Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
Today’s Highlight
ନୂଆ ପିସିସିଏଫ ଭାବେ ନିଯୁକ୍ତ ହେଲେ ସୁରେଶ ପନ୍ତ
ଭୁବନେଶ୍ବର: ପିସିସିଏଫର ନୂଆ ମୁଖ୍ୟ ହେଲେ ଆଏଫଏସ ସୁରେଶ ପନ୍ତ। ୧୯୯୦ ବ୍ୟାଚ୍ର ଆଇଏଫଏସ ସୁରେଶ ପନ୍ତଙ୍କୁ ନୂଆ ପିସିସିଏଫ ଭାବେ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।
ଆଇଏଫଏସ ସୁରେଶ ପନ୍ତ ହେଲେ ନୂଆ ପିସିସିଏଫ!-->!-->!-->…
Read More...
Read More...
ଟଙ୍କା ଝାମ୍ପି ନେବାବେଳେ ନିସ୍ତୁକ ମାଡ ଖାଇଲେ ଲୁଟେରା
ବରଗଡ଼: ବରଗଡ଼ ସହରସ୍ଥିତ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (ଏସବିଆଇ) ମୁଖ୍ୟ ଶାଖା କାଉଣ୍ଟରରୁ ଶନିବାର ମଧ୍ୟାହ୍ନରେ ଲକ୍ଷାଧିକ ଟଙ୍କା ଲୁଟ୍ କରି ଚମ୍ପଟ୍ ମାରୁଥିବା ଜଣେ ଅଭିଯୁକ୍ତଙ୍କୁ ସ୍ଥାନୀୟ ଲୋକେ ଗୋଡାଇ ଧରିବାରେ ସକ୍ଷମ ହୋଇଛନ୍ତି।
ଜଣେ ଗ୍ରାହକ ପ୍ରାୟ ୭୭ ହଜାର ଟଙ୍କା ଜମା କରିବା ବେଳେ!-->!-->!-->…
Read More...
Read More...
ମାଟ୍ରିକ ବିଜ୍ଞାନ ପ୍ରଶ୍ନପତ୍ରରେ ତ୍ରୁଟି
ଭୁବନେଶ୍ବର: ମାଟ୍ରିକ ବିଜ୍ଞାନ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି। ଆଜି ଛାତ୍ରଛାତ୍ରୀ ବିଜ୍ଞାନ ବିଷୟରେ ପରୀକ୍ଷା ଦେଇଛନ୍ତି। ବିଜ୍ଞାନ ସି ସେଟ୍ରେ ୪ ମାର୍କ କମ୍ ଥିବା ସୂଚନା ମିଳିଛି। ଏପଟେ ବୋର୍ଡ ସଭାପତି ତ୍ରୁଟିକୁ ସ୍ୱୀକାର କରିଛନ୍ତି। ବୋର୍ଡ ସଭାପତି କହିଛନ୍ତି, ଯେପରି!-->…
Read More...
Read More...
ପଞ୍ଚଭୂତରେ ଲୀନ ହେଲେ ସୁପରଷ୍ଟାର ଉତ୍ତମ ମହାନ୍ତି
ଭୁବନେଶ୍ଵର, ପଞ୍ଚଭୂତରେ ଲୀନ ହେଲେ ବର୍ଷିୟାନ ଓଲିଉଡ୍ ସୁପରଷ୍ଟାର ଉତ୍ତମ ମହାନ୍ତି। ପୁଅ ବାବୁସାନ ଉତ୍ତମଙ୍କୁ ମୁଖାଗ୍ନି ଦେଇଛନ୍ତି। ସତ୍ୟନଗର ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଉତ୍ତମଙ୍କୁ ଗାର୍ଡ ଅଫ ଅନର୍ ଦିଆଯାଇଛି।ଏହାସହ!-->…
Read More...
Read More...
ବଢିବ ଦିନର ତାପମାତ୍ରା
ଭୁବନେଶ୍ଵର, ଏଣିକି ରାଜ୍ୟ ରେ ଦିନ ତାପମାତ୍ରା ବୃଦ୍ଧି ପାଇବ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟ ର ଅଧିକାଂଶ ଅଞ୍ଚଳ ରେ ଦିନ ତାପମାତ୍ରା ୨-୪° C ଯାଏଁ ବୃଦ୍ଧି ପାଇବାର ସମ୍ଭାବନା ରହିଛି ଓ ପରବର୍ତ୍ତୀ ୨ ଦିନ ରେ ତାପମାତ୍ରା ୨°C ଯାଏଁ ବୃଦ୍ଧି ପାଇପାରେ। ମାର୍ଚ୍ଚ ୩-୪ ତାରିଖ ବେଳକୁ!-->…
Read More...
