Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ବିମାନରେ ପାୱାର ବ୍ୟାଙ୍କ ନେବା ମନା
ବିନା ଅନୁମୋଦନରେ ୟୁନିଟ୍ ନିର୍ମାଣ, ପାରାଦୀପ ଆଇଓସିଏଲ୍କୁ ସରକାରଙ୍କ ନୋଟିସ୍
ରେଳ କର୍ମଚାରୀଙ୍କୁ ୧୭,୯୫୧ ଟଙ୍କା ବୋନସ୍, କ୍ୟାବିନେଟ୍ର ମଞ୍ଜୁରି
୨୦୨୯ରେ ବିରୋଧୀଙ୍କ ପରାଜୟ ସୁନିଶ୍ଚିତ: ଅମିତ ଶାହା
ମମତା ବାନାର୍ଜୀଙ୍କୁ ଛୁରିରେ ଆକ୍ରମଣ ଉଦ୍ୟମ, ମହିଳା ଅଟକ
ବୋମା ଧମକ ପରେ ଜୟପୁରରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ
ବିହାରରେ ଡଙ୍ଗା ବୁଡ଼ି ଚାଲିଗଲା ୧୧ ଜୀବନ
Browsing Category
Today’s Highlight
ମହାକୁମ୍ଭରେ ବୁଡ ପକାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମହାସ୍ନାନର ଶେଷ ସପ୍ତାହ। ୨୬ ତାରିଖରେ ମହାକୁମ୍ଭ ସରିବାକୁ ଯାଉଛି। ଏହି ଅବସରରେ ରବିବାରଠାରୁ ଉତ୍ତର ପ୍ରଦେଶକୁ ତିନି ଦିନିଆ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରୟାଗରାଜର ମହାକୁମ୍ଭ ମେଳାରେ ପବିତ୍ର ତ୍ରିବେଣୀ ସଙ୍ଗମରେ ବୁଡ ପକାଇଛନ୍ତି।ଆଜି ମୁଖ୍ୟମନ୍ତ୍ରୀ!-->…
Read More...
Read More...
ପଙ୍କଜ ଲୋଚନ ମହାନ୍ତି ହେଲେ ଓସିଏ ସଭାପତି
କଟକ: ପଙ୍କଜ ଲୋଚନ ମହାନ୍ତି ହେଲେ ଓସିଏ ସଭାପତି। ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ କରିଥିଲେ ପଙ୍କଜ। ବବି ଦାସଙ୍କ ଇସ୍ତଫା ପରେ ଏହି ଆସନ ଖାଲିପଡିଥିଲା। ବାରବାଟୀ ଫ୍ଲଡ ଲାଇଟ ବିଭ୍ରାଟ ନେଇ ମତ ରଖିଛନ୍ତି ନୂଆ ସଭାପତି ପଙ୍କଜ। ସେ କହିଛନ୍ତି, ସରକାର ମାଗିଥିବା କାରଣ ଦର୍ଶାଅ ନୋଟିସର!-->…
Read More...
Read More...
୩୮ତମ ନ୍ୟାସନାଲ ଗେମ୍ସର ଓଡ଼ିଶାର ପଦକ ବିଜେତାଙ୍କୁ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ସମ୍ବର୍ଦ୍ଧନା
ସ୍ବର୍ଣ୍ଣ ପଦକ ପାଇଁ ୬ ଲକ୍ଷ, ରୌପ୍ୟ ପାଇଁ ୪ ଲକ୍ଷ ଏବଂ କାଂସ୍ୟ ପଦକ ପାଇଁ ୩ ଲକ୍ଷ ଟଙ୍କା ପୁରସ୍କାର ରାଶି ପ୍ରଦାନ
ନ୍ୟାସନାଲ ଗେମ୍ସରେ ଓଡ଼ିଶାର ବିଜୟ ଯୁବକ୍ରୀଡ଼ାବିତଙ୍କ ପାଇଁ ପ୍ରେରଣାଦାୟୀ : ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ
ଭୁବନେଶ୍ୱର, (୨୨/୨): ୩୮ତମ ନ୍ୟାସନାଲ!-->!-->!-->!-->!-->…
Read More...
Read More...
ଏମ୍ସ ଭୁବନେଶ୍ୱର ଲିଭର ଟ୍ରାନ୍ସପ୍ଲାଣ୍ଟେସନ୍ କ୍ଲିନିକ୍ ଉଦଘାଟିତ
ପ୍ରତି ମଙ୍ଗଳବାର ଦିନ ୨:୩୦ ରୁ ୪:୩୦ ପର୍ଯ୍ୟନ୍ତ ଗ୍ୟାଷ୍ଟ୍ରୋ ଓପିଡିରେ କାର୍ଯ୍ୟ କରିବ
ଏହି କ୍ଲିନିକ୍ ଯକୃତ ପ୍ରତିରୋପଣ ଆବଶ୍ୟକ କରୁଥିବା ରୋଗୀଙ୍କ ମୂଲ୍ୟାଙ୍କନ, ତାଲିକାଭୁକ୍ତକରଣ ଏବଂ ଅସ୍ତ୍ରୋପଚାର ପୂର୍ବର ବିଭିନ୍ନ ଆବଶ୍ୟକତା ପୂରଣ ଦିଗରେ ବିଶେଷ ସହାୟକ ହେବ
ଭୁବନେଶ୍ୱର:!-->!-->!-->!-->!-->…
Read More...
