Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କମନୱେଲ୍ଡ ଗେମ୍ସରେ ଇତିହାସ ରଚିଲେ ଅସ୍ମିତା ଦେ’, ଜୁଡୋରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ
ଉମରକୋଟ ଆଶ୍ରମ ବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣା: ପ୍ରଧାନଶିକ୍ଷକ ନିଲମ୍ବିତ
୩ ମାସ ପରେ କାଲିଠୁ ଖୋଲିବ ଭିତରକନିକା
‘ପ୍ରଶ୍ନପତ୍ର ଲିକ୍ ନୁହେଁ, ମାଲ୍ପ୍ରାକ୍ଟିସ୍’— ସ୍ୱାସ୍ଥ୍ୟ ବିଶ୍ୱବିଦ୍ୟାଳୟ କୁଳପତି
ହୀରାକୁଦରେ ବଢୁଛି ଜଳସ୍ତର, ଖୋଲିଲା ୨୨ ଗେଟ
ରୁଷିଆ-ୟୁକ୍ରେନ ଯୁଦ୍ଧ: ମୃତ ଭାରତୀୟଙ୍କ ପରିବାରକୁ ସହାୟତା ପାଇଁ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଦିଲ୍ଲୀରେ ଅମିତ ଶାହ ଓ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଇ-୨୦ ପେଟ୍ରୋଲରେ ୨–୬% କମିବ ମାଇଲେଜ୍, କିନ୍ତୁ ଇଞ୍ଜିନ୍କୁ କ୍ଷତିର ପ୍ରମାଣ ନାହିଁ
Browsing Category
Today’s Highlight
ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ
ଆମେରିକା: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଝିଅ ଇଭାଙ୍କା ଟ୍ରମ୍ପଙ୍କୁ ହତ୍ୟା କରିବା ପାଇଁ ଏକ ଷଡ଼ଯନ୍ତ୍ର ରଚାଯାଇଥିବା ଅଭିଯୋଗ ଏବେ ଆମେରିକାରେ ଚର୍ଚ୍ଚାର ବିଷୟ ହୋଇଛି। ଆମେରିକୀୟ ମାଧ୍ୟମ ରିପୋର୍ଟ ଅନୁସାରେ, ଇରାନର ଇସଲାମିକ୍ ରିଭୋଲ୍ୟୁସନରୀ ଗାର୍ଡ କର୍ପସ (IRGC) ସହ!-->…
Read More...
Read More...
ଆମେରିକାର ଗୁଇନ୍ଦା ମୁଖ୍ୟ ପଦରୁ ତୁଳସୀ ଗାବାର୍ଡଙ୍କ ଇସ୍ତଫା
ଆମେରିକା: ତୁଳସୀ ଗାବାର୍ଡ ଆମେରିକାର ନ୍ୟାସନାଲ ଇଣ୍ଟେଲିଜେନ୍ସ ନିର୍ଦେଶକ ପଦରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସେ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ନିଜର ଇସ୍ତଫା ପତ୍ର ସେୟାର କରି ଏହି ସୂଚନା ଦେଇଛନ୍ତି। ସ୍ୱାମୀ ଆବ୍ରାହମ୍ ୱିଲିୟମ୍ସ ଏକ ଦୁର୍ଲଭ ପ୍ରକାରର ବୋନ୍ କ୍ୟାନ୍ସରରେ!-->…
Read More...
Read More...
ପୁଣି ବଢ଼ିଲା ପେଟ୍ରୋଲ-ଡିଜେଲ ଦର, ସିଏନଜି ମଧ୍ୟ ମହଙ୍ଗା
ନ୍ୟୁଜ୍ ବ୍ୟୁରୋ: ଦେଶରେ ପେଟ୍ରୋଲ, ଡିଜେଲ ଓ ସିଏନଜି ଦର ପୁଣିଥରେ ବଢ଼ିଛି। ଶନିବାର ଠାରୁ ନୂତନ ଦର ଲାଗୁ ହୋଇଥିବା ବେଳେ ପେଟ୍ରୋଲ ଲିଟର ପିଛା ୮୭ ପଇସା ଓ ଡିଜେଲ ୯୧ ପଇସା ବୃଦ୍ଧି ପାଇଛି। ଏହା ସହ ଦିଲ୍ଲୀରେ ପେଟ୍ରୋଲ ଦର ୯୯.୫୧ ଟଙ୍କା ଓ ଡିଜେଲ ଦର ୯୨.୪୯ ଟଙ୍କାରେ ପହଞ୍ଚିଛି। ଗତ ୧୦!-->…
Read More...
Read More...
ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି
ନ୍ୟୁଜ୍ ବ୍ୟୁରୋ: ଆସନ୍ତା ଜୁଲାଇ ୧୬ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ରଥଯାତ୍ରାକୁ ସୁରକ୍ଷିତ, ଶୃଙ୍ଖଳିତ ଓ ସୁବ୍ୟବସ୍ଥିତ ଭାବେ ସମ୍ପନ୍ନ କରିବା ନିମନ୍ତେ କଟକସ୍ଥିତ ରାଜ୍ୟ!-->…
Read More...
Read More...
ପେଟ୍ରୋଲ-ଡିଜେଲ ଦର ବୃଦ୍ଧିର ପ୍ରଭାବ
ମହଙ୍ଗା ହେଲା ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ
ନ୍ୟୁଜ୍ ବ୍ୟୁରୋ: ମଧ୍ୟପ୍ରାଚ୍ୟ ଯୁଦ୍ଧ, ଡଲାର ମୂଲ୍ୟ ବୃଦ୍ଧି ଏବଂ ପେଟ୍ରୋଲ-ଡିଜେଲ ଦର ବଢ଼ିବାର ପ୍ରଭାବ ଏବେ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଉପରେ ପଡ଼ିଛି। ପରିବହନ ଖର୍ଚ୍ଚ ବଢ଼ିବା ଯୋଗୁଁ ଖାଇବା ତେଲ, ଡାଲି, ଚିନି ସହ ବିଭିନ୍ନ ଗ୍ରୋସରି!-->!-->!-->…
Read More...
Read More...
କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ
କେନ୍ଦୁଝର: କେନ୍ଦୁଝର ଜିଲ୍ଲାରେ କାଳବୈଶାଖୀର ତାଣ୍ଡବ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। କେନ୍ଦୁଝର ଟାଉନ ଥାନା ଅଧୀନ ନରଣପୁର ଅଞ୍ଚଳରେ ପ୍ରବଳ ଝଡ଼ପବନରେ ଏକ ଟେଣ୍ଟ ଭାଙ୍ଗି ପଡ଼ିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି।ଆଜି ଅପରାହ୍ଣରେ ହଠାତ୍ ପ୍ରବଳ!-->…
Read More...
Read More...
ଇବୋଲାକୁ ନେଇ ସତର୍କ ଭାରତ, ସମସ୍ତ ରାଜ୍ୟ ସହ କେନ୍ଦ୍ରର ସମୀକ୍ଷା ବୈଠକ
ନ୍ୟୁଜ୍ ବ୍ୟୁରୋ: ଇବୋଲା ଭାଇରସକୁ ନେଇ ସାରା ବିଶ୍ୱରେ ଚିନ୍ତା ବଢ଼ୁଥିବାବେଳେ ଭାରତ ସରକାର ମଧ୍ୟ ସତର୍କ ହୋଇଛନ୍ତି। ଇବୋଲା ଭାଇରସ ପାଇଁ ପ୍ରସ୍ତୁତି ଓ ପ୍ରତିରୋଧ ବ୍ୟବସ୍ଥାର ସମୀକ୍ଷା କରିବା ପାଇଁ କେନ୍ଦ୍ର ସରକାର ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ସହ ଏକ ଉଚ୍ଚସ୍ତରୀୟ ବୈଠକ!-->…
Read More...
Read More...
ଝାରସୁଗୁଡ଼ା ଡିଏଚଏଚରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ
ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ଗିରଫ ହୋଇଥିବାମାନଙ୍କ ମଧ୍ୟରେ ଜଣେ ଯୁବତୀ ମଧ୍ୟ ରହିଛନ୍ତି। ମୁଖ୍ୟ ଅଭିଯୁକ୍ତ ରାଜା ବେସନ (୨୪) ହୋଇଥିବାବେଳେ ଆକାଶ ପ୍ରଧାନ (୨୦) ଓ!-->…
Read More...
Read More...
ପାକିସ୍ତାନରେ ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ହମଜା ବୁରହାନ ନିହତ
ନ୍ୟୁଜ୍ ବ୍ୟୁରୋ: ପୁଲୱାମା ଆତଙ୍କବାଦୀ ଆକ୍ରମଣର ଅନ୍ୟତମ ମାଷ୍ଟରମାଇଣ୍ଡ ହମଜା ବୁରହାନକୁ ପାକିସ୍ତାନର ମୁଜାଫରାବାଦରେ ଗୁଳି କରି ହତ୍ୟା କରାଯାଇଥିବା ଖବର ସାମ୍ନାକୁ ଆସିଛି। ଅଜଣା ବ୍ୟକ୍ତିମାନେ ପାକ୍ ଅଧିକୃତ କାଶ୍ମୀରରେ ଥିବା ତାଙ୍କ କାର୍ଯ୍ୟାଳୟରେ ପ୍ରବେଶ କରି ହମଜାଙ୍କ ଉପରେ ଅନେକ!-->…
Read More...
Read More...
ପଶ୍ଚିମବଙ୍ଗର ସମସ୍ତ ମଦ୍ରାସାରେ ‘ବନ୍ଦେ ମାତରମ୍’ ଗାନ ବାଧ୍ୟତାମୂଳକ
ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ସରକାର ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ସ୍ୱୀକୃତିପ୍ରାପ୍ତ ମଦ୍ରାସାରେ ‘ବନ୍ଦେ ମାତରମ୍’ ଗାନକୁ ବାଧ୍ୟତାମୂଳକ କରିଛନ୍ତି। ଏହି ନୂଆ ନିର୍ଦ୍ଦେଶ ତୁରନ୍ତ ପ୍ରଭାବରୁ କାର୍ଯ୍ୟକାରୀ ହୋଇଥିବା ସୂଚନା ମିଳିଛି।
ରାଜ୍ୟ ସଂଖ୍ୟାଲଘୁ ବ୍ୟାପାର!-->!-->!-->…
Read More...
Read More...