Read More...
ଆରପାରିରେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି
ଭୁବନେଶ୍ଵର, ଆଉ ନାହାନ୍ତି ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି। ଦିଲ୍ଲୀସ୍ଥିତ ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ରାତିରେ ତାଙ୍କର ପରଲୋକ ଘଟିଛି। କିଛିଦିନ ହେଲା ସେ ଲିଭର ସିରୋସିସ୍ ରୋଗରେ ପୀଡିତ ଥିଲେ ଓ କିଛିଦିନ ପୂର୍ବରୁ!-->…
Read More...
Read More...
ଦୁଇଦିନିଆ ଓଡିଶା ଗସ୍ତରେ ଆସିବେ ଜେପି ନଡ୍ଡା
ଭୁବନେଶ୍ଵର , ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଜେପି ନଡ୍ଡା ।୨୮ ତାରିଖ ଅର୍ଥାତ୍ ଆସନ୍ତାକାଲି ପ୍ରଥମଥର ପାଇଁ ଜାତୀୟ ସ୍ବାସ୍ଥ୍ୟ ମିଶନ କାର୍ଯ୍ୟକ୍ରମ ପୁରୀରେ ଆୟୋଜନ କରାଯାଉଛି। ଏଥିରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜଗତ୍ ପ୍ରକାଶ ନଡ୍ଡା ଯୋଗଦେବାର!-->…
Read More...
Read More...
ମହାଦୀପ ଉଠିଲା ବେଳେ ପଡିଗଲେ ସେବାୟତ
ଭୁବନେଶ୍ବର: ଆଜି ମହାଶିବରାତ୍ରୀ ପାଇଁ ଲିଙ୍ଗରାଜ ମନ୍ଦିର ବେଶ ଚଳଚଞ୍ଚଳ ରହିଛି। ଶ୍ରଦ୍ଧାଳୁମାନେ ମହାଦୀପ ଉଠିବାକୁ ଅପେକ୍ଷା କରିଥିବା ବେଳେ ବଡ ଅଘଟଣ ଘଟିଛି । ନିର୍ଦ୍ଦାରିତ ସମୟର ୪୦ ମିନିଟ ବିଳମ୍ବରେ ମହାଦୀପ ଉଠିଥିବା ବେଳେ ମହାଦୀପ ନେଇ ମନ୍ଦିର ଚୂଡାକୁ ଯାଉଥିବା ବେଳେ ଜଣେ ସେବାୟତ!-->…
Read More...
Read More...
ସର୍ଚ୍ଚ ଅପରେସନ ବେଳେ ମାଓ ଡମ୍ପରୁ ମେଡିକାଲ ସାମଗ୍ରୀ ଜବତ
ଛତିଶଗଡ: ଛତିଶଗଡ-ମାଲକାନଗିରି ସୀମାନ୍ତ ସୁକୁମା ଜିଲ୍ଲାର ମିନାଭଟ୍ଟା ଜଙ୍ଗଲରେ ସୁରକ୍ଷା କର୍ମୀଙ୍କ ସର୍ଚ୍ଚ ଅପରେସନ ବେଳେ ଠାବ ହୋଇଛି ମାଓ ଡମ୍ପ। ଏହି ମାଓ ଡମ୍ପରୁ ବିପୁଳ ପରିମାଣର ମେଡ଼ିକାଲ ସାମଗ୍ରୀ ଜବତ କରାଯାଇଛି। ଏଥିରେ ଚକ୍ଷୁ ପରୀକ୍ଷଣ ମେସିନ ମଧ୍ୟ ଜବତ କରାଯାଇଛି। ଯାହା କେବଳ ବଡ!-->…
Read More...
Read More...
ସାଇବର ଠକେଇର ଶିକାର ହେଲେ କୁଳପତି
ବ୍ରହ୍ମପୁର: ସାଇବର ଠକେଇର ଶିକାର ହେଲେ ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟ କୂଳପତି। ଭିସି ପ୍ରଫେସର ଗୀତାଞ୍ଜଳୀ ଦାସଙ୍କ ଠାରୁ ଡିଜିଟାଲ ଆରେଷ୍ଟ ଜରିଆରେ ୧୪ ଲକ୍ଷ ଟଙ୍କା ଲୁଟି ନେଇଥିବା ନେଇ ସାଇବର ଥାନାରେ ଅଭିଯୋଗ ହୋଇଛି।
ଏସପିଙ୍କ ସୂଚନା ମୁତାବକ, ଏ ବିଷୟରେ ଜାଣିବା ପରେ, କୁଳପତି!-->!-->!-->…
Read More...
Read More...