Read More...
ଅଚ୍ୟୁତ ସାମନ୍ତଙ୍କୁ ହାଜର ହେବାକୁ ନିର୍ଦ୍ଦେଶ
ଭୁବନେଶ୍ବର: ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାରେ ଗୁରୁବାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ସରକାରଙ୍କ ହାଇଲେବୁଲ କମିଟି ଆଗରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ହାଜର ପାଇଁ ନିର୍ଦ୍ଦେଶ ଜାରି କରିଛି ଉଚ୍ଚ ଶିକ୍ଷା ବିଭାଗ। ଚିଠି ଜରିଆରେ ତାଙ୍କୁ ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟାରେ!-->…
Read More...
Read More...
ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା
ଭୁବନେଶ୍ବର: ଗତକାଲି ଗାଙ୍ଗେୟ ପଶ୍ଚିମବଙ୍ଗ ରୁ ତେଲେଙ୍ଗାନା ଯାଏଁ ବିସ୍ତାରିତ ହୋଇଥିବା ଟ୍ରଫ୍ ରେଖା ଆଜି ଉତ୍ତର ବାଂଲାଦେଶ ରୁ ଗାଙ୍ଗେୟ ପଶ୍ଚିମବଙ୍ଗ, ଆଭ୍ୟନ୍ତର ଓଡ଼ିଶା, ଦକ୍ଷିଣ ଛତିଶଗଡ ଦେଇ ତେଲେଙ୍ଗାନା ଯାଏଁ ବିସ୍ତାରିତ ହୋଇଛି।
ପ୍ରଭାବ ରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ର!-->!-->!-->…
Read More...
Read More...
ରେମୁଣା ତହସିଲଦାର ବିଦ୍ୟାଧର ପତି ନିଲମ୍ବିତ
ରେମୁଣା: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିଛନ୍ତି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ପ୍ରକାଶିତ ସରକାରୀ ନିର୍ଦ୍ଦେଶନାମା ଅନୁଯାୟୀ, ଶ୍ରୀ ପତିଙ୍କ ନାମରେ ଭିଜିଲାନ୍ସ ପକ୍ଷରୁ ଗତ!-->…
Read More...
Read More...
ପଞ୍ଚାୟତ ନିର୍ବାଚନ ବର୍ଜନ ପାଇଁ ୨ ଜଣଙ୍କୁ କଲେ ହତ୍ୟା ମାଓବାଦୀ
ବିଜାପୁର: ଛତିଶଗଡ଼ ବିଜାପୁର କୁସଲନାର ଗାଁରେ ୨ ଜଣଙ୍କୁ ହତ୍ୟା କରିଛନ୍ତି ଲାଲବାହିନୀ। ଜଣେ ଶିକ୍ଷକଙ୍କ ସମେତ ୨ ଜଣଙ୍କୁ ହତ୍ୟା କରିଛନ୍ତି ନକ୍ସଲ। ଏଥିସହିତ ପଞ୍ଚାୟତ ନିର୍ବାଚନକୁ ବର୍ଜନ କରିବାକୁ ଆହ୍ବାନ ଦେଇଛନ୍ତି ମାଓବାଦୀ। ହତ୍ୟାକାଣ୍ଡ ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ!-->…
Read More...
Read More...
ଦିଲ୍ଲୀର ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେଖା ଗୁପ୍ତା
ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେଖା ଗୁପ୍ତା। ଦିଲ୍ଲୀର ନୂଆ ତଥା ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବରେ ରେଖା ଗୁପ୍ତା ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ଲେଫ୍ଟନାଣ୍ଟ ଗଭର୍ଣ୍ଣର ବିନୟ କୁମାର ସାକ୍ସେନା ରେଖା ଗୁପ୍ତାଙ୍କୁ ମୁଖ୍ୟମନ୍ତ୍ରୀ ପଦର ଶପଥ ପାଠ କରାଇଥିଲେ।!-->…
Read More...
Read More...
ବାଣ ନିଆଁରେ ଜଳିଗଲା ମହାପ୍ରଭୁ ଜଗନ୍ନାଥଙ୍କ ରଥ
ଯାଜପୁର: ଯାଜପୁର ଜିଲ୍ଲା ସୁକିନ୍ଦାରେ ଅଭାବନୀୟ ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ ବାହାଘର ପ୍ରୋସେସନ୍ ବେଳେ ବାଣ ନିଆଁ ପଡି ଜଗନ୍ନାଥଙ୍କ ରଥରେ ନିଆଁ ଲାଗି ଯାଇଛି। ଗତକାଲି ବିଳମ୍ବିତ ରାତିରେ ଘଟିଛି ଏହି ଅଘଟଣ।
ବହୁ ପୁରାତନ ସୁକିନ୍ଦା ଗଡ଼ ଜଗନ୍ନାଥ ମନ୍ଦିରରେ ରଥଯାତ୍ରାରେ!-->!-->!-->…
Read More...
Read More...