଲେଙ୍କା। ଶିଶୁଟି ମାତ୍ର ଏକ ବର୍ଷର ହୋଇଥିବା ବେଳେ ଶେଷକୃତ୍ୟବେଳେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି।ସୂଚନା ଅନୁସାରେ, ୧୦!-->…
Read More...
Read More...
ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ପାଇଁ ଆସିବ ଗାଇଡ୍ଲାଇନ
ଭୁବନେଶ୍ବର: ରାଜ୍ୟରେ ମାର୍ଚ୍ଚ ଆରମ୍ଭରୁ ମୁଣ୍ଡଫଟା ଖରା ଆରମ୍ଭ ହୋଇଗଲାଣି। ଫଳରେ ଜନଜୀବନ ପ୍ରଭାବିତ ହେଉଛି। ସ୍କୁଲ କଲେଜ ପାଇଁ ଖୁବଶୀଘ୍ର ଆସିବ ଗାଇଡଲାଇନ୍। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନେ ଦୁଇ ଦିନ ମଧ୍ୟରେ ଆସିବ ସ୍ବତନ୍ତ୍ର ଗାଇଡଲାଇନ୍। ସ୍କୁଲ ଓ ଗଣଶିକ୍ଷା ବିଭାଗ ଓ!-->…
Read More...
Read More...