ପ୍ରମୁଖ ଖବର

ସ୍ୱାଧୀନତା ଦିବସ ପାଳନ ପୂର୍ବରୁ ଦିଲ୍ଲୀରେ ୬ଟି ବୋମା ଧମକ ମିଳିବା ପରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଓଡ଼ିଶାର ୧୭ ପୋଲିସ ଓ ସୁରକ୍ଷା କର୍ମଚାରୀଙ୍କୁ ବିଶିଷ୍ଟ ସେବା ପୁରସ୍କାର
ଛାତିରେ ଯନ୍ତ୍ରଣା ପରେ ଏମ୍ସରେ ଭର୍ତ୍ତି ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ସ୍ଥିର
ପୁରୀ ଷ୍ଟେସନ୍‌ ନିକଟରେ ତାଳଚେର-ପୁରୀ ଟ୍ରେନ୍‌ର ଇଞ୍ଜିନ୍‌ ଲାଇନଚ୍ୟୁତ
ଓଡ଼ିଶା ପୁଲିସର ନୂଆ ଡିଜିପି ଦାୟିତ୍ୱରେ ବିନୟତୋଷ ମିଶ୍ର
ଛାତ୍ରଙ୍କ ଖାତାକୁ ସିଧା ଯିବ ଫି’ ରିଇମ୍ବର୍ସମେଣ୍ଟ ଟଙ୍କା
ପଶ୍ଚିମବଙ୍ଗରେ ଲାଗୁ ହେଲା ‘ବେଟି ବଚାଓ, ବେଟି ପଢ଼ାଓ’ ଯୋଜନା
ଆସାମରେ ୧୦୦୦ରୁ ଅଧିକ ପୁରୁଣା ପୋଲ ହେବ RCC
Browsing Category

Today’s Highlight

ଚଳିତ ବର୍ଷ ୪୦ ହଜାର ନିଯୁକ୍ତି ଦେବେ ସରକାର

ଭୁବନେଶ୍ବର: ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରାକ୍ ବଜେଟ୍ ପରାମର୍ଶ ବୈଠକରେ ପୂର୍ବତନ ଅର୍ଥମନ୍ତ୍ରୀ, ଅର୍ଥନୀତି ବିଶେଷଜ୍ଞ ଏବଂ ବୁଦ୍ଧିଜୀବିମାନେ ଅଂଶଗ୍ରହଣ କରି ୨୦୨୫-୨୬ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ନେଇ ନିଜ ନିଜର ମତ ଉପସ୍ଥାପନ କରିଛନ୍ତି। ବଜେଟ
Read More...

ବାରବାଟୀ ଦିନିକିଆ ପାଇଁ ଅନଲାଇନ ଓ ଅଫଲାଇନ ଟିକେଟ ବିକ୍ରି

କଟକ: ଭାରତ ବନାମ ଇଂଲଣ୍ଡ ମ୍ୟାଚ୍ ଏକଦିବସୀୟ ବାରବାଟୀ ଷ୍ଟାଡିଅମରେ ଖେଳାଯିବ। ଏଥିପାଇଁ ୨ ଫେବ୍ରୁଆରୀ ଜୋମାଟୋ ଓ ପେଟିଏମରେ ଉପଲବ୍ଧ ହେବ ୪ ହଜାର ଅନଲାଇନ ଟିକେଟ। ସେହିପରି କ୍ରିକେଟ୍‌ପ୍ରେମୀମାନେ ଆସନ୍ତା ୫ଓ ୬ରେ କାଉଣ୍ଟରରୁ ଟିକେଟ୍‌ କିଣିପାରିବେ। ଅଫଲାଇନରେ ଟିକେଟ୍ ବିକ୍ରି ସକାଳ ୯
Read More...

ସ୍ତ୍ରୀ ଆଗରେ ନିଜ ଦେହରେ ନିଆଁ ଲଗାଇଲେ ସ୍ୱାମୀ

ବେଙ୍ଗାଲୁରୁ: ସ୍ତ୍ରୀ ଘର ଆଗରେ ନିଜ ଦେହରେ ନିଆଁ ଲଗାଇ ସ୍ୱାମୀ ଜୀବନ୍ତ ଦଗ୍ଧ। ଏଭଳି ଏକ ଅଭାବନୀୟ ଘଟଣା ବେଙ୍ଗାଲୁରୁର ଜ୍ଞାନଭାରତୀ ଅଞ୍ଚଳରେ ଘଟିଛି। ଗୁରୁବାର ଏହି ଦୁଃଖଦ ଘଟଣା ଘଟିଥିବା ଜଣାପଡିଛି। ସ୍ତ୍ରୀଙ୍କୁ ମନାଇ ନ ପାରି ଶେଷରେ ନିଜକୁ ଜାଳିଦେଇଛନ୍ତି ସ୍ବାମୀ। ସ୍ତ୍ରୀ ରହୁଥିବା
Read More...

ହଟିଲା କେଜ୍ରିୱାଲଙ୍କ ଜେଡ୍ ପ୍ଲସ୍ ସୁରକ୍ଷା

ନୂଆଦିଲ୍ଲୀ: ହଟିଲା କେଜ୍ରିୱାଲଙ୍କ ଜେଡ୍ ପ୍ଲସ୍ ସୁରକ୍ଷା। ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଦିଆଯାଇଥିବା ଅତିରିକ୍ତ ସୁରକ୍ଷା ପ୍ରତ୍ୟାହାର କରିବାକୁ ପଞ୍ଜାବ ପୋଲିସ ନିଷ୍ପତ୍ତି ନେଇଛି। ଦିଲ୍ଲୀ ପୋଲିସର ଆପତ୍ତି ପରେ ଏହି ନିଷ୍ପତ୍ତି ନିଆଯାଇଛି, ଯାହା
Read More...

ତାଡିନେଲେ ଏଟିଏମ୍

ଟଙ୍କା ଲୁଟି ଗଙ୍ଗୁଆରେ ଫିଙ୍ଗିଦେଲେ ମେସିନ୍‌ଭୁବନେଶ୍ବର: ତାଡିନେଲେ ଏଟିଏମ। ୧୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ। ରାଜଧାନୀରେ ଏବେ ମାତିଛନ୍ତି ଏଟିଏମ ଲୁଟେରା। ପୋଲିସକୁ ଚକମା ଦେଇ ରାଜଧାନୀରେ ରାତାରାତି ଗାଏବ ହୋଇଯାଉଛି ଏଟିଏମ ମେସିନ। ଆଉ ମେସିନ୍‌ରେ କଣ୍ଟା ପୁରାଇ
Read More...

ଓଲଟିଲା ଅତିରିକ୍ତ ଏସ୍‌ପିଙ୍କ ଗାଡ଼ି: ୪ ଆହତ

ଗଞ୍ଜାମ: ଗଞ୍ଜାମ ଜିଲା ଶାଳୁଆପଲି ଗାଁ ନିକଟରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଗଛକୁ ପିଟି ଓଲଟି ପଡ଼ିଲା ଅତିରିକ୍ତ ଏସପିଙ୍କ ଗାଡ଼ି। ଅତିରିକ୍ତ ଏସ୍‌ପି ଓ ତାଙ୍କ ପତ୍ନୀଙ୍କ ସହ ୪ ଆହତ ହୋଇଥିବା ସୂଚନା ମିଳିଚି। ସମସ୍ତଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। କଟକରୁ ଫେରିବା ବେଳେ
Read More...

ଗୋଳାବାରୁଦ କାରଖାନାରେ ଭୟଙ୍କର ବିସ୍ଫୋରଣ: ୫ ମୃତ

ମହାରାଷ୍ଟ୍ର: ମହାରାଷ୍ଟ୍ରର ଭଣ୍ଡାରାରେ ଏକ ଗୋଳାବାରୁଦ କାରଖାନାରେ ବଡ଼ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ଏହି ଦୁର୍ଘଟଣାରେ ୫ ଜଣ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ଆହୁରି ଅନେକ କର୍ମଚାରୀ ଆହତ ହୋଇଥିବା ପ୍ରାଥମିକ ସୂଚନା ରହିଛି। ଏହି ବିସ୍ଫୋରଣ କାରଖାନାର ଆରକେ ଶାଖା ସେକ୍ସନରେ
Read More...

ମଣ୍ଡିରୁ ଧାନ ଉଠାଇବା ନେଇ ୧୧ ମିଲରଙ୍କୁ ନୋଟିସ ଜାରି

ଭୁବନେଶ୍ବର: ଅସାଧୁ ମିଲର ଓ ଅଯୋଗ୍ୟ ରାସନ କାର୍ଡଧାରୀଙ୍କୁ ଯୋଗାଣ ମନ୍ତ୍ରୀଙ୍କ କଡ଼ା ଚେତାବନୀ। ଯିଏ କୃଷକମାନଙ୍କୁ ହଇରାଣ କରିବ, ସେମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଯେଉଁ ମିଲରମାନେ ଅଧିକ କଟନୀ ଛଟନୀ କରୁଛନ୍ତି, କଥା ମାନୁନାହାନ୍ତି, ସେମାନଙ୍କୁ କାରଣ ଦର୍ଶାଅ ନୋଟିସ
Read More...

ରଞ୍ଜନା ଚୋପ୍ରା ଓ ହେମନ୍ତ ଶର୍ମାଙ୍କ ପଦୋନ୍ନତି କଲେ ରାଜ୍ୟ ସରକାର

ଭୁବନେଶ୍ବର: ଆଇଏଏସ ହେମନ୍ତ ଶର୍ମାଙ୍କ ପଦୋନ୍ନତି କଲେ ରାଜ୍ୟ ସରକାର। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ୨ ଜଣ ଆଇଏଏସ୍‌ ଅଧିକାରୀଙ୍କୁ ପଦୋନ୍ନତି ମିଳିଛି। ୧୯୯୫ ବ୍ୟାଚ୍‌ ଆଇଏଏସ୍‌ ଅଫିସର ହେମନ୍ତ ଶର୍ମା ଏବଂ ୧୯୯୪ ବ୍ୟାଚ୍‌ ଆଇଏଏସ୍‌ ଅଫିସର ରଞ୍ଜନା
Read More...

କପିଲ ଶର୍ମାଙ୍କ ସମେତ ୪ ଷ୍ଟାରଙ୍କୁ ହତ୍ୟା ଧମକ

ମୁମ୍ବାଇ: ପ୍ରସିଦ୍ଧ ହାସ୍ୟ ଅଭିନେତା କପିଲ ଶର୍ମାଙ୍କ ସମେତ ୪ ବଲିଉଡ୍‌ ଷ୍ଟାରଙ୍କୁ ହତ୍ୟା ଧମକ। ପାକିସ୍ତାନରୁ ଇ-ମେଲ ମାଧ୍ୟମରେ ଆସିଲା ହତ୍ୟା ଧମକ। କମେଡି କିଙ୍ଗ୍ କପିଲ୍ ଶର୍ମା, କମେଡିଆନ ରାଜପାଲ ଯାଦବ, ରେମୋ ଡିସୁଜା, କମେଡିଆନ ସୁଗନ୍ଧା ମିଶ୍ରଙ୍କୁ ମିଳିଛି ହତ୍ୟା ଧମକ। ଏନେଇ
Read